< ରମିୟ 8 >
1 ୧ ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇ ଆରି ପର୍ମେସରର୍ ଡଣ୍ଡ୍ ନାଇ ।
Therfor now no thing of dampnacioun is to hem that ben in Crist Jhesu, whiche wandren not after the flesch.
2 ୨ ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
For the lawe of the spirit of lijf in Crist Jhesu hath delyuerid me fro the lawe of synne, and of deth.
3 ୩ ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା ।
For that that was vnpossible to the lawe, in what thing it was sijk bi flesch, God sente his sone in to the licknesse of fleisch of synne, and of synne dampnede synne in fleisch;
4 ୪ ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
that the iustefiyng of the lawe were fulfillid in vs, that goen not aftir the fleisch, but aftir the spirit.
5 ୫ ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ ଜିଉନା କାଉନା କର୍ତେରଇବାଇ, ସେମନ୍ ନିଜର୍ ଗାଗଡର୍ ମନ୍ କର୍ବାଟା ଚିନ୍ତା କର୍ତେରଇବାଇ । ମାତର୍ ଜନ୍ ଲକ୍ମନ୍ ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ କାମ୍କର୍ବାଇ, ସେମନ୍ ସୁକଲ୍ଆତ୍ମା ଜନ୍ ବିସଇ କର୍ବାକେ ମନ୍ କରାଇସି, ସେଟା କର୍ବାଇ ।
For thei that ben aftir the fleisch, saueren tho thingis that ben of the fleisch; but thei that ben after the spirit, feelen tho thingis that ben of the spirit. For the prudence of fleisch is deth;
6 ୬ ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି ।
but the prudence of spirit is lijf and pees.
7 ୭ ଜଦି ଗଟେକ୍ ଲକ୍ ତାର୍ ଗାଗଡର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସି, ସେ ପରମେସରର୍ ବିରଦି ଅଇସି । କାଇକେ ବଇଲେ ସେ ପରମେସରର୍ ନିୟମ୍ ମାନେ ନାଇ, ସେ ସେଟା କର୍ବାକେ ନାପାରେ ।
For the wisdom of the fleisch is enemye to God; for it is not suget to the lawe of God, for nether it may.
8 ୮ ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ କାମ୍ କଲାଇନି, ସେମନ୍ ପର୍ମେସର୍କେ ସାର୍ଦା କରିନାପାରତ୍ ।
And thei that ben in fleisch, moun not plese to God.
9 ୯ ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ ।
But ye ben not in fleisch, but in spirit; if netheles the spirit of God dwellith in you. But if ony hath not the spirit of Crist, this is not his.
10 ୧୦ ମାତର୍ ତମର୍ ବିତ୍ରେ କିରିସ୍ଟ ବାସାଅଇ ରଇସି ବଇଲେ, ତମର୍ ଗାଗଡ୍ ପାପେ ନସ୍ଟ ଅଇବାକେ ଜାଇତେ ରଇଲେ ମିସା, ସୁକଲ୍ଆତ୍ମା ତମ୍କେ ଜିବନ୍ ଦାନ୍ ଦେଇସି । କାଇକେ ବଇଲେ ତମେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ଆଚାସ୍ ।
For if Crist is in you, the bodi is deed for synne, but the spirit lyueth for iustefiyng.
11 ୧୧ ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
And if the spirit of hym that reiside Jhesu Crist fro deth dwellith in you, he that reiside Jhesu Crist fro deth, shal quykene also youre deedli bodies, for the spirit of hym that dwellith in you.
12 ୧୨ ତେବେ ଏ ବାଇବଇନିମନ୍, ଆମର୍ କାମ୍ ଅଇଲାନି, ମୁନୁସର୍ ଗୁନ୍ଚଲନ୍ ଇସାବେ ଜିଉନାକାଉନା ନ କରୁ ।
Therfor, britheren, we ben dettouris, not to the flesch, that we lyuen aftir the flesch.
13 ୧୩ କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା ।
For if ye lyuen aftir the fleisch, ye schulen die; but if ye bi the spirit sleen the dedis of the fleisch, ye schulen lyue.
14 ୧୪ ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
For who euere ben led bi the spirit of God, these ben the sones of God.
15 ୧୫ କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ “ବାବା, ମର୍ ବାବା!” ବଲି ଡାକ୍ଲୁନି ।
For ye han not take eftsoone the spirit of seruage in drede, but ye han taken the spirit of adopcioun of sones, in which we crien, Abba, fadir.
16 ୧୬ ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
And the ilke spirit yeldith witnessyng to oure spirit, that we ben the sones of God;
17 ୧୭ କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ ।
if sones, and eiris, `and eiris of God, and eiris togidere with Crist; if netheles we suffren togidere, that also we ben glorified togidere.
