< Handelingen 6 >
1 Toen in die dagen het getal der leerlingen steeds maar bleef stijgen, begonnen de hellenisten tegen de hebreën te mopperen, dat hùn weduwen bij de dagelijkse verzorging ten achter werden gesteld.
୧ସେ ବେଲା, ବେସି ଜିଉଦି ଲକ୍ମନ୍ ଜିସୁର୍ ସିସ୍ ଅଇ ଆଇଲାଇ । ଗିରିକ୍ ବାସା କଇତେରଇବା ଜିଉଦିମନ୍, ଏବ୍ରି ବାସା କଇତେରଇବା ଜିଉଦିମନର୍ ବିରୁଦେ କାତା ଉଟାଇଲାଇ । କାଇକେବଇଲେ ଗିରିକ୍ ବାସାଇ କାତା ଅଇବା ଜିଉଦିମନ୍, ରାଣ୍ଡିମନ୍କେ ଦିନ୍କର୍ କାଦି ବାଟା କଲାବେଲେ ତାକର୍ ରାଣ୍ଡିମନ୍କେ ଏଲା କର୍ତେରଇଲାଇ ପନି ।
2 Daarom riep het twaalftal de menigte der leerlingen bijeen, en zeide: Het is niet goed, dat wij het woord Gods verwaarlozen, om aan tafel te dienen.
୨ସେଟାର୍ ପାଇ ବାର୍ଟା ପେରିତ୍ ସିସ୍ମନ୍ ସବୁ ବିସ୍ବାସିମନ୍କେ ରୁଣ୍ଡାଇକରି କଇଲାଇ, “କାଇବାଟା ବାଟାକର୍ବାର୍ ଆଚେ ବଲିକରି ପର୍ମେସରର୍ ବାକିଅ ସିକାଇବାଟା ଜଦି ଆମେ ଏଲା କର୍ବୁ ବଇଲେ ସେଟା ନିକ ବିସଇ ନଏଁ ।
3 Kiest dus, broeders, uit uw midden zeven mannen van goede naam, vol van den Geest en van wijsheid. Hen zullen we aanstellen voor deze taak,
୩ସେଟାର୍ ପାଇ ଏ ବାଇବଇନିମନ୍, ତମର୍ ବିତ୍ରେଅନି ସୁକଲ୍ଆତ୍ମାଇ ଆରି ଗିଆନେ ପୁରାପୁରୁନ୍ ଅଇରଇବା ଲକ୍ ବଲି ସବୁଲକ୍ ଜାନିରଇବା ସାତ୍ ଲକ୍କେ ବାଚା । ଆମେ ସେମନ୍କେ ଏ ସବୁ ବିସଇ କର୍ବାକେ ଦାଇତ୍ ଦେବୁ ।
4 terwijl wij zelf zullen voortgaan met het gebed en de dienst van het woord.
୪ସେନ୍ତାର୍ ଆଲେ ପାର୍ତନା ଆରି ପର୍ମେସରର୍ ବାକିଅ ସିକାଇବାକେ ଆମେ ସବୁ ଦିଆନ୍ ଦେଇପାରିଅଇସି ।”
5 Het voorstel vond bijval bij heel de menigte. Men koos Stéfanus uit, een man vol van geloof en van den Heiligen Geest; ook Filippus, Próchorus, Nikanor, Timon, Pármenas, en Nikolaus, een proseliet uit Antiochië.
୫ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
6 Men stelde ze aan de apostelen voor; deze baden, en legden hun de handen op.
୬ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
7 En het woord Gods breidde zich uit, en het aantal leerlingen te Jerusalem vermeerderde sterk; ook een groot aantal priesters trad toe tot het geloof.
୭ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
8 Intussen deed Stéfanus, vol genade en kracht, grote wonderen en tekenen onder het volk.
୮ପର୍ମେସର୍ଟାନେ ବେସି ଆସିର୍ବାଦ୍ ପାଇ ଆରି ବପୁ ସଙ୍ଗ୍ ପୁରୁନ୍ ଅଇରଇବା ତିପାନ୍, ଲକ୍ମନର୍ ବିତ୍ରେ ବେସି ନ ଅଇବା କାମ୍ମନ୍, କାବା ଅଇଜିବା କାମ୍ମନ୍ ସାଦନ୍ କଲା ।
9 Daarom begonnen er sommigen uit de synagoge, welke die der Vrijgelatenen Cyreneërs en Alexandrijnen wordt genoemd, en sommigen uit Cilicië en Azië, met Stéfanus te twisten;
୯ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।
10 maar ze waren niet bestand tegen de wijsheid en den Geest, waarmee hij sprak.
୧୦ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ ।
11 Toen stookten ze enige lieden op, om te verklaren: We hebben hem lastertaal horen spreken tegen Moses en tegen God.
୧୧ଏଲେମିସା ସେ “ମସାର୍ ବିରଦେ ଆରି ପର୍ମେସରର୍ ବିରଦେ କାତା କଇବାଟା ଆମେ ସୁନ୍ଲୁ ।” ବଲି, ଏ ମିଚ୍ ସାକି ଦେବାକେ କେତେ ଲକ୍କେ ଲାଁଚ୍ ଦେଇ ଉସ୍କାଇଲାଇ ।
12 Ze hitsten ook het volk, en de oudsten met de schriftgeleerden tegen hem op, overvielen hem, sleepten hem mee, en brachten hem voor de Hoge Raad.
୧୨ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।
13 Daar lieten ze valse getuigen komen, die zeiden: Deze man spreekt onophoudelijk tegen de heilige plaats en tegen de Wet;
୧୩ତାର୍ ପଚେ ସେମନ୍ ତାର୍ ବିରୁଦେ ମିଚ୍ ସାକି ଦେବାକେ କେତେଟା ଲକ୍ମନ୍କେ ବିତ୍ରେ ଆନ୍ଲାଇ । ସେମନ୍ କଇଲାଇ, “ଏ ଲକ୍ ସବୁବେଲେ ଆମର୍ ସୁକଲ୍ ମନ୍ଦିର୍ ଆରି ମସାର୍ ରିତିନିତି ବିରୁଦେ ନିନ୍ଦା କାତା କଇବୁଲ୍ଲାଇନି ।
14 want we hebben hem horen zeggen, dat die Jesus van Názaret deze plaats zal verwoesten, en de instellingen wijzigen, die Moses ons heeft overgeleverd.
୧୪ନାଜରିତର୍ ଜିସୁ ମନ୍ଦିର୍ ବାଙ୍ଗାଇ ପାକାଇସି ଆରି ଆମେ ମସାର୍ ଟାନେଅନି ପାଇ ରଇବା ସବୁ ବିଦିବିଦାନ୍ ବାଦ୍ଲାଇ ଦେଇସି ବଲି ଏ ଲକ୍ କଇବାଟା ଆମେ ସୁନି ଆଚୁ ।”
15 Allen, die in de Raad zaten, staarden hem aan, en aanschouwden zijn gelaat als dat van een engel.
୧୫ସେଡ୍କି ବେଲେ ବଡ୍ସବାଇ ବସି ରଇବା ସବୁ ଲକ୍ ଆକିଗାଡି ତିପାନର୍ ବାଟେ ଦେକ୍ଲାଇ ଜେ, ଏଦେ ଦେକା! ତାର୍ ମୁ ସରଗର୍ ଦୁତ୍ ପାରା ଡିସ୍ତେ ରଇଲା ।