< ରମିୟ 10 >
1 ୧ ଏ ବାଇବଇନିମନ୍, ମର୍ ନିଜର୍ ଲକ୍ ମୁକ୍ତି ପାଅତ୍ ବଲି ମୁଇ ବେସି ମନ୍ କଲିନି । ଆରି ଏଟାର୍ପାଇ ମୁଇ ସବୁବେଲେ ପର୍ମେସର୍କେ ପାର୍ତନା କଲିନି ।
Братя, моето сърдечно желание и молбата ми към Бога е за спасението на Израиля.
2 ୨ ସେମନ୍ ପରମେସର୍କେ ପୁରାପୁରୁନ୍ ବିସ୍ବାସ୍ କଲାଇନି । ମାତର୍ ତାକେ କେନ୍ତାରି ସାର୍ଦା କରାଇବାର୍ ଆଚେ, ସେଟା ନାଜାନତ୍ ।
Защото свидетелствувам за тях, че те имат ревност за Бога, само че не е според пълното знание.
3 ୩ ଲକ୍ମନ୍କେ ନିଜର୍ ମୁଆଟେ ଦରମ୍ ବଲାଇ ଅଇବାକେ, ପରମେସର୍ ଜନ୍ ଜଜ୍ନା କଲା, ସେଟା ସେମନ୍ ନିଚ୍ଲାଇ । ମାତର୍ ନିଜେ ଜଜ୍ନା ତିଆର୍ କରି, ନିୟମର୍ ବାଟେ ଇଣ୍ଡ୍ଲାଇ ।
Понеже, ако не знаят правдата, която е от Бога и искат да поставят своята, те не се покориха на правдата от Бога.
4 ୪ କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
Понеже Христос изпълнява целта на закона, да се оправдае всеки, който вярва.
5 ୫ ନିୟମ୍ ମାନ୍ବାତେଇଅନି ଦରମ୍ଲକ୍ ଅଇବା ବିସଇ ମସା ଲେକ୍ଲା ଆଚେ । ଜଦି ଜନ୍ ଲକ୍ମନ୍ ନିୟମର୍ ସବୁଜାକ ଆଦେସ୍ ମାନ୍ବାଇ, ସେମନ୍ ବଁଚ୍ବାଇ ।
Защото Моисей пише, че човек, който върши правдата, която е чрез пазенето на закона, ще живее чрез нея.
6 ୬ ମାତର୍ ଲକ୍ମନ୍ ବିସ୍ବାସ୍କରି ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇବାଇ, ସେ ବିସଇ ସାସ୍ତରେ ଏନ୍ତି ଲେକାଆଚେ, କେ ସର୍ଗେ ଜାଇକରି କିରିସ୍ଟକେ ଉତ୍ରାଇ ଆନ୍ସି? ବଲି ମନେ ମନେ କଇ ଉଆନାଇ ।
А правдата, която е чрез вяра, говори така: "Да не речеш в сърцето си: Кой ще се възкачи на небето, сиреч, да свали Христа?
7 ୭ ଆରି କୁଆନାଇ, କେ ପାତାଲେ ଜାଇକରି କିରିସ୍ଟକେ ମଲାଟାନେଅନି ଆରିତରେକ୍ ଉଟାଇ ଆନ୍ସି? (Abyssos )
или: Кой ще слезе в бездната, сиреч да възведе Христа от мъртвите?" (Abyssos )
8 ୮ କାଇକେବଇଲେ ସାସ୍ତରେ ଏନ୍ତାରି ମିସା ଲେକାଅଇଆଚେ, “ପରମେସରର୍ କବର୍ ତମର୍ ଲଗେ, ତମର୍ ଟଣ୍ଡେ ଆରି ମନେ ଆଚେ ।” ବିସ୍ବାସ୍ ବିସଇର୍ ଏ କବର୍ସେ ଆମେ ଜାନାଇଲୁନି ।
Но що казва тя? Казва, че "думата е близу при тебе, в устата ти и в сърцето ти", сиреч думата на вярата която проповядваме.
9 ୯ ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା ।
Защото, ако изповядваш с устата си, че Исус е Господ, и повярваш със сърцето си, че Бог Го е възкресил от мъртвите ще се спасиш;
10 ୧୦ ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
Защото със сърце вярва човек и се оправдава, и с устата прави изповед и се спасява.
11 ୧୧ ସାସ୍ତର୍ ଇସାବେ, “କେ ମିସା ତାକେ ବିସ୍ବାସ୍ କର୍ସି, ସେ ବିସ୍ବାସ୍ କରି କେବେ ଲାଜ୍ ନ ଅଏ ।”
Защото писанието казва: "Никой, който вярва в Него, не ще се посрами".
