< Luke 15 >
1 Now all the tax collectors and sinners were approaching him to hear him.
୧ଦିନେକ୍ ଜିସୁ କଇବା କାତା ସୁନ୍ବାକେ ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ଆରି ଏନ୍ତି ବେସି ପାପିଲକ୍ମନ୍ ତାର୍ ଲଗେ ଆଇତେ ରଇଲାଇ ।
2 And the Pharisees and the scholars murmured, saying, This man receives sinners and eats with them.
୨ତେଇ ପାରୁସି ଲକ୍ମନ୍ ଆରି ନିୟମ୍ ସିକାଇ ଦେବା ଲକ୍ମନ୍, ଏଟା ଦେକି ତାର୍ ବିରଦେ ଏନ୍ତି କଇବାର୍ ବସ୍ଲାଇ । “ଏ ଲକ୍କେ ଦେକା, ସେ ପାପି ଲକ୍ମନର୍ ସଙ୍ଗ୍ ମଇତର୍ ପାରା ଅଇ ତାକର୍ ସଙ୍ଗ୍ ମିସ୍ତେ କାଇଲାନି ।”
3 And he spoke this parable to them, saying,
୩ସେଟାର୍ ପାଇ ଜିସୁ ସେମନ୍କେ ଏ ଉଦାଅରନ୍ କଇଲା ।
4 What man of you, having a hundred sheep, and having lost one of them, does not leave behind the ninety-nine in the wilderness, and go for that which was lost until he finds it?
୪“ଜଦି ତମର୍ ବିତ୍ରେ ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସେ ବିତ୍ରେଅନି ଗଟେକ୍ ଆଜିଜାଇସି ବଇଲେ ତମେ କାଇଟା କର୍ସା? ସେ ନବେ ନଅଟା ମେଣ୍ଡାମନ୍କେ ଚାରତ୍ବଲି ଚାଡିଦେଇ, ଆଜିଗାଲା ଗଟେକ୍ ମେଣ୍ଡା ମିଲ୍ବାଜାକ ନ କଜାସ୍ କି?
5 And when he finds it, he lays it on his shoulders, rejoicing.
୫ଆରି ଜେଡେବଲ୍ ସେ ମେଣ୍ଡା ମିଲାଇସି, ବେସି ସାର୍ଦା ଅଇ ମେଣ୍ଡାକେ କନ୍ଦେ ବଇକରି ଗରେ ଦାରିଆଇସା ।
6 And when he comes to the house, he calls together his men friends and his men neighbors, saying to them, Rejoice with me, because I have found my sheep that was lost.
୬ତମେ ଗରେ କେଟ୍ଲା ପଚେ, ତମର୍ ମଇତର୍ମନ୍କେ ଆରି ଗର୍ ଲଗର୍ ଲକ୍କେ ଡାକିକରି ‘ମର ସଙ୍ଗ୍ ସାର୍ଦା କରା, କାଇକେବଇଲେ ମର୍ ଆଜିଗାଲା ମେଣ୍ଡା ମିଲ୍ଲା’ ବଲି କଇସା ।
7 I say to you, that thus there will be joy in heaven over one sinner who repents, than over ninety-nine righteous men who have no need of repentance.
୭ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
8 Or what woman having ten drachmas, if she lose one drachma, does not light a lamp, and sweep the house, and seek diligently until she finds it?
୮ଏ କାତା ସୁନାଇ ଦେବାକେ ଜିସୁ ଆରି ଗଟେକ୍ କାତାନି ସେମନ୍କେ କଇଲା, “ଜଦି ଗଟେକ୍ ମାଇଜିର୍ ଦସ୍ଟା ରୁପାଟାଙ୍ଗା ରଇଲା । ତେଇଅନି ଗଟେକ୍ ଅଦ୍ଲି ଆଜିଗାଲେ ସେ କାଇଟା କର୍ସି? ସେ ବତି ଲାଗାଇ ଗୁଲାଇ ଗର୍ ସେଟା ନ ମିଲ୍ବାଜାକ ବାଡାନ୍ ଚୁଡାନ୍ କରି କଜ୍ସି ।
9 And when she has found it, she calls together her lady friends and lady neighbors, saying, Rejoice with me, because I found the drachma that I lost.
୯ଆରି ସେଟା ମିଲ୍ଲା ଦାପ୍ରେ ତାର୍ ମଇତର୍ମନ୍କେ ଆରି ଗର୍ ଲଗେ ରଇଲା ଲକ୍ମନ୍କେ କଇସି ‘ତମେ ମର୍ସଙ୍ଗ୍ ସାର୍ଦା କରା, କାଇକେ ବଇଲେ ଆଜିଗାଲା ରୁପାଅଦ୍ଲି ଡାବୁ ମକେ ମିଲ୍ଲା ଆଚେ’ ।
10 Thus I say to you, there becomes joy in the presence of the agents of God over one sinner who repents.
୧୦ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
11 And he said, A certain man had two sons,
୧୧ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ ।
12 and the younger of them said to his father, Father, give me the portion of goods that falls to me. And he divided to them his living.
୧୨ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, “ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।” ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା ।
13 And not many days after, the younger son, having gathered all together, journeyed into a distant country, and there he squandered his wealth living recklessly.
୧୩ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା ।
14 And when he spent all, a mighty famine developed in that country, and he began to be in want.
୧୪ତାର୍ଲଗେ ରଇଲା ସବୁ ଡାବୁ ସାରାଇଦେଲା । ପଚେ ସେ ଦେସର୍ ଗୁଲାଇ ବାଟେ ମର୍ଡି ଅଇଲା । ଆରି କାଇଟା ମିସା ଗେନି କାଇବାକେ ତାର୍ଲଗେ ଡାବୁ ନ ରଇଲା ।
15 And having gone, he was joined to one of the citizens of that country, and he sent him into his fields to feed swine.
୧୫ତେବେ ସେ ଗଡେ ଗଟେକ୍ ଲକର୍ ଗରେ କୁଲି ମିଲ୍ସି କାଇକି ବଲି କାମ୍ କଜ୍ବାର୍ ଗାଲା । ସେ ଲକ୍ ତାକେ ଗୁସ୍ରି ଚାରାଇବା କାମ୍ ଦେଲା ।
16 And he longed to fill his belly from the husks that the swine ate, and no man gave to him.
୧୬ଆରି ତାକେ ବେସି ବୁକ୍ ଲାଗ୍ତେ ରଇଲା । ତାକେ ଗୁସ୍ରିମନର୍ କାଦି କାଇବାକେ ମନ୍ଲାଗ୍ଲା ମାତର୍ ସେ କାଦି ମିସା ଦେଅତ୍ ନାଇ ।
17 But when he came to himself, he said, How many hired men of my father's have abundance of loaves, but I am perishing with hunger.
୧୭ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ ।
18 After rising, I will go to my father, and will say to him, Father, I have sinned against heaven and in thy sight.
୧୮ସେଟାର୍ପାଇ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, “ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି ।
19 I am no more worthy to be called thy son. Make me as one of thy hired men.
୧୯ମୁଇ ଆରି ତର୍ ପିଲା ଅଇବାର୍ ଅଦିକାର୍ ନାଇ ଆରି ତର୍ ଗତିଦାଙ୍ଗ୍ଡାମନର୍ ବିତ୍ରେ ଗଟେକ୍ ଗତିଦାଙ୍ଗ୍ଡା ଅଇ ରଇବି” ବଲି କଇବି ।
20 And having risen, he went to his father. But while he was still distant, afar off, his father saw him and felt compassion. And having ran, he fell on his neck, and kissed him much.
୨୦ଆରି ସେ ଜାଗା ଚାଡି ବାବାର୍ ଲଗେ ଜିବାକେ ବାରଇଲା । ମାତର୍ ସେ ପିଲା ଦୁରିକେ ରଇଲାବେଲେ ବାବା ତାକେ ଦେକ୍ଲା । ତାକେ ଦେକି ବେସି କଲିକରମ୍ ଅଇ, ତାର୍ ଲଗେ ପାଲାଇ ଆସି ପାଟାଲିକରି ଚୁମ୍ଲା ।
21 And the son said to him, Father, I have sinned against heaven and in thy sight. I am no more worthy to be called thy son.
୨୧ସେ ପିଲା ତାର୍ ବାବାକେ କଇଲା, “ଏ ବାବା ମୁଇ ପର୍ମେସରର୍ ବିରଦେ ଆରି ତର୍ ବିରଦେ ପାପ୍ କଲିଆଚି ସେଟାର୍ପାଇ ତର୍ ପିଲା ଅଇବାର୍ ମର୍ ଅଦିକାର୍ ନାଇ ।”
22 But the father said to his bondmen, Bring forth the best robe and clothe him, and give a ring for his hand, and shoes for his feet.
୨୨ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।”
23 And having brought the fatted calf, kill it, and having eaten, we will be cheerful,
୨୩ଆରି ତାର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ଆମର୍ତେଇ ରଇଲା ସବୁର୍ଟାନେଅନି ଗଟେକ୍ ଗାଗଡ୍ ରଇବା ପସୁ ଆନି ମାରା, ଆରି ଆମେ ସାର୍ଦା ଅଇକରି ବଜି କରୁ ।
24 because this my son was dead, and became alive again. And he was lost, and is found. And they began to be cheerful.
