< ରମିୟ 4 >
1 ୧ ଆମର୍ ବାବା ଅବ୍ରାଆମର୍ ବିସଇନେଇ କାଇଟା ବଲି କଉଁ? ସେ ଆମର୍ ଜିଉଦି ବଁସର୍ ଆନିଦାଦି ରଇଲା । ସେ କେନ୍ତି ଦରମ୍ ବଲାଇ ଅଇଲା?
अस्माकं पूर्व्वपुरुष इब्राहीम् कायिकक्रियया किं लब्धवान् एतदधि किं वदिष्यामः?
2 ୨ ଜଦି ଅବ୍ରାଆମ୍ ନିଜର୍ କରିରଇବା କାମେଅନି ସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇତା, ସେ ବଡ୍ପନ୍ କାତା କଇପାର୍ତା । ମାତର୍ ସେଟା ପରମେସରର୍ ମୁଆଟେ ଅଇ ନାପାରେ ।
स यदि निजक्रियाभ्यः सपुण्यो भवेत् तर्हि तस्यात्मश्लाघां कर्त्तुं पन्था भवेदिति सत्यं, किन्त्वीश्वरस्य समीपे नहि।
3 ୩ ସାସ୍ତର୍ ଇସାବେ, “ଅବ୍ରାଆମ୍ ପରମେସରର୍ତେଇ ବିସ୍ବାସ୍ କଲା, ଆରି ଏ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ଲକ୍ ଇସାବେ ନିଜର୍ କଲା ।”
शास्त्रे किं लिखति? इब्राहीम् ईश्वरे विश्वसनात् स विश्वासस्तस्मै पुण्यार्थं गणितो बभूव।
4 ୪ ଜେ କାମ୍ କର୍ସି ସେ ବୁତି ପାଇସି ଆକା । କାର୍ଟାନେଅନି ଦାନ୍ ଇସାବେ ନ ପାଏ ।
कर्म्मकारिणो यद् वेतनं तद् अनुग्रहस्य फलं नहि किन्तु तेनोपार्जितं मन्तव्यम्।
5 ୫ ମାତର୍ ଜେ ନିଜର୍ ଉପ୍ରେ ଆସା ନ କରି, ପରମେସରର୍ତେଇ ବିସ୍ବାସ୍ କର୍ସି, ତାର୍ ବିସ୍ବାସର୍ ଲାଗି, ଅପ୍ରାଦର୍ ଦସ୍ ନ ଦାରି ଚାଡିଦେବା ପରମେସର୍, ତାକେ ଦରମ୍ଲକ୍ ଇସାବେ ଡାକ୍ସି ।
किन्तु यः पापिनं सपुण्यीकरोति तस्मिन् विश्वासिनः कर्म्महीनस्य जनस्य यो विश्वासः स पुण्यार्थं गण्यो भवति।
6 ୬ ଜନ୍ ଲକର୍ ରିତିନିତି ନ ଦେକି ପରମେସର୍ ତାକେ ଦରମ୍ଲକ୍ ବଲି ଡାକ୍ସି, ସେନ୍ତାରି ଲକର୍ ବିସଇନେଇ ଦାଉଦ୍ କଇଆଚେ,
अपरं यं क्रियाहीनम् ईश्वरः सपुण्यीकरोति तस्य धन्यवादं दायूद् वर्णयामास, यथा,
7 ୭ ଜାର୍ ଦସ୍ ଦଇଅଇଲା ଆଚେ ସେ କେଡେ କରମର୍ ଲକ୍ । ଜେ ପାପ୍କେମା ପାଇଲାଆଚେ ସେ କେଡେ କରମର୍ ଲକ୍ ।
स धन्योऽघानि मृष्टानि यस्यागांस्यावृतानि च।
8 ୮ ମାପ୍ରୁ ଜାର୍ ପାପର୍ ଇସାବ୍ ନ କରେ, ସେ କେଡେ କରମର୍ ଲକ୍!
