< ତିତସ୍ 1 >
1 ୧ ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
अनन्तजीवनस्याशातो जाताया ईश्वरभक्ते र्योग्यस्य सत्यमतस्य यत् तत्वज्ञानं यश्च विश्वास ईश्वरस्याभिरुचितलोकै र्लभ्यते तदर्थं (aiōnios )
2 ୨ ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ । (aiōnios )
यीशुख्रीष्टस्य प्रेरित ईश्वरस्य दासः पौलोऽहं साधारणविश्वासात् मम प्रकृतं धर्म्मपुत्रं तीतं प्रति लिखमि।
3 ୩ ପର୍ମେସର୍ ଟିକ୍ କଲା ବେଲାଇ ମୁଇ ସୁବ୍କବର୍ ଜାନାଇଲିକେ, ଲକ୍ମନ୍ ସେଟା ବୁଜ୍ବାକେ ସେ ବପୁଦେଲା । ଏଟା ପର୍ମେସରର୍ କାମ୍ । ସେ ଆକା ଆମ୍କେ ରକିଆ କର୍ସି । ସେ ଏ ଦାଇତ୍ ଦେଇକରି ମକେ ତିଆର୍ଲା ଆଚେ ।
निष्कपट ईश्वर आदिकालात् पूर्व्वं तत् जीवनं प्रतिज्ञातवान् स्वनिरूपितसमये च घोषणया तत् प्रकाशितवान्।
4 ୪ ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ ।
मम त्रातुरीश्वरस्याज्ञया च तस्य घोषणं मयि समर्पितम् अभूत्। अस्माकं तात ईश्वरः परित्राता प्रभु र्यीशुख्रीष्टश्च तुभ्यम् अनुग्रहं दयां शान्तिञ्च वितरतु।
5 ୫ କିରତେ ତକେ ରଇଜା ବଲି ମୁଇ କଇରଇଲି । ଜେତ୍କି ସବୁ କାମ୍ କରିସାରାଇବାକେ ମକେ ବେଲା ନ ରଇଲା, ସେଟା କରିସାରାଇବାକେ ମୁଇ ସେନ୍ତାରି କଲି । ଏଟା ଅଇଲାନି ପର୍ତୁମ୍ ବିସଇ । କିରତେ ରଇବା ସବୁ ଜାଗାର୍ ମଣ୍ଡଲିମନ୍କେ ପାର୍ଚିନ୍ ଇସାବେ ଲକ୍ମନ୍କେ ବାଚ୍ । ମୁଇ ତର୍ ସଙ୍ଗ୍ ରଇଲାବେଲେ ଏ ବିସଇନେଇ ତକେ ତିଆରି ରଇଲି ।
त्वं यद् असम्पूर्णकार्य्याणि सम्पूरये र्मदीयादेशाच्च प्रतिनगरं प्राचीनगणान् नियोजयेस्तदर्थमहं त्वां क्रीत्युपद्वीपे स्थापयित्वा गतवान्।
6 ୬ ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।
तस्माद् यो नरो ऽनिन्दित एकस्या योषितः स्वामी विश्वासिनाम् अपचयस्यावाध्यत्वस्य वा दोषेणालिप्तानाञ्च सन्तानानां जनको भवति स एव योग्यः।