12 ୧୨ କାଇଟାବଇଲେ, ଜିଉଦି ଆରି ଜିଉଦି ନଇଲା ଲକର୍ ବିତ୍ରେ କାଇ ସାନ୍ ବଡ୍ ନାଇ । ସେଟାର୍ ପାଇ ସବୁ ଲକର୍ ତା ଗଟେକ୍ ମାପ୍ରୁ, ଆରି ଜେତ୍କି ଲକ୍ ତାକେ ପାର୍ତନା କର୍ବାଇ ସେ ସବୁ ଲକ୍କେ ମଙ୍ଗଲ୍ କର୍ସି ।
Понеже няма разлика между юдеин и грък защото същият Господ е Господ на всички, богат към всички, които Го призовават.
13 ୧୩ କାଇକେବଇଲେ “ଜେ ମିସା ମାପ୍ରୁର୍ ନାଉଁ ଦାରି ପାର୍ତନା କର୍ସି, ସେ ମୁକ୍ତି ପାଇସି ।”
Защото "всеки, който призове Господното име, ще се спаси".
14 ୧୪ ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ?
Как, прочее, ще призоват Този, в Когото не са повярвали? И как ще повярват в Този за Когото не са чули? А как ще чуят без проповедник?
15 ୧୫ ଆରି କବର୍ ନେଉକେ ନ ପାଟାଇଲେ କେନ୍ତି ଜାନାଇସି? ଏ ବିସଇ ସାସ୍ତରେ ଲେକା ଆଚେ “ସୁବ୍କବର୍ ଜାନାଉମନ୍ ଆଇବାଟା, କେଡେ ସାର୍ଦାର୍ କାତା!”
И как ще проповядват, ако не бъдат пратени? Както е писано:
16 ୧୬ ମାତର୍ ସୁବ୍କବର୍ ଜାନାଇବାଟାନେ ସବୁ ଲକ୍ ମାନତ୍ ନାଇ । ସେଟାର୍ ପାଇ ଜିସାଇୟ ଲେକ୍ଲା ଆଚେ, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କରତ୍ନାଇ ।”
Но не всички послушаха благовестието; Защото Исаия казва: "Господи, кой от нас е повярвал на онова, което сме чули"?
17 ୧୭ ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
И тъй, вярването е от слушане, а слушането
18 ୧୮ ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ, “ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।”
Но казвам: те не са ли чули? Наистина чули са:
19 ୧୯ ଆରି ତରେକ୍ ମୁଇ ପାଚାର୍ଲିନି, ଇସ୍ରାଏଲର୍ ଲକ୍ମନ୍ ସେଟା ନିକସଙ୍ଗ୍ ବୁଜତ୍ ନାଇ କି? ଉଁ ବୁଜିଆଚତ୍ । କାଇକେବଇଲେ ବେସି ବରସ୍ ଆଗ୍ତୁ ମସା ଉତର୍ଦେଇ ଲେକ୍ଲା ଆଚେ, ଗଟେକ୍ ନାଜାନ୍ଲା ଜାତିକେ ସାଇଜ କରି ମର୍ ଲକ୍ମନ୍କେ ଇଁସା କରାଇବି । ସେନ୍ତି ଗଟେକ୍ ବକୁଆ ଜାତିର୍ ଲକ୍କେ ଦୟାକରି ମୁଇ ସେମନ୍କେ ରିସା କରାଇବି ।
Но пак казвам: Израил не е ли разбрал? Разбрал е, защото първо Моисей казва:
20 ୨୦ ଜିସାଇଅ ଆରି ମିସା ଡାଟ୍ସଙ୍ଗ୍ କଇଲା ଆଚେ, “ଜନ୍ ଲକ୍ମନ୍ ମକେ ନ କଜ୍ତେରଇଲାଇ, ସେମନ୍ ମକେ ବେଟ୍ ପାଇଲାଇ, ଜନ୍ ଲକ୍ମନ୍ ମର୍ ବିସଇ ନ ପାଚାର୍ତେ ରଇଲାଇ, ମୁଇ ନିଜେ ସେମନ୍କେ ଦେକାଇଅଇଲି ।”
А Исаия се осмелява да каже:
21 ୨୧ ମାତର୍ ପର୍ମେସର୍ ଇସ୍ରାଏଲର୍ ବିସଇ କଇଲାନି, “ଗୁଲାଇଦିନ୍ ସେମନ୍କେ ଡାକି ନେବାକେ ଆତ୍ ଲାମାଇଲି, ମାତର୍ ସେମନ୍ ମକେ ନ ମାନିକରି ବିରଦ୍ କଲାଇ ।”
а за Израиля казва: