< ପର୍କାସିତ 7 >
1 ୧ ତାର୍ପଚେ ଦର୍ତନିର୍ ଚାରିଟା କନେ ଚାରିଟା ଦୁତ୍ ଟିଆଅଇରଇବାଟା ମୁଇ ଦେକ୍ଲି । ଜେନ୍ତାରିକି କାଇ ପବନ୍ ଦର୍ତନି କି ସମ୍ଦୁରେ କି କାଇ ଗଚ୍ ଉପ୍ରେ ନ ଆଇବାକେ ପବନ୍କେ ଦାରି ଅଟକାଇ ରଇଲା ।
Shure kwaizvozvi, ndakaona vatumwa vana vamire pamakona mana enyika, vakabata mhepo ina dzenyika kuti vadzivise mhepo ipi zvayo kuvhuvhuta panyika kana pamusoro pegungwa kana pamuti upi zvawo.
2 ୨ ପୁରୁବ୍ ଦିଗେଅନି ଆରି ଗଟେକ୍ ଜିବନ୍ ରଇବା ପର୍ମେସରର୍ ସିଲ୍ ସଙ୍ଗ୍ ଆଇବାଟା ମୁଇ ଦେକ୍ଲି । ସେ ଦୁତ୍ ସେ ଚାର୍ଟା ଦୁତ୍ମନ୍କେ ଆଉଲି ଅଇ ଡାକି କଇଲା । ପର୍ମେସର୍ ସେମନ୍କେ ଦର୍ତନି ଆରି ସମ୍ଦୁର୍ ବିନାସ୍ କର୍ବାକେ ବପୁ ଦେଇରଇଲା ।
Ipapo ndakaona mumwe mutumwa achibva kumabvazuva, ane chisimbiso chaMwari mupenyu. Akadanidzira nenzwi guru kuvatumwa vana vakanga vapiwa simba rokuti vatadzire nyika negungwa akati:
3 ୩ ସେ ଦୁତ୍ କଇଲା ଆମର୍ ପର୍ମେସର୍କେ ସେବା କର୍ବା ଲକ୍ମନର୍ କାପାଲେ ଚିନ୍ ନ ଦେବା ଜାକ ଦର୍ତନିକେ କି ସମ୍ଦୁର୍କେ କି ଗଚ୍କେ ବିନାସ୍ ନ କରା ।
“Musatadzira nyika kana gungwa kana miti kusvikira taisa chisimbiso pahuma dzavaranda vaMwari.”
4 ୪ ସେମନ୍ ସେ ଲକ୍ମନ୍କେ ଚିନ୍ କରି ସାରାଇଲା ପଚେ, ସଏ ଚାଲିସ୍ ଚାରି ଅଜାର୍ ଲକ୍ମନ୍କେ ଚିନ୍ ଦେଲୁ ବଲି ମକେ କଇଲା । ସେମନ୍ ଇସ୍ରାଏଲର୍ ବାର୍ଟା ବଁସେଅନି ରଇଲାଇ ।
Ipapo ndakanzwa kuwanda kwaavo vakanga vaiswa chisimbiso: zviuru zana namakumi mana nezvina, kubva kumarudzi ose avaIsraeri.
5 ୫ ଜିଉଦା ବଁସେଅନି ବାରଅଜାର୍ । ସେନ୍ତାରିସେ ରୁବେନ୍ଅନି, ଗାଦ୍ ନାଉଁର୍ ଜାଗାଇଅନି ବାର ଅଜାର୍ ।
Kubva kurudzi rwaJudha, zviuru gumi nezviviri vakaiswa chisimbiso, kubva kurudzi rwaRubheni, zviuru gumi nezviviri, kubva kurudzi rwaGadhi, zviuru gumi nezviviri,
6 ୬ ଆସ୍ରେଅନି, ନାପ୍ତାଲିଅନି, ମାନାସେଅନି, ବାରଅଜାର୍ ।
kubva kurudzi rwaAsheri, zviuru gumi nezviviri, kubva kurudzi rwaNafutari, zviuru gumi nezviviri, kubva kurudzi rwaManase, zviuru gumi nezviviri,
7 ୭ ସିମିୟନ୍ଅନି, ଲବିଅନି, ଇସାକର୍ ତେଇଅନି ବାରଅଜାର୍ ।
kubva kurudzi rwaSimeoni, zviuru gumi nezviviri, kubva kurudzi rwaRevhi, zviuru gumi nezviviri, kubva kurudzi rwaIsakari, zviuru gumi nezviviri,
8 ୮ ସବ୍ଲୁନେଅନି, ଜସେପେଅନି, ବନିୟମେଅନି, ବାରଅଜାର୍ ଲାକା ଚିନ୍ କଲାଇ ।
kubva kurudzi rwaZebhuruni, zviuru gumi nezviviri, kubva kurudzi rwaJosefa zviuru gumi nezviviri, kubva kurudzi rwaBhenjamini zviuru gumi nezviviri.
