< ରମିୟ 11 >
1 ୧ ମୁଇ ଆରିତରେକ୍ ପାଚାର୍ଲିନି, “ତେବେ ପରମେସର୍ ସବୁ ଜିଉଦି ଲକ୍ମନ୍କେ ଚାଡି ଦେଲା ଆଚେ କି? ନାଇ, କେବେ ନାଇ । ମୁଇ ମିସା ନିଜେ ସେମନର୍ପାରା ଗଟେକ୍ ଜିଉଦି, ଅବ୍ରାଆମ୍ତା ମର୍ ଆନିଦାଦି ଆରି ମୁଇ ବେନ୍ଜାମିନ୍ କୁଟୁମର୍ ଲକ୍ ଅଇଆଚି ।”
第三款 イスラエル人に取りての大いなる慰 然らば我は言はん、神は其民を棄て給ひしかと、然らず、其は我もイスラエル人にして、アブラハムの裔、ベンヤミンの族なればなり。
2 ୨ ପରମେସର୍ ମୁଲେଅନି ବାଚିରଇଲା ତାର୍ ଲକ୍ମନ୍କେ କେବେ ମିସା ଚାଡେନାଇ । ତମେ ସାସ୍ତରେ ପଡିଆଚାସ୍, ଏଲିଅ କେନ୍ତି ଇସ୍ରାଏଲ୍ ମନର୍ ପାପର୍ ଚଲାଚଲ୍ତିର୍ପାଇ ପରମେସର୍କେ ପାର୍ତନା କରିରଇଲା,
神は豫知し給ひし己の民を棄て給はざりしなり。汝等エリアに就きて聖書の曰へる事を知らざるか、即ち彼イスラエル人を神に訟へて言へらく、
3 ୩ “ଏ ମାପ୍ରୁ, ସେମନ୍ ତମର୍ ବବିସତ୍ବକ୍ତାମନ୍କେ ମରାଇଆଚତ୍ ଆରି ତମର୍ ପୁଜା କର୍ବା ବେଦି ସବୁ ବାଙ୍ଗାଇ ପାକାଇଲାଇ ଆଚତ୍ । ମୁଇ ଗଟେକ୍ ଲକ୍ସେ ତକେ ପୁଜା କର୍ବାକେ ଆଚି । ମକେ ମିସା ସେମନ୍ ମାରିପାକାଇବାକେ ଚେସ୍ଟା କଲାଇନି ।”
「主よ、彼等は主の預言者等を殺し、悉く主の祭壇を毀てり、然て我一人殘れるに、尚我命を求めんとするなり」と。
4 ୪ ପରମେସର୍ ଏଲିଅକେ କାଇବଲି କଇ ରଇଲା । “କାରାପ୍ ଦେବ୍ତା ବାଲ୍ ପୁତ୍ଲାକେ ପୁଜା ନ କରିରଇବା ତମର୍ ବିତ୍ରେଅନି ସାତ୍ ଅଜାର୍ ଲକ୍କେ ମର୍ ପାଇ ସଙ୍ଗଇ ଆଚି ।”
而して神の御答に何と曰へるぞ、「我は己の為に、バアルの前に跪かざる七千の男子を殘したるなり」と。
5 ୫ ଏବେ ସେ ସମାନ୍ ବେଲା ଗଟ୍ଲା ଆଚେ । ପରମେସର ଜିବନ୍ ଦୁକାଇ ଜନ୍ ଲକ୍ମନ୍କେ ବାଚି ରଇଲା, ସେମନର୍ ବିତ୍ରେଅନି ଅଲପ୍ କେତେଟା ଜିଉଦିମନ୍ ଅଗ୍ଲି ଆଚତ୍ ।
斯の如く、今の時も亦恩寵の撰に由りて殘れる者は救はれたり。
6 ୬ ପରମେସର୍ ସେମନ୍କେ ତାର୍ ନିଜର୍ ଜିବନ୍ ଦୁକାଇକରି ବାଚ୍ଲା ଆଚେ । ସେମନ୍ କରି ରଇବା ନିକ କାମର୍ ଲାଗି ନାଇ । ଜଦି ସେମନର୍ ନିକ କାମର୍ ଲାଗି ସେମନ୍କେ ବାଚିରଇତା, ତାର୍ ଜିବନ୍ ଦୁକାନି ସତ୍ ଜିବନ୍ ଦୁକାନି ନ ଅଇତା ।