स च धन्यः परेशेन पापं यस्य न गण्यते।
9 ୯ ଇତି ଦାଉଦ୍ ଜନ୍ ଲକ୍ମନ୍କେ କେଡେ କରମର୍ ଲକ୍ ବଲି କଇଲାଆଚେ, ସେମନର୍ ବିତ୍ରେ କାଇ ଅବ୍କା ସୁନତ୍ ଅଇଲା ଲକ୍ସେ ରଇଲାଇ କି? ନାଇ, ସୁନତ୍ ନ ଅଇଲା ଲକ୍ ମିସା କେଡେ କରମର୍ ଲକ୍ ଅଇପାରତ୍ । ଆମେ କଇଲୁନି ଅବ୍ରାଆମ୍ ବିସ୍ବାସ୍ କଲାକେସେ ଦରମ୍ ଲକ୍ ଇସାବେ ଏଜାଇଅଇଲା,
एष धन्यवादस्त्वक्छेदिनम् अत्वक्छेदिनं वा कं प्रति भवति? इब्राहीमो विश्वासः पुण्यार्थं गणित इति वयं वदामः।
10 ୧୦ ଏଟା କେଡେବେଲେ ଗଟିରଇଲା? ଅବ୍ରାଆମ୍ ସୁନତ୍ ଅଇଲା ପଚେ କି, ତାର୍ ଆଗ୍ତୁ? ଆଗ୍ତୁ, ପଚେ ନାଇ ।
स विश्वासस्तस्य त्वक्छेदित्वावस्थायां किम् अत्वक्छेदित्वावस्थायां कस्मिन् समये पुण्यमिव गणितः? त्वक्छेदित्वावस्थायां नहि किन्त्वत्वक्छेदित्वावस्थायां।
11 ୧୧ ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
अपरञ्च स यत् सर्व्वेषाम् अत्वक्छेदिनां विश्वासिनाम् आदिपुरुषो भवेत्, ते च पुण्यवत्त्वेन गण्येरन्;
12 ୧୨ ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
ये च लोकाः केवलं छिन्नत्वचो न सन्तो ऽस्मत्पूर्व्वपुरुष इब्राहीम् अछिन्नत्वक् सन् येन विश्वासमार्गेण गतवान् तेनैव तस्य पादचिह्नेन गच्छन्ति तेषां त्वक्छेदिनामप्यादिपुरुषो भवेत् तदर्थम् अत्वक्छेदिनो मानवस्य विश्वासात् पुण्यम् उत्पद्यत इति प्रमाणस्वरूपं त्वक्छेदचिह्नं स प्राप्नोत्।
13 ୧୩ ଅବ୍ରାଆମ୍ ନିୟମ୍ ମାନ୍ଲାର୍ ପାଇ ନାଇ, ଅବ୍କା ବିସ୍ବାସ୍ କଲାର୍ପାଇ ସେ ଦରମ୍ ଲକ୍ ବଲି ଏଜାଇଅଇରଇଲା । ଆରି ସେଟାର୍ ପାଇ, ସେ ଆରି ତାର୍ କୁଟୁମର୍ ଲକ୍ମନ୍ ଜଗତର୍ ଅଦିକାରି ଅଇବାଇ ବଲି ପରମେସର୍ କାତା ଦେଇରଇଲା ।
इब्राहीम् जगतोऽधिकारी भविष्यति यैषा प्रतिज्ञा तं तस्य वंशञ्च प्रति पूर्व्वम् अक्रियत सा व्यवस्थामूलिका नहि किन्तु विश्वासजन्यपुण्यमूलिका।
14 ୧୪ ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନ୍ସେ ଜଦି ପରମେସରର୍ ଦାନ୍ ପାଇବାଇ, ତେବେ ଲକ୍ମନର୍ ବିସ୍ବାସ୍ ଚୁଚାଇ ଅଇସି । ପରମେସର୍ ଦେଇରଇବା କାତା ମିସା ଚୁଚାଇସେ ।
