< Mark 4 >
1 And again he began to teach by the sea. And a great multitude was gathered to him, so as for him, after entering into the boat, to sit on the sea, and all the multitude was by the sea on the land.
୧ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
2 And he taught them many things in parables, and said to them in his teaching,
୨ଜିସୁ ସେମନ୍କେ ବେସି ବିସଇ ଉଦାଅରନ୍ ଦେଇ ସିକାଇଲା । ଆରି ସିକାଇବାବେଲେ ସେମନ୍କେ କଇଲା,
3 Listen. Behold, the man who sows went forth to sow.
୩“ସୁନା ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାର୍ ବାରଇଲା ।
4 And it came to pass during the sowing, some fell by the path, and the birds came and devoured it.
୪ସେ ବୁନୁ ବୁୁନୁ କେତେକ୍ ବିଅନ୍ ବାଟେ ଅଦର୍ଲା, ଆରି ଚଡଇମନ୍ ଆସି ସବୁଜାକ ବିଅନ୍ କାଇଦେଲାଇ ।
5 And others fell on the rocky ground where it had not much soil. And straightaway it sprang up, because it had no depth of soil.
୫ଆରି କେତେକ୍ ବିଅନ୍ ଉନା ମାଟିରଇ ତଲେ ପାକ୍ନା ରଇଲା ବୁଏଁ ଅଦର୍ଲା, ଆରି ମାଟି ଉନା ରଇଲାକେ ଦାପ୍ରେ ଗାଜା ଅଇଲା ।
6 And when the sun was risen it was scorched, and because it had no root it dried out.
୬ମାତର୍ ବେଲ୍ ଉଦ୍ଲାକେ ଗାଜା ଅଇଲାଟା ପଡି ମସ୍ରିଗାଲା, ଆରି ଚେର୍ ବେଦି ନ ରଇଲାଜେ ସୁକିଗାଲା ।
7 And others fell among the thorns, and the thorns grew up and choked it, and it gave no fruit.
୭ଆରି କେତେକ୍ ବିଅନ୍ କାଟା ବୁଟା ମଜାଇ ଅଦର୍ଲା, ଆରି କାଟା ବୁଟାମନ୍ ଉଟି ବଡିକରି ଗାଜା ଅଇ ସବୁକେ ଚାପି ପାକାଇଲାଇ । ଚାପିଦେଲାକେ କାଇ ଦାନ୍ ମିସା ଅଏ ନାଇ ।
8 And others fell into the good ground and gave fruit, coming up and increasing, and brought forth, one thirty, and one sixty, and one a hundred.
୮ମାତର୍, ଆରି କେତେକ୍ ବିଅନ୍ ନିକ ବୁଏଁ ଅଦର୍ଲା ଆରି ଗାଜା ଅଇ ଉଟି ବଡିକରି ତିରିସ୍ ଗୁଣ୍ ସାଟେ ଗୁଣ୍ ଆରି ସଏ ଗୁଣ୍ ଜାକ ପସଲ୍ ଦେଲା ।”
9 And he said, He who has ears to hear, let him hear.
୯ଆରି ଜିସୁ କଇଲା, “ଜାକେ ସୁନ୍ବାକେ କାନ୍ ଆଚେବଇଲେ, ସେ ମନ୍ଦେଇ ସୁନ ।”
10 And when he became alone, those around him, with the twelve, asked him the parable.
୧୦ଜିସୁ ଗଟେକ୍ଲକ୍ ରଇଲା ବେଲେ ତାର୍ସଙ୍ଗ୍ ରଇଲା ଲକ୍ମନ୍ ଆରି ବାର୍ଟା ସିସ୍ମନ୍ ତାକେ ପାଚାର୍ଲାଇ, “ତମେ କାଇକେ ଉଦାଅରନ୍ ଦେଇ ସିକାଇଲାସ୍ନି?”
11 And he said to them, To you is given to know the mystery of the kingdom of God, but to those outside, all things occur in parables.
୧୧ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜେ ଲୁଚିକରି ରଇଲା ବିସଇ ତମେ ବୁଜିପାର୍ଲାସ୍ନି, ମାତର୍ ବାଇରେ ରଇବା ବିନ୍ ଲକ୍ମନ୍କେ ଉଦାଅରନ୍ ଦେଇ କୁଆ ଅଇଲାନି ।”
12 So that seeing they may see, and not perceive, and hearing they may hear, and not understand, lest they should turn, and the sins would be forgiven them.
