< ରମିୟ 7 >
1 ୧ ଏ ବାଇବଇନିମନ୍, ଏବେ ମୁଇ ଜାଇଟା କଇବାକେ ଗାଲିନି, ସେଟା ଅଇଲାନି ନିୟମ୍ । ନିୟମ୍ କାଇଟା ବଲି ତମେ ବୁଜିପାରାସ୍, ତାର୍ ଅରତ୍ ମିସା ଜାନାସ୍ । ମୁନୁସ୍ ଅବ୍କା ତାର୍ ଜିଇବା କାଇବା ଦିନ୍ ଜାକ ନିୟମର୍ ତଲେ ରଇସି ।
he bhrātṛgaṇa vyavasthāvidaḥ prati mamedaṁ nivedanaṁ| vidhiḥ kevalaṁ yāvajjīvaṁ mānavoparyyadhipatitvaṁ karotīti yūyaṁ kiṁ na jānītha?
2 ୨ ବିବା ଅଇବା ବିସଇ ଦେକ୍ଲେ, ମୁନୁସ୍ ବଁଚି ରଇବା ଜାକ, ତାର୍ ମାଇଜି ସଙ୍ଗ୍ ବିବା ବାନ୍ଦନେ ବାନ୍ଦିଅଇରଇସି । ମାତର୍ ମୁନୁସ୍ ମରିଗାଲା ପଚେ ତାର୍ ମାଇଜି ଏ ନିୟମେଅନି ମୁକଲ୍ସି ।
yāvatkālaṁ pati rjīvati tāvatkālam ūḍhā bhāryyā vyavasthayā tasmin baddhā tiṣṭhati kintu yadi pati rmriyate tarhi sā nārī patyu rvyavasthāto mucyate|
3 ୩ ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି ।
etatkāraṇāt patyurjīvanakāle nārī yadyanyaṁ puruṣaṁ vivahati tarhi sā vyabhicāriṇī bhavati kintu yadi sa pati rmriyate tarhi sā tasyā vyavasthāyā muktā satī puruṣāntareṇa vyūḍhāpi vyabhicāriṇī na bhavati|
4 ୪ ଏ ମର୍ ବାଇବଇନିମନ୍, ତମେ ମିସା ସମାନ୍ ସେନ୍ତାରିସେ । ନିୟମ୍ ଇସାବେ କିରିସ୍ଟର୍ ଗାଗ୍ଡେ ମିସ୍ଲାର୍ପାଇ ତମେମିସା ମରିଆଚାସ୍ । ଏବେ ତମେ ତାର୍ଟା । ପର୍ମେସର୍ ତାକେ ମରନେଅନି ଉଟାଇଆଚେ । ଜେନ୍ତାରିକି ତାର୍ ସେବାକାମେ ଆମେ ମିସା ମିସ୍ବୁ ।
he mama bhrātṛgaṇa, īśvaranimittaṁ yadasmākaṁ phalaṁ jāyate tadarthaṁ śmaśānād utthāpitena puruṣeṇa saha yuṣmākaṁ vivāho yad bhavet tadarthaṁ khrīṣṭasya śarīreṇa yūyaṁ vyavasthāṁ prati mṛtavantaḥ|
5 ୫ ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ ।
yato'smākaṁ śārīrikācaraṇasamaye maraṇanimittaṁ phalam utpādayituṁ vyavasthayā dūṣitaḥ pāpābhilāṣo'smākam aṅgeṣu jīvan āsīt|
6 ୬ ଏବେ ଆମେ ନିୟମର୍ ସାସନେଅନି ମୁକଲ୍ଲୁ ଆଚୁ, କାଇକେବଇଲେ ଜନ୍ଟା ଆମ୍କେ ଦିନେକ୍ ବନ୍ଦି କରି ସଙ୍ଗାଇରଇଲା, ସେଟା ଆମର୍ ବିତ୍ରେ ମରିଗାଲାଆଚେ । ଆମେ ଆରି ଆଗ୍ତୁର୍ ପାରା ଲେକାଅଇଲା ନିୟମ୍ ଇସାବେ ପର୍ମେସର୍କେ ସେବାକରୁ ନାଇ । ଏବେ ସୁକଲ୍ ଆତ୍ମା ଦେକାଇଲା ବାଟେ ଇଣ୍ଡ୍ଲୁନି ।
kintu tadā yasyā vyavasthāyā vaśe āsmahi sāmprataṁ tāṁ prati mṛtatvād vayaṁ tasyā adhīnatvāt muktā iti hetorīśvaro'smābhiḥ purātanalikhitānusārāt na sevitavyaḥ kintu navīnasvabhāvenaiva sevitavyaḥ
7 ୭ ତେବେ ଆମେ କାଇଟା ବଲି କଉଁ, ନିୟମେସେ ପାପ୍ ଆଚେ କି? ସେଟା ସତଇସେ ନଏଁ । ମାତର୍ ପାପ୍ କାଇଟା? ସେଟା, ମକେ ନିୟମ୍ ଜାନାଇଦେଲା ଆଚେ । “ବିନ୍ ଲକର୍ ଦିନ୍ସୁ ଲବାଇବାର୍ ନାଇ ।” ଏ ଆଦେସ୍ ଜଦି ନିୟମ୍ତେଇ ନ ରଇତା, ଲବାଇବାଟା କାଇଟା ବଲି ମୁଇ ନାଜାନ୍ତି ।
tarhi vayaṁ kiṁ brūmaḥ? vyavasthā kiṁ pāpajanikā bhavati? netthaṁ bhavatu| vyavasthām avidyamānāyāṁ pāpaṁ kim ityahaṁ nāvedaṁ; kiñca lobhaṁ mā kārṣīriti ced vyavasthāgranthe likhitaṁ nābhaviṣyat tarhi lobhaḥ kimbhūtastadahaṁ nājñāsyaṁ|
8 ୮ ମାତର୍ ଉପ୍ରର୍ ଆଦେସର୍ ସୁବିଦାନେଇ ପାପ୍ ମର୍ ବିତ୍ରେ ବିନ୍ବିନ୍ ରକାମର୍ କାରାପ୍ ମନ୍ କର୍ବାଟା ଜନ୍ମାଇଲା । ନିୟମ୍କେ ଚାଡିଦେଲେ ପାପ୍ ମଲା ସମାନ୍ ଆଚେ ।
kintu vyavasthayā pāpaṁ chidraṁ prāpyāsmākam antaḥ sarvvavidhaṁ kutsitābhilāṣam ajanayat; yato vyavasthāyām avidyamānāyāṁ pāpaṁ mṛtaṁ|
9 ୯ ଗଟେକ୍ ବେଲାଇ, ମୁଇ ନିୟମ୍ ନାଜାନି କରି ଜିଇତେ ରଇଲି, ନିୟମ୍ ଜାନ୍ଲା ପଚେ ପାପ୍ ପୁର୍ଲା,
aparaṁ pūrvvaṁ vyavasthāyām avidyamānāyām aham ajīvaṁ tataḥ param ājñāyām upasthitāyām pāpam ajīvat tadāham amriye|
10 ୧୦ ଆରି ମୁଇ ମରିଗାଲି । ଜନ୍ ନିୟମ୍ ଜିବନ୍ ଦେବାକେ ଟିକ୍ କରିରଇଲା, ସେଟା ମର୍ ପାଇ ମରନ୍ ଆନ୍ଲା ।
itthaṁ sati jīvananimittā yājñā sā mama mṛtyujanikābhavat|
11 ୧୧ କାଇକେବଇଲେ ନିୟମର୍ ସୁବିଦା ନେଇ ମକେ ପାପ୍ ନାଡାଇଲା ଆରି ମରାଇଲା ।
yataḥ pāpaṁ chidraṁ prāpya vyavasthitādeśena māṁ vañcayitvā tena mām ahan|
12 ୧୨ ନିୟମ୍ ପର୍ମେସରର୍ଟାନେଅନି ଆଇଲାକେ ସୁକଲ୍ ଆଚେ । ତାର୍ ଆଦେସ୍ ସବୁ ସୁକଲ୍, ଟିକ୍ ଆରି ବେସି ନିକ ।
ataeva vyavasthā pavitrā, ādeśaśca pavitro nyāyyo hitakārī ca bhavati|