7 ୭ ବିନ୍ ବିସ୍ବାସିମନ୍କେ ଜତନ୍ କର୍ବାକେ ଦାଇତ୍ ଇସାବେ ପର୍ମେସର୍ ଗଟେକ୍ ପାର୍ଚିନ୍କେ ଦେଲାଆଚେ । ତେବର୍ ପାଇ ଜନ୍ ମଣ୍ଡଲିର୍ ପାର୍ଚିନ୍କେ ତୁଇ ବାଚ୍ସୁ, ତାକେ କାଇ ଦସ୍ ନ ରଅ । ସେ ବଡ୍ପନିଆ ନ ରଇବାର୍, ଦାପ୍ରେ ରିସା ନ ଅଇବାର୍, ମଦୁଆ ନ ରଇବାର୍, ବିନ୍ ଲକର୍ ସଙ୍ଗ୍ କିରଜାଟି ନ ଅଇବାର୍, ଡାବୁକେ ଆସା ନ କର୍ବାର୍ ।
यतो हेतोरद्यक्षेणेश्वरस्य गृहाद्यक्षेणेवानिन्दनीयेन भवितव्यं। तेन स्वेच्छाचारिणा क्रोधिना पानासक्तेन प्रहारकेण लोभिना वा न भवितव्यं
8 ୮ ସେନ୍ତାରି ନ ଅଇକରି ଲକ୍ମନ୍କେ ଡାକିନେବା ଲକ୍, ଦରମ୍ ବିସଇ କର୍ବାକେ ମନ୍ କର୍ବା ଲକ୍, ନିଜେ ଜାଗ୍ରତ୍ ରଇବା ଲକ୍, ବଡ୍ ସାନ୍ ଇସାବେ ନ ଦେକ୍ବା ଲକ୍, ସୁକଲ୍ ଇସାବେ ଚଲାଚଲ୍ତି କର୍ବା ଲକ୍, ନିଜେ ମନ୍କର୍ବା ବିସଇଟାନେ ଜାଗ୍ରତ୍ ଅଇବା ଲକ୍, ରଇବାର୍ ଆଚେ ।
किन्त्वतिथिसेवकेन सल्लोकानुरागिणा विनीतेन न्याय्येन धार्म्मिकेण जितेन्द्रियेण च भवितव्यं,
9 ୯ ସେ ଲକ୍ ଆମେ ସିକାଇତେରଇବା ସୁବ୍ କବର୍ ଡାଟ୍ସଙ୍ଗ୍ ବିସ୍ବାସ୍ କରିରଇବାର୍ ଆଚେ । ଏ କବର୍ ସତ୍ ଆରି ନ ବାଦ୍ଲେ ବଲି ସେ ଜାନ୍ବାର୍ ଆଚେ । ଏନ୍ତାର୍ ଆଲେ ସେ ଲକ୍ମନ୍କେ ସତ୍ ବିସଇ ସିକାଇପାର୍ସି । ଆରି ଜନ୍ ଲକ୍ ତାର୍ ବିରୁଦେ କାତା ଅଇଲାଇନି, ତାକର୍ ବୁଲ୍ ଦେକାଇପାର୍ସି ।
उपदेशे च विश्वस्तं वाक्यं तेन धारितव्यं यतः स यद् यथार्थेनोपदेशेन लोकान् विनेतुं विघ्नकारिणश्च निरुत्तरान् कर्त्तुं शक्नुयात् तद् आवश्यकं।
10 ୧୦ ମଣ୍ଡଲିର୍ ପାର୍ଚିନ୍ମନର୍ ଅଦିକାର୍ ନ ନାମ୍ବା ଲକ୍ ବେସି ରଇଲାର୍ପାଇ ମୁଇ ତକେ କଇଲିନି । କାଇ ମୁଲିଅ ନ ରଇବା କାତା ସବୁ ସେମନ୍କେ ସିକାଇକରି, ସେମନ୍କେ ବିସ୍ବାସ୍ କରାଇଲାଇନି । ଜିଉଦି ନିୟମ୍ ଇସାବେ ସବୁ ବିସ୍ବାସିମନ୍ ସୁନତ୍ ଅଇବାର୍ ଆଚେ ବଲି ସିକାଇଲାଇନି ।
यतस्ते बहवो ऽवाध्या अनर्थकवाक्यवादिनः प्रवञ्चकाश्च सन्ति विशेषतश्छिन्नत्वचां मध्ये केचित् तादृशा लोकाः सन्ति।
11 ୧୧ ଏନ୍ତାରି ଲକ୍ମନ୍କେ ସିକାଇବାକେ ଦେସ୍ ନାଇ । କାଇକେବଇଲେ ନ ସିକାଇବା ବିସଇ ସିକାଇକରି ସେମନ୍ ଗୁଲାଇ କୁଟୁମ୍ମନ୍କେ ବିସ୍ବାସ୍ କରାଇ, ସତ୍ ବିସଇତେଇ ଅନି ବାଉଡାଇଲାଇନି । ଲକ୍ମନର୍ଟାନେଅନି ଡାବୁ ମିଲାଇବାକେ ମିସା ଏନ୍ତାରି କଲାଇନି ।
