< ରମିୟ 2 >
1 ୧ ତେବେ ଏ ମର୍ ମଇତର୍ମନ୍, ତମେ କାଇ ବିନ୍ ଲକର୍ ବିଚାର୍ କଲାସ୍ନି କି? ତମେ ଜେ ଅଇରଇଲେ ମିସା, ଏନ୍ତି କର୍ବାଟା ଟିକ୍ ନଏଁ । ବିନ୍ ଲକର୍ ଦସ୍ଦାରି ତମେ ଜଦି ନିଜେ ସେ ଦସ୍ କର୍ତେ ରଇସା ବଇଲେ, ତମେ ନିଜେ, ନିଜ୍କେ ଦସି ବଲାଇ ଅଇଲାସ୍ନି ।
Wherfor thou art vnexcusable, ech man that demest, for in what thing thou demest anothir man, thou condempnest thi silf; for thou doist the same thingis whiche thou demest.
2 ୨ ଆମେ ଜାନୁ, ପରମେସର୍ ଏନ୍ତି କର୍ତେ ରଇବା ଲକ୍ମନ୍କେ ଟିକ୍ ସଙ୍ଗ୍ ବିଚାର୍ କର୍ସି ।
And we witen, that the doom of God is aftir treuthe ayens hem, that don siche thingis.
3 ୩ ଜନ୍ କାରାପ୍ କାମର୍ ଲାଗି ତମେ ବିନ୍ ଲକ୍ମନର୍ ଦସ୍ ଦାର୍ଲାସ୍ନି, ସେଟା ତମେ ନିଜେ କର୍ତେ ରଇସା, ସେଟାର୍ ପାଇ ତମେ ପରମେସରର୍ ବିଚାର୍ ଜାଗାଇ ଟିଆ ନଉଁ ବଲି ବାବ୍ଲାସ୍ନି କି?
But gessist thou, man, that demest hem that doen siche thingis, and thou doist tho thingis, that thou schalt ascape the doom of God?
4 ୪ ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ ।
Whether `dispisist thou the richessis of his goodnesse, and the pacience, and the long abidyng? Knowist thou not, that the benygnyte of God ledith thee to forthenkyng?
5 ୫ ମାତର୍ ତମେ ବଡ୍ପନିଆ ଆରି ମନ୍ ଜିଦିଆ । ସେଟାର୍ ପାଇ ସାରାସାରି ବିଚାର୍ନା ଦିନେ ପରମେସର୍ ଟିକ୍ ସଙ୍ଗ୍ ତାର୍ ବିଚାର୍ନା ଦେକାଇସି । ସେ ରିସାର୍ ଦିନେ ନିଜର୍ ପାଇ ରିସା ଟୁଲିଆଇଲାସ୍ନି ।
But aftir thin hardnesse and vnrepentaunt herte, thou tresorist to thee wraththe in the dai of wraththe and of schewyng of the riytful doom of God,
6 ୬ କାଇକେବଇଲେ ପରମେସର୍ ସେ ଦିନେ ତାର୍ କରମ୍ ଇସାବେ ସବୁକେ ପୁରୁସ୍କାର୍ ଦେଇସି ।
that schal yelde to ech man aftir his werkis;
7 ୭ ଜନ୍ ଲକ୍ମନ୍ ଡାକ୍ପୁଟା, ସନ୍ମାନ୍ ଆରି ଅମର୍ ଅଇବା ଆସାଇ ମୁର୍ଚିକରି ସତ୍କାମ୍ କରିଜିବାଇ, ସେମନ୍କେ ପରମେସର୍ ନ ସାର୍ବା ଜିବନ୍ ଦେଇସି । (aiōnios )
sotheli to hem that ben bi pacience of good werk, glorie, and onour, and vncorrupcioun, to hem that seken euerlastynge lijf; (aiōnios )
8 ୮ ମାତର୍ ଜନ୍ ଲକ୍ମନ୍ ନିଜର୍ ଲାବ୍ ଆରି ସତ୍ ରଇବା ବିସଇ ନ ମାନି, ମିଚ୍କାତା ମାନ୍ବାଇ, ସେମନର୍ ଉପ୍ରେ ବଡ୍ ରିସା ଆଇସି ।
but to hem that ben of strijf, and that assenten not to treuthe, but bileuen to wickidnesse, wraththe and indignacioun, tribulacioun and angwisch,
9 ୯ ଜନ୍ ଲକ୍ମନ୍ କାରାପ୍ କାମେ ବୁଡି ଆଚତ୍, ସେମନର୍ ପାଇ କସ୍ଟ ଆରି ଦୁକର୍ ଦିନ୍ ଆଇଲାନି । ସବୁକେ ଆଗ୍ତୁ ଜିଉଦିକେ ଆରି ତାର୍ ପଚେ ଜିଉଦି ନଇଲା ଲକ୍ମନର୍ ପାଇ ।
in to ech soule of man that worchith yuel, to the Jew first, and to the Greke;
10 ୧୦ ମାତର୍ ଜନ୍ ଲକ୍ମନ୍ ସତ୍ ଇସାବେ କାମ୍ କଲାଇନି, ସେମନ୍ ଜିଉଦି ଅଅତ୍ କି ଜିଉଦି ନଇଲା ଲକ୍ ଅଅତ୍, ସେମନ୍କେ ପରମେସର୍ ଡାକ୍ପୁଟାକରି ସନ୍ମାନ୍ ଆରି ସାନ୍ତି ଦେଇସି ।
but glorie, and honour, and pees, to ech man that worchith good thing, to the Jew first, and to the Greke.