18 ୧୮ ଜନ୍ ଡାକ୍ପୁଟାର୍ ଦିନେ ଆମେ ମିସ୍ବାକେ ଗାଲୁନି, ଦେକ୍ଲେସରି ଏ ଜିବନେ ଅଇବା ଆମର୍ ଦୁକ୍ କସ୍ଟ କିଚି ନାଇ ।
And Y deme, that the passiouns of this tyme ben not worthi to the glorie to comynge, that schal be schewid in vs.
19 ୧୯ ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।
For the abidyng of creature abidith the schewyng of the sones of God.
20 ୨୦ କାଇକେବଇଲେ ପରମେସର୍ ତିଆର୍ କରିରଇବା ସବୁଜାକ, ଅବିସାପେ ପୁରୁନ୍ ଅଇଲାଆଚେ । ଜନ୍ବାଟେ ଜିବାର୍ ରଇଲା ସେ ବାଟେ ନ ଜାଇ, ବିନ୍ ବାଟେ ଗାଲାଆଚେ । ମାତର୍ ଏଟା ତାର୍ ନିଜର୍ ମନ୍ କଲା ଇସାବେ ଅଏନାଇ । ପର୍ମେସର୍ ମନ୍ କଲାକେସେ ଅଇଲା । ଏଲେମିସା ତାର୍ ଆସା ରଇଲା,
But the creature is suget to vanyte, not willynge, but for hym that made it suget in hope;
21 ୨୧ ଜେନ୍ତିକି ଗଟେକ୍ ଦିନେ କୁଇଜିବାଟାନେ ଅନି ମୁକ୍ଲିକରି ପର୍ମେସରର୍ କୁଟୁମର୍ ଡାକ୍ପୁଟାଇ ମିସ୍ବୁ ।
for the ilke creature schal be delyuered fro seruage of corrupcioun in to liberte of the glorie of the sones of God.
22 ୨୨ ମାତର୍ ଏବେ ଜାକ ତିଆର୍ଅଇଲାଟା ସବୁ, ଗାଗ୍ଡେ ରଇଲା ମାଇଜି ନିକଅଇବା ଦୁକା ପାରା ଅଇକରି “ଆନା, ଆୟା!” ଅଇଲାନି ।
And we witen, that ech creature sorewith, and trauelith with peyne til yit.
23 ୨୩ ଆମେ, ପରମେସର୍ ଦେଲା ପର୍ତୁମର୍ ଦାନ୍ ପାରା ସୁକଲ୍ଆତ୍ମା ପାଇଲୁଆଚୁ, ଆମେ ମିସା ବିତ୍ରେ ବିତ୍ରେ “ଆନା, ଆୟା!” ଅଇଲୁନି । ଏଲେମିସା ପରମେସର୍ ଆମ୍କେ କୁଟୁମର୍ ଲକ୍ କରାଇକରି ପୁରାପୁରୁନ୍ ମୁକ୍ଲାଇସି ବଲି ଜାଗିକରି ଆଚୁ ।
And not oneli it, but also we vs silf, that han the first fruytis of the spirit, and we vs silf sorewen with ynne vs for the adopcioun of Goddis sonys, abidynge the ayenbiyng of oure bodi.
24 ୨୪ କାଇକେବଇଲେ ଆସା କଲାକେସେ ଆମେ ମୁକ୍ତି ପାଇଆଚୁ । ମାତର୍ ଜାଇଟା ଡିସ୍ଲାନି ସେଟାର୍ ପାଇ ଆସାକର୍ବାଟା, ସେଟା ସତଇସେ ଆସା ରକ୍ବାଟା ନଏଁ । କେ କାଇ ଡିସ୍ବାଟାକେ ଆସା କର୍ସି କି? ନାଇ, ନ କରେ ।
But bi hope we ben maad saaf. For hope that is seyn, is not hope; for who hopith that thing, that he seeth?
25 ୨୫ ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି ।
And if we hopen that thing that we seen not, we abiden bi pacience.
26 ୨୬ ଆମ୍କେ ବପୁ ନାଇ, ମାତର୍ ସୁକଲ୍ଆତ୍ମା ଆମ୍କେ ସାଇଜ କର୍ସି । କେନ୍ତାରି ପାର୍ତନା କର୍ବାକେ ଅଇସି, ସେଟା ଆମେ ନାଜାନୁ । ସେଟାର୍ ପାଇ ଜନ୍ଟା ଆମେ କଇ ନାପାର୍ଲୁନି, ସେଟା ସୁକଲ୍ ଆତ୍ମା ନିଜେ ଆମର୍ପାଇ “ଆନା, ଆୟା!” ଅଇକରି ପରମେସର୍କେ ଗୁଆରି କର୍ସି ।
And also the spirit helpith oure infirmyte; for what we schulen preie, as it bihoueth, we witen not, but the ilke spirit axith for vs with sorewyngis, that moun not be teld out.
