< ତିତସ୍ 2 >
1 ୧ ମାତର୍ ତିତସ୍ ତୁଇ ବିସ୍ବାସିମନ୍କେ ଜନ୍ ବିସଇ ସିକାଇଲୁସ୍ନି ସେଟା ଜିସୁକିରିସ୍ଟର୍ ସତ୍ ସିକିଆ ଇସାବେସେ ସିକା ।
Tu, porém, fala o que convém à sã doutrina;
2 ୨ ପର୍ତୁମ୍ ଡକ୍ରାମନ୍କେ ତାକର୍ ଜିବନେ ନିକ ଚଲାଚଲ୍ତି କର୍ବାକେ ସିକା, ଜେନ୍ତିକି ନିଜେ ବୁଦିର୍ସଙ୍ଗ୍ ରଇ, ଲକ୍ମନର୍ଟାନେଅନି ସନ୍ମାନ୍ ପାଇବାଲକ୍ ପାରା ଅଇ ଜାଗ୍ରତ୍ ରଇବାର୍ । ସେମନ୍ ପର୍ମେସର୍କେ ଡାଟ୍ସଙ୍ଗ୍ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ସତ୍ସଙ୍ଗ୍ ଆଲାଦ୍ କରି ମୁର୍ଚି ରଇବାର୍ ଆଚେ ।
Aos velhos, que sejam sóbrios, respeitáveis, prudentes, sãos na fé, no amor e na paciência.
3 ୩ ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ ।
Às velhas, da mesma maneira, [tenham] bons costumes, como convém a santas; não caluniadoras, não viciadas em muito vinho, mas sim instrutoras daquilo que é bom;
4 ୪ ଏନ୍ତାରି କଲେ ସେମନର୍ ଟାନେଅନି ଦାଙ୍ଗ୍ଡିମନ୍ ନିକ ଚଲାଚଲ୍ତି କର୍ବାଟା ସିକ୍ବାଇ । ସେମନ୍ ପର୍ତୁମ୍ ନିଜର୍ ମୁନୁସ୍କେ ଆରି ପିଲାଟକିମନ୍କେ ଆଲାଦ୍ କର୍ବାଟା ସିକତ୍ ।
Para ensinarem às moças a serem prudentes, a amarem a seus maridos, a amarem a seus filhos;
5 ୫ ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।
A serem moderadas, puras, boas donas de casa, sujeitas a seus próprios maridos, para que a palavra de Deus não seja blasfemada.
6 ୬ ସେନ୍ତାର୍ ସେ ଦାଙ୍ଗ୍ଡାମନ୍କେ ମିସା ନିଜେ ଜାଗରତ୍ ରଇବାକେ ସିକା ।
Exorta semelhantemente aos rapazes, que sejam moderados.
7 ୭ ତୁଇ ନିଜେ ସବୁ ବିସଇଟାନେ ନିକ ଚଲାଚଲ୍ତି କର୍ । ଜେନ୍ତାରି କି ତକେ ଦେକିଦେକି ଦାଙ୍ଗ୍ଡାମନ୍ ସେନ୍ତାରି ଅଇବାଇ । ସିକାଇଲାବେଲେ, ମନ୍ ସତ୍ ରଇକରି ଲକ୍ମନର୍ ମୁଆଟେ ସନ୍ମାନ୍ ପାଇଲାପାରା ପର୍ମେସରର୍ ବିସଇ ସିକା ।
Em tudo mostra a ti mesmo como exemplo de boas obras; na doutrina, [mostra] incorrupção, dignidade, sinceridade;
8 ୮ ଜେତ୍କି ବିସଇ ସିକାଇଲୁସ୍ନି, ସେ ସବୁ ବିସଇ ସତ୍ ରଅ ଜେନ୍ତାରିକି ଲକ୍ମନ୍ ନିନ୍ଦା କରିନାପାରତ୍ । ଜେତ୍କି ଲକ୍ ଜିସୁକିରିସ୍ଟର୍ପାଇ ତୁଇ କର୍ବା କାମ୍ ବିରଦ୍ କଲାଇନି, ସେମନ୍ ସବୁ ଲାଜ୍ ଅଇଜିବାଇ । କାଇକେବଇଲେ ଆମ୍କେ ନିନ୍ଦା କର୍ବାକେ ତାକର୍ଟାନେ କାଇଟା ନ ରଏ ।
Uma palavra sã [e] irrepreensível, para que [qualquer] opositor se envergonhe, nada tendo de mal para dizer contra vós.