11 ୧୧ କାଇକେ ବଇଲେ ପରମେସର୍ ଗଟେକ୍ ତୁଲାଇସେ ସବୁର୍ ବିଚାର୍ କର୍ସି ।
For accepcioun of persones is not anentis God.
12 ୧୨ ଜିଉଦି ନଇଲା ଲକ୍ମନ୍, ମସା ଲେକ୍ଲା ନିୟମ୍ ପାଅତ୍ ନାଇ । ନିୟମ୍ ନ ପାଇ ପାପ୍ କଲାଇ, ସେମନ୍ ନିୟମ୍ ନ ଅଇତେ କୁରୁପ୍ନାସ୍ ଅଇବାଇ । ଆରି ଗଟେକ୍ବାଟେ ଜିଉଦିମନ୍ ନିୟମ୍ ଜାନିକରି ମିସା, ପାପ୍ କଲାଇ, ସେମନ୍ ସେ ନିୟମ୍ ଇସାବେ ଡଣ୍ଡ୍ ପାଇବାଇ ।
For who euere han synned without the lawe, schulen perische withouten the lawe; and who euere han synned in the lawe, thei schulen be demyd bi the lawe.
13 ୧୩ କାଇକେବଇଲେ ଲକ୍ମନ୍ ଉଜେ ନିୟମ୍ ସୁନ୍ଲେସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ନାପାରତ୍, ମାତର୍ ନିୟମ୍ ନାମ୍ଲେସେ ଅଇପାରତ୍ ।
For the hereris of lawe ben not iust anentis God, but the doeris of the lawe schulen be maad iust.
14 ୧୪ ଜିଉଦିନଇଲା ଲକ୍ମନର୍ ନିୟମ୍ ନାଇ, ମାତର୍ ସେମନ୍ ଅବିଆସ୍ କରି ନିୟମର୍ ବିଦିମନ୍ ନାମ୍ବାଇ, ସେଟାସେ ସେମନର୍ ନିୟମ୍ ପାରା ।
For whanne hethene men that han not lawe, don kyndli tho thingis that ben of the lawe, thei not hauynge suche manere lawe, ben lawe to hem silf,
15 ୧୫ ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି ।
that schewen the werk of the lawe writun in her hertis. For the conscience of hem yeldith to hem a witnessyng bytwixe hem silf of thouytis that ben accusynge or defendynge,
16 ୧୬ ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି ।
in the dai whanne God schal deme the priuy thingis of men aftir my gospel, bi Jhesu Crist.
17 ୧୭ ତମେମନ୍ ତେବେ? ନିଜ୍କେ ଜିଉଦି ବଲାଇଅଇଲାସ୍ନି, ନିୟମ୍କେ ଆସାକରି ଆରି ପରମେସର୍ ସଙ୍ଗ୍ ମିସାବିଡା କର୍ବାଟା ନେଇ ବଡ୍ପନ୍ ଅଇଲାସ୍ନି,
But if thou art named a Jew, and restist in the lawe, and hast glorie in God,
18 ୧୮ ପରମେସର୍ ତମର୍ଟାନେଅନି କାଇଟା ମନ୍ କଲାନି ସେଟା ତମେ ଜାନିଆଚାସ୍ । ଆରି ନିୟମେଅନି ସତ୍ ଆରି ସତ୍ ନ ଅଇବା ଗିଆନ୍ ପାଇଆଚାସ୍,
and hast knowe his wille, and thou lerud bi lawe preuest the more profitable thingis,
19 ୧୯ ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
and tristist thi silf to be a ledere of blynde men, the liyt of hem that ben in derknessis,
20 ୨୦ ବକୁଆମନ୍କେ ନିମାନ୍ କାତା କଇବା ଲକ୍, ଗିଆନ୍ ନ ରଇବା ଲକ୍ମନର୍ ଗୁରୁ । ତମେ ବିସ୍ବାସ୍ କଲାସ୍ନି ଜେ, ନିୟମ୍ ଜାନିକରି ପୁରାପୁରୁନ୍ ସତ୍ ଆରି ଗିଆନ୍ ପାଇଆଚାସ୍ ବଲି ।
a techere of vnwise men, a maistir of yonge children, that hast the foorme of kunnyng and of treuthe in the lawe;
21 ୨୧ ତମେ ବିନ୍ଲକ୍ମନ୍କେ ସିକାଇଲାସ୍ନି, ମାତର୍ କାଇକେ ନିଜେ ସିକାସ୍ ନାଇ? ଚରାଇବାର୍ ନାଇ ବଲି ସିକିଆ ଦେଇ ନିଜେ ଚରାଇଲାସ୍ନି କି?
