< ରମିୟ 10 >
1 ୧ ଏ ବାଇବଇନିମନ୍, ମର୍ ନିଜର୍ ଲକ୍ ମୁକ୍ତି ପାଅତ୍ ବଲି ମୁଇ ବେସି ମନ୍ କଲିନି । ଆରି ଏଟାର୍ପାଇ ମୁଇ ସବୁବେଲେ ପର୍ମେସର୍କେ ପାର୍ତନା କଲିନି ।
Brothers, my heart's desire and my request to God is for them, for their salvation.
2 ୨ ସେମନ୍ ପରମେସର୍କେ ପୁରାପୁରୁନ୍ ବିସ୍ବାସ୍ କଲାଇନି । ମାତର୍ ତାକେ କେନ୍ତାରି ସାର୍ଦା କରାଇବାର୍ ଆଚେ, ସେଟା ନାଜାନତ୍ ।
For I testify about them that they have a zeal for God, but not according to knowledge.
3 ୩ ଲକ୍ମନ୍କେ ନିଜର୍ ମୁଆଟେ ଦରମ୍ ବଲାଇ ଅଇବାକେ, ପରମେସର୍ ଜନ୍ ଜଜ୍ନା କଲା, ସେଟା ସେମନ୍ ନିଚ୍ଲାଇ । ମାତର୍ ନିଜେ ଜଜ୍ନା ତିଆର୍ କରି, ନିୟମର୍ ବାଟେ ଇଣ୍ଡ୍ଲାଇ ।
For they do not know of God's righteousness, and they seek to establish their own righteousness. They did not submit to the righteousness of God.
4 ୪ କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
For Christ is the fulfillment of the law for righteousness for everyone who believes.
5 ୫ ନିୟମ୍ ମାନ୍ବାତେଇଅନି ଦରମ୍ଲକ୍ ଅଇବା ବିସଇ ମସା ଲେକ୍ଲା ଆଚେ । ଜଦି ଜନ୍ ଲକ୍ମନ୍ ନିୟମର୍ ସବୁଜାକ ଆଦେସ୍ ମାନ୍ବାଇ, ସେମନ୍ ବଁଚ୍ବାଇ ।
For Moses writes about the righteousness that comes from the law: “The man who does the righteousness of the law will live by this righteousness.”
6 ୬ ମାତର୍ ଲକ୍ମନ୍ ବିସ୍ବାସ୍କରି ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇବାଇ, ସେ ବିସଇ ସାସ୍ତରେ ଏନ୍ତି ଲେକାଆଚେ, କେ ସର୍ଗେ ଜାଇକରି କିରିସ୍ଟକେ ଉତ୍ରାଇ ଆନ୍ସି? ବଲି ମନେ ମନେ କଇ ଉଆନାଇ ।
But the righteousness that comes from faith says this, “Do not say in your heart, 'Who will ascend into heaven?' (that is, to bring Christ down);
7 ୭ ଆରି କୁଆନାଇ, କେ ପାତାଲେ ଜାଇକରି କିରିସ୍ଟକେ ମଲାଟାନେଅନି ଆରିତରେକ୍ ଉଟାଇ ଆନ୍ସି? (Abyssos )
and do not say, 'Who will descend into the abyss?'” (that is, to bring Christ up from the dead). (Abyssos )
8 ୮ କାଇକେବଇଲେ ସାସ୍ତରେ ଏନ୍ତାରି ମିସା ଲେକାଅଇଆଚେ, “ପରମେସରର୍ କବର୍ ତମର୍ ଲଗେ, ତମର୍ ଟଣ୍ଡେ ଆରି ମନେ ଆଚେ ।” ବିସ୍ବାସ୍ ବିସଇର୍ ଏ କବର୍ସେ ଆମେ ଜାନାଇଲୁନି ।
But what does it say? “The word is near you, in your mouth and in your heart.” That is the word of faith, which we proclaim.
9 ୯ ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା ।
For if with your mouth you acknowledge Jesus as Lord, and believe in your heart that God raised him from the dead, you will be saved.
10 ୧୦ ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
For with the heart man believes for righteousness, and with the mouth he acknowledges for salvation.
11 ୧୧ ସାସ୍ତର୍ ଇସାବେ, “କେ ମିସା ତାକେ ବିସ୍ବାସ୍ କର୍ସି, ସେ ବିସ୍ବାସ୍ କରି କେବେ ଲାଜ୍ ନ ଅଏ ।”
For scripture says, “Everyone who believes on him will not be put to shame.”
