< ରମିୟ 15 >
1 ୧ ଏବେ ଆମେ, ଜାର୍ ବିସ୍ବାସ୍ ଡାଟ୍ ଆଚେ, ଜନ୍ ଲକ୍ମନ୍ ବିସ୍ବାସେ ଦୁର୍ବଲ୍ ଆଚତ୍ ଆରି ଅସୁବିଦାଇ ଆଚତ୍, ସେମନ୍କେ ଆମେ ସାଇଜ କର୍ବାର୍ ଆଚେ । ଆରି ନିଜେ ସାର୍ଦା ରଇବା ବିସଇ ଚିନ୍ତା କର୍ବାର୍ ନାଇ ।
आवश्यक है कि हम, जो विश्वास में मजबूत हैं, कमज़ोरों की कमज़ोरी के प्रति धीरज का भाव रखें न कि सिर्फ अपनी प्रसन्नता का.
2 ୨ ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ ।
हममें से प्रत्येक अपने पड़ोसी की भलाई तथा उन्नति के लिए उसकी प्रसन्नता का ध्यान रखे.
3 ୩ କାଇକେବଇଲେ କିରିସ୍ଟ ନିଜ୍କେ ସାର୍ଦା କରାଏ ନାଇ । ମାତର୍ ସାସ୍ତରେ ଏନ୍ତାରି ଲେକାଅଇଲାଆଚେ, ଜନ୍ ଲକ୍ମନର୍ କାରାପ୍ କାତା ତମ୍କେ ନିନ୍ଦାକଲା, ସେଟା ମକେମିସା ନିନ୍ଦା କଲାଇ ।
क्योंकि मसीह ने अपने आपको प्रसन्न नहीं किया जैसा कि पवित्र शास्त्र का लेख है: उनकी निंदा, जो आपके निंदक हैं, मुझ पर आ पड़ी है.
4 ୪ କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
पहले समय के सभी अभिलेख हमें शिक्षा देने के उद्देश्य से लिखे गए कि निरंतर प्रयास तथा पवित्र शास्त्र के प्रोत्साहन द्वारा हममें आशा का अनुभव हो.
5 ୫ ପର୍ମେସର୍ସେ ଆମ୍କେ ମୁର୍ଚିରଇବାଟା ଆରି ସାର୍ଦା କରାଇବାଟା ଦେଇସି । ଆରି ଜିସୁକିରିସ୍ଟର୍ ବାଟେ ଇଣ୍ଡି କରି ସବୁର୍ ମନ୍ ଗଟେକ୍ ଅଇବାକେ ସାଇଜ କର ।
परमेश्वर, जो धीरज और प्रोत्साहन के दाता है, तुममें मसीह येशु के अनुरूप आपस में एकता का भाव उत्पन्न करें
6 ୬ ଜଦି ସେଟା ଅଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ଆରି ଆମର୍ ପର୍ମେସର୍କେ ଡାକ୍ପୁଟା କର୍ବାତେଇ ତମେ ସବୁ ଗଟେକ୍ ଅଇସା ।
कि तुम एक मन और एक शब्द में परमेश्वर, हमारे प्रभु येशु मसीह के पिता का धन्यवाद और महिमा करो.
7 ୭ କିରିସ୍ଟ ଜେନ୍ତି ତମ୍କେ ଡାକ୍ଲା ଆଚେ, ତମେ ମିସା ସେନ୍ତି ତମର୍ ସଙ୍ଗର୍ ବିସ୍ବାସିମନ୍କେ ଡାକିନିଆ । ତମେ ଜଦି ଏନ୍ତି କଲେ ପର୍ମେସର୍ ଡାକ୍ପୁଟା ପାଇସି ।
इसलिये एक दूसरे को स्वीकार करो—ठीक जिस प्रकार मसीह ने परमेश्वर की महिमा के लिए हमें स्वीकार किया है.
