< 1 Corinthians 15 >
1 And, brothers, I make known to you the good news that I preached to you, which also ye received, and in which ye stand,
୧ଏ ବାଇବଇନିମନ୍, ମୁଇ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇରଇଲି ସେଟା ତମ୍କେ ଏତାଇଦେବି ବଲି ମନ୍ କଲିନି । ସେଟା ତମେ ମାନି ରଇଲାସ୍ ଆରି ତେଇସେ ତମର୍ ବିସ୍ବାସ୍ ଡାଁଟ୍ ଆଚେ ।
2 by which also ye are saved if ye hold firm that word I preached to you, unless ye believed in vain.
୨ଜଦି ଏ ସୁସମାଚାର୍ ତମେ ଡାଟ୍ ସଙ୍ଗ୍ ଦାରିରଇସା, ତେବେ ଉଦାର୍ ପାଇସା, ନଇଲେ ତମେ ବେକାର୍ ବିସ୍ବାସି ଅଇ ଆଚାସ୍ ।
3 For I delivered to you at first what I also received, that Christ died for our sins according to the scriptures,
୩କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
4 and that he was buried, and that he arose on the third day according to the scriptures,
୪ତାକେ ତପିରଇଲାଇଜେ, ସାସ୍ତର୍ ଇସାବେ ତିନ୍ଦିନ୍ ନ ଅଇତେ ତାକେ ପର୍ମେସର୍ ଜିବନ୍ କରି ଉଟାଇଲା ।
5 and that he appeared to Cephas, then to the twelve.
୫ସେ ପିତର୍ ଆରି ତାର୍ ବାର୍ଟା ପେରିତ୍ ସିସ୍ମନ୍କେ ଦର୍ସନ୍ଦେଲା ।
6 Then he appeared to over five hundred brothers at once, of whom the greater part remain until now, but some also slept.
୬ତାର୍ ପଚେ ତର୍ ସଙ୍ଗ୍ ଜାଇତେରଇବା ଏକାତର୍ ପାଁଚ୍ସଅ ଲଗେଅନି ଅଦିକ୍ ବାଇମନ୍କେ ଦର୍ସନ୍ ଦେଲା । ସେମନର୍ ବିତ୍ରେ ଅନି କେତେଲକ୍ ମରିଗାଲାଇ ଆରି ବେସି ଲକ୍ ଆଜିକେ ଜାକ ଜିବନ୍ ଆଚତ୍ ।
7 Then he appeared to James, then to all the apostles,
୭ତାର୍ପଚେ ସେ ଜାକୁବ୍କେ ଆରି ସବୁ ପେରିତ୍ମନ୍କେ ଦର୍ସନ୍ ଦେଲା ।
8 and last of all, as to the untimely birth, he also appeared to me.
୮ସେ ଦର୍ସନ୍ ଦେଲା ଲକ୍ମନର୍ ବିତ୍ରେ ସାରାସାରି ମୁଇ ରଇଲି । ସବୁର୍ ପଚେ, ଦିନ୍ ନ କେଟ୍ତେ, ଜନମ୍ ଅଇଲା ପିଲା ପାରା ମକେ ମିସା ଦର୍ସନ୍ ଦେଲା ।
9 For I am the least of the apostles, who am not worthy to be called an apostle, because I persecuted the church of God.
୯ସବୁ ପେରିତ୍ ସିସ୍ମନର୍ ବିତ୍ରେ ଅନି ମୁଇସେ ସାନ୍ । ପେରିତ୍ ବଲି ଡାକାଇ ଅଇବାକେ ମର୍ ଅଦିକାର୍ ନାଇ । କାଇକେବଇଲେ ପର୍ମେସରର୍ ମଣ୍ଡ୍ଲିର୍ ବିସ୍ବାସିମନ୍କେ ମୁଇ କସ୍ଟ ଦେଇତେ ରଇଲି ।
10 But by the grace of God I am what I am. And his grace for me did not become empty, but I labored more abundantly than them all, yet not I, but the grace of God with me.
୧୦ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।
11 Therefore whether I or those men, so we proclaim, and so ye believed.
୧୧ଅଇଲେ ମିସା ମୁଇ ସୁବ୍କବର୍ ଜାନାଇଲେ କି ସେମନ୍ ଜାନାଇଲେ ମିସା କିଚି ବିନ୍ ନାଇ । କାଇକେବଇଲେ ଆମେ ସବୁ ଜାନାଇବାଟା ଗଟେକ୍ ବିସଇସେ । ସେଟା ତମେ ବିସ୍ବାସ୍ କରିଆଚାସ୍ ।
12 Now if Christ is proclaimed that he has risen from the dead, how say some among you that there is no resurrection of the dead?
