< ପର୍କାସିତ 8 >
1 ୧ ମେଣ୍ଡାପିଲା ଜେଡେବେଲେ ସାତ୍ ତମର୍ ସିଲ୍ ବାଙ୍ଗାଇଲା, ସେଡ୍କିବେଲେ ସର୍ଗେ ସମାନ୍ ଅଦ୍ଗଟା ଜାକ ଚିମ୍ରା ଅଇଗାଲା ।
anantaraM saptamamudrAyAM tena mochitAyAM sArddhadaNDakAlaM svargo niHshabdo. abhavat|
2 ୨ ତାର୍ପଚେ ପର୍ମେସରର୍ ମୁଆଟେ ସାତ୍ଟା ଦୁତ୍ମନ୍କେ ଟିଆଅଇ ରଇଲାଟା ମୁଇ ଦେକ୍ଲି । ସେ ମନ୍କେ ସାତ୍ଟା ମଇରି ଦିଆଅଇ ରଇଲା ।
aparam aham IshvarasyAntike tiShThataH saptadUtAn apashyaM tebhyaH saptatUryyo. adIyanta|
3 ୩ ତେଇ ଆରି ଗଟେକ୍ ଦୁତ୍ ଆସିକରି ବେଦିଲଗେ ଟିଆ ଆଇଲା । ତାର୍ ଆତେ ଗନ୍ଦ୍ରସ୍ ପଡାଇବା ଗଟେକ୍ ସୁନାର୍ ଗିନା ରଇଲା । ପର୍ମେସରର୍ ଲକ୍ମନର୍ ପାର୍ତନା ସଙ୍ଗ୍ ମିସାଇବାକେ ତାକେ ବେସି ଗନ୍ଦ୍ରସ୍ ଦିଆଅଇରଇଲା । ତାର୍ପଚେ ସେ ସେଟା ବସ୍ବା ଜାଗାର୍ ମୁଆଟେ ରଇବା ସୁନାର୍ ବେଦି ଉପ୍ରେ ସରପ୍ସି ।
tataH param anya eko dUta AgataH sa svarNadhUpAdhAraM gR^ihItvA vedimupAtiShThat sa cha yat siMhAsanasyAntike sthitAyAH suvarNavedyA upari sarvveShAM pavitralokAnAM prArthanAsu dhUpAn yojayet tadarthaM prachuradhUpAstasmai dattAH|
4 ୪ ପଡ୍ତେରଇବା ଦୁପର୍ ଦୁଆଁ ପର୍ମେସରର୍ ଲକ୍ମନର୍ ପାର୍ତନା ସଙ୍ଗ୍ ଉପ୍ରେ ଗାଲା । ପର୍ମେସରର୍ ମୁଆଟେ ଟିଆଅଇରଇବା ଦୁତ୍ ସେଟା ଦାରିରଇଲା ।
tatastasya dUtasya karAt pavitralokAnAM prArthanAbhiH saMyuktadhUpAnAM dhUma Ishvarasya samakShaM udatiShThat|
5 ୫ ତାର୍ପଚେ ସେ ଦୁତ୍ ଦୁପ୍ ପଡାଇବା ଅର୍କି ନେଇକରି ବେଦିଟାନର୍ ଜଇସଙ୍ଗ୍ ବର୍ତି କଲା । ସେଟା ସେ ଦର୍ତନି ଉପ୍ରେ ପିଙ୍ଗିଦେଲା । ତେଇ ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା ଆରି ବିଜ୍ଲି ମାରି ଦର୍ତନି ଚୁଲ୍ବୁଲ୍ଲା ।
pashchAt sa dUto dhUpAdhAraM gR^ihItvA vedyA vahninA pUrayitvA pR^ithivyAM nikShiptavAn tena ravA meghagarjjanAni vidyuto bhUmikampashchAbhavan|
6 ୬ ତାର୍ପଚେ ସାତ୍ଟା ମଇରି ଦାରିରଇବା ସାତ୍ଟା ଦୁତ୍ ସେଟା ପୁକ୍ବାକେ ତିଆର୍ଅଇଲାଇ ।
tataH paraM saptatUrI rdhArayantaH saptadUtAstUrI rvAdayitum udyatA abhavan|
7 ୭ ପର୍ତୁମର୍ ଦୁତ୍ ତାର୍ ମଇରି ପୁକ୍ଲା ଆରି ଏଦେ ଦେକା! କାରାପାକ୍ନା ଆରି ଜଇ ଜନ୍ଟା କି ବନି ସଙ୍ଗ୍ ମିସିରଇଲା, ସେଟା ଦର୍ତନି ଉପ୍ରେ ଡାଲିଅଇଲା । ଦର୍ତନି ତିନ୍ବାଗ୍ ଅନି ଗଟେକ୍ ବାଗ୍ ପଡିଗାଲା । ତାର୍ ସଙ୍ଗ୍ ତିନ୍ବାଗେ ଅନି ଗଟେକ୍ ବାଗର୍ ଗଚ୍ମନ୍ ଆରି ସବୁ ଗାଁସ୍ମନ୍ ମିସା ପଡିଗାଲା ।
prathamena tUryyAM vAditAyAM raktamishritau shilAvahnI sambhUya pR^ithivyAM nikShiptau tena pR^ithivyAstR^itIyAMsho dagdhaH, tarUNAmapi tR^itIyAMsho dagdhaH, haridvarNatR^iNAni cha sarvvANi dagdhAni|