8 ୮ କିରିସ୍ଟ ଜିଉଦିମନର୍ଲଗେ ଗଟେକ୍ ଗତିଦାଙ୍ଗ୍ଡାପାରା ଅଇଲା । ପର୍ମେସର୍ ତାକର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ସତ୍ସଙ୍ଗ୍ ସେ ପୁରାପୁରୁନ୍ କର୍ସିଆକା ବଲି ଦେକାଇବାକେ ସେନ୍ତାରି କରିରଇଲା ।
सुनो, परमेश्वर की सच्चाई की पुष्टि करने के लिए मसीह येशु ख़तना किए हुए लोगों के सेवक बन गए कि पूर्वजों से की गई प्रतिज्ञाओं की पुष्टि हो
9 ୯ ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ତାର୍ ଦୟା ଦେକାଇସି, ଆରି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଜେନ୍ତାରି କି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଏ ବିସଇ ସାସ୍ତରେ ଲେକା ଆଚେ । ମୁଇ ଜିଉଦିନଇଲା ଲକ୍ମନର୍ ବିତ୍ରେ ତମ୍କେ ଡାକ୍ପୁଟା କର୍ବି, ସବୁବେଲା ତମର୍ ଡାକ୍ପୁଟାର୍ ଗିତ୍ ଗାଇବି ।
तथा गैर-यहूदी परमेश्वर की कृपादृष्टि के लिए उनकी महिमा करें, जैसा कि पवित्र शास्त्र का लेख है: इसलिये मैं गैर-यहूदियों के बीच आपका धन्यवाद करूंगा; मैं आपके नाम का गुणगान करूंगा.
10 ୧୦ ଆରି ଏନ୍ତାରିମିସା ଲେକାଆଚେ, “ତମେ ଜିଉଦିନଇଲା ଲକ୍ମନ୍ ଏ ସାର୍ଦାଇ ମିସା କାଇକେବଇଲେ ଏବେ ତମେ ଜିଉଦିମନର୍ପାରା । ତମେ ପରମେସରର୍ ବାଚିରଇବା ଜିଉଦିମନର୍ପାରା ।”
फिर लिखा है: गैर-यहूदियों! परमेश्वर की प्रजा के साथ मिलकर आनंद करो.
11 ୧୧ ଆରିତରେକ୍ ସେ କଇଲାଆଚେ “ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ପର୍ମେସର୍କେ ତୁସ୍ତିକରା!” ଆରି ଗୁଲାଇ ମୁନୁସ୍ ଜାତି ତାକେ ଡାକ୍ପୁଟା କରା ।
और यह भी: सभी गैर-यहूदियों! तुम प्रभु का धन्यवाद करो; सभी जनता उनका धन्यवाद करें.
12 ୧୨ ଆରି ଜିସାଇଅ କଇଆଚେ, “ଜେସିର୍ କୁଟୁମେଅନି ଗଟେକ୍ ଲକ୍ ବାରଇସି, ସେ ଜିଉଦି ନଇଲା ଲକ୍ମନ୍କେ ସାସନ୍ କର୍ସି ଆରି ସେମନ୍ ତାକେ ବିସ୍ବାସ୍ କର୍ବାଇ ।”
भविष्यवक्ता यशायाह ने भी कहा: यिशै की जड़ में कोपलें होंगी, तथा वह, जो उठेगा, गैर-यहूदियों पर शासन करेगा; वह सभी गैर-यहूदियों की आशा होगा.
13 ୧୩ ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
परमेश्वर, जो आशा के स्रोत हैं, तुम्हारे विश्वास करने में तुम्हें सारे आनंद और शांति से भर दें, कि तुम पवित्र आत्मा के सामर्थ्य के द्वारा आशा में बढ़ते जाओ.
14 ୧୪ ଏ ବାଇବଇନିମନ୍ ତମର୍ ବିସ୍ବାସ୍ ନିକଆଚେ, ବଲି ମୁଇ ଜାନିଆଚି । ଆରି ପର୍ମେସରର୍ ବାକିଅ ତମେ ନିକସଙ୍ଗ୍ ବୁଜ୍ଲାସ୍ନି ଆରି ଏବେ ତମେ ବିନ୍ ଲକ୍ମନ୍କେ ମିସା ସିକାଇପାର୍ସା ।
प्रिय भाई बहिनो, तुम्हारे विषय में स्वयं मैं भी निश्चित हूं कि तुम भी सर्वगुणसम्पन्न, सभी ज्ञान से भरकर तथा एक दूसरे को कर्तव्य की याद दिलाने में पूरी तरह सक्षम हो.