୧୨ଜଦି କିରିସ୍ଟକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଆଚେ ବଲି ଆମେ ସିକାଇଲୁନି, ତେବେ କାଇକେ ତମର୍ ବିତ୍ରେ କେତେଲକ୍, ମଲା ଲକ୍ମନର୍, ଆରି ତରେକ୍ ଜିବନ୍ ଅଇବାଟା ନଏଁ, ବଲି କଇଲାସ୍ନି?
13 But if there is no resurrection of the dead, neither has Christ risen.
୧୩ମଲା ଲକ୍ମନ୍ ଆରିତରେକ୍ ଜିବନ୍ ନ ଅଇବାଟା ଜଦି ସତ୍, ତେବେ କିରିସ୍ଟକେ ମିସା ଜିବନ୍ କରାଇ ଉଟାଏ ନାଇ ।
14 And if Christ has not risen, then our preaching is empty, and your faith is also empty.
୧୪ଆରି, ଜଦି କିରିସ୍ଟକେ ମଲାତେଇ ଅନି ଉଟାଏ ନାଇ, ତେବେ ଆମେ ଜାନାଇବାଟା ଚୁଚାଇସେ, ତମେ ବିସ୍ବାସ୍ କର୍ବାଟା ମିସା ଚୁଚାଇସେ ।
15 And also we are found false witnesses of God, because we witnessed according to God that he raised up the Christ, whom he did not raise up, if therefore the dead are really not raised.
୧୫ସେତ୍କିସେ ନଏଁ, ଆମେ ପର୍ମେସରର୍ ବିସଇର୍ ମିଚ୍ ସାକି ଦେଇତେରଇଲୁ ବଲି ଜାନାପଡ୍ସି । କାଇକେବଇଲେ ଆମେ କିରିସ୍ଟକେ ଜିବନ୍ କରାଇ ଉଟାଇ ଆଚେ ବଲି କଇରଇଲୁ । ମାତର୍ ମଲାଲକ୍ ଜିବନ୍ ଅଇ ନ ଉଟତ୍, ସେଟା ଜଦି ସତ୍, ସେନ୍ତାର୍ଆଲେ ପର୍ମେସର୍ କିରିସ୍ଟକେ ଜିବନ୍ କରାଇ ଉଟାଏ ନାଇ ।
16 For if the dead are not raised, neither has Christ been raised.
୧୬ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ, କିରିସ୍ଟକେ ମିସା ଉଟାଏ ନାଇ ।
17 And if Christ has not been raised, your faith is vain. Ye are still in your sins.
୧୭ଜଦି କିରିସ୍ଟକେ ଉଟାଏ ନାଇ, ତେବେ ତମର୍ ବିସ୍ବାସ୍ କର୍ବାଟା ଚୁଚାଇସେ । ଆରି ତମେ ଏବେ ଜାକ ନିଜର୍ ନିଜର୍ ପାପେ ଆଚାସ୍ ।
18 Then also those who slept in Christ have perished.
୧୮ସେନ୍ତାରିସେ ଜନ୍ ଲକ୍ କିରିସ୍ଟକେ ବିସ୍ବାସ୍ କରି ମରିଗାଲାଇ ଆଚତ୍, ସେମନ୍ ରକିଆ ଅଅତ୍ ନାଇ, ମାତର୍ ନସ୍ଟ ଅଇଆଚତ୍ ।
19 If we are men who have hoped in Christ in this life only, we are of all men more miserable.
୧୯ଜଦି କିରିସ୍ଟର୍ ଟାନେ ଆମର୍ ଆସା କରିରଇବାଟା ଏ ଜଗତର୍ ଜିବନ୍ ସଙ୍ଗ୍ ସାର୍ସି, ତେବେ ସବୁଲକର୍ ତେଇଅନି ଆମର୍ କେଡେକ୍ କାକୁର୍ତିର୍ କରମ୍ ।