यतो व्यवस्थावलम्बिनो यद्यधिकारिणो भवन्ति तर्हि विश्वासो विफलो जायते सा प्रतिज्ञापि लुप्तैव।
15 ୧୫ ନିୟମ୍ ନ ମାନ୍ଲାର୍ପାଇ ଲକ୍ମନ୍ ପରମେସରର୍ ବଡ୍ ରିସାଇ ପଡ୍ବାଇ । ମାତର୍ ଜନ୍ତି ନିୟମ୍ ନାଇ, ତେଇ ନିୟମ୍ ନ ମାନ୍ବା କାତା ଉଟେ ନାଇ ।
अधिकन्तु व्यवस्था कोपं जनयति यतो ऽविद्यमानायां व्यवस्थायाम् आज्ञालङ्घनं न सम्भवति।
16 ୧୬ “ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
अतएव सा प्रतिज्ञा यद् अनुग्रहस्य फलं भवेत् तदर्थं विश्वासमूलिका यतस्तथात्वे तद्वंशसमुदायं प्रति अर्थतो ये व्यवस्थया तद्वंशसम्भवाः केवलं तान् प्रति नहि किन्तु य इब्राहीमीयविश्वासेन तत्सम्भवास्तानपि प्रति सा प्रतिज्ञा स्थास्नुर्भवति।
17 ୧୭ ଏ ବିସଇ ସାସ୍ତରେ ଲେକାଆଚେ “ତକେ ଆମେ ସବୁ ବଁସର୍ ବାବା କରିଆଚୁ ।” ପରମେସରର୍ ଇସାବେ ଏ କାତା ଦେଲାଟା ଟିକ୍ ରଇଲା, କାଇକେ ବଇଲେ ଜନ୍ ପରମେସର୍କେ ଅବ୍ରାଆମ୍ ବିସ୍ବାସ୍ କର୍ତେ ରଇଲା, ସେ ପର୍ମେସରର୍ ବାକିଅ ମଲା ଲକ୍ମନ୍କେ ଜିବନ୍ କର୍ସି ଆରି କାଇଟା ନଇଲାତେଇଅନି ସବୁ ବିସଇ ତିଆର୍ କର୍ସି ।
यो निर्जीवान् सजीवान् अविद्यमानानि वस्तूनि च विद्यमानानि करोति इब्राहीमो विश्वासभूमेस्तस्येश्वरस्य साक्षात् सोऽस्माकं सर्व्वेषाम् आदिपुरुष आस्ते, यथा लिखितं विद्यते, अहं त्वां बहुजातीनाम् आदिपुरुषं कृत्वा नियुक्तवान्।
18 ୧୮ ଆସା କର୍ବାକେ କାଇଟା ନ ରଇଲେ ମିସା, ଅବ୍ରାଆମ୍ ବିସ୍ବାସ୍ କରି ଆସାଅଇ ରଇଲା । ସେଟାର୍ ପାଇ ସେ ସବୁ ବଁସର୍ ବାବା ଅଇଲା, କାଇକେ ବଇଲେ ସେ ସାସ୍ତରେଅନି କାତା ମିଲାଇରଇଲା, “ତାର୍ କୁଟୁମର୍ ଲକ୍ମନ୍ ଏଜି ନାପାର୍ବା ଆକାସର୍ ତାରାପାରା ଅଇବାଇ ।”
त्वदीयस्तादृशो वंशो जनिष्यते यदिदं वाक्यं प्रतिश्रुतं तदनुसाराद् इब्राहीम् बहुदेशीयलोकानाम् आदिपुरुषो यद् भवति तदर्थं सोऽनपेक्षितव्यमप्यपेक्षमाणो विश्वासं कृतवान्।