15 ୧୫ ମାତର୍ ଏ ଚିଟିତେଇ ତମ୍କେ କେତେଟା ବିସଇନେଇ ଜାଗ୍ରତ୍ କରାଇବାକେ ମୁଇ ବପୁ ଅଇଲି ଆଚି । କାଇକେବଇଲେ ପର୍ମେସର୍ ମକେ ଅଦିକାର୍ ଦେଲାକେ ମୁଇ ଡାଟ୍ସଙ୍ଗ୍ ଏଟା ତମ୍କେ କଇଲିନି ।
फिर भी मैंने कुछ विषयों पर तुम्हें साहस करके लिखा है कि तुम्हें इनका दोबारा स्मरण दिला सकूं. यह इसलिये कि मुझे परमेश्वर के द्वारा अनुग्रह प्रदान किया गया
16 ୧୬ କିରିସ୍ଟ ଜିସୁର୍ ଦାଙ୍ଗ୍ଡା ଇସାବେ ଜିଉଦି ନଇଲା ଲକ୍ମନର୍ ପାଇ କାମ୍ କର୍ବାକେ ପରମେସର୍ ମକେ ବାଚ୍ଲାଆଚେ । ପରମେସରର୍ ସୁବ୍କବର୍ ଜାନାଇବା ପାଇ ମୁଇ ଗଟେକ୍ ଦରମ୍ ଗୁରୁ ଇସାବେ କାମ୍କଲିନି । ଜେନ୍ତାରିକି ଜିଉଦିନଇଲା ଲକ୍ମନ୍ ଗଟେକ୍ ସୁକଲ୍ ବଲି ଇସାବେ ପର୍ମେସର୍କେ ସର୍ପିଦେବାଇ । ଏ କାମ୍ ସୁକଲ୍ଆତ୍ମା ପୁରାପୁରୁନ୍ କର୍ସି ।
कि मैं परमेश्वर के ईश्वरीय सुसमाचार के पुरोहित के रूप में गैर-यहूदियों के लिए मसीह येशु का सेवक बनूं कि गैर-यहूदी पवित्र आत्मा के द्वारा अलग किए जाकर परमेश्वर के लिए ग्रहण योग्य भेंट बन जाएं.
17 ୧୭ କିରିସ୍ଟ ଜିସୁର୍ତେଇ ମକେ ମିସାଇଲାର୍ପାଇ, ତାର୍ ଏ ସେବା କାମ୍ କର୍ବାକେ ମୁଇ ମୁଲ୍କେ ଲାଜ୍ ଅଇନାଇ ।
अब मेरे पास मसीह येशु में परमेश्वर संबंधित विषयों पर गर्व करने का कारण है.
18 ୧୮ ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସରର୍ ଆଦେସ୍ ମାନ୍ବାକେ କିରିସ୍ଟ ମକେ ଦେଇକରି ଜନ୍ଟା ସାଦନ୍ କଲାଆଚେ, ଅବ୍କା ସେଟାସେ ମୁଇ ଡାଟ୍ ସଙ୍ଗ୍ କଇବି । କାଇଟା କଇବାର୍ଆଚେ, ଆରି କାଇଟା କର୍ବାର୍ଆଚେ, ସେମକେ ଜାନାଇଲାକେ ଏଟା ଅଇଲା ।
मैं मात्र उन विषयों का वर्णन करना चाहूंगा, जो मसीह येशु ने मुझे माध्यम बनाकर मेरे प्रचार के द्वारा पूरे किए, जिसका परिणाम हुआ गैर-यहूदियों की आज्ञाकारिता.
19 ୧୯ ଚିନର୍ ଲାଗି, କାବାଅଇଜିବା କାମର୍ଲାଗି ଆରି ସୁକଲ୍ଆତ୍ମାର୍ ବପୁର୍ଲାଗି ଏଟା ସବୁ କଲାଆଚେ । ସେଟାର୍ ପାଇ ମୁଇ ଜିରୁସାଲମେଅନି ଇଲିରିକମ୍କେ ଗାଲାବେଲେ ବାଟେ କିରିସ୍ଟର ସୁବ୍କବର୍ ପୁରାପୁରୁନ୍ ଜାନାଇଲି ଆଚି ।
ये सब अद्भुत चिह्नों तथा परमेश्वर के आत्मा के सामर्थ्य में किए गए कि येरूशलेम से लेकर सुदूर इल्लिरिकुम तक मसीह येशु के ईश्वरीय सुसमाचार का प्रचार किया जाए.