13 ୧୩ ସେନ୍ତିଆଲେ ଜନ୍ଟା ନିକ, ସେଟା କାଇକେ ମର୍ ମରନ୍ ଆନ୍ବାଟା ଅଇରଇଲା? ସେନ୍ତାରି କେବେ ନ ଅ । ମାତର୍ ପାପର୍ ମରନ୍ ଅଇଲା । ତାର୍ ନିୟମ୍, ଜେନ୍ତିକି ଆମର୍ ପାପ୍ କେତେକ୍ କାରାପ୍ ଆଚେବଲି ଡିସାଇବାକେ ପର୍ମେସରର୍ ଜଜ୍ନା ରଇଲା । ତେବର୍ପାଇ ତାର୍ ନିୟମର୍ଲାଗି ଏଟା ସାଦନ୍ କଲା ।
tarhi yat svayaṁ hitakṛt tat kiṁ mama mṛtyujanakam abhavat? netthaṁ bhavatu; kintu pāpaṁ yat pātakamiva prakāśate tathā nideśena pāpaṁ yadatīva pātakamiva prakāśate tadarthaṁ hitopāyena mama maraṇam ajanayat|
14 ୧୪ ଆମେ ଜାନୁ ଜେ, ନିୟମ୍ ଆତ୍ମାଇ ଆଇସି, ମାତର୍ ମୁଇ ମର୍ ଗାଗଡ୍ ମନ୍ କଲାଟାକେ ମାନ୍ଲାର୍ପାଇ ପାପର୍ ଗତିଦାଙ୍ଗ୍ଡା ଅଇଲିଆଚି ।
vyavasthātmabodhiketi vayaṁ jānīmaḥ kintvahaṁ śārīratācārī pāpasya krītakiṅkaro vidye|
15 ୧୫ ମୁଇ ଜନ୍ଟା କଲିନି, ସେଟା ବୁଜି ନାଇ, ମାତର୍ ଜନ୍ ନିକ କାମ୍ କର୍ବାକେ ମନ୍ କଲିନି ସେଟାସେ କରିନାପାର୍ଲିନି । ଆରି ଜନ୍ କାରାପ୍ କାମ୍ କର୍ବାକେ ମୁଇ ମୁଲ୍କେ ମନ୍ କରି ନାଇ, ସେଟାସେ କଲିନି ।
yato yat karmma karomi tat mama mano'bhimataṁ nahi; aparaṁ yan mama mano'bhimataṁ tanna karomi kintu yad ṛtīye tat karomi|
16 ୧୬ ମାତର୍ ମୁଇ ମନ୍ ନ କରି ରଇବା କାମ୍ କର୍ବାର୍ ଲାଗି, ନିୟମ୍ ଟିକ୍ ଆଚେ ବଲି ମାନ୍ଲିନି ।
tathātve yan mamānabhimataṁ tad yadi karomi tarhi vyavasthā sūttameti svīkaromi|
17 ୧୭ ସେଟାର୍ ପାଇ ଏ ସବୁ ଜାକ କାମ୍ ମୁଇ କରି ନାଇ । ମର୍ ବିତ୍ରେ ରଇବା ପାପ୍ସେ ସେଟା କଲାନି ।
ataeva samprati tat karmma mayā kriyata iti nahi kintu mama śarīrasthena pāpenaiva kriyate|
18 ୧୮ ମର୍ ଗାଗଡର୍ କାରାପ୍ ମନ୍ କର୍ବାଟାନେଅନି କାଇମିସା ନିମାନ୍ ବିସଇ ନ ଆସେ ବଲି ମୁଇ ଜାନ୍ଲିନି । କାଇକେବଇଲେ ନିକ କାମ୍ କର୍ବାକେ ମନ୍ ରଇଲେ ମିସା ସେଟା କରି ନାପାର୍ଲିନି ।
yato mayi, arthato mama śarīre, kimapyuttamaṁ na vasati, etad ahaṁ jānāmi; mamecchukatāyāṁ tiṣṭhantyāmapyaham uttamakarmmasādhane samartho na bhavāmi|