19 ୧୯ ତାକେ ସେଡ୍କିବେଲେ ସଏ ବରସ୍ ଅଇରଇଲା । ମାତର୍ ତାକର୍ ମଲାପାରା ଗାଗଡର୍ କାତା ବାବି, କି ସାରା ଜେକି ଆରି ପିଲା ପାଇ ନାପାରେ, ଏ କାତା ଜାନିକରି ମିସା, ତାକର୍ ବିସ୍ବାସ୍ ଉନା ଅଏନାଇ ।
अपरञ्च क्षीणविश्वासो न भूत्वा शतवत्सरवयस्कत्वात् स्वशरीरस्य जरां सारानाम्नः स्वभार्य्याया रजोनिवृत्तिञ्च तृणाय न मेने।
20 ୨୦ ସେ ତାର୍ ବିସ୍ବାସେଅନି ବିନେ ବେଗ୍ଲେ ନାଇ, କି ପରମେସର୍ ଦେଇରଇବା କାତା ଅଇସି କି ନଏଁ ବଲି କଏନାଇ । ସେ ବିସ୍ବାସ୍ କରି ବପୁ ସଙ୍ଗ୍ ପୁରାପୁରୁନ୍ ଅଇଲା ଆରି ସେ ପରମେସର୍କେ ଡାକ୍ପୁଟା କଲା ।
अपरम् अविश्वासाद् ईश्वरस्य प्रतिज्ञावचने कमपि संशयं न चकार;
21 ୨୧ “ପରମେସର୍ ଜନ୍ କାତା ଦେଇରଇଲା, ସେଟା ସେ କର୍ସି ଆକା ବଲି ଡାଟ୍ସଙ୍ଗ୍ ବିସ୍ବାସ୍ କଲା ।”
किन्त्वीश्वरेण यत् प्रतिश्रुतं तत् साधयितुं शक्यत इति निश्चितं विज्ञाय दृढविश्वासः सन् ईश्वरस्य महिमानं प्रकाशयाञ्चकार।
22 ୨୨ ସେ ବିସ୍ବାସର୍ ଲାଗି ଅବ୍ରାଆମ୍ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା ।
इति हेतोस्तस्य स विश्वासस्तदीयपुण्यमिव गणयाञ्चक्रे।
23 ୨୩ ଦରମ୍ ଲକ୍ ଇସାବେ ଏଜାଇଅଇବାଟା ସାସ୍ତରର୍ କାତା, ଉଜେ ଅବ୍ରାମ୍କେସେ ଅଇସି, ସେନ୍ତାରି ନାଇ ।
पुण्यमिवागण्यत तत् केवलस्य तस्य निमित्तं लिखितं नहि, अस्माकं निमित्तमपि,
24 ୨୪ ସେଟା ଆମର୍ପାଇ ମିସା ଲେକାଅଇଆଚେ । ଆମେ ମିସା ପରମେସର୍କେ ବିସ୍ବାସ୍ କଲେ ଦରମ୍ ଲକ୍ ବଲି ଏଜାଇଅଇବୁ । ସେ ମାପ୍ରୁ ଜିସୁକେ ମଲାତେଇଅନି ଆରି ତରେକ୍ ଜିବନ୍ କରି ଉଟାଇଲା ଆଚେ ବଲି ବିସ୍ବାସ୍ କଲୁନି ।
यतोऽस्माकं पापनाशार्थं समर्पितोऽस्माकं पुण्यप्राप्त्यर्थञ्चोत्थापितोऽभवत् योऽस्माकं प्रभु र्यीशुस्तस्योत्थापयितरीश्वरे
25 ୨୫ ମାପ୍ରୁ ଜିସୁ ଆମର୍ ପାପର୍ ଲାଗି ମରିରଇଲା ଆରି ପରମେସରର୍ତେଇ ଆମ୍କେ ଦରମ୍ ଲକ୍ କରାଇବାକେ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ।
यदि वयं विश्वसामस्तर्ह्यस्माकमपि सएव विश्वासः पुण्यमिव गणयिष्यते।