< Mattheüs 28 >
1 Na de sabbat, bij het aanbreken van de eerste dag der week, kwamen Maria Magdalena en de andere Maria het graf bezoeken.
୧ବିସ୍ରାମ୍ବାରର୍ ଆର୍କର୍ ଦିନେ, ରଇବାର୍ ସାକାଲେ ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ ସଙ୍ଗଇରଇବା କବର୍ ଦେକ୍ବାର୍ ଗାଲାଇ ।
2 En zie, er brak een hevige aardbeving los. Want een engel des Heren daalde af van de hemel, kwam naderbij, rolde de steen weg, en ging daarop zitten.
୨ସେଡ୍କିବେଲେ ଅଟାତ୍ ଦର୍ତନି ଚୁଲ୍ବୁଲିଗାଲା । ଏଦେ ଦେକା! ମାପ୍ରୁର୍ ଗଟେକ୍ ସରଗ୍ ଦୁତ୍ ଉତ୍ରି ଆସି, କବର୍ ମୁଆଟେ ଡାବିରଇଲା ପାକ୍ନା ଡୁଲ୍ଗୁଡାଇଦେଇ ତାର୍ ଉପ୍ରେ ବସି ରଇଲା ।
3 Zijn aangezicht was als de bliksem, en zijn kleed wit als sneeuw.
୩ତାର୍ ଗୁଲାଇ ଗାଗଡ୍ ବିଜ୍ଲି ପାରା ଜଟକ୍ତେରଇଲା ଆରି ସେ ପିନ୍ଦିରଇବାଟା ବରପ୍ ପାରା ଚିଟ୍ ଦବ୍ ରଇଲା ।
4 En de wachters sidderden voor hem van vrees, en werden als doden.
୪ଜାଗୁଆଲ୍ମନ୍ ଦୁତ୍କେ ଦେକି ଡରି ତର୍ତରି ଗାଲାଇ ଆରି ମଲା ଲକର୍ପାରା ଅଇଗାଲାଇ ।
5 Maar de engel sprak tot de vrouwen: Vreest niet; want ik weet, dat ge Jesus zoekt, den gekruiste.
୫ସରଗର୍ ଦୁତ୍ ମାଇଜିମନ୍କେ କଇଲା, “ଡରା ନାଇ । ମୁଇ ଜାନି, ତମେ କୁର୍ସେ ମରିରଇବା ଜିସୁକେ ଦେକ୍ବାର୍ ଆସିଆଚାସ୍ ।
6 Hij is niet hier, want Hij is verrezen, zoals Hij gezegd heeft. Komt en ziet de plaats, waar Hij was neergelegd.
୬ସେ ଇତି ନାଇ । ସେ କଇଲା ଇସାବେ ଆରି ତରେକ୍ ଉଟି ଆଚେ । ଆସି ଦେକା, ଇତି ତାର୍ ମଲା ଗାଗଡ୍ ସଙ୍ଗଇରଇଲାଇ ।”
7 Gaat haastig heen, en zegt aan zijn leerlingen: Hij is verrezen van de doden. En ziet, Hij gaat u voor naar Galilea; daar zult gij Hem zien. Ziet, dat kwam ik u zeggen.
୭“ତମେ ଦାପ୍ରେ ଜାଇ ତାର୍ ସିସ୍ମନ୍କେ କୁଆ, ସେ ଆରି ତରେକ୍ ଜିବନ୍ ଅଇଆଚେ ଆରି ତମର୍ ଆଗେ ଆଗେ ଗାଲିଲି ଗାଲା ଆଚେ । ତମେ ତେଇ ତାକେ ଦେକ୍ସା । ମୁଇ ଜାଇଟା କଇଲି ମନେ ରକିରୁଆ ।”
8 Haastig liepen ze weg van het graf, met vrees, maar ook met grote blijdschap vervuld; ze snelden heen, om aan zijn leerlingen de tijding te brengen.
୮ଏ କାତାସୁନି ସେମନ୍ ଦାପ୍ରେ କବର୍ଦେଲା ଟାନେଅନି ସିସ୍ମନର୍ ଲଗେ ପାଲାଇଲାଇ । ଡରିକରି ରଇଲେ ମିସା, ତାକର୍ ମନେ ବେସି ସାର୍ଦା ଜାନିପାର୍ତେ ରଇଲାଇ ।
9 En zie, daar kwam Jesus haar tegen, en sprak: Weest gegroet. Ze kwamen nader, omklemden zijn voeten, en aanbaden Hem.
୯ସେଦାପ୍ରେ ଜିସୁ ସେମନ୍କେ ବେଟ୍ଅଇ କଇଲା, “ତମ୍କେ ସାନ୍ତି ମିଲ!” ସେମନ୍ ଜିସୁର୍ ଲଗେ ଜାଇ ତାର୍ ପାଦ୍ ଦାରି ଜୁଆର୍ କଲାଇ ।
10 Nu sprak Jesus tot haar: Vreest niet; gaat, en boodschapt mijn broeders, dat ze naar Galilea moeten gaan; daar zullen ze Mij zien.
୧୦ଜିସୁ ସେମନ୍କେ କଇଲା, “ଡରା ନାଇ । ମର୍ ବାଇମନ୍କେ କୁଆ, ସେମନ୍ ଗାଲିଲି ଆସତ୍ । ତେଇ ସେମନ୍ ମକେ ଦେକ୍ବାଇ ।”
11 Toen ze waren heengegaan, zie, daar gingen enigen van de wacht naar de stad, en berichtten aan de opperpriesters al wat er gebeurd was.
୧୧ମାଇଜିମନ୍ ତେଇଅନି ଇଣ୍ଡିଜାଇତେ ରଇଲାଇ । ଜିବାବେଲେ ଜିସୁକେ କବର୍ ଦେଇ ରଇବାଟାନେ ଜାଗି ରଇଲା କେତେଟା ସନିଅମନ୍ ନଅରେ ବାଉଡି ଗାଲାଇ । ଜାଇକରି ମୁକିଅ ପୁଜାରିମନ୍କେ ଏ ସବୁ ଅଇଲାଟା ଜାନାଇଲାଇ ।
12 Dezen vergaderden met de oudsten, en gaven na onderling overleg een grote som gelds aan de soldaten.
୧୨ମୁକିଅ ପୁଜାରିମନ୍ ପାର୍ଚିନ୍ମନର୍ ସଙ୍ଗ୍ ମିସି କୁଟ୍ ପାଁଚ୍ଲାଇ । ସେମନ୍ ସନିଅମନ୍କେ ବେସି ଡାବୁ ଲାଁଚ୍ଦେଇ କଇଲାଇ,
13 Ze zeiden: Zegt: "Zijn leerlingen zijn Hem ‘s nachts komen stelen, terwijl we sliepen."
୧୩ତମେ କୁଆ “ଆମେ ରାତିଆ ସଇଦେଇ ରଇଲା ବେଲେ ତାର୍ ସିସ୍ମନ୍ ଆସି ତାର୍ ମଲା ଗାଗଡ୍ ଚରାଇ ଦାରିଗାଲାଇ ।
14 En als dit den landvoogd ter ore mocht komen, dan zullen we hem wel tevreden stellen, en zorgen, dat gij ongemoeid blijft.
୧୪ଜଦି ସାସନ୍କାରିଆ ଏ କାତା ନ ସୁନ୍ସି, ବଇଲେ ତମର୍ ଦସ୍ ନାଇ ବଲି ଆମେ ବୁଜାଇ ଦେବୁ । ଏ ବିସଇନେଇ ତମେ ଦାନ୍ଦା ଉଆନାଇ ।”
15 Ze namen het geld, en deden, zoals het hun was voorgezegd. En dit verzinsel bleef onder de Joden verspreid tot op de huidige dag.
୧୫ସନିଅମନ୍ ଡାବୁ ନେଇକରି, ସେମନ୍କେ କଇରଇଲା ଇସାବେ କାମ୍ କଲାଇ । ସେମନ୍ ସେବେଲେ ଜେନ୍ତି କଇରଇଲାଇ, ଜିଉଦିମନ୍ ଆଜିକେ ଜାକ ସେ କାତା ଜାନାଇଲାଇନି ।
16 De elf leerlingen gingen naar Galilea, naar de berg, die Jesus hun had aangewezen.
୧୬ଜିସୁ କଇବା ଇସାବେ ତାର୍ ଏଗାର୍ଟା ସିସ୍ମନ୍ ଗାଲିଲିର୍ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲାଇ ।
17 En toen ze Hem zagen, aanbaden ze Hem, ofschoon ze eerst hadden getwijfeld.
୧୭ଜିସୁକେ ଡଙ୍ଗର୍ ଉପ୍ରେ ଦେକି ସେମନ୍ ତାକେ ଜୁଆର୍ କଲାଇ । କେତେ ଲକ୍ ବିସ୍ବାସ୍ କରତ୍ ନାଇ ।
18 Jesus trad op hen toe, en sprak: Mij is alle macht gegeven in de hemel en op de aarde.
୧୮ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
19 Gaat dus heen; onderwijst alle volken, doopt ze in de naam van den Vader en van den Zoon en van den Heiligen Geest,
୧୯ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
20 en leert ze onderhouden al wat Ik u heb geboden. Ziet, Ik blijf altijd bij u, tot aan het einde der wereld. (aiōn )
୨୦ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।” (aiōn )