< ରମିୟ 12 >
1 ୧ ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
Jeg formaner eder altsaa, Brødre! ved Guds Barmhjertighed, til at fremstille eders Legemer som et levende, helligt, Gud velbehageligt Offer; dette er eders fornuftige Gudsdyrkelse.
2 ୨ ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା । (aiōn )
Og skikker eder ikke lige med denne Verden, men vorder forvandlede ved Sindets Fornyelse, saa I maa skønne, hvad der er Guds Villie, det gode og velbehagelige og fuldkomne. (aiōn )
3 ୩ ପରମେସର୍ ମକେ ଜିବନ୍ଦୁକାଇକରି ଅଦିକାର୍ ଦେଲାକେ ତମ୍କେ ସବୁ ଲକ୍କେ କଇଲିନି, । କେ ମିସା ମୁଇ ବିନ୍ ଲକର୍ଟାନେଅନି ବଡ୍ ବଲି ବାବାନାଇ । ପରମେସର୍ ତମ୍କେ ଜେତ୍କି ବିସ୍ବାସ୍ ଦେଲାଆଚେ, ସେତ୍କି ନିଜ୍କେ ବିଚାର୍ କରା ।
Thi ved den Naade, som er given mig, siger jeg til enhver iblandt eder, at han ikke skal tænke højere om sig selv, end han bør tænke, men tænke med Betænksomhed, efter som Gud tildelte enhver Troens Maal.
4 ୪ ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ ।
Thi ligesom vi have mange Lemmer paa eet Legeme, men Lemmerne ikke alle have den samme Gerning,
5 ୫ ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
saaledes ere vi mange eet Legeme i Kristus, men hver for sig hverandres Lemmer.
6 ୬ ସେଟାର୍ ପାଇ ପରମେସର୍ ଆମ୍କେ ଜିବନ୍ ଦୁକାଇ ଜେତ୍କି ବିନ୍ ବିନ୍ ବପୁର୍ ଦାନ୍ ଦେଲା ଆଚେ, ସେ ସବୁ ବପୁ ଆମର୍ କାମେ ଲାଗାଇବାର୍ ଆଚେ । ଜଦି ଆମ୍କେ ପର୍ମେସରର୍ ବାକିଅ ଜାନାଇବା ବପୁ ଦେଲାଆଚେ, ସେନ୍ତାର୍ଆଲେ ଆମେ ପାଇରଇବା ବିସ୍ବାସ୍ ଇସାବେ ସେଟା କର୍ବାର୍ ଆଚେ ।
Men efterdi vi have forskellige Naadegaver efter den Naade, som er given os, det være sig Profeti, da lader os bruge den i Forhold til vor Tro;
7 ୭ ଜଦି ଆମର୍ ସଙ୍ଗର୍ ଲକ୍କେ ସାଇଜ କର୍ବା ବପୁ ଦେଲାଆଚେ, ତେବେ ସେଟା କର୍ତେ ରଇବାର୍ ଆଚେ । ଜଦି ପର୍ମେସରର୍ ବାକିଅ ସିକାଇବାଟା ଦେଲାଆଚେ, ତେବେ ସେଟା ଜତନ୍ ସଙ୍ଗ୍ କର୍ବାର୍ ଆଚେ ।
eller en Tjeneste, da lader os tage Vare paa Tjenesten; eller om nogen lærer, paa Lærergerningen;
8 ୮ ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
eller om nogen formaner, paa Formaningen; den, som uddeler, gøre det med Redelighed; den, som er Forstander, være det med Iver; den, som øver Barmhjertighed, gøre det med Glæde!
9 ୯ ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
Kærligheden være uskrømtet; afskyer det onde, holder eder til det gode;
10 ୧୦ ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
værer i eders Broderkærlighed hverandre inderligt hengivne; forekommer hverandre i at vise Ærbødighed!
11 ୧୧ ନିସତ୍ ନଅଇକରି ଲାଗିରୁଆ । ଜିବନ୍ ପରାନ୍ ଦେଇକରି ପର୍ମେସର୍କେ ସେବା କରା ।
Værer ikke lunkne i eders Iver; værer brændende i Aanden; tjener Herren;
12 ୧୨ ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
værer glade i Haabet, udholdende i Trængselen, vedholdende i Bønnen!
13 ୧୩ ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ ।
Tager Del i de helliges Fornødenheder; lægger Vind paa Gæstfrihed!
14 ୧୪ ଜନ୍ଲକ୍ମନ୍ ତମ୍କେ ନିନ୍ଦା କର୍ବାଇ, ସେମନ୍କେ ପରମେସର୍ ଆସିର୍ବାଦ୍ କରବଲି ପାର୍ତନା କରା । ସେମନ୍କେ ଆସିର୍ବାଦ୍ କରା, ସାଇପ୍ ଦିଆସ୍ ନାଇ ।
Velsigner dem, som forfølge eder, velsigner, og forbander ikke!
15 ୧୫ ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
Glæder eder med de glade, og græder med de grædende!
16 ୧୬ ସବୁ ଲକ୍କେ ସମାନ୍ ଇସାବେ ଆଲାଦ୍ ଦେକାଆ । ଆଁକାର୍ ବୁଦି ଚାଡିକରି ସଲଦ୍ ଅଇ ସାନ୍ ସାନ୍ କାମ୍ କର୍ବାକେ ମିସା ରାଜି ଉଆ । ନିଜ୍କେ ଗିଆନ୍ ରଇବାଲକ୍ ବଲି ଦେକାଇ ଉଆନାଇ ।
Værer enige indbyrdes; tragter ikke efter de høje Ting, men holder eder til det lave; vorder ikke kloge i eders egne Tanker!
17 ୧୭ କେ ତମ୍କେ ଅନିଆଇ କଲେ, ତାକେ ବେର୍ ଦାର୍ବାର୍ ନାଇ, ଜନ୍ ଚଲାଚଲ୍ତି ସବୁର୍ ମନ୍କେ ଜାଇସି, ସେଟା କର୍ତେରଇବାର୍ ।
Betaler ikke nogen ondt for ondt; lægger Vind paa, hvad der er godt for alle Menneskers Aasyn!
18 ୧୮ ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା ।
Dersom det er muligt — saa vidt det staar til eder —, da holder Fred med alle Mennesker!
19 ୧୯ ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।”
Hævner eder ikke selv, I elskede! men giver Vreden Rum; thi der er skrevet: „Mig hører Hævnen til, jeg vil betale, siger Herren.”
20 ୨୦ ଏଲେ ସାସ୍ତରର୍ ଲେକା ଇସାବେ “ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।”
Nej, dersom din Fjende hungrer, giv ham Mad; dersom han tørster, giv ham Drikke; thi naar du gør dette, vil du samle gloende Kul paa hans Hoved.
21 ୨୧ ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
Lad dig ikke overvinde af det onde, men overvind det onde med det gode!