୧୨ଜେନ୍ତାର୍କି “ମୁଇ କର୍ବା କାମ୍ମନ୍ ଦେକ୍ତେ ରଇଲେ ମିସା ବୁଜି ନାପାରତ୍, ଆରି କଇଲାଟାମନ୍ ସୁନି ସୁନି ମିସା ନ ବୁଜତ୍, ବୁଜ୍ତାଇଆଲେ ସେମନ୍ ପର୍ମେସରର୍ ଲଗେ ବାଅଡ୍ତାଇ ଆରି ପାପ୍ କେମା ପାଇତାଇ ।”
13 And he says to them, Do ye not know this parable? And how will ye understand all the parables?
୧୩ଜିସୁ ସେମନ୍କେ କଇଲା, “ଏ ଉଦାଅରନର୍ ଅରତ୍ ତମେ ବୁଜାସ୍ ନାଇ କି? ତେବେ ବିନ୍ ଉଦାଅରନର୍ ଅରତ୍ କେନ୍ତି ବୁଜ୍ସା?
14 The man who sows sows the word.
୧୪ଚାସି ପର୍ମେସରର୍ ବାକିଅ ବୁନ୍ସି,
15 And these are those by the path where the word is sown. And whenever they may hear, straightaway Satan comes, and takes away the word that has been sown in their hearts.
୧୫ଜନ୍ଲକ୍ମନ୍ ସୁନ୍ବାଇ ଆରି ସୁନ୍ଲା ଦାପ୍ରେ, ସଇତାନ୍ ଆସି ସେମନ୍ର୍ ଟାନେଅନି ବୁନିରଇବା ବାକିଅ ଜିକି ନେଇସି, ସେମନ୍ ବୁନିରଇବା ବାଟ୍ଲଗର୍ ବିଅନ୍ ପାରା ।
16 And these in like manner are those being sown upon the rocky places, who, whenever they may hear the word, straightaway receive it with joy.
୧୬ସେନ୍ତାର୍ ସେ, ଜନ୍ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ଅଇ ସେଟା ମାନ୍ବାଇ, ସେଲକ୍ ପାକ୍ନା ରଇବା ଜାଗାଇ ଅଦର୍ଲା ବିଅନ୍ ପାରା ।
17 And they have no root in themselves, but are temporary. Afterward, when tribulation or persecution develops because of the word, straightaway they are caused to stumble.
୧୭ମାତର୍ ସେମନର୍ ଟାନେ ଚେର୍ ନ ବେଦିରଏଜେ ଚନେକର୍ପାଇ ବିସ୍ବାସ୍ କରି ରଇବାଇ, ପଚେ ବାକିଅର୍ଲାଗି କସ୍ଟ କି ତାଡ୍ନା ଆଇଲେ, ସେ ଦାପ୍ରେ ବିସ୍ବାସ୍ ଚାଡି ଦେବାଇ ।
18 And these are those being sown in the thorns, who hear the word,
୧୮ଆରି ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ତାର୍ ଦିନ୍କର୍ ବିସଇର୍ ଚିନ୍ତା, ଦନର୍ ମାୟା ଆରି ବିନ୍ ବିନ୍ ବିସଇର୍ ଲାଲ୍ସାଟାନେ ପୁରିକରି ମାପ୍ରୁର୍ ବାକିଅକେ ଚାପିପାକାଇସି, ତେଇ ମାପ୍ରୁର୍ ବାକିଅ ନିକ କାମ୍ ନ କରେ ।
19 and the cares of this age, and the deceitfulness of wealth, and the cravings about other things entering in, choke the word, and it becomes unfruitful. (aiōn )
୧୯ସେନ୍ତାରି ଅଦେକ୍ ଲକ୍ମନ୍ ବିଅନ୍ ବୁନିରଇବା କାଟାଲାଟା ବୁଇଁ ପାରା । (aiōn )
20 And these are those that were sown upon the good ground, who hear the word and receive it, and bear fruit, one thirty, and one sixty, and one a hundred.
୨୦ବାକିଲକ୍ମନ୍ ବାକିଅ ସୁନି ସେଟା ମାନ୍ବାଇ ଆରି ତିରିସ୍ ଗୁଣ୍, ସାଟେ ଗୁଣ୍ ଆରି ସଏ ଗୁଣ୍ ପଲ୍ ଦେବାଇ, ସେମନ୍ ବିଅନ୍ ଅଦ୍ରି ରଇବା ନିକ ବୁଇଁ ପାରା ।”
21 And he said to them, Does the lamp come so that it might be put under the bushel or under the bed? Is it not so that it might be put on the lampstand?