恩寵に由れば業に由るに非ず、然らざれば恩寵は最早恩寵に非ざるべし。
7 ୭ ତେବେ କାଇଟା ଅଇଲା? ଇସ୍ରାଏଲର୍ ଲକ୍ମନ୍ ନିଜେ ଦରମ୍ ବଲାଇଅଇବାକେ ଗଟେକ୍ ବାଟ୍ କଜ୍ଲାଇ । ମାତର୍ ତେଇଅନି ଗଟେକ୍ ସାନ୍ ଦଲ୍କେସେ ପର୍ମେସର୍ ବାଚିରଇଲା । ଆରି ବାକିଲକ୍ମନ୍ କେ ମିସା ସେ ଡାକ୍ଲାକେ ସୁନତ୍ ନାଇ ।
然らば何ぞや、イスラエル人は其求め居たりし所を得ず、撰まれたる人は之を得て、他の人は頑固になれり。
8 ୮ ସାସ୍ତରର୍ ବାକିଅ “ଜେନ୍ତିକି ପରମେସର୍ ସେମନର୍ ଆଁକି ଆରି ମନ୍ ବାନ୍ଦି ଦେଲା ଆଚେ । ଏବେ ଜାକ ସେମନ୍ ଦେକି ନାପାର୍ଲାଇନି କି ସୁନି ନାପାର୍ଲାଇନି ।”
録して、「神は彼等に茫然たる精神、見得べからざる目、聞得べからざる耳を賜ひて今日に至る」、とあるが如し。
9 ୯ ସେମନର୍ ବିସଇନେଇ ଦାଉଦ୍ ଲେକ୍ଲା ଆଚେ, ସେମନ୍ ଆମେ ପାପ୍ କରୁନାଇ ବଲି ବୁଲ୍ ଚିନ୍ତା କରତ୍ । ସେମନ୍ ତେଇ ଅଦ୍ରି ଜାଅତ୍ । ଅଦ୍ରିଜାଇକରି ଡଣ୍ଡ୍ ପାଅତ୍ ।
ダヴィド又曰く「願はくは彼等の食卓、網となり、罠となり、躓くものとなり、報となれかし、
10 ୧୦ ସେମନ୍ କାଣାକାଣି ଅଇକରି କାଇଟା ମିସା ଦେକି ନାପାରତ୍ । ସବୁବେଲେ ଦୁକ୍ କସ୍ଟ ପାଇପାଇ ସେମନର୍ ଆଁଟା ସବୁବେଲର୍ ପାଇ ବାଁକ୍ ଅଇଜାଅ ।
其目は眩みて見えざらしめ、其背は何時も屈ましめ給へ」、と。
11 ୧୧ ମର୍ ସଙ୍ଗର୍ ଜିଉଦିମନ୍ ଜଟିଆଇ ଅଇକରି ଆଜିଜାଇ ନସ୍ଟ ଅଇଗାଲାଇ । ମାତର୍ ସେମନ୍କେ ବାଉଡାଇ ଆନ୍ବାକେ ପର୍ମେସର୍ ନାପାରେ ବଲି ବାବ୍ଲାସ୍ନି କି? ନାଇ ସେ ପାର୍ସି । ସେମନ୍ ପର୍ମେସରର୍ ବାକିଅ ନିଚ୍ଲାକେ ଜିଉଦି ନ ଅଇଲା ଲକ୍ମନ୍ ମୁକ୍ତି ପାଇଲାଇ ଆଚତ୍ । ଜେନ୍ତାରି କି ଜିଉଦିମନ୍ ଇଁସା ଅଇଜିବାଇ ।
然れば我は言はん、彼等の躓きしは倒れん為なるかと、然らず、却て彼等を妬ましむる様、其堕落によりて、救は異邦人の上に來れり。
12 ୧୨ ଜିଉଦିମନର୍ ନ ମାନ୍ବାଟା, ଜଗତର୍ ବିନ୍ ଲକ୍ମନ୍କେ ବେସି ଆସିର୍ବାଦ୍ ମିଲ୍ଲା । ଜିଉଦିମନ୍ ପର୍ମେସର୍କେ ନ ମାନ୍ଲାକେ ଜିଉଦି ନ ଅଇଲା ଲକ୍ମନ୍ ତାର୍ଟାନେ ଅନି ବଡ୍ ଆସିର୍ବାଦ୍ ପାଇଲାଇ । ସେନ୍ତାର୍ ଆଲେ ପଚ୍କେ ବାଚି ରଇବା ସବୁ ଜିଉଦିମନ୍ ବିସ୍ବାସ୍ କଲେ, ସେ ଆସିର୍ବାଦ୍ କେତେକ୍ ଅଦିକ୍ ଅଇସି ।
