< Acts 22 >
1 “Brothers and fathers, listen to the defense which I now make to you.”
୧“ମର୍ ସଙ୍ଗାରି ଜିଉଦି ବାଇ ଆରି ବାବାମନ୍, ମର୍ ନିଜର୍ବାଟେଅନି ମୁଇ ଜାଇଟା କଇଲିନି ସେଟା ସୁନା!”
2 When they heard that he spoke to them in the Hebrew language, they were even more quiet. He said,
୨ସେମନର୍ ସଙ୍ଗ୍ ସେ ଇବ୍ରୁ ବାସାଇ କାତା କଇବାଟା ସୁନି, ଲକ୍ ମାନ୍ଦା ଚୁପ୍ଚାପ୍ ଅଇଲାଇ ଆରି ପାଉଲ୍ କଇବାକେ ଦାର୍ଲା,
3 “I am indeed a Jew, born in Tarsus of Cilicia, but brought up in this city at the feet of Gamaliel, instructed according to the strict tradition of the law of our fathers, being zealous for God, even as you all are today.
୩“ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି ।
4 I persecuted this Way to the death, binding and delivering into prisons both men and women,
୪ମାପ୍ରୁର୍ ବାଟେ ଜିବା ଲକ୍ମନ୍କେ ମାର୍ଦାର୍ କରି ସେମନ୍କେ ମରାଇଦେଇତେ ରଇଲି । ମାଇଜିଟକି ମୁନୁସ୍ପିଲା ସବୁକେ ବାନ୍ଦିକରି ବନ୍ଦି ଗରେ ପୁରାଇ ଦେଇତେ ରଇଲି ।
5 as also the high priest and all the council of the elders testify, from whom also I received letters to the brothers, and traveled to Damascus to bring them also who were there to Jerusalem in bonds to be punished.
୫ମର୍ ଏ କାତା ପୁରା ସତ୍ । ବଡ୍ ପୁଜାରି ଆରି ବଡ୍ ସବାର୍ ସବୁ ପାର୍ଚିନ୍ମନ୍ ସାକି ଆଚତ୍ । ଲକ୍ମନ୍କେ ବନ୍ଦି କରି ସିକ୍ଲି ସଙ୍ଗ୍ ବାନ୍ଦି ଜିରୁସାଲାମ୍ ଦାରିଆଇବାକେ, ମୁଇ ବଡ୍ ପୁଜାରିର୍ ଟାନେଅନି ଆଦେସ୍ ପତର୍ ପାଇ, ଦାମାସ୍କସେ ରଇବା ଜିଉଦି ବାଇମନର୍ ଲଗେ ଗାଲି ।”
6 “As I made my journey and came close to Damascus, about noon suddenly a great light shone around me from the sky.
୬“ମୁଇ ଜେଡେବେଲା ବାରଇ ଜିରୁସାଲମେ ଜିବାବେଲେ ଦାମାସ୍କସ୍ ଲଗାଲଗି ଅଇଲି, ପାକାପାକି ମୁଣ୍ଡ୍ବେଲାଇ, ଆକାସେଅନି ଗଟେକ୍ ଉଜଲ୍ ମର୍ ଚାରିବେଡ୍ତି ଉଜଲ୍ ଅଇଗାଲା ।”
7 I fell to the ground and heard a voice saying to me, ‘Saul, Saul, why are you persecuting me?’
୭ମୁଇ ବୁଏଁ ଉମ୍ତାଡିଅଇ ଅଦ୍ରିଗାଲି ଆରି ମର୍ପାଇ ଏ କାତା ସୁନ୍ଲି, ସାଉଲ୍, ସାଉଲ୍! ମକେ ତୁଇ କାଇକେ କସ୍ଟ ଦେଲୁସ୍ନି?
8 I answered, ‘Who are you, Lord?’ He said to me, ‘I am Jesus of Nazareth, whom you persecute.’
୮ମୁଇ ପାଚାର୍ଲି, “ମାପ୍ରୁ, ତମେ କେ? ସେ ମକେ କଇଲା, ‘ତମେ ଜାକେ କସ୍ଟ ଦେଲାସ୍ନି’ ମୁଇ ସେ ନାଜରିତର୍ ଜିସୁ ।”
9 “Those who were with me indeed saw the light and were afraid, but they did not understand the voice of him who spoke to me.