୨୧ଜିସୁ ଆରିତରେକ୍ ସେମନ୍କେ କଇଲା, “ବତି ଡସାଇ ମାନ୍ ତଲେ କି କଟ୍ ତଲେ ସଙ୍ଗଇବାକେ ନ ଆନତ୍ । ବତି, କୁଦ୍ରାଇ ସଙ୍ଗଇବାକେ ଡସାଇବାଇ ।
22 For there is not anything hid, except that it may be revealed, nor become secret, but that it may come to be visible.
୨୨କାଇକେବଇଲେ ଲକ୍ମନ୍କେ ଏବେଜାକ ନାଜାନି ରଇବା ବିସଇ ଜାନାଇ ଦିଆଅଇସି, ଆରି ଜନ୍ ବିସଇ ସବୁ ଲୁଚି ରଇସି, ସେଟା ମେଲାକରି ଦିଆଅଇସି ।
23 If any man has ears to hear, let him hear.
୨୩ଜଦି ଜାକେ ନିକ ସଙ୍ଗ୍ ସୁନ୍ବାର୍ ଆଚେ, ସେ ନିକ ସଙ୍ଗ୍ ସୁନ ।”
24 And he said to them, Watch what ye hear. By what measure ye measure, it will be measured to you, and to those who hear, it will be added to you.
୨୪ଆରି ଜିସୁ ସେମନ୍କେ କଇଲା, “କାଇଟା ସୁନ୍ଲାସ୍ନି, ସେ ବିସଇ ଏତାଇକରି ଜାଗରତ୍ ରୁଆ । ଜନ୍ ନାପେ ତମେ ନାପ୍ସା, ସେ ନାପେ ପର୍ମେସର୍ ତମ୍କେ ନାପ୍ସି, ଆରି ତାର୍ତେଇଅନି ଅଦିକ୍ ।
25 For whoever has, to him it will be given. And he who has not, even what he has will be taken away from him.
୨୫କାଇକେବଇଲେ ଜାକେ ରଇ, କାମେ ଲାଗାଇରଇସି ତାକେ ଅଦିକ୍ ଦିଆଅଇସି, ଆରି ଜାକେ ରଇ, କାମେ ନ ଲାଗାଏ, ତାର୍ଟାନେ ଅନି ସେ ଅଲପ୍ ରଇଲାଟା ମିସା ନିଆଅଇସି ।”
26 And he said, Thus is the kingdom of God, as if a man should cast seed into the ground,
୨୬ଆରି ସେ କଇଲା, “ପର୍ମେସରର୍ ରାଇଜ୍ ଏନ୍ତାରି । ଗଟେକ୍ ଲକ୍ ନିଜର୍ ପଦାଇ ବିଅନ୍ ବୁନ୍ସି ।
27 and should sleep and rise night and day, and the seed should sprout and lengthen, he knows not how.
୨୭ଆରି, ସେ ଦିନ୍ବେଲେ କି ରାତିବେଲେ, ସଇଲେ କି କାମ୍ କଲେ ମିସା ବିଅନ୍ କେନ୍ତି ଆଁକ୍ରି ବଡ୍ସି, ସେଟା ନାଜାନେ,
28 For the earth bears fruit spontaneously, first the blade, then the ear, then the full grain in the ear.
୨୮ଜମି ତାର୍ମନ୍କେ ପଲ୍ ଉବ୍ଜାଇସି, ପର୍ତୁମ୍ ପତର୍, ପଚେ କେଡ୍, ତାର୍ପଚେ ମୁଞ୍ଜି ପୁରୁନ୍ ରଇବା କେଡ୍ ।
29 But when the fruit yields, straightaway he sends forth the sickle, because the harvest has come.
୨୯ମାତର୍ ଚାସ୍ ପାଚ୍ଲା ଦାପ୍ରେ କାଟ୍ବା ବେଲା କେଟିଆଇଲେ, ଚାସି କାଟ୍ବାକେ ଇଲା ଲାଗାଇସି ।”
30 And he said, To what shall we liken the kingdom of God? Or by what parable shall we compare it?
୩୦ସେ ଆରି ତରେକ୍ କଇଲା, “ଆମେ ପର୍ମେସରର୍ ରାଇଜ୍ କାଇଟା ସଙ୍ଗ୍ ସମାନ୍ କରୁ? ନଇଲେ କାଇ ଉଦାଅରନ୍ ସଙ୍ଗ୍ ବୁଜାଇଦେଉଁ?