若彼等の堕落が世の富となり、其減少は異邦人の富とならば、况や彼等の全數をや。
13 ୧୩ ଜିଉଦି ନଇଲା ଲକ୍ମନ୍, ତମ୍କେ ମୁଇ କଇଲିନି, ପେରିତ୍ସିସ୍ ଇସାବେ ତମର୍ ବିତ୍ରେ କାମ୍ କର୍ବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ସେ ମକେ ଜେତ୍କି କାମ୍ ଦେଲାଆଚେ, ସେଟା ମୁଇ ଜତନ୍ସଙ୍ଗ୍ କଲିନି ।
蓋我、汝等異邦人に謂はん、我異邦人の使徒たる間は、我が[聖]役に榮誉を來さん。
14 ୧୪ ମୁଇ ତମ୍କେ ସାଇଜ କଲାର୍ପାଇ, ମର୍ ସଙ୍ଗର୍ ଜିଉଦିମନ୍ ଇଁସା ଅଅତ୍ ବଲି ମୁଇ ମନ୍ କଲିନି । କେ ଜାନେ ସେମନର୍ ବିତ୍ରେଅନି କେତେଲକ୍ ବିସ୍ବାସ୍ କରି ପର୍ମେସରର୍ ଡଣ୍ଡେଅନି ରକିଆ ପାଇବାଇ ।
是如何にもして、我骨肉たる者を刺激して之を励まし、其幾何かを救はん為なり。
15 ୧୫ ଜିଉଦିମନ୍ ପର୍ମେସରର୍ ଟାନେଅନି ବେଗଲ୍ଲାକେ, ଜିଉଦି ନ ଅଇଲା ଲକ୍ମନ୍ ତାର୍ ନିଜର୍ ଲକ୍ ଅଇପାର୍ଲାଇ । ସେନ୍ତାର୍ଆଲେ ଜିଉଦି ଲକ୍ମନ୍ ତାର୍ଟାନେ ଆରିତରେକ୍ ବାଉଡିଆଇଲେ, ଜିଉଦି ନ ଅଇଲା ଲକ୍ମନ୍କେ କେତେକ୍ ଅଦିକ୍ ଆସିର୍ବାଦ୍ ଅଇସି । ସେନ୍ତାରି ଅଇଲେ କେଡେକ୍ ନିକ କରମ୍! ସବୁ ମଲାଲକ୍ମନ୍ ଜିବନ୍ଅଇ ଉଟ୍ଲାପାରା ଅଇସି ।
蓋彼等の排斥が世の和睦とならば、其採用は豈死より再生するに同じからざらんや。
16 ୧୬ ରୁଟିତେଇଅନି କଣ୍ଡେକ୍ ପରମେସର୍କେ ଦିଆଅଇରଇଲେ, ସବୁଜାକ ରୁଟି ଦିଆଅଇଲା ଆଚେ ବଲି ବାବ୍ବାର୍ । ଗଟେକ୍ ଗଚର୍ ଚେର୍ ସୁକଲ୍ ରଇଲେ, ତାର୍ କେନ୍ଦାକଡ୍ ମିସା ସୁକଲ୍ ଆଚେ ବଲି ବାବ୍ବାକେ ଅଇସି ।
若麪の初穂聖ならば全體も然あるべく、根聖ならば枝も然あるべし。
17 ୧୭ ଇସ୍ରାଏଲ୍ କୁଟୁମର୍ ଲକ୍ମନ୍ ପର୍ମେସର୍ ଜତନ୍ କରିରଇବା ଗଟେକ୍ ଜିତ୍ ଗଚର୍ ପାରା । ସେ ଗଚେଅନି କେତେଟା କେନ୍ଦି ବାଙ୍ଗାଇକରି ବନର୍ ଜିତ୍ ଗଚର୍ କେନ୍ଦା ତେଇ, ଜଡିଆଚେ । ତମେ ଜିଉଦି ନ ଅଇଲା ଲକ୍ମନ୍ ସେ ବନର୍ ଜିତ୍ ଗଚ୍ ପାରା । ଏବେ ତମେ ଜିଉଦିମନର୍ ଡାଟ୍ ଆତ୍ମାର୍ ଜିବନ୍ତେଇ ଜଡିଅଇଆଚାସ୍ ।