୨୪କାଇକେ ବଇଲେ ମର୍ ପିଲା ମରିଜାଇରଇଲା, ଆରି ଏବେ ଜିବନ୍ ଅଇଲା ଆଚେ । ସେ ଆଜିଜାଇ ରଇଲା ଏବେ ମିଲ୍ଲା ଆଚେ ।” ସେଟାର୍ପାଇ ସେମନ୍ ବଜି କର୍ବାର୍ ବସ୍ଲାଇ ।
25 But his elder son was in a field. And while coming, having approached the house, he heard music and dancing.
୨୫ସେ ବେଲା ତାର୍ ବଡ୍ ପଅ ତାସ୍ପଦାଇ ରଇଲା । ସେ ବାଉଡି କରି ଗର୍ ଲଗେ ଆଇବା ବେଲାଇ ବାଜାବାଇଦ୍ କରି ନାଟ୍ଗିତ୍ କର୍ବାଟା ସୁନ୍ଲା ।
26 And having summoned one of the boys, he inquired what these things might be.
୨୬ସେ ଗଟେକ୍ ଗତିଦାଙ୍ଗ୍ଡାକେ ଡାକିକରି ପାଚାର୍ଲା, “ଇତି କାଇଟା ଅଇଲାନି?”
27 And he said to him, Thy brother arrived, and thy father has killed the fatted calf, because he received him back healthy.
୨୭ଗତିଦାଙ୍ଗ୍ଡା ତାକେ କଇଲା, “ତର୍ ବାଇ ଗରେ ବାଉଡି ଆଇଲା ଆଚେ । ଆରି ତର୍ ବାବା, ତର୍ ବାଇ ଜର୍ଦୁକା ନ ଅଇ ଜିବନ୍ଅଇ ଆଇଲାକେ ଗଟେକ୍ ଗାଗଡ୍ ପସୁକେ ମାର୍ଲା ଆଚେ ।”
28 But he was angry, and would not go in. Therefore, his father having come out, he called him.
୨୮ଏ କାତା ସୁନି ବଡ୍ ପଅ ବେସି ରିସା ଅଇଗାଲା । ସେ ଗର୍ ବିତ୍ରେ ପୁରେ ମିସା ନାଇ । ମାତର୍ ତାର୍ ବାବା ବଡ୍ ପଅର୍ ଲଗେ ଜାଇ ଗରେ ଜିବାକେ ବୁଜାଇବାର୍ ଦାର୍ଲା ।
29 But having answered, he said to his father, Lo, so many years do I serve thee, and I never passed by a commandment of thine, and yet thou never gave me a goat that I might be merry with my friends.
୨୯ମାତର୍ ବଡ୍ ପଅ ତାର୍ ବାବାକେ କଇଲା, “ଦେକ୍, ମୁଇ ଏତେକ୍ ବରସ୍ ଜାକ ଗଟେକ୍ ଗତିଦାଙ୍ଗ୍ଡା ପାରା ତର୍ ସେବା କଲିନି ଆରି ତର୍ କାତା ମାନି କରି ରଇଲି । ତୁଇ ମକେ କାଇଟା ଦେଇଆଚୁସ୍? ମର୍ ମଇତର୍ମନର୍ ସଙ୍ଗ୍ ବଜି କରା ବଲି ଗଟେକ୍ ସାନ୍ଟା ପସୁ ମିସା ଦେଉସ୍ ନାଇ ।
30 But when this thy son came, who has devoured thy living with harlots, thou killed for him the fatted calf.
୩୦ମାତର୍ ତର୍ ଏ ସାନ୍ ପଅ ସବୁ ଦନ୍ ଦାରିଜାଇ ବେସିଆମନ୍କେ ଦେଇ ସାରାଇଦେଲା ଆରି ସେ ଗରେ ବାଉଡି ଆଇଲାକେ ତୁଇ ତାର୍ ପାଇ ଗଟେକ୍ ଗାଗଡ୍ଟା ପସୁକେ ମାର୍ଲୁସ୍!”
31 And he said to him, Child, thou are always with me, and all my things are yours.
୩୧ସେବେଲେ ତାର୍ ବାବା ବଡ୍ ପଅକେ କଇଲା, “ଏ ନୁନା ତୁଇତା ସବୁ ବେଲା ମର୍ ସଙ୍ଗ୍ ରଇଲୁସ୍ନି ଆରି ମର୍ ଜେତ୍କି ଦନ୍ ଆଚେ ସେଟା ସବୁ ତର୍ଟାସେ ।
32 But it was needful to make merry and be glad, because this thy brother was dead, and became alive again, and was lost, and was found.
୩୨ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”