20 But now Christ has been raised from the dead. He became the first fruit of those who are asleep.
୨୦ମାତର୍ କିରିସ୍ଟକେ ମଲାତେଇଅନି ଉଟାଇଆଚେ, ଏଟା ଅଇଲାନି ସତ୍ ଆରି ଏନ୍ତାରିସେ ସବୁ ମଲା ଲକ୍ମନ୍କେ ପର୍ମେସର୍ ଜିବନ୍ କରି ଉଟାଇସି, ଏଟା ଆମେ ଜାନୁ ।
21 For since death is because of a man, the resurrection of the dead is also because of a man.
୨୧କାଇକେବଇଲେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍ ମର୍ବାର୍ଆଚେ । ସେନ୍ତାରିସେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍କେ ମଲାତେଇଅନି ଉଟାଅଇସି ।
22 For as by Adam all die, so also by Christ all will be made alive.
୨୨ଜେନ୍ତି ଆଦମର୍ ବଁସେଅନି ଆଇଲା ଲକ୍ମନ୍ ମର୍ବାଇ, ସେନ୍ତାରିସେ କିରିସ୍ଟର୍ତେଇ ରଇଲା ସବୁଲକ୍ ଜିବନ୍ ଅଇ ଉଟ୍ବାଇ ।
23 But each in his own order. Christ the first fruit, then those of Christ at his coming.
୨୩ମାତର୍ ଗଟେକ୍ ଗଟେକ୍ ଲକ୍ ଆଗାପଚା ଇସାବେ ଉଟ୍ବାଇ । ପର୍ତୁମ୍ କିରିସ୍ଟ ତାର୍ପଚେ ସେ ଆଇବା ଦିନେ ଜେତ୍କି ଲକ୍ ସବୁ ତାର୍ଲଗେ ରଇଲାଇ ।
24 Afterwards the end, when he delivers up the kingdom to the God and Father, when he will abolish all rule, and all authority and power.
୨୪ତାର୍ପଚେ ଜୁଗର୍ ସାରାସାରି ଦିନ୍ କେଟ୍ସି । ସେଡ୍କିବେଲେ ସବୁ ସାସନ୍କାରିଆମନ୍କେ, ଅଦିକାର୍ ଆରି ବପୁ ରଇଲା ଲକ୍ମନ୍କେ ସେ ଆରାଇସି ଆରି ବାବା ପର୍ମେସର୍କେ ସେ ରାଇଜ୍ ସର୍ପି ଦେଇସି ।
25 For he must reign until he will put all his enemies under his feet.
୨୫କାଇକେବଇଲେ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ଆରାଇ, ତାର୍ ପାଦ୍ତଲେ ଆନ୍ବାଜାକ କିରିସ୍ଟ ସାସନ୍ କର୍ବାର୍ ଆଚେ ।
26 The last enemy abolished is death.
୨୬ସାରାସାରି ପଚେ ସତ୍ରୁମନ୍ ମିସା ଆରିଜିବାଇ ।
27 For he subordinated all things under his feet. But when he says that all things have been subordinated, it is clear that he who subordinated all things under him, is excepted.
୨୭ଜେନ୍ତି କି ସାସ୍ତରେ ଲେକା ଅଇଲାଆଚେ, ପର୍ମେସର୍ ସବୁ ବିସଇ ତାର୍ ପାଦ୍ତଲେ ସଙ୍ଗଇଆଚେ । ସବୁ ବିସଇ ବଲି, କଇବା ବେଲେ ତାର୍ ଅରତ୍ ଅଇଲାନି, ପର୍ମେସର୍କେ ଚାଡି ସବୁ ବିସଇ । ସେ ଆକା ସବୁ ବିସଇ କିରିସ୍ଟର୍ ତଲିଆ କରି ସଙ୍ଗଇଆଚେ ।
28 And when all things are made subordinate to him, then the Son himself will also be made subordinate to him who subordinated all things to him, so that God may be all in all.
୨୮ସବୁ ବିସଇ କିରିସଟର୍ ତଲେ ସଙ୍ଗଇଲା ପଚେ, ନିଜେ କିରିସ୍ଟ ଜେ କି ପଅ, ସେ ପର୍ମେସରର୍ ତଲିଆ ଅଇ ରଇସି । ସବୁ ବିସଇ ପର୍ମେସର୍ ତାର୍ ତଲିଆ କରି ସଙ୍ଗଇଆଚେ ଆରି ପର୍ମେସର୍ ପୁରାପୁରୁନ୍ ସବୁର୍ ଉପ୍ରେ ସାସନ୍ କର୍ସି ।
29 Otherwise what will they do who are immersed for the dead? If the dead do not rise at all, why then are they immersed for the dead?