what thanne techist thou another, and techist not thi silf? Thou that prechist that me schal not stele, stelist?
22 ୨୨ ପାଦ୍ରା କାମ୍ କରାନାଇ ବଲି କଇ, ନିଜେ ପାଦ୍ରା କାମ୍ କଲାସ୍ନି କି? ପୁତ୍ଲା ପୁଜାକେ ଗିନ୍ କରି ଦେଉଲର୍ ଦିନ୍ସୁ ଚର୍ଲାସ୍ନି କି?
Thou that techist that me schal `do no letcherie, doist letcherie? Thou that wlatist maumetis, doist sacrilegie?
23 ୨୩ ପରମେସରର୍ ନିୟମ୍ ମିଲାଇଆଚୁ ବଲି ବଡ୍ପନ୍ ଦେକାଇଲାସ୍ନି, ମାତର୍ ସେଟାକେ ଏଡିଦେଇକରି ତାକେ ଲାଜ୍ କରାଇଲାସ୍ନି କି?
Thou that hast glorie in the lawe, vnworschipist God bi brekyng of the lawe?
24 ୨୪ ସାସ୍ତରେ ଲେକାଅଇଲା ଆଚେ, “ତମର୍ଲାଗି ଜିଉଦି ନଇଲା ଲକ୍ମନର୍ ବିତ୍ରେ ପରମେସର୍ ନିନ୍ଦା ପାଇଲାନି ।”
For the name of God is blasfemed bi you among hethene men, as is writun.
25 ୨୫ ଜଦି ତମେ ନିୟମ୍ ମାନ୍ଲେ, ତମର୍ ସୁନତ୍ ଅଇବାଟା ଟିକ୍ ଆଚେ । ଜଦି ନିୟମ୍ ନ ମାନ୍ଲେ ସୁନତ୍ ନ ଅଇଲା ଲକ୍ମନର୍ ସଙ୍ଗ୍ ସମାନ୍ ।
For circumcisioun profitith, if thou kepe the lawe; but if thou be a trespassour ayens the lawe, thi circumsicioun is maad prepucie.
26 ୨୬ ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି?
Therfor if prepucie kepe the riytwisnessis of the lawe, whethir his prepucie schal not be arettid in to circumcisioun?
27 ୨୭ ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
And the prepucie of kynde that fulfillith the lawe, schal deme thee, that bi lettre and circumcisioun art trespassour ayens the lawe.
28 ୨୮ ଉଜେ ଗାଗ୍ଡେ ସୁନତ୍ ଅଇ ଉପ୍ରେ ଉପ୍ରେ ଜିଉଦି ବଲି ଚିନାଇଅଇବା ଲକ୍ ସତଇସେ ଜିଉଦି ନଅତ୍ ।
For he that is in opene is not a Jew, nether it is circumsicioun that is openli in the fleisch;
29 ୨୯ ଜେ ମନ୍ ବିତ୍ରେଅନି ଜିଉଦି, ସେ ଅଇଲାନି ସତଇସେ ଜିଉଦି । ସତଇସେ ସୁନତ୍ ମନ୍ ବିତ୍ରର୍ ବିସଇ । ସେଟା ସୁକଲ୍ ଆତ୍ମାର୍ କାମ୍ । ଲେକ୍ଲା ନିୟମ୍ ସେଟା କରିନାପାରେ । ଏନ୍ତାରି ଲକ୍ ଲକ୍ମନର୍ଟାନେଅନି ଡାକ୍ପୁଟା ନ ପାଏ, ମାତର୍ ପରମେସର୍ଅନି ପାଇସି ।
but he that is a Jew in hid, and the circumcisioun of herte, in spirit, not bi the lettre, whos preisyng is not of men, but of God.