< ରମିୟ 5 >
1 ୧ ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ ।
Since we are justified by faith, we have peace with God through our Lord Jesus Christ.
2 ୨ କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ ।
Through him we also have our access by faith into this grace in which we stand, and we rejoice in the certain hope of the glory of God.
3 ୩ ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି ।
Not only this, but we also rejoice in our sufferings. We know that suffering produces endurance.
4 ୪ ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି ।
Endurance produces character, and character produces certain hope,
5 ୫ ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
and that hope does not disappoint because the love of God has been poured into our hearts through the Holy Spirit who was given to us.
6 ୬ ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା ।
For while we were still weak, at the right time Christ died for the ungodly.
7 ୭ ଦରମ୍ ଲକର୍ ପାଇ କେ ମିସା ଗଟେକ୍ ଲକ୍ ମର୍ବାଟା ଆମେ ନାଜାନୁ, ମାତର୍ ଏନ୍ତାରି ମିସା ଅଇସି ଜେ, ଗଟେକ୍ ନିମାନ୍ ଲକର୍ପାଇ ନିଜର୍ ଜିବନ୍ ଦେବାକେ କେ ଆଲେ ସାସ୍ କର୍ବାଇ ।
For one will hardly die for a righteous man. That is, perhaps someone would dare to die for a good person.
8 ୮ ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
But God proves his own love toward us, because while we were still sinners, Christ died for us.
9 ୯ କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ!
Much more, then, now that we are justified by his blood, we will be saved by it from the wrath of God.
10 ୧୦ ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ?
For if, while we were enemies, we were reconciled to God through the death of his Son, much more, after having been reconciled, will we be saved by his life.
11 ୧୧ ଅବ୍କା ସେତ୍କିସେ ନଏ, ମାପ୍ରୁ ଜିସୁକିରିସ୍ଟର୍ ତେଇଅନି ପରମେସର୍ ଜନ୍ ସବୁ କାମ୍ କଲାଆଚେ, ସେଟାର୍ ପାଇ ଆମର୍ ମନ୍ ଉଡୁକ୍ଦୁଡୁକ୍ ଆରି ସାର୍ଦାଇ ପୁରୁନ୍ ଅଇଆଚେ। ସେ ଜିସୁ ପରମେସର୍ ସଙ୍ଗ୍ ଆମ୍କେ ଆରିତରେକ୍ ମିସାଇଲା ଆଚେ ।
Not only this, but we also rejoice in God through our Lord Jesus Christ, through whom we now have received this reconciliation.
12 ୧୨ ପର୍ତମେ ଗଟେକ୍ ଲକ୍ସେ ପାପ୍ କରିରଇଲା । ଆରି ପାପର୍ ଲାଗି ମରନ୍ ଆଇଲା । ସବୁ ଲକ୍ ପାପ୍ କଲାର୍ ପାଇ ମରନ୍ ସବୁ ମୁନୁସ୍ ଜାତିକେ ଡାବିଅଇଲା ।
So then, as through one man sin entered into the world, in this way death entered through sin. And death spread to all people, because all sinned.
13 ୧୩ ନିୟମ୍ ମିଲ୍ବା ଆଗ୍ତୁ ଲକ୍ମନ୍ ପାପ୍ କର୍ତେରଇଲାଇ । ମାତର୍ ନିୟମ୍ ନ ରଇବାଟାନେ ପାପର୍ ଇସାବ୍ ନ ଅଇତେରଇଲା ।
For until the law, sin was in the world, but there is no accounting for sin when there is no law.
14 ୧୪ ଆଦମର୍ ବେଲାଇଅନି ମସାର୍ ବେଲା ଜାକ, କେ ଆଦମର୍ ପାରା କାତା ନ ମାନି, ସେ କରି ରଇବା ପାପ୍ ପାରା ନ କରିରଇଲେ ମିସା, ସବୁ ଲକ୍ ମଲାଇ । ଜେ ଆଇବାର୍ ରଇଲା, ସେ ଆଦମର୍ ଗଟେକ୍ ରୁପ୍ ।
Nevertheless, death ruled from Adam until Moses, even over those who did not sin like Adam's disobedience, who is a pattern of him who was to come.