तेषाञ्च वाग्रोध आवश्यको यतस्ते कुत्सितलाभस्याशयानुचितानि वाक्यानि शिक्षयन्तो निखिलपरिवाराणां सुमतिं नाशयन्ति।
12 ୧୨ କିରତେଅନି ଆଗେ ଗଟେକ୍ ଗିଆନ୍ ରଇବା ଲକ୍ ରଇଲା । ସେ ଏନ୍ତାରି କଇରଇଲା, “କିରତେରଇବା ଲକ୍ମନ୍ ବେସି ମିଚ୍ କଇବାଇ । ସେମନ୍ ବନର୍ ପସୁପାରା ଚଲାଚଲ୍ତି କର୍ବାଇ ଆରି ସେମନ୍ ବେସି ଅଲ୍ସିଆ ଆରି କାଉରାମନ୍ ।”
तेषां स्वदेशीय एको भविष्यद्वादी वचनमिदमुक्तवान्, यथा, क्रीतीयमानवाः सर्व्वे सदा कापट्यवादिनः। हिंस्रजन्तुसमानास्ते ऽलसाश्चोदरभारतः॥
13 ୧୩ କିରତେ ରଇବା ଲକର୍ ବିସଇ ସେ ବବିସତ୍ବକ୍ତା କଇଲାଟା ଏବେ ମିସା ସତ୍ସେ । ତେବର୍ ପାଇ ସେମନ୍କେ ଡାଟ୍ ସଙ୍ଗ୍ ଦମ୍କାଇକରି କଇବାର୍ ଆଚେ । ଜେନ୍ତାରିକି ସେମନ୍ ସତ୍ ସିକିଆ ବିସ୍ବାସ୍ କର୍ବାଇ ।
साक्ष्यमेतत् तथ्यं, अतोे हेतोस्त्वं तान् गाढं भर्त्सय ते च यथा विश्वासे स्वस्था भवेयु
14 ୧୪ ଜିଉଦି ଲକ୍ମନ୍ ତିଆର୍କଲା କାତାନିମନ୍ ନ ମାନିକରି ଆରି ସତ୍ ସିକିଆ ନ ମାନିକରି ରଇବା ଲକ୍ମନର୍ ତିଆର୍କଲା ରିତିନିତି ଦିଆନ୍ ନ କରତ୍ ।
र्यिहूदीयोपाख्यानेषु सत्यमतभ्रष्टानां मानवानाम् आज्ञासु च मनांसि न निवेशयेयुस्तथादिश।
15 ୧୫ ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସୁକଲ୍ ରଇବାଇ, ସେନ୍ତାରିସେ ତାକର୍ପାଇ ସବୁ ବିସଇ ସୁକଲ୍ ରଇସି । ମାତର୍ ଜନ୍ ଲକ୍ମନର୍ ବିବେକ୍ ସେମନ୍କେ ଦସି କର୍ସି, ସେମନ୍ କାରାପ୍ ଅଇ ଜିସୁକିରିସ୍ଟକେ ବିସ୍ବାସ୍ ନ କଲେ, ତାକର୍ପାଇ କାଇ ବିସଇ ମିସା ସୁକଲ୍ ନାଇ ।
शुचीनां कृते सर्व्वाण्येव शुचीनि भवन्ति किन्तु कलङ्कितानाम् अविश्वासिनाञ्च कृते शुचि किमपि न भवति यतस्तेषां बुद्धयः संवेदाश्च कलङ्किताः सन्ति।
16 ୧୬ ଏ ଲକ୍ମନ୍ ପର୍ମେସର୍କେ ଜାନିଆଚୁ ବଲି କଇ ବୁଲ୍ବାଇ, ମାତର୍ ତାକର୍ ଚଲାଚଲ୍ତିଟାନେ ସେଟା ନ ଡିସେ । ସେମନ୍ ଗିନ୍ କର୍ବାଲକ୍, କାତା ନ ମାନ୍ବା ଲକ୍ ଆରି କାଇ ଦରମ୍ ବିସଇ କଇବାକେ ନାପାରତ୍ ।
ईश्वरस्य ज्ञानं ते प्रतिजानन्ति किन्तु कर्म्मभिस्तद् अनङ्गीकुर्व्वते यतस्ते गर्हिता अनाज्ञाग्राहिणः सर्व्वसत्कर्म्मणश्चायोग्याः सन्ति।