假令幾何かの枝折られて、野生の橄欖たりし汝之に接がれ、橄欖の根と液汁とを共にするものとなりたりとも、
18 ୧୮ ସେଟାର୍ ପାଇ ତମେ ଜିଉଦିମନର୍ ଟାନେଅନି ବଡ୍ ବଲି ବାବାନାଇ । କାଇକେବଇଲେ ତମେ ଅବ୍କା କେନ୍ଦାସେ ଆରି କେନ୍ଦାମନର୍ କାଦି ଗଚର୍ ଚେରେଅନିସେ ଆଇସି । ଚେରର୍ କାଦି କେନ୍ଦାଇଅନି ନ ଆସେ ।
枝に向ひて誇ること勿れ、誇らんとするも、汝が根を保つに非ずして根こそ汝を保つなれ。
19 ୧୯ “ଉଁ ତମେ କଇପାରାସ୍, ଜିଉଦି ନ ଅଇଲା ଲକ୍ମନ୍ ଆମେସେ ବଡ୍ । କାଇକେବଇଲେ ଆମ୍କେ ଜଡ୍ବାକେ କେନ୍ଦାମନ୍ ବାଙ୍ଗାଇଲାଇ ।”
汝或は言はん、枝の折られしは我が接がれん為なりと。
20 ୨୦ ତମ୍କେ ଜଡିଆଚେ, ସେଟା ସତ୍ ସେ । ମାତର୍ ଜିଉଦିମନ୍ ବିସ୍ବାସ୍ ନ କଲାର୍ ପାଇ ପର୍ମେସର୍ ସେମନ୍କେ କାଟିଦେଲାଆଚେ । ତମେ ବିସ୍ବାସ୍ କଲାକେସେ ତମ୍କେ ଜଡିଆଚେ । ସେଟାର୍ପାଇ ବଡ୍ପନ୍ ନ ଅଇ ଡରିକରି ରୁଆ ।
諾し、彼等は其不信仰に由りて折られしに、汝は信仰に由りて立てるなり。然れど驕ること勿れ、却て懼れよ。
21 ୨୧ କାଇକେବଇଲେ ଜଦି ଗଚେଅନି ନିଜେ ବାରଇଲା କେନ୍ଦା ପାରା ଜିଉଦିମନ୍କେ ପରମେସର୍ ବାଙ୍ଗାଇଦେଲା, ତେବେ ବନେଅନି ଆନି ଜଡିରଇବା କେନ୍ଦାମନ୍କେ କେତେକ୍ ଅଦିକ୍ ସେ ନ ବାଙ୍ଗାଏ? ସେ କେନ୍ଦାମନ୍ ଅଇଲାନି, ତମେ ବିସ୍ବାସ୍ ନ କଲା ଜିଉଦି ନଇବା ଲକ୍ମନ୍ ।
蓋神は原樹の枝を惜み給はざりしなれば、恐くは汝をも惜み給はざるべし。
22 ୨୨ ଇତିଅନି ଆମେ ଦେକ୍ଲୁନି ପରମେସର୍ କେନ୍ତି ଆଲାଦ୍କାରିଆ, ଆରି ସାସନ୍କାରି ମିସା! ଜନ୍ ଲକ୍ମନ୍ ତାର୍ କାତା ମାନତ୍ ନାଇ, ସେମନ୍କେ ଡଣ୍ଡ୍ ଦେଲା । ମାତର୍ ତାର୍ ଦୟା ତମେ ଡାଟ୍ ସଙ୍ଗ୍ ଦାରିରଇଲେ, ସେ ତମ୍କେ ଦୟା ଦେକାଇସି । ଜଦି ସେନ୍ତାରି ନ କଲେ, ତମ୍କେ ମିସା କାଟିଦେଇସି ।
然れば神の慈愛と厳格とを見よ、倒れし人々に對しては惟厳格、汝に對しては惟慈愛、但是汝が其慈愛に止ればのみ、然らずんば汝も取除かるべし。
23 ୨୩ ଜଦି ଜିଉଦିମନ୍ ବିସ୍ବାସ୍ କଲେ, ଗଚର୍ ବୁନ୍ଦେ ରଇବା ତାକର୍ ଆଗର୍ ଜାଗାଇ ପର୍ମେସର୍ ସେମନ୍କେ ବାଉଡାଇସି । କାଇକେବଇଲେ ସେଟା ପର୍ମେସର୍ସେ କରିପାରେ ।