27 ୨୭ ପରମେସର୍ ଆମର୍ ମନର୍ କାତା ଜାନେ । ସୁକଲ୍ଆତ୍ମାର୍ ମନର୍ ଚିନ୍ତା ସେ ଜାନେ । କାଇକେବଇଲେ ସୁକଲ୍ଆତ୍ମା ପରମେସର୍ ମନ୍ କଲା ଇସାବେ, ତାକର୍ ଲକ୍ମନର୍ ପାଇ ଗୁଆରି କର୍ତେ ରଇସି ।
For he that sekith the hertis, woot what the spirit desirith, for bi God he axith for hooli men.
28 ୨୮ ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି ।
And we witen, that to men `that louen God, alle thingis worchen togidere in to good, to hem that aftir purpos ben clepid seyntis.
29 ୨୯ ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
For thilke that he knewe bifor, he bifor ordenede bi grace to be maad lijk to the ymage of his sone, that he be the first bigetun among many britheren.
30 ୩୦ ଜନ୍ ଲକ୍ମନ୍ ଏନ୍ତାରି ବାଚିଅଇଲାଇ ଆଚତ୍, ସେମନ୍କେ ଡାକିଆଚେ । ସେ ଲକ୍ମନ୍କେ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇ, ତାର୍ ଡାକ୍ପୁଟାଇ ମିସାଇ ଆଚତ୍ ।
And thilke that he bifore ordeynede to blis, hem he clepide; and whiche he clepide, hem he iustifiede; and whiche he iustifiede, and hem he glorifiede.
31 ୩୧ ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି?
What thanne schulen we seie to these thingis? If God for vs, who is ayens vs?
32 ୩୨ ପରମେସର୍ କେବେମିସା ଆମର୍ ବିରଦି ନଏଁଁ, କାଇକେବଇଲେ ସେ ନିଜର୍ ପଅକେ ମିସା ରକିଆ ନ କରି ଆମର୍ ପାଇ ଦାନ୍ ଦେଇଆଚେ । ସେନ୍ତିଆଲେ ସେ ଆମର୍ ପାଇ କାଇ ସବୁ ବିସଇ ଦାନ୍ ନ ଦେଏ କି?
The which also sparide not his owne sone, but `for vs alle bitook hym, hou also yaf he not to vs alle thingis with hym?
33 ୩୩ ପରମେସର୍ ବାଚ୍ଲା ଲକ୍ମନ୍କେ କେ ଦସିବଲି କଇପାର୍ସି? ସେମନ୍କେ ସେ ନିଜେ କାଇ ଦସ୍ କରି ନ ରଇବା ଲକ୍ ବଲି ଉଡ୍ରା କଲାଆଚେ ।
Who schal accuse ayens the chosun men of God? It is God that iustifieth,
34 ୩୪ ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇ ଗୁଆରି କରି ପାର୍ତନା କଲାନି ।
who is it that condempneth? It is Jhesus Crist that was deed, yhe, the which roos ayen, the which is on the riyt half of God, and the which preieth for vs.
35 ୩୫ ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ ।
Who thanne schal departe vs fro the charite of Crist? tribulacioun, or anguysch, or hungur, or nakidnesse, or persecucioun, or perel, or swerd?
36 ୩୬ ସାସ୍ତରେ ଲେକାଆଚେ, “ତମର୍ଲାଗି ସବୁ ଦିନ୍ ଆମେ ମରନର୍ ମୁଆଟେ ଗାଲୁନି, ପୁଜ୍ବାକେ ନେଲା ମେଣ୍ଡାପିଲା ପାରା ଆମେ ବାଚି ଅଇଲୁ ଆଚୁ ।”
As it is writun, For we ben slayn al dai for thee; we ben gessid as scheep of slauytir.
37 ୩୭ ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ ।
But in alle these thingis we ouercomen, for hym that louyde vs.
38 ୩୮ ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି,
But Y am certeyn, that nethir deeth, nether lijf, nether aungels, nethir principatus, nether vertues, nether present thingis, nether thingis to comynge, nether strengthe,
39 ୩୯ ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
nether heiyth, nether depnesse, nether noon othir creature may departe vs fro the charite of God, that is in `Crist Jhesu oure Lord.