20 ୨୦ ଜନ୍ ଜାଗାମନ୍କେ ଲକ୍ମନ୍ କିରିସ୍ଟର୍ ବିସଇ ସୁନତ୍ନାଇ, ସିତି ତାର୍ କବର୍ ଜାନାଇବାର୍ ମର୍ ଆଦେସ୍ ରଇଲା । କାଇକେବଇଲେ ଜନ୍ଲକ୍ମନ୍କେ ସୁବ୍କବର୍ ବିନ୍ଲକ୍ମନ୍ ଜାନାଇ ସାରାଇଆଚତ୍, ତେଇ ମୁଇ ଆରିତରେକ୍ କଇବାକେ ମନ୍ କରିନାଇ ।
स्वयं मेरी बड़ी इच्छा तो यही रही है कि ईश्वरीय सुसमाचार का प्रचार उन्हीं क्षेत्रों में हो, जहां मसीह येशु के विषय में अब तक सुना नहीं गया कि मैं किसी अन्य व्यक्ति द्वारा रखी गई नींव पर निर्माण न कर बैठूं.
21 ୨୧ ଜେନ୍ତିକି ସାସ୍ତରେ ଲେକା ଆଚେ, “ଜନ୍ଲକ୍ମନ୍ ତାର୍ ନାଉଁ ଏବ୍କେଜାକ ସୁନତ୍ନାଇ, ଏବେ ସେ କେ ବଲି ଜାନ୍ବାଇ । ଜନ୍ଲକ୍ମନ୍କେ ଏବେଜାକ ତାର୍ ବିସଇ ଜାନାଅତ୍ନାଇ, ସେମନ୍ ବୁଜ୍ବାଇ ।”
जैसा पवित्र शास्त्र का लेख है: वे, जिन्होंने उनका समाचार प्राप्त नहीं किया, उन्हें देखेंगे तथा वे, जिन्होंने कुछ भी नहीं सुना, समझ लेंगे.
22 ୨୨ ମୁଇ ବେସିତର୍ ତମ୍କେ ଦେକିଆଇବାଟା ପିଟିଗାଲା ଆଚେ ।
यही वह कारण है कि तुमसे भेंट करने के लिए मेरे आने में बाधा पड़ती रही.
23 ୨୩ ମାତର୍ ଏ ଜାଗା ଲଗେ ମର୍ କାମ୍ ସାରିଗାଲା ଆଚେ । ଆରି ତମ୍କେ ଦେକ୍ବାକେ ମର୍ ବେସି ବରସର୍ ଆସା ଏବେ ପୁରାପୁରୁନ୍ ଅଇସି ।
अब इन देशों में मेरे सामने कोई स्थान बाकी नहीं रहा और अनेक वर्षों से मेरी यह इच्छा भी रही है कि तुमसे भेंट करूं.
24 ୨୪ ସାରାସାରି ଏବେ ମୁଇ ତମ୍କେ ଦେକ୍ବାକେ ଆସିଅଇସି । ଏସ୍ପେନ୍ ଦେସେ ଜିବା ବାଟେ ତମ୍କେ ଦେକିଆଇବି ବଲି ବାବ୍ଲିଆଚି । ତମର୍ଟାନେ ସାର୍ଦାସଙ୍ଗ୍ କେତେ ବେଲା ବିତାଇଲା ପଚେ ତମର୍ ସାଇଜେ ଏସ୍ପେନ୍ ଦେସେ ଉଟିଜିବି ।
मेरे लिए यह संभव हो सकेगा जब मैं स्पेन यात्रा को जाऊंगा. मुझे आशा है कि जाते हुए तुमसे भेंट हो तथा थोड़े समय के लिए तुम्हारी संगति का आनंद लूं और तुम्हारी सहायता भी प्राप्त कर सकूं
25 ୨୫ ଏବେ ମୁଇ ପର୍ତୁମ୍ ଜିରୁସାଲମେ ଗାଲିନି । କାଇକେବଇଲେ ତେଇର୍ ବିସ୍ବାସିମନ୍କେ ସେବାକାମେ ସାଇଜ କର୍ବା କେତେକ୍ ଡାବୁ ନେଇଦେବାକେ ମକେ କଇଲାଇ ଆଚତ୍ ।
किंतु इस समय तो मैं येरूशलेम के पवित्र लोगों की सहायता के लिए येरूशलेम की ओर जा रहा हूं.