彼等も若不信仰に止らずば接がるるならん、其は神は再び之を接ぐことを得給へばなり。
24 ୨୪ ତମେ ଜିଉଦିନଇଲା ଲକ୍ମନ୍ ବନର୍ ଜିତ୍ ଗଚର୍ ବାଙ୍ଗାଇଲା କେନ୍ଦାପାରା । ସବୁବେଲେ ଜଡ୍ବାଟାନେ କଲାପାରା ନ କରି, ପର୍ମେସର୍ ନିଜେ ଜତନ୍ କର୍ବା ଗଚେ, ତମ୍କେ ଜଡ୍ଲାଆଚେ । ଜିଉଦିମନ୍ ସେ ନିଜେ ଜତନ୍ କରିରଇବା ଗଚର୍ପାରା । ସେନ୍ତାର୍ଆଲେ ଗଚ୍ବୁନ୍ଦେ ରଇବା କେନ୍ଦାମନ୍କେ ଆଗର୍ ଜାଗାଇ ନେଇ ଜଡ୍ବାକେ କେତେକ୍ ଅଦିକ୍ ସଅଜ୍ ଅଇସି ।
汝は生來野生なる橄欖より切取られ、其本性に反して好き橄欖に接がれたれば、况や本性のものが原の橄欖に接がるるをや。
25 ୨୫ ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
兄弟等よ、自ら敏しとする事なからん為に、我は汝等が此奥義を知らざるを好まず、即ちイスラエルの幾部分の頑固になれるは、異邦人全體の入來るまでなり。
26 ୨୬ ତାର୍ ପଚେ ଇସ୍ରାଏଲିଅମନ୍ ସବୁ ଲକ୍ ଏ ସାସ୍ତରର୍ ଇସାବେ ରକିଆ ପାଇବାଇ । ମୁକ୍ତିକାରିଆ ଜିଉଦିମନର୍ ବିତ୍ରେ ଅନି ଆଇସି, ଆରି ତାର୍ ଲାଗି ଜାକୁବର୍ କୁଟୁମେଅନି ସବୁ ତାକର୍ କାରାପ୍ ଚଲାଚଲ୍ତି ଚାଡ୍ବାଇ ।
斯てイスラエルは挙りて救はるるに至るべし、録して、「救ふ者シオンに來り、ヤコブより不敬を去らしめん。
27 ୨୭ ସେମନର୍ ପାପ୍ ରଇବା ଚଲାଚଲ୍ତି ମୁଇ ଦାରିଜିବାବେଲେ, ସେମନର୍ ସଙ୍ଗ୍ ଏ ରାଜିନାମା କର୍ବି ।
我彼等の罪を取除きたらん時、彼等と結ぶべき約束は是なり」、とあるが如し。
28 ୨୮ ସୁବ୍ କବର୍ ବିସ୍ବାସ୍ ନ କରି ଜିଉଦିମନ୍ ପର୍ମେସରର୍ ସତ୍ରୁ ଅଇଗାଲାଇ । ଏନ୍ତାରି ଅଇଲାକେ ତମେ ଜିଉଦି ନ ଅଇଲା ଲକ୍ମନ୍ ମୁକ୍ତି ପାଇଲାସ୍ । ଏନ୍ତାରି ଅଇଲେମିସା ପର୍ମେସର୍ ଜନ୍ କାତା ତାକର୍ ଆନିଦାଦିମନ୍କେ ଦେଇରଇଲା, ଆରି ସେମନ୍ ତାର୍ ବାଚିରଇବା ଲକ୍ମନ୍ ଅଇଲାକେ ମିସା, ସେମନ୍ ତାର୍ ଲକ୍ ଅଇଆଚତ୍ ।
福音に就きては、彼等汝等の為に敵なれども、選抜に就きては其祖先の為に至愛の者なり、
29 ୨୯ କାଇକେବଇଲେ ପର୍ମେସର୍ ଜନ୍ ଲକ୍ମନ୍କେ ବାଚିକରି ଆସିର୍ବାଦ୍ କର୍ସି, ସେ ଦାନ୍ ଦେବାକେ ଜାଗର୍ତା ରଇସି ।