୯ମର୍ସଙ୍ଗ୍ ରଇଲା ଲକ୍ ସେ ଉଜଲ୍ ଦେକ୍ଲାଇ, ମାତର୍ ମର୍ ସଙ୍ଗ୍ କାତା ଅଇବା ଲକର୍ ସର୍ ସୁନି ନାପାର୍ଲାଇ ।
10 I said, ‘What shall I do, Lord?’ The Lord said to me, ‘Arise, and go into Damascus. There you will be told about all things which are appointed for you to do.’
୧୦ମୁଇ ପାଚାର୍ଲି, “ମାପ୍ରୁ, ମୁଇ କାଇଟା କର୍ବି?” ମାପ୍ରୁ ମକେ କଇଲା, “ଉଟ୍, ଆରି ଦାମାସ୍କସେ ଜାଆ, ପରମେସର୍ ତର୍ ପାଇ ଜନ୍ କାମ୍ ଟିକ୍ କଲା ଆଚେ, ସେଟା ତମ୍କେ ତେଇ ଜାନାଇ ଦିଆଅଇସି ।”
11 When I could not see for the glory of that light, being led by the hand of those who were with me, I came into Damascus.
୧୧ସେ ଉଜଲ୍ ଏତେକ୍ ଉଜଲ୍ ରଇଲା ଜେ, ସେ ଉଜଲର୍ ବପୁ ସଙ୍ଗ୍, ମୁଇ କାଣା ଅଇଜାଇରଇଲି । ସେଟାର୍ପାଇ ମର୍ ସଙ୍ଗ୍, ଜିବା ଲକ୍ମନ୍, ମର୍ ଆତେ ଦାରି, ମକେ ଦାମାସ୍କସେ ଡାକିନେଲାଇ ।
12 “One Ananias, a devout man according to the law, well reported of by all the Jews who lived in Damascus,
୧୨ଦାମାସ୍କାସେ ଅନନିଅ ନାଉଁର୍ ଗଟେକ୍ ଦରମ୍ ଲକ୍ ରଇଲା । ସେ ଆମର୍ ରିତିନିତି ନାମି କରି ରଇଲା, ତେଇ ରଇବା ଜିଉଦିମନ୍ ସବୁ ତାକେ ବେସି ନାମ୍ତେ ରଇଲାଇ ।
13 came to me, and standing by me said to me, ‘Brother Saul, receive your sight!’ In that very hour I looked up at him.
୧୩ସେ ମର୍ଲଗେ ଆସି ଟିଆଅଇ କଇଲା, “ବାଇ ସାଉଲ୍, ତୁଇ ଆଁକି ଆରି ତରେକ୍ ଦେକ୍ ।” ଟିକ୍ ସେ ଦାପ୍ରେ, ମୁଇ ଆରି ତରେକ୍ ଦେକ୍ବା ବପୁ ପାଇଲି ।
14 He said, ‘The God of our fathers has appointed you to know his will, and to see the Righteous One, and to hear a voice from his mouth.
୧୪ସେ କଇଲା, “ଆମର୍ ଆନିଦାଦିର୍ ମାପ୍ରୁ ସେ ମନ୍କର୍ବାଟା ଜାନ୍ବାକେ, ତାର୍ ଦରମର୍ ଦାଙ୍ଗ୍ଡାକେ ଦେକ୍ବାକେ ଆରି ତାର୍ କାତା ସୁନ୍ବାକେ, ତକେ ବାଚ୍ଲା ଆଚେ ।
15 For you will be a witness for him to all men of what you have seen and heard.
୧୫ତୁଇ କାଇଟା ଦେକିଆଚୁସ୍ ଆରି ସୁନି ଆଚୁସ୍, ସେଟା ସବୁ ଲକର୍ ଲଗେ ଦେକାଇବାକେ ଆରି ସୁନାଇବାକେ ତାକର୍ ସାକି ଅଇସୁ ।
16 Now why do you wait? Arise, be baptized, and wash away your sins, calling on the name of the Lord.’
୧୬ଆରି କାଇକେ ଅଲ୍ସମ୍ କଲୁସ୍ନି? ଉଟ୍, ଡୁବନ୍ ନେ, ଆରି ତାକେ ପାର୍ତନା କରି ତର୍ ସବୁ ପାପେଅନି ପରିଚଲ୍ ଅ ।”
17 “When I had returned to Jerusalem and while I prayed in the temple, I fell into a trance
୧୭“ମୁଇ ଜିରୁସାଲମେ ବାଉଡି ଜାଇ, ତେଇର୍ ମନ୍ଦିରେ ପାର୍ତନା କର୍ବାବେଲେ, ମକେ ମାପ୍ରୁର୍ ଦର୍ସନ୍ ମିଲ୍ଲା ।
18 and saw him saying to me, ‘Hurry and get out of Jerusalem quickly, because they will not receive testimony concerning me from you.’
୧୮ମାପ୍ରୁ ମକେ ନିଜେ ଦେକାଇଅଇ କଇଲା, ଦାପ୍ରେ ଜିରୁସାଲମ୍ ଚାଡି ଉଟି ଜା, କାଇକେ ବଇଲେ ଇତିର୍ ଲକ୍ମନ୍ ମର୍ ବିସଇ, ତୁଇ ସାକିଦେବାଟା ନ ନାମତ୍ ।”
19 I said, ‘Lord, they themselves know that I imprisoned and beat in every synagogue those who believed in you.
୧୯ମୁଇ କଇଲି “ମାପ୍ରୁ, ମୁଇ ପାର୍ତନା ଗର୍ମନ୍କେ ଜାଇ, ତମ୍କେ ବିସ୍ବାସ୍ କର୍ବା ଲକ୍ମନ୍କେ, କେନ୍ତାରି ବନ୍ଦି କରି ରଇଲି ଆରି ମାଡ୍ ମାରି ରଇଲି, ଏଟା ସେମନ୍ ନିକ ସଙ୍ଗ୍ ଜାନତ୍ ।
20 When the blood of Stephen, your witness, was shed, I also was standing by, consenting to his death, and guarding the cloaks of those who killed him.’
୨୦ଆରି ଜେଡେବେଲ୍ ତମର୍ ସାକି ଦେଇ ରଇବା ତିପାନ୍କେ ମରାଇଦେଲାଇ, ମୁଇ ନିଜେ ତେଇ ରଇଲି, ତାକେ ମାରି ମରାଇଦେବାକେ ରାଜିଅଇରଇଲି । ମାରୁମନର୍ ବେଟ୍ଲା ବସ୍ତର୍ ଜାଗି ରଇଲି ।”
21 “He said to me, ‘Depart, for I will send you out far from here to the Gentiles.’”
୨୧ମାପ୍ରୁ ମକେ କଇଲା, “ଜାଆ ମୁଇ ତକେ ବେସି ଦୁରିକେ ଜିଉଦି ନଇଲା ଲକ୍ମନର୍ ଲଗେ ପାଟାଇବି ।”
22 They listened to him until he said that; then they lifted up their voice and said, “Rid the earth of this fellow, for he is not fit to live!”
୨୨ପାଉଲ୍ ଏ କାତା କଇବାଜାକ ଲକ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ, ମାତର୍ ତାର୍ ପଚେ ସେମନ୍ ଆଉଲିଅଇକରି କଇଲାଇ, “ତାକେ ଜଗତେଅନି ବାର୍କରାଇ ଦିଆସ୍! ମରାଇ ଦିଆସ୍, ସେନ୍ତା ଲକ୍ ଜିଇବାକେ ଲଡା ନାଇ!”
23 As they cried out, threw off their cloaks, and threw dust into the air,
୨୩ସେମନ୍ ଆଉଲି ଅଇକରି ବସ୍ତର୍ ଉପ୍ରେ ଉଡାଇତେରଇଲାଇ ଆରି ଦୁଲି ମିସା ଉପ୍ରେ ଉଡାଇତେ ରଇଲାଇ ।
24 the commanding officer commanded him to be brought into the barracks, ordering him to be examined by scourging, that he might know for what crime they shouted against him like that.
୨୪ରମିୟ ସନିଅମନର୍ ମୁକିଆ ପାଉଲ୍କେ ଗଡ୍ ବିତ୍ରେ ଦାରିଜିବାକେ ସନିଅମନ୍କେ ତିଆର୍ଲା ଆରି ଜିଉଦିମନ୍ କାଇକେ ତାର୍ ବିରୁଦେ ଆଉଲି ଅଇଲାଇନି, ସେଟା ଜାନ୍ବାକେ ପାଉଲ୍କେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା ।
25 When they had tied him up with straps, Paul asked the centurion who stood by, “Is it lawful for you to scourge a man who is a Roman, and not found guilty?”
୨୫ମାତର୍ ସେମନ୍ ତାକେ କର୍ଡା ମାର୍ବାକେ ବାନ୍ଦିରଇଲା ବେଲେ, ପାଉଲ୍ ତେଇ ରଇବା ଗଟେକ୍ ଅଦିକାରିକେ କଇଲା, “କାଇ ଦସ୍ ନ ରଇକରି ଏବେ ଜାକ ବିଚାର୍ନା ନ ଅଇରଇବା ଗଟେକ୍ ରମିଅ ଲକ୍କେ କର୍ଡା ସଙ୍ଗ୍ ମାର୍ବାଟା, ଏଟା ତୁଇ ନିୟମ୍ ମାନ୍ଲୁସ୍ନି କି?”
26 When the centurion heard it, he went to the commanding officer and told him, “Watch what you are about to do, for this man is a Roman!”
୨୬ଏ କାତା ସୁନିକରି ସନିଅ ଗାଲା ଆରି ସନିଅମନର୍ ମୁକିଅକେ କଇଲା, “ତୁଇ କାଇଟା କଲୁସ୍ନି? ଏ ଗଟେକ୍ ରମିଅ ଲକ୍!”
27 The commanding officer came and asked him, “Tell me, are you a Roman?” He said, “Yes.”
୨୭ସନିଅମନର୍ ମୁକିଅ ପାଉଲର୍ ଲଗେ ଜାଇ ପାଚାର୍ଲା, “ସତଇସେ ତମେ କାଇ, ରମିଅ ଲକ୍ କି?” ପାଉଲ୍ ଉତର୍ ଦେଲା “ଉଁ ।”
28 The commanding officer answered, “I bought my citizenship for a great price.” Paul said, “But I was born a Roman.”
୨୮ସେନାପତି କଇଲା, “ମୁଇ ରମିଅ ସର୍କାର୍କେ ଡାବୁ ଦେଇକରି ଗଟେକ୍ ରମିଅ ଲକ୍ ଅଇଲି ଆଚି ।” ପାଉଲ୍ କଇଲା “ମାତର୍ ମୁଇ ଜନମ୍ କଲାବେଲେଅନି ରମିଅ ଲକ୍ ।”
29 Immediately those who were about to examine him departed from him, and the commanding officer also was afraid when he realized that he was a Roman, because he had bound him.
୨୯ଏଟା ସୁନିକରି ଜନ୍ଲକ୍ମନ୍ ପାଉଲ୍କେ ପାଚାର୍ବାର୍ ଜାଇରଇଲାଇ, ସେମନ୍ ପଚ୍କେ ଗୁଚ୍ଲାଇ । ପାଉଲ୍ ଗଟେକ୍ ରମିୟ ଲକ୍ ବଲି ଜାନ୍ଲାକେ, ସେମନର୍ ନେତା ମିସା ଡର୍ଲା । କାଇକେବଇଲେ ପାଉଲ୍କେ ସିକ୍ଲି ସଙ୍ଗ୍ ବାନ୍ଦ୍ବାକେ ସେ ସେ ତିଆରିରଇଲା ।
30 But on the next day, desiring to know the truth about why he was accused by the Jews, he freed him from the bonds and commanded the chief priests and all the council to come together, and brought Paul down and set him before them.
୩୦ଜିଉଦିମନ୍ ପାଉଲ୍କେ କାଇବଲି ନିନ୍ଦା କର୍ତେରଇଲାଇ, ସେଟା ଜାନ୍ବାକେ ସନିଅମନର୍ ମୁକିଅ ମନ୍ କର୍ତେରଇଲା । ତେବର୍ପାଇ ତାର୍ ଆର୍କର୍ ଦିନେ ସବୁ ପୁଜାରିମନ୍କେ ଆରି ବଡ୍ ସବାର୍ ମେମର୍ମନ୍କେ ରୁଣ୍ଡାଇବାକେ ତିଆର୍ଲା । ତାର୍ ପଚେ ସେ ପାଉଲ୍କେ ବାନ୍ଦ୍ଲା ସିକ୍ଲି କୁସ୍ଲାଇ, ଦାରିକରି ଆନ୍ଲା ଆରି ବଡ୍ ସବାଇ ତାକର୍ ମୁଆଟେ ଟିଆ କରାଇଲା ।