9 ୯ ତର୍ ମଣ୍ଡଲିମନ୍କେ ରଇବା ଗତିଦାଙ୍ଗ୍ଡାମନ୍କେ ତାକର୍ ସାଉକାର୍ମନ୍କେ ମାନିକରି ରଇବାକେ ସିକା । ତାକର୍ କର୍ବା କାମ୍ ଦେକି ସାଉକାର୍ମନ୍ ସାର୍ଦା ଅଅତ୍ ଆରି ସାଉକାର୍ମନ୍କେ ସେମନ୍ ଟଣ୍ଡ୍ ନ ଲାଗାଅତ୍ ।
Que os servos sejam sujeitos a seus próprios senhores, sendo agradáveis em tudo, [e] não falando contra [eles].
10 ୧୦ ସାଉକାରର୍ କାଇ ଜିନିସ୍ ନ ଚରାଇକରି ସବୁବେଲେ ଦରମ୍ ଚଲାଚଲ୍ତି କର । ସେମନ୍କେ ସାଉକାର୍ ବିସ୍ବାସ୍ କର୍ବାର୍ ଆଚେ । ତାକର୍ ନିକ ଚଲାଚଲ୍ତି କର୍ବାଟା ଦେକି ଆମ୍କେ ମୁକ୍ତି ଦେବା ପରମେସରର୍ କବର୍ ସୁନ୍ବାକେ ଲକ୍ମନ୍ ମନ୍ କର୍ବାଇ ।
Não [lhes] furtando, mas sim mostrando toda a boa lealdade; para que em tudo adornem a doutrina de Deus nosso Salvador.
11 ୧୧ କାଇକେ ବଇଲେ ପରମେସର୍ ଗୁଲାଇ ମୁନୁସ୍ଜାତିକେ ପାପେଅନି ମୁକ୍ତି କର୍ବାକେ ତାର୍ ଦୟା ଦେକାଇଲା ଆଚେ ।
Porque a graça salvadora de Deus se manifestou a todos os homens.
12 ୧୨ ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି । (aiōn )
Ensinando-nos que, ao renunciarmos à irreverência e aos maus desejos mundanos, vivamos neste tempo presente de maneira sóbria, justa e devota. (aiōn )
13 ୧୩ ଜନ୍ ବଡ୍ ଦିନ୍ ଆଇବାକେ ଆମେ ଜାଗିଆଚୁ, ସେତ୍କି ଦିନ୍ ଜାକ ଏନ୍ତାରିସେ ଚଲାଚଲ୍ତି କରୁ । ସେ ଦିନେ ଜିସୁକିରିସ୍ଟ ଜେକି ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ, ତାର୍ ସବୁ ଡାକ୍ପୁଟା ସଙ୍ଗ୍ ଏ ଜଗତେ ବାଉଡିଆଇସି ।
Aguardando a bem-aventurada esperança e o aparecimento da glória do grande Deus e nosso Salvador Jesus Cristo;
14 ୧୪ ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
O qual deu a si mesmo por nós, para nos libertar de toda injustiça, e para purificar para si mesmo um povo particular, zeloso de boas obras.
15 ୧୫ ତେବର୍ପାଇ ତିତସ୍, ତୁଇ କିରତେ ରଇବା ବିସ୍ବାସିମନ୍କେ, ମୁଇ ତକେ କଇରଇବା ସବୁ ବିସଇ ସିକାଇଦେସ୍ । ଏ ସବୁ ବିସଇ କର୍ବାକେ ସାର୍ଦା କରା ଆରି ନ କଲେ ସେମନ୍କେ ଜାଗ୍ରତ୍ କରା । ସେନ୍ତାରି କର୍ବାକେ ତର୍ ଅଦିକାର୍ ଆଚେ । ତୁଇ ସିକାଇଲା ବିସଇମନ୍ କେ ମିସା ନିଚ୍ ଇସାବେ ନ ନାମତ୍ ।
Fala estas coisas, exorta, e repreende com toda autoridade. Ninguém te despreze.