< ରମିୟ 12 >
1 ୧ ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
I beseech you therefore, brethren, by the mercies of God, that ye present your bodies a living sacrifice, holy, and well-pleasing to God, as your rational service.
2 ୨ ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା । (aiōn )
And be not conformed to this world: but be ye transformed by the renewing of your mind, that ye may experience what is the good, and acceptable, and perfect will of God. (aiōn )
3 ୩ ପରମେସର୍ ମକେ ଜିବନ୍ଦୁକାଇକରି ଅଦିକାର୍ ଦେଲାକେ ତମ୍କେ ସବୁ ଲକ୍କେ କଇଲିନି, । କେ ମିସା ମୁଇ ବିନ୍ ଲକର୍ଟାନେଅନି ବଡ୍ ବଲି ବାବାନାଇ । ପରମେସର୍ ତମ୍କେ ଜେତ୍କି ବିସ୍ବାସ୍ ଦେଲାଆଚେ, ସେତ୍କି ନିଜ୍କେ ବିଚାର୍ କରା ।
For by the grace conferred on me I charge every one among you, not to think of himself above what he ought to think: but to think with sobriety, according as God hath divided to every man the measure of faith.
4 ୪ ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ ।
For as in one body we have many members, and all the members have not the same office:
5 ୫ ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
so we who are many, are one body in Christ, and every one members of each other.
6 ୬ ସେଟାର୍ ପାଇ ପରମେସର୍ ଆମ୍କେ ଜିବନ୍ ଦୁକାଇ ଜେତ୍କି ବିନ୍ ବିନ୍ ବପୁର୍ ଦାନ୍ ଦେଲା ଆଚେ, ସେ ସବୁ ବପୁ ଆମର୍ କାମେ ଲାଗାଇବାର୍ ଆଚେ । ଜଦି ଆମ୍କେ ପର୍ମେସରର୍ ବାକିଅ ଜାନାଇବା ବପୁ ଦେଲାଆଚେ, ସେନ୍ତାର୍ଆଲେ ଆମେ ପାଇରଇବା ବିସ୍ବାସ୍ ଇସାବେ ସେଟା କର୍ବାର୍ ଆଚେ ।
But having different gifts, according to the grace conferred upon us, whether prophecy, let us prophesy according to the proportion of our faith:
7 ୭ ଜଦି ଆମର୍ ସଙ୍ଗର୍ ଲକ୍କେ ସାଇଜ କର୍ବା ବପୁ ଦେଲାଆଚେ, ତେବେ ସେଟା କର୍ତେ ରଇବାର୍ ଆଚେ । ଜଦି ପର୍ମେସରର୍ ବାକିଅ ସିକାଇବାଟା ଦେଲାଆଚେ, ତେବେ ସେଟା ଜତନ୍ ସଙ୍ଗ୍ କର୍ବାର୍ ଆଚେ ।
or ministry, let us attend to the ministry: or he that teacheth, on teaching: or he that exhorteth, on exhortation:
8 ୮ ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
he that distributeth, let him do it with integrity: he that presideth, with diligence: he that sheweth mercy, with chearfulness.
9 ୯ ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
Let love be unfeigned. Abhor that which is evil, cleave to that which is good;
10 ୧୦ ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
be tenderly affected with brotherly love to each other, in honor preferring one another:
11 ୧୧ ନିସତ୍ ନଅଇକରି ଲାଗିରୁଆ । ଜିବନ୍ ପରାନ୍ ଦେଇକରି ପର୍ମେସର୍କେ ସେବା କରା ।
not slothful in business: fervent in spirit: serving the Lord.
12 ୧୨ ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
Rejoicing in hope, patient under affliction, persevering in prayer,
13 ୧୩ ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ ।
communicating to the necessities of the saints, given to hospitality.
14 ୧୪ ଜନ୍ଲକ୍ମନ୍ ତମ୍କେ ନିନ୍ଦା କର୍ବାଇ, ସେମନ୍କେ ପରମେସର୍ ଆସିର୍ବାଦ୍ କରବଲି ପାର୍ତନା କରା । ସେମନ୍କେ ଆସିର୍ବାଦ୍ କରା, ସାଇପ୍ ଦିଆସ୍ ନାଇ ।
Bless them that persecute you: bless them, I say, and do not curse them.
15 ୧୫ ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
Rejoice with those that rejoice, and weep with those that weep.
16 ୧୬ ସବୁ ଲକ୍କେ ସମାନ୍ ଇସାବେ ଆଲାଦ୍ ଦେକାଆ । ଆଁକାର୍ ବୁଦି ଚାଡିକରି ସଲଦ୍ ଅଇ ସାନ୍ ସାନ୍ କାମ୍ କର୍ବାକେ ମିସା ରାଜି ଉଆ । ନିଜ୍କେ ଗିଆନ୍ ରଇବାଲକ୍ ବଲି ଦେକାଇ ଉଆନାଇ ।
Be alike affected to each other: not aiming at high things, but accommodating yourselves to persons of low rank. Be not wise in your own conceit.
17 ୧୭ କେ ତମ୍କେ ଅନିଆଇ କଲେ, ତାକେ ବେର୍ ଦାର୍ବାର୍ ନାଇ, ଜନ୍ ଚଲାଚଲ୍ତି ସବୁର୍ ମନ୍କେ ଜାଇସି, ସେଟା କର୍ତେରଇବାର୍ ।
Render to no one evil for evil: behaving honorably in the sight of all men.
18 ୧୮ ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା ।
If it be possible, as much as ye can, live peaceably with all men.
19 ୧୯ ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।”
Avenge not yourselves, my beloved; but rather give place to the wrath of others: for it is written, "Vengeance belongeth to me, I will recompence, saith the Lord."
20 ୨୦ ଏଲେ ସାସ୍ତରର୍ ଲେକା ଇସାବେ “ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।”
Therefore if thine enemy hunger, feed him; if he thirst, give him drink: for in so doing, thou shalt heap coals of fire on his head.
21 ୨୧ ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
Be not overcome by evil, but overcome evil with good.