其は神の賜と召とは、取消さるる事なければなり。
30 ୩୦ ଜିଉଦିନଇଲା ଲକ୍ମନ୍ ତମେ ପୁର୍ବେ ପରମେସରର୍ କାତା ନ ମାନ୍ତେ ରଇଲାସ୍, ମାତର୍ ଜିଉଦିମନ୍ କାତା ନ ମାନ୍ଲାର୍ ପାଇ, ଏବେ ତମେ ପରମେସରର୍ ଜିବନ୍ ଦୁକାନିର୍ ଆଲାଦ୍ ପାଇଆଚାସ୍ ।
斯て汝等も原神に從はざりしに、今や彼等の不從順に由りて慈悲を蒙りし如く、
31 ୩୧ ଏଟା ଜିଉଦି ଅଇରଇବା ଲକ୍ମନର୍ ପାଇ ମିସା ସେନ୍ତାରିସେ । ଏବେ ସେମନ୍ କାତା ନ ମାନ୍ଲେ ମିସା, ତମ୍କେ ଜେନ୍ତାରି ପର୍ମେସର୍ ଦୟା ଦେକାଇ ଆଲାଦ୍ କଲାଆଚେ, ସେ ପଚ୍କେ ସେମନ୍କେ ମିସା ଦୟା ଦେକାଇସି ।
今彼等の從はざるも亦汝等の[蒙りし]慈悲に由りて己も慈悲を蒙らん為なり。
32 ୩୨ ଗୁଲାଇ ମନସ୍ ଜାତି ତାର୍ କାତା ନ ମାନ୍ଲାକେ ଡଣ୍ଡ୍ ପାଇବାର୍ ଆଚେ ବଲି ପର୍ମେସର୍ ଦେକାଇଲା ଆଚେ । ତାର୍ ଜିବନ୍ ଦୁକାଇଲାଟା ସବୁକେ ଡିସ୍ସି ବଲି ଏନ୍ତାରି କଲାଆଚେ । (eleēsē )
是衆人を憫み給はん為に、神が之を不從順に籠め給へるなり。 (eleēsē )
33 ୩୩ ପରମେସରର୍ ଦୟା କେତେକ୍ ବଡ୍! ତାର୍ ଗିଆନ୍ ଆରି ବିଚାର୍ କର୍ବା ବପୁ କେ ବୁଜିନାପାରତ୍! ସେ ଜନ୍ଟା ଉଁ କର୍ସି, ସେଟା ଲକ୍ମନ୍ ବୁଜିନାପାରତ୍ । ସେ ଜନ୍ କାମ୍ କର୍ବାକେ ଗାଲାନି, ସେଟା କେ ବାତାଇ ନାପାରତ୍ ।
嗚呼高大なる哉、神の富と智恵と知識と。其判定の覚り難さよ、其道の極め難さよ。
34 ୩୪ କାଇକେବଇଲେ ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ । “ପରମେସର୍ ମନେ ଚିନ୍ତା କର୍ବାଟା କେ ବୁଜି ପାରତ୍? ତାକେ କେ ମିସା ବୁଦିର୍ କାତା କଇବାକେ ଲଡାନାଇ ।”
誰か主の御心を知り、誰か之と共に議りたるぞ。
35 ୩୫ ତାକେ କାଇଟା ଉନା ନାଇ । ସେ ଆମର୍ ରୁଣି ଅଇବାକେ, ତାକେ କାଇଟା ଦେଇ ନାପାରୁ ।
誰か先之に與へて、其報を得ん者ぞ。
36 ୩୬ ତିଆର୍ ଅଇଲା ସବୁ ବିସଇ ସେ ସେ ଚାଲାଇଲାନି । ଆରି ସବୁ ବିସଇ ତାର୍ପାଇସେ । ପର୍ମେସର୍, କାଲେ କାଲେ ଜୁଗେ ଜୁଗେ, ତାର୍ ଡାକ୍ପୁଟା ଅ । ଆମେନ୍! (aiōn )
蓋萬事は彼に倚りて彼を以て彼の為に在り、光榮世々彼に歸す、アメン。 (aiōn )