19 ୧୯ ସେଟାର୍ ପାଇ ଜନ୍ ନିକ କାମ୍ କର୍ବାକେ ମୁଇ ମନ୍ କଲିନି, ସେ କାମ୍ ନ କରି, ଜନ୍ କାରାପ୍ କାମ୍ କର୍ବାକେ ମୁଲ୍କେ ମନ୍ ନାଇ, ସେଟାସେ କଲିନି ।
yato yāmuttamāṁ kriyāṁ karttumahaṁ vāñchāmi tāṁ na karomi kintu yat kutsitaṁ karmma karttum anicchuko'smi tadeva karomi|
20 ୨୦ ଜଦି ମୁଇ ମନ୍ ନ କର୍ବାଟା କରିଲାଗି ଆଚି, ସେନ୍ତାର୍ଆଲେ ଜାଇଟା କଲିନି, ସେଟା ମୁଇ ସତଇସେ କରିନାଇ, ମର୍ ବିତ୍ରେ ରଇଲା ପାପ୍ସେ ସେଟା କଲାନି ।
ataeva yadyat karmma karttuṁ mamecchā na bhavati tad yadi karomi tarhi tat mayā na kriyate, mamāntarvarttinā pāpenaiva kriyate|
21 ୨୧ ଏଟା ମର୍ ବିତ୍ରେ ଗଟେକ୍ କାମ୍କର୍ବା ନିୟମ୍ ବଲି ମନେ ଅଇଲାନି । ଜନ୍ଟା ନିକ, ସେଟା ମୁଇ କର୍ବାକେ ଗାଲାବେଲେ, ଅବ୍କା କାରାପ୍ ବିସଇସେ କଲିନି ।
bhadraṁ karttum icchukaṁ māṁ yo 'bhadraṁ karttuṁ pravarttayati tādṛśaṁ svabhāvamekaṁ mayi paśyāmi|
22 ୨୨ ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି,
aham āntarikapuruṣeṇeśvaravyavasthāyāṁ santuṣṭa āse;
23 ୨୩ ମାତର୍ ମର୍ ମନ୍ କଲା ବିରଦେ ମର୍ ଗାଗଡ୍ ତେବାଇବା ବିଦି ସବୁବେଲେ ଜୁଇଦ୍ କଲାନି । ମର୍ ଗାଗ୍ଡେ କାମ୍କର୍ତେ ରଇବା ସବୁ ପାପ୍ ମକେ ବନ୍ଦି କରି ସଙ୍ଗଇଲା ଆଚେ ।
kintu tadviparītaṁ yudhyantaṁ tadanyamekaṁ svabhāvaṁ madīyāṅgasthitaṁ prapaśyāmi, sa madīyāṅgasthitapāpasvabhāvasyāyattaṁ māṁ karttuṁ ceṣṭate|
24 ୨୪ କେଡେ କରମ୍ ନଇଲା ଲକ୍ ମୁଇ! ମରନର୍ ମୁଏଁ ଜିକିନେବା ଏ ଗାଗଡର୍ ଚଲାଚଲ୍ତି ଅନି କେ ମକେ ମୁକ୍ଲାଇସି?
hā hā yo'haṁ durbhāgyo manujastaṁ mām etasmān mṛtāccharīrāt ko nistārayiṣyati?
25 ୨୫ ପରମେସର୍ ଦନିଅବାଦ୍ ପାଅ! ମାପ୍ରୁ ଜିସୁ କିରିସ୍ଟର୍ ଲାଗି ମୁଇ ଉଦାର୍ ପାଇଆଚି । ତେବେ, ଏଟା ଅଇଲାନି ମର୍ କରମ୍ । ପରମେସରର୍ ନିୟମ୍ କାଲି ମୁଇ ମର୍ ମନେ ନାମି ପାର୍ବି । ମାତର୍ ମର୍ ମୁନୁସ୍ ଇସାବର୍ ଚଲାଚଲ୍ତି ମକେ ପାପର୍ ଗତି ଦାଙ୍ଗ୍ଡା ଅଇବାକେ ବାଦିଅ କଲାନି ।
asmākaṁ prabhuṇā yīśukhrīṣṭena nistārayitāram īśvaraṁ dhanyaṁ vadāmi| ataeva śarīreṇa pāpavyavasthāyā manasā tu īśvaravyavasthāyāḥ sevanaṁ karomi|