26 ୨୬ ମାକିଡନିଆ ଆରି ଗିରିସର୍ ଆକାୟାତେଇ ରଇବା ବିସ୍ବାସିମନ୍ ଜିରୁସାଲାମେ ରଇବା ଅର୍କିତ୍ ବିସ୍ବାସିମନର୍ପାଇ ଏ ସାଇଜ ପାଟାଇବାଟା ନିକ ରଇସି ବଲି ବାବ୍ଲାଇ ।
मकेदोनिया तथा आखाया प्रदेश की कलीसियाएं येरूशलेम के निर्धन पवित्र लोगों की सहायता के लिए खुशी से सामने आई.
27 ୨୭ ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
सच मानो, उन्होंने यह खुशी से किया है. वे येरूशलेम वासियों के कर्ज़दार हैं क्योंकि जब गैर-यहूदियों ने उनसे आत्मिक धन प्राप्त किया है तो यह उचित ही है कि अब वे भौतिक वस्तुओं द्वारा भी उनकी सहायता करें.
28 ୨୮ ଆରି ମର୍ ଏ କାମ୍ ସାରାଇକରି ସେମନର୍ ସାଇଜର୍ପାଇ ଆନିରଇବା ଡାବୁ ସର୍ପିଦେଲା ପଚେ, ମୁଇ ଇସ୍ପେନ୍ଦେସେ ଜିବାକେ ବାରଇବି । ଆରି ବାଟେ ତେବିକରି ତମ୍କେ ଦେକ୍ବି ।
इसलिये अपने कर्तव्य को पूरा कर जब मैं निश्चित हो जाऊंगा कि उन्हें यह राशि प्राप्त हो गई है, मैं स्पेन की ओर जाऊंगा तथा मार्ग में तुमसे भेंट करूंगा.
29 ୨୯ ମୁଇ ଜାନିଆଚି, ତମର୍ଟାନେ କେଟ୍ଲାବେଲେ କିରିସ୍ଟର୍ ପୁରାପୁରୁନ୍ ଆସିର୍ବାଦ୍ନେଇ ମୁଇ ଆଇବି ।
यह तो मुझे मालूम है कि जब मैं तुमसे भेंट करूंगा, मेरे साथ मसीह येशु की आशीष पूरी तरह होंगी.
30 ୩୦ ଏ ମର୍ ଆଲାଦର୍ ବାଇବଇନିମନ୍! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
अब, प्रिय भाई बहिनो, हमारे प्रभु येशु मसीह तथा पवित्र आत्मा के प्रेम के द्वारा तुमसे मेरी विनती है कि मेरे साथ मिलकर परमेश्वर से मेरे लिए प्रार्थनाओं में जुट जाओ
31 ୩୧ ଜିଉଦା ଦେସେ ରଇବା ବିସ୍ବାସି ନ କଲା ଲକ୍ମନର୍ ଟାନେଅନି ମକେ କାଇଟା ନ ଅଅ ବଲି ପାର୍ତନା କରା । ଜିରୁସାଲାମର୍ ବିସ୍ବାସିମନ୍କେ ଜନ୍ ସାଇଜ ମୁଇ ନେଇଦେଲିନି, ସେତ୍କିରେ ସେମନ୍ ସାର୍ଦାସଙ୍ଗ୍ ରଅତ୍, ବଲି ସେଟାର୍ପାଇ ମିସା ପାର୍ତନା କରା ।
कि मैं यहूदिया प्रदेश के अविश्वासी व्यक्तियों की योजनाओं से बच सकूं तथा येरूशलेम के पवित्र लोगों के प्रति मेरी सेवा उन्हें स्वीकार हो
32 ୩୨ ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
कि मैं परमेश्वर की इच्छा के द्वारा तुमसे आनंदपूर्वक भेंट कर सकूं तथा तुम्हारी संगति मेरे लिए एक सुखद विश्राम हो जाए.
33 ୩୩ ସାନ୍ତିଦେବା ପରମେସର୍ ତମର୍ ସବୁ ଲକର୍ ସଙ୍ଗ୍ ରଅ । ଆମେନ୍ ।
शांति के परमेश्वर तुम सबके साथ रहें. आमेन.