31 It is like a grain of the mustard plant, which, when it is sown in the ground, is smaller than all the seeds upon the ground.
୩୧ସେଟା ଗଟେକ୍ ସର୍ସୁ ମୁଞ୍ଜି ପାରା, ବୁଏଁ ବୁନ୍ବା ବେଲେ ସେଟା ପୁର୍ତିବିର୍ ସବୁ ମୁଞ୍ଜିତେଇ ଅନି ସାନ୍ଟା,
32 Yet when it is sown, it goes up and becomes greater than all the plants, and it makes great branches, so that the birds of the sky can lodge under the shade of it.
୩୨ମାତର୍ ବୁନ୍ଲେ, ସେଟା ବଡିକରି ସବୁ ସାଗର୍ ଟାନେଅନି ବଡ୍ ଅଇସି, ଆରି ତାର୍ କେନ୍ଦି ଏନ୍ତି ବଡ୍ ବଡ୍ ଅଇଜାଇସି ଜେ, ସରଗର୍ ଚଡଇମନ୍ ତାର୍ କେନ୍ଦାଇ ବାସା ଅଇବାଇ ।”
33 And with many such parables he spoke the word to them, as they were able to hear it.
୩୩ଜିସୁ ଏନ୍ତି କେତେକ୍ କେତେକ୍ ଉଦାଅରଣ୍ ସଙ୍ଗ୍ ସେମନର୍ ବୁଜ୍ବା ବପୁ ଇସାବେ ବାକିଅ ସୁନାଇତେ ରଇଲା,
34 And he did not speak to them apart from a parable, but privately he explained all things to his disciples.
୩୪ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।
35 And on that day, having become evening, he says to them, Let us pass through to the other side.
୩୫ସେଦିନେ ସଞ୍ଜ୍ ଅଇଲାକେ ଜିସୁ ସେମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।”
36 And having sent the multitude away, they bring him along as he was in the boat. And other small boats were also with him.
୩୬ସେଡ୍କିବେଲେ ସେମନ୍ ଲକ୍ ଗଅଲି ଚାଡିକରି, ଜିସୁ ବସି ରଇଲା, ଗଟେକ୍ ଡଙ୍ଗାଇ ଜାଇ ବସ୍ଲାଇ । ଆରି ବିନ୍ ବିନ୍ ଡଙ୍ଗା ମିସା ତାକର୍ ସଙ୍ଗ୍ ରଇଲା ।
37 And a great storm of wind develops, and the waves were thrown into the boat, so as for it now to be filling.
୩୭ପଚେ ଅଟାତ୍ ବେସି ବାଉପବନ୍ ଆଇଲା, ଆରି ଲଅଡିର୍ ମାଡ୍କେ ଡଙ୍ଗାଇ ପାନି ପୁରୁନ୍ ଅଇବାର୍ ଦାର୍ଲା ।
38 And he himself was in the stern sleeping on the cushion. And they awake him, and say to him, Teacher, does it not concern thee that we perish?
୩୮ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, “ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ?”
39 And having awaken, he rebuked the wind, and said to the sea, Be quiet! Silence! And the wind ceased, and it became a great calm.
୩୯ସେଡ୍କିବେଲେ ଜିସୁ ଉଟି ପବନ୍କେ ଦମ୍କାଇ ଦେଇ ଲଅଡିକେ କଇଲା, “ତବିର୍ ଅଇ ଚୁପ୍ ର ।” ସେଡ୍କି ବେଲେ ପବନ୍ ବନ୍ଦ୍ ଅଇଲା, ଆରି ସବୁ ତବିର୍ ଅଇଲା ।
40 And he said to them, Why are ye cowardly this way? How have ye no faith?
୪୦ଆରି ସେ ସିସ୍ମନ୍କେ କଇଲା, “କାଇକେ ଏତେକ୍ ଡର୍ଲାସ୍ନି? ତମ୍କେ ଏବେଜାକ ମର୍ଲଗେ ବିସ୍ବାସ୍ ନାଇ କି?”
41 And they feared a great fear, and said to each other, Who then is this, that even the wind and the sea also obey him?
୪୧ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି?”