୨୯ମଲାଲକ୍କେ ଆରିତରେକ୍ ନ ଉଟାଏ, ଜଦି ଏଟା କେନ୍ତାର୍ ଜେ ମଲା ଲକ୍ମନର୍ ପାଇ ତାର୍ ମଇତର୍ମନ୍ ଡୁବନ୍ ନେଲାଇନି? ତେବେ ସେମନ୍କେ କାଇଟା ମିଲ୍ସି? ଜଦି ମଲାଲକ୍ମନ୍କେ ନ ଉଟାଅତ୍, ସେନ୍ତାର୍ ଆଲେ କାଇକେ ଏମନ୍ ମଲା ଲକ୍ମନର୍ପାଇ ଡୁବନ୍ ନେଲାଇନି?
30 And we, why are we in peril every hour?
୩୦ଆରି ଆମେ ମିସା କାଇକେ ସବୁ ବେଲେ ଆମର୍ ଜିବନ୍ ବିପଦେ ପାକାଇତେ ରଇବୁ?
31 By the pride that belongs to you, that I keep in Christ Jesus our Lord, I die daily.
୩୧ଏ ମର୍ ବାଇବଇନିମନ୍ ଦିନ୍କେ ଦିନ୍, ଲକ୍ମନ୍ ମକେ ମରାଇବାକେ ଚେସ୍ଟା କଲାଇନି । ମୁଇ ଏଟା କାଇକେ କଇଲିନି ବଇଲେ, ତମର୍ଟାନେ ମର୍ ଜନ୍ ବଡ୍ପନ୍ ଆଚେ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଟାନେ ଆମର୍ ଜିବନ୍ ମିସିରଇଲାଜେ ମୁଇ କଇଲିନି ।
32 If in respect to men I fought with beasts at Ephesus, what is the benefit to me if the dead are not raised? Let us eat and drink, for tomorrow we die.
୩୨ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
33 Be not led astray. Evil associations corrupt good habits.
୩୩ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
34 Sober up rightly, and do not sin, for some have ignorance of God. I speak shame about you.
୩୪ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
35 But some man will say, How are the dead raised, and with what kind of body do they come?
୩୫କେତେଲକ୍ ପାଚାର୍ବାଇ, “ମଲା ଲକ୍ମନ୍କେ କେ ଜିବନ୍ ଦେଇ ଉଟାଇସି? ଆରି ସେମନର୍ ଗାଗଡ୍ କେନ୍ତାର୍ ରଇସି?” ଜେ ଏନ୍ତାରି ପର୍ସନ୍ ପାଚାର୍ସି, ସେ ବକୁଆଟା ।
36 Thou foolish man, what thou sow is not made alive unless it dies.
୩୬ତମେ ଜାନାସ୍ । ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ମୁଞ୍ଜିର୍ ଉପ୍ରର୍ ଚପା କୁଇଜାଇସି, ମାତର୍ ବିତ୍ରର୍ଟା ଆଁକର୍ସି ।
37 And what thou sow, thou do not sow the body that it will become, but a bare grain, if it may happen of wheat, or of some other kind.
୩୭ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ସେଟା ଦାନ୍ ଅ, କି ଆରି କାଇ ମୁଞ୍ଜି ଅ, ମୁଞ୍ଜିସେ ରପି ଅଇସି । ପଚେ ବଡିରଇବା ବୁଟା ନ ରପତ୍ ।