15 ୧୫ ମାତର୍ ପରମେସରର୍ ଇସାବ୍ ନଇଲା ଦାନ୍ ଆରି ଆଦମର୍ ପାପ୍ ବିତ୍ରେ କେତେକ୍ କେତେକ୍ ଦୁର୍ ଆଚେ । ଗଟେକ୍ ଲକର୍ ପାପର୍ ପାଇ ବେସି ଲକର୍ ମରନ୍ ଅଇଲା । ମାତର୍ ପରମେସର୍ ତାର୍ ଜିବନ୍ଦୁକାଇଲାକେ, ଲକ୍ମନର୍ ପାଇ ଆରି ଗଟେକ୍ ଲକ୍କେ ଇନାମେ ଦେଲା । ସେ ବଡ୍ ଇନାମ୍ ଜିସୁ କିରିସ୍ଟର୍ ଜିବନ୍ ଦୁକାଇଲାକେ ପୁରାପୁରୁନ୍ ଅଇଲା ।
But the gift is not like the trespass. For if by the trespass of one the many died, how much more did the grace of God and the gift by the grace of the one man, Jesus Christ, abound for the many!
16 ୧୬ ସେ ଗଟେକ୍ ପାପ୍ କାମ୍ ଅଇଲା ପଚେ ସବୁ ମୁନୁସ୍ ଜାତି ବିଚାର୍ନା ଜାଗାଇ ଟିଆଅଇ ଦସି ବଲାଇ ଅଇଲାଇ । ମାତର୍ ଏବେ ଜବର୍ ଲକର୍ ପାପର୍ ଲାଗି ଲକ୍ମନର୍ ଆସା ନ ରଇଲେ ମିସା, ପର୍ମେସର୍ ଦାନ୍ କଲାକେ ଦସି ନାଇ ବଲି ଏଜାଇଅଇଲାଇ ।
For the gift is not like the outcome of that one man's sin. The judgment followed one trespass and brought condemnation, but the gift followed many trespasses and brought justification.
17 ୧୭ ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
For if, by the trespass of the one, death ruled through the one, how much more will those who receive the abundance of grace and the gift of righteousness reign in life through the one, Jesus Christ.
18 ୧୮ ଗଟେକ୍ ଲକର୍ ପାପ୍ ଜେନ୍ତି ଗୁଲାଇ ଲକ୍କେ ଡଣ୍ଡ୍ ଆନାଇଲା, ସେନ୍ତିସେ ଗଟେକ୍ ଲକର୍ ଦରମ୍ ଗୁଲାଇ ଲକର୍ପାଇ ମୁକ୍ତି ଆରି ନ ସାର୍ବା ଜିବନ୍ ଆନିଦେଲାଆଚେ ।
So then, by one trespass condemnation came to all people, so also one act of righteousness leads to justification and life for all people.
19 ୧୯ ଗଟେକ୍ ଲକ୍ ଆଦେସ୍ ନ ମାନ୍ଲାର୍ ପାଇ ଜେନ୍ତିକି ସବୁ ଲକ୍ ପାପି ଅଇଲାଇ, ସେନ୍ତି ଗଟେକ୍ ଲକ୍ ଆଦେସ୍ ମାନ୍ଲେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାଇ ।
For as through the one man's disobedience the many were made sinners, even so through the obedience of the one will the many be made righteous.
20 ୨୦ ନିୟମ୍ ଚାଲ୍ଲାର୍ ପାଇ କାରାପ୍ କାମ୍ ବଡ୍ଲା । ମାତର୍ ପାପ୍ ବଡି ବଡି ଗାଲାକେ ପରମେସରର୍ ଜିବନ୍ଦୁକାନି ମିସା ବେସି ବଡ୍ଲା ।
But the law came in to increase the trespass. But where sin abounded, grace abounded even more.
21 ୨୧ ପାପ୍ ଜେନ୍ତିକି ସବୁର୍ପାଇ ମରନର୍ ଡଣ୍ଡ୍ ଆନିରଇଲା, ସେନ୍ତି ପରମେସରର୍ ଜିବନ୍ଦୁକାନି ମାପ୍ରୁ ଜିସୁ କିରିସ୍ଟର୍ ସାଇଜେ ଅନି ଆମ୍କେ ଦରମ୍ ବାଟେ ଡାକିନେଇ ନ ସାର୍ବା ଜିବନ୍ ଦେଇସି । (aiōnios )
This happened so that, as sin ruled in death, even so grace might rule through righteousness for everlasting life through Jesus Christ our Lord. (aiōnios )