8 ୮ ତାର୍ପଚେ ଦୁଇଲମର୍ ଦୁତ୍ ମଇରି ପୁକ୍ଲା । ଆରି ଏଦେ ଦେକା! ଗଟେକ୍ ବଡ୍ କୁପ୍ଲି, ଜନ୍ଟା ଜଇ ଲାଗ୍ତେରଇଲା, ସେଟା ସମ୍ଦୁର୍ ବିତ୍ରେ ପିଙ୍ଗା ଅଇଲା । ଆରି ସମ୍ଦୁରର୍ ପାନି ତିନ୍ବାଗେ ଅନି ଗଟେକ୍ ବାଗ୍ ବନି ଅଇଗାଲା ।
anantaraM dvitIyadUtena tUryyAM vAditAyAM vahninA prajvalito mahAparvvataH sAgare nikShiptastena sAgarasya tR^itIyAMsho raktIbhUtaH
9 ୯ ଆରି ସମ୍ଦୁର୍ ବିତ୍ରେ ରଇବା ତିନ୍ବାଗେଅନି ଗଟେକ୍ ବାଗ୍ ଜଁତ୍ଜିଆଦ୍ ମରିଗାଲାଇ । ଆରି ତିନ୍ବାଗେଅନି ଗଟେକ୍ ବାଗ୍ ପାନି ଜାଜ୍ ମିସା କୁରୁପ୍ନାସ୍ ଅଇଗାଲା ।
sAgare sthitAnAM saprANAnAM sR^iShTavastUnAM tR^itIyAMsho mR^itaH, arNavayAnAnAm api tR^itIyAMsho naShTaH|
10 ୧୦ ତାର୍ପଚେ ତିନ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ସେ ଦାପ୍ରେସେ ଆକାସେ ଅନି ଜଇଅଲା ପାରା ଲାଗ୍ତେରଇବା ଗଟେକ୍ ବଡ୍ ତାରା ବାଦ୍ଲେଅନି ଅଦର୍ଲା । ସେଟା ତିନ୍ବାଗେଅନି ଗଟେକ୍ ବାଗର୍ ଗାଡ୍ମନ୍କେ ଆରି ଜଲାମନର୍ ଉପ୍ରେ ଅଦର୍ଲା ।
aparaM tR^itIyadUtena tUryyAM vAditAyAM dIpa iva jvalantI ekA mahatI tArA gagaNAt nipatya nadInAM jalaprasravaNAnA nchoparyyAvatIrNA|
11 ୧୧ ସେ ତାରାର୍ ନାଉଁ ଅଇଲାନି ଲାଗ୍ଦଣାତିକ୍ତତା । ତାରା ଅଦର୍ଲାକେ ତିନ୍ବାଗେ ଅନି ଗଟେକ୍ବାଗ୍ ପାନି ପିତା ଅଇଗାଲା । ସେ ପିତା ପାନି କାଇକରି ବେସିଲକ୍ମନ୍ ମରିଗାଲାଇ ।
tasyAstArAyA nAma nAgadamanakamiti, tena toyAnAM tR^itIyAMshe nAgadamanakIbhUte toyAnAM tiktatvAt bahavo mAnavA mR^itAH|
12 ୧୨ ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।
aparaM chaturthadUtena tUryyAM vAditAyAM sUryyasya tR^itIyAMshashchandrasya tR^itIyAMsho nakShatrANA ncha tR^itIyAMshaH prahR^itaH, tena teShAM tR^itIyAMshe. andhakArIbhUte divasastR^itIyAMshakAlaM yAvat tejohIno bhavati nishApi tAmevAvasthAM gachChati|
13 ୧୩ ତାର୍ପଚେ ମୁଇ ଆରି ଦେକ୍ଲି ଆରି ଏଦେ ଦେକା! ଗଟେକ୍ ଗିଦ୍ ବେସି ଉପ୍ରେ ଉଡ୍ତେରଇଲା । ଆରି ଆଉଲି କଇତେରଇଲା, “କାଇ ଇନସ୍ତା, କାଇ ଇନସ୍ତା । ଜେଡେବେଲେ ବାକି ତିନ୍ଟା ଦୁତ୍ମନର୍ ମଇରି ଟାନେଅନି ସବଦ୍ ଆଇଲାବେଲେ, ଦର୍ତନି ଟାନେ ରଇବା ସବୁ ଲକ୍ମନର୍ ପାଇ କେତେକ୍ ଇନସ୍ତା ଅଇସି ।”
tadA nirIkShamANena mayAkAshamadhyenAbhipatata ekasya dUtasya ravaH shrutaH sa uchchai rgadati, aparai ryaistribhi rdUtaistUryyo vAditavyAsteShAm avashiShTatUrIdhvanitaH pR^ithivInivAsinAM santApaH santApaH santApashcha sambhaviShyati|