9 ୯ ତାର୍ପଚେ ମୁଇଦେକ୍ଲି ଏଦେ ଦେକା! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ ।
Shure kwaizvozvi ndakatarira uye ndikaona ipapo pamberi pangu vazhinji zhinji vakanga vasingagoni kuverengwa, vaibva kundudzi dzose, nokumarudzi ose, navanhu vemitauro yose, vamire pamberi pechigaro choushe napamberi peGwayana. Vakanga vakapfeka nguo chena uye vakabata matavi emichindwe mumaoko avo.
10 ୧୦ ସେମନ୍ ଆଉଲି ଅଇକରି କଇତେ ରଇଲାଇ, “ଆମର୍ ପର୍ମେସର୍ ଜେ କି ବସ୍ବା ଜାଗାଇ ବସିଆଚେ, ତାର୍ଟାନେଅନି ଆରି ମେଣ୍ଡା ପିଲାର୍ ଟାନେଅନି ମୁକ୍ତି ମିଲ୍ସି ।”
Uye vakadanidzira nenzwi guru vachiti: “Ruponeso ndorwaMwari wedu, anogara pachigaro choushe, uye ndorweGwayana.”
11 ୧୧ ସବୁ ଦୁତ୍ମନ୍ ବସ୍ବା ଜାଗାର୍ ଆରି ପାର୍ଚିନ୍ ମନର୍ ଆରି ଚାରିଟା ଜିବନ୍ ରଇବା ପସୁମନର୍ ଚାରିବେଟ୍ତି ଟିଆଅଇଲାଇ । ତାର୍ପଚେ ସେମନ୍ ବସ୍ବା ଜାଗାର୍ ମୁଆଟେ ଡାଣ୍ଡାସନ୍ ପଡି ପର୍ମେସର୍କେ ଜୁଆର୍ କରି,
Vatumwa vose vakanga vamire vakakomberedza chigaro choushe uye vakakomberedza vakuru nezvisikwa zvipenyu zvina. Vakawira pasi nezviso zvavo pamberi pechigaro choushe vakanamata Mwari,
12 ୧୨ କଇଲାଇ, ଆମେନ୍, ଦନିଅବାଦ୍, ମଇମା, ଗିଆନ୍, ଡାକ୍ପୁଟା, ବପୁ ଆରି ସକ୍ତି କାଲ୍ କାଲ୍ ଜୁଗ୍ ଜୁଗ୍ ଆମର୍ ପର୍ମେସର୍କେ ଅ । ଆମେନ୍, ବଲି କଇତେରଇଲାଇ । (aiōn )
vachiti: “Ameni! Kurumbidzwa nokubwinya nouchenjeri nokuvonga nokukudzwa noushe nesimba ngazvive kuna Mwari wedu nokusingaperi-peri. Ameni!” (aiōn )
13 ୧୩ ପାର୍ଚିନ୍ ମନର୍ ବିତ୍ରେ ଅନି ଗଟେକ୍ ଲକ୍ ଆସିକରି ମକେ ପାଚାର୍ଲା, “ଏ ଲକ୍ମନ୍ କାଇକେ ଦବ୍ ଲୁଗା ପିନ୍ଦି ଆଚତ୍ ଆରି ସେମନ୍ କନ୍ତିଅନି ଆଇଲାଇ?”
Ipapo mumwe wavakuru akandibvunza akati, “Ava vakapfeka nguo chena, ndivanaaniko, uye vakabvepi?”
14 ୧୪ ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍ ।” ସେ ମକେ କଇଲା “ବେସି ବଡ୍ ତାଡ୍ନା ପଚେ ରକିଆ ପାଇ ଆଇଲାଇଆଚତ୍ । ମେଣ୍ଡାପିଲାର୍ ବନି ସଙ୍ଗ୍ ସେମନ୍ ତାକର୍ ବସ୍ତର୍ ଦଇକରି ଦବ୍ କଲାଇଆଚତ୍ ।”
Ndakapindura ndikati, “Ishe, imi munoziva.” Uye iye akati, “Ava ndivo vaya vakabuda mukutambudzika kukuru; vakasuka nguo dzavo vakadzichenesa muropa reGwayana.
15 ୧୫ ସେଟାର୍ ପାଇ ସେ ଲକ୍ମନ୍ ପର୍ମେସରର୍ ବସ୍ବା ଜାଗାର୍ ମୁଆଟେ ରଇ ତାର୍ ମନ୍ଦିରେ ଦିନ୍ ରାତି ତାକେ ସେବା କଲାଇନି । ଜେ ବସ୍ବା ଜାଗାଇ ବସ୍ଲାଆଚେ, ସେ ସେମନ୍କେ ରକିଆ କର୍ସି ।
Naizvozvo, “vari pamberi pechigaro chaMwari uye vanomushumira masikati nousiku mutemberi yake; uye iye anogara pachigaro choushe achatambanudza tende rake pamusoro pavo.
16 ୧୬ ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ ।
Havachazoziyi nenzara zvakare; havachazonzwi nyota zvakare. Havachazopiswi nezuva, kana nokupisa kupi zvako.
17 ୧୭ କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।
Nokuti Gwayana riri pakati pechigaro choushe richava mufudzi wavo; richavatungamirira kumatsime emvura mhenyu. Uye Mwari achapukuta misodzi yose pameso avo.”