< Mark 7 >
1 Then the Pharisees and some of the scribes gathered together to him, having come from Jerusalem.
୧ପଚେ ପାରୁସିମନ୍ ଆରି ଜିରୁସାଲାମ୍ ଅନି ଆସିରଇବା କେତେଟା ସାସ୍ତର୍ ସିକାଉ ପଣ୍ଡିତ୍ମନ୍ ଜିସୁର୍ ଲଗେ ରୁଣ୍ଡ୍ଲାଇ ।
2 Now when they saw some of his disciples eating bread with defiled, that is unwashed, hands, they found fault.
୨ତାର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ସିସ୍ମନ୍ ଜିଉଦିମନର୍ ରିତିନିତି ଇସାବେ ଆତ୍ ନ ଦଇତେ କାଇବାଟା ଦେକ୍ଲାଇ ।
3 (For the Pharisees and all the Jews do not eat unless they wash their hands and forearms, holding to the tradition of the elders.
୩ପାରୁସିମନ୍ ଆରି ସବୁ ଜିଉଦିଲକର୍ ପାର୍ଚିନ୍ମନର୍ ନିୟମ୍ ମାନି ରିିତିନିତି ଇସାବେ ଆତ୍ ନ ଦଇତେ ନ କାଇତେରଇଲାଇ ।
4 They do not eat when they come from the marketplace unless they bathe themselves, and there are many other things which they have received to hold to: washings of cups, pitchers, bronze vessels, and couches.)
୪ଆରି ଆଟ୍ବାଟ୍ କରିଆସି ରିତିନିତି ଇସାବେ ପାନି ନ ଚିଚି ଅଇତେ ନ କାଇତେ ରଇଲାଇ । ଗିନା, ମୁତା, ପିତଲ୍ ତାଲା ଆରି ସଇବା କଟ୍ କେନ୍ତି ଦଇବାର୍, ସେଟା ସଙ୍ଗ୍ ଅଲ୍ଗା ରିତିନିତି ମିସା ମାନ୍ତେରଇଲାଇ ।
5 The Pharisees and the scribes asked him, “Why do not your disciples walk according to the tradition of the elders, but eat their bread with unwashed hands?”
୫ତେବେ ପାରୁସି ଆରି ସାସ୍ତର୍ ସିକାଉମନ୍ ଜିସୁକେ ପାଚାର୍ଲାଇ, “କାଇକେ ତର୍ ସିସ୍ମନ୍ ପାର୍ଚିନ୍ମନର୍ ରିତିନିତି ନ ମାନି ଆତ୍ ନ ଦଇ କାଇଲାଇନି?”
6 He answered them, “Well did Isaiah prophesy of you hypocrites, as it is written, ‘This people honors me with their lips, but their heart is far from me.
୬ଜିସୁ ସେମନ୍କେ କଇଲା, “ଏରେ କୁଟିଆଲ୍ମନ୍, ତମର୍ ବିସଇନେଇ ଜିସାୟ ବବିସତ୍ବକ୍ତା ନିକସଙ୍ଗ୍ ଜାନାଇଆଚେ, ସେ ଏନ୍ତି କଇଲା ଆଚେ ।” ପର୍ମେସର୍ କଇଲାନି “ଏ ଜାତି, ମକେ ମୁଏ ସନ୍ମାନ୍ ଦେବାଇ, ମାତର୍ ତାକର୍ ମନ୍ ମର୍ଟାନେଅନି ଦୁରିକେ ରଇସି ।
7 They worship me in vain, teaching as doctrines the commandments of men.’
୭ସେମନ୍ ଲକ୍ମନ୍ କଲା ନିୟମ୍ ମାପ୍ରୁର୍ ନିୟମ୍ ବଲି ସିକାଇବାଇ ମାତର୍ ସେ ଉପାସନାର୍ କିଚି ମୁଲିଅ ନାଇ ।
8 “For you set aside the commandment of God, and hold tightly to the tradition