12 ୧୨ କାଇଟାବଇଲେ, ଜିଉଦି ଆରି ଜିଉଦି ନଇଲା ଲକର୍ ବିତ୍ରେ କାଇ ସାନ୍ ବଡ୍ ନାଇ । ସେଟାର୍ ପାଇ ସବୁ ଲକର୍ ତା ଗଟେକ୍ ମାପ୍ରୁ, ଆରି ଜେତ୍କି ଲକ୍ ତାକେ ପାର୍ତନା କର୍ବାଇ ସେ ସବୁ ଲକ୍କେ ମଙ୍ଗଲ୍ କର୍ସି ।
For there is no difference between Jew and Greek. For the same Lord is Lord of all, and he is rich to all who call upon him.
13 ୧୩ କାଇକେବଇଲେ “ଜେ ମିସା ମାପ୍ରୁର୍ ନାଉଁ ଦାରି ପାର୍ତନା କର୍ସି, ସେ ମୁକ୍ତି ପାଇସି ।”
For everyone who calls on the name of the Lord will be saved.
14 ୧୪ ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ?
How then can they call on him in whom they have not believed? How can they believe in him of whom they have not heard? How can they hear without a preacher?
15 ୧୫ ଆରି କବର୍ ନେଉକେ ନ ପାଟାଇଲେ କେନ୍ତି ଜାନାଇସି? ଏ ବିସଇ ସାସ୍ତରେ ଲେକା ଆଚେ “ସୁବ୍କବର୍ ଜାନାଉମନ୍ ଆଇବାଟା, କେଡେ ସାର୍ଦାର୍ କାତା!”
Then how can they preach, unless they are sent?—As it is written, “How beautiful are the feet of those who proclaim glad tidings of good things!”
16 ୧୬ ମାତର୍ ସୁବ୍କବର୍ ଜାନାଇବାଟାନେ ସବୁ ଲକ୍ ମାନତ୍ ନାଇ । ସେଟାର୍ ପାଇ ଜିସାଇୟ ଲେକ୍ଲା ଆଚେ, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କରତ୍ନାଇ ।”
But they did not all listen to the gospel. For Isaiah says, “Lord, who has believed our message?”
17 ୧୭ ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
So faith comes from hearing, and hearing by the word of Christ.
18 ୧୮ ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ, “ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।”
But I say, “Did they not hear?” Yes, most certainly. “Their sound has gone out into all the earth, and their words to the ends of the world.”
19 ୧୯ ଆରି ତରେକ୍ ମୁଇ ପାଚାର୍ଲିନି, ଇସ୍ରାଏଲର୍ ଲକ୍ମନ୍ ସେଟା ନିକସଙ୍ଗ୍ ବୁଜତ୍ ନାଇ କି? ଉଁ ବୁଜିଆଚତ୍ । କାଇକେବଇଲେ ବେସି ବରସ୍ ଆଗ୍ତୁ ମସା ଉତର୍ଦେଇ ଲେକ୍ଲା ଆଚେ, ଗଟେକ୍ ନାଜାନ୍ଲା ଜାତିକେ ସାଇଜ କରି ମର୍ ଲକ୍ମନ୍କେ ଇଁସା କରାଇବି । ସେନ୍ତି ଗଟେକ୍ ବକୁଆ ଜାତିର୍ ଲକ୍କେ ଦୟାକରି ମୁଇ ସେମନ୍କେ ରିସା କରାଇବି ।
Moreover, I say, “Did Israel not know?” First Moses says, “I will provoke you to jealousy by what is not a nation. By means of a nation without understanding, I will stir you up to anger.”
20 ୨୦ ଜିସାଇଅ ଆରି ମିସା ଡାଟ୍ସଙ୍ଗ୍ କଇଲା ଆଚେ, “ଜନ୍ ଲକ୍ମନ୍ ମକେ ନ କଜ୍ତେରଇଲାଇ, ସେମନ୍ ମକେ ବେଟ୍ ପାଇଲାଇ, ଜନ୍ ଲକ୍ମନ୍ ମର୍ ବିସଇ ନ ପାଚାର୍ତେ ରଇଲାଇ, ମୁଇ ନିଜେ ସେମନ୍କେ ଦେକାଇଅଇଲି ।”
Then Isaiah was very bold when he says, “I was found by those who did not seek me. I appeared to those who did not ask for me.”
21 ୨୧ ମାତର୍ ପର୍ମେସର୍ ଇସ୍ରାଏଲର୍ ବିସଇ କଇଲାନି, “ଗୁଲାଇଦିନ୍ ସେମନ୍କେ ଡାକି ନେବାକେ ଆତ୍ ଲାମାଇଲି, ମାତର୍ ସେମନ୍ ମକେ ନ ମାନିକରି ବିରଦ୍ କଲାଇ ।”
But to Israel he says, “All the day long I reached out my hands to a disobedient and stubborn people.”