38 But God gives it a body as he wills, and to each of the seeds its own body.
୩୮ପର୍ମେସର୍ ନିଜର୍ ମନ୍ କଲା ଇସାବେ ମୁଞ୍ଜିତେଇଅନି ଆଁକ୍ରି ଗଚ୍ ଅ, ବଲି ଟିକ୍ କଲା । ଆରି ସେ ବିନ୍ ବିନ୍ ରକାମର୍ ମୁଞ୍ଜି ବଡ୍ବାକେ ଦେଲା, ଜେନ୍ତିକି ଗଟେକ୍ ଗଟେକ୍କେ ତାର୍ ଗାଗଡର୍ ରୁପ୍ ବାଦ୍ଲାଇସି ।
39 All flesh is not the same flesh, but one of men, and another flesh of beasts, and another of fishes, and another of birds,
୩୯ଜିବନ୍ ରଇବା ସବୁ ଗାଗଡ୍ ସମାନ୍ ନଏଁ । ଲକ୍ମନ୍କେ ଗଟେକ୍ ରକାମ୍ ଗାଗଡ୍, ପସୁ ଚଡଇ ଆରି ମାଚ୍ମନ୍କେ ବିନ୍ ବିନ୍ ରକାମ୍ ଗାଗଡ୍ ଆଚେ ।
40 and heavenly bodies, and earthly bodies (but the glory of the heavenly is different, and the glory of the earthly is different),
୪୦ସେନ୍ତିସେ ସର୍ଗେ ରଇବାଟାମନ୍ ଆରି ଦର୍ତନି ରଇବାଟାମନ୍ ଆଚତ୍ । ଜେନ୍ତିକି ସର୍ଗେ ରଇବାଟାମନର୍ ସୁନ୍ଦର୍ ଗଟେକ୍ ରକାମ୍, ଦର୍ତନି ରଇବାଟାମନର୍ ବିନ୍ ବିନ୍ ରକାମ୍ ।
41 another glory is of the sun, and another glory of the moon, and another glory of the stars, for star differs from star in glory.
୪୧ବେଲ୍ ତାର୍ ନିଜର୍ ଇସାବେ ସୁନ୍ଦର୍ ଆଚେ । ସେନ୍ତାରିସେ ଜନ୍ ତାରାମନ୍ ମିସା ନିଜର୍ ନିଜର୍ ଇସାବେ ସୁନ୍ଦର୍ ଆଚତ୍ ।
42 So also is the resurrection of the dead. It is sown in the perishable, it is raised in imperishability.
୪୨ସେନ୍ତାରିସେ ଆମର୍ ଗାଗଡ୍ ଆରି ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ଦୁଇଟାଜାକ ବିନ୍ ଆଚେ । କାଇକେବଇଲେ ଆମର୍ ଗାଗଡ୍ ଏବେ ମରିକରି କୁଇଜାଇସି । ମାତର୍ ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ସେଟା କେବେ ନ ମରେ ।
43 It is sown in dishonor, it is raised in glory. It is sown in weakness, it is raised in power.
୪୩ସେଟା ତପ୍ଲାବେଲେ ଦୁର୍ବଲ୍ ଅଇ ସୁନ୍ଦର୍ ନ ରଏ । ମାତର୍ ଉଟାଇଲାବେଲେ ସୁନ୍ଦର୍ ରଇକରି ଡାଁଟ୍ ରଇସି ।
44 It is sown a natural body, it is raised a spiritual body. There is a natural body, and there is a spiritual body.
୪୪ତପ୍ଲା ବେଲେ ଅବ୍କା ଗାଗଡ୍, ମାତର୍ ଉଟାଇଲାବେଲେ ଆତ୍ମାର୍ ଗାଗଡ୍ ଅଇସି । ଅବ୍କା ଗାଗଡ୍ ଆଚେ ବଇଲେ ଆତ୍ମାର୍ ଗାଗଡ୍ ମିସା ରଇବାର୍ ଆଚେ ।
45 And so it is written, The first man Adam developed into a living soul. The last Adam a life giving spirit.
୪୫ଜେନ୍ତାରିକି ଲେକା ଅଇଲାଆଚେ, ପର୍ତୁମ୍ ମୁନୁସ୍ ଜେ କି ଆଦମ୍, ତାକେ ତିଆର୍ କରି ଜିବନ୍ ଦେଇରଇଲା, ମାତର୍ ସାରାସାରିପଚର୍ ଆଦମ୍ ନ ସାର୍ବା ଜିବନ୍ ଦେବା ଆତ୍ମା ଅଇଲା ।
46 Nevertheless the spiritual is not first, but the natural, then the spiritual.
୪୬ମାତର୍ ଆତ୍ମାର୍ ଗାଗଡ୍ ପର୍ତୁମ୍ ନ ଆସେ । ଚୁଚାଇ ଗାଗଡ୍ ଆଇସି, ତାର୍ପଚେ ଆତ୍ମାର୍ ଗାଗଡ୍ ।
47 The first man was of the earth, earthly. The second man is the Lord from heaven.
୪୭ପର୍ତୁମ୍ ଆଦମ୍ ମାଟିସଙ୍ଗ୍ ତିଆର୍ ଅଇ ଏ ଦର୍ତନି ଆଇଲା । ମାତର୍ ପଚର୍ ଆଦମ୍ ସର୍ଗେ ଅନି ଆଇଲା ।
48 As is the earthly, such also are the earthly. And as is the heavenly, such also are the heavenly.
୪୮ଜନ୍ ଲକ୍ମନ୍ ଏ ଦର୍ତନିର୍, ସେମନ୍ ଜେ କି ମାଟି ସଙ୍ଗ୍ ତିଆର୍ ଅଇରଇଲା, ତାର୍ପାରା । ଆରି ଜନ୍ ଲକ୍ ସର୍ଗର୍, ଜେ କି ସର୍ଗେ ଅନି ଆଇଲା, ତାର୍ପାରା ।
49 And just as we have worn the form of the earthly, we will also wear the form of the heavenly.
୪୯ଜେନ୍ତିକି ଆମେ ଜନ୍ଲକ୍ ମାଟିସଙ୍ଗ୍ ତିଆର୍ ଅଇରଇଲା, ତାର୍ ବାନିମୁର୍ତି ଆଚୁ, ସେନ୍ତାରିସେ ଜେ ସର୍ଗେଅନି ଆଇଲା ତାର୍ ପାରା ବାନିମୁର୍ତି ଦାର୍ବୁ ।
50 Now this I affirm, brothers, that flesh and blood cannot inherit the kingdom of God, nor does the perishable inherit imperishability.
୫୦ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।
51 Behold, I tell you a mystery. We will actually not all sleep, but we will all be transformed,
୫୧ସୁନା, ମୁଇ ତମ୍କେ ଗଟେକ୍ ଆଗ୍ତୁ ନ ଜାନାଇରଇବା ବିସଇ କଇବି । ଆମେ ସବୁଲକ୍ ନ ମରୁ, ମାତର୍ ଆମର୍ ଗାଗଡ୍ ସବୁ ବାଦ୍ଲି ଜାଇସି ।
52 in an instant, in the blink of an eye, at the last trumpet. For it will sound, and the dead will be raised imperishable, and we will be transformed.
୫୨ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
53 For this perishable must put on imperishability, and this mortal put on immortality.
୫୩କାଇକେବଇଲେ ଆମର୍ ଏ ମର୍ବା ଗାଗଡ୍ ନ ମର୍ବା ଗାଗଡ୍ ଅଇ ବାଦ୍ଲିଜାଇସି ।
54 But when this perishable will have put on imperishability, and this mortal will have put on immortality, then will come to pass the saying that is written, Death was swallowed up in victory.
୫୪ସେଟା ଅଇଲାବେଲେ ଜନ୍ଟା କି ସାସ୍ତରେ ଲେକା ଅଇରଇଲା, ସେଟା ପୁରାପୁରୁନ୍ ଅଇସି ମରନ୍ ଆରିଜାଇକରି, ଜିତ୍ବାଟା ପୁରାପୁରୁନ୍ ଅଇଲା ।
55 O death, where is thy sting? O Hades, where is thy victory? (Hadēs )
୫୫ତେବେ ଆମେ କଇ ପାର୍ବୁ, ଅଇରେ ମରନ୍! ତୁଇ କେନେ ଜିତ୍ଲୁସ୍? ଅଇରେ ମରନ୍! କେନେ ତର୍ ବପୁ? (Hadēs )
56 The sting of death is sin, and the power of sin is the law.
୫୬ଆମର୍ ପାପେଅନି ଆମ୍କେ ବାଦ୍ବା ବପୁ ମରନ୍ ପାଇଲା ଆଚେ । ଆରି ପର୍ମେସରର୍ ନିୟମ୍ ନ ମାନ୍ଲାତେଇଅନି ପାପ୍ ବପୁ ପାଇସି ।
57 But thanks is to God who gives us the victory through our Lord Jesus Christ.
୫୭ମାତର୍ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । କାଇକେବଇଲେ ଆମର୍ ମାପ୍ରୁ ଜିସୁ କିରିସ୍ଟ କଲା କାମେଅନି ପାପ୍କେ ଆରି ମରନ୍କେ ଆରାଇବା ବପୁ ସେ ଆମ୍କେ ଦେଲାଆଚେ ।
58 Therefore, my beloved brothers, become ye steadfast, unmovable, always abounding in the work of the Lord, knowing that your labor is not empty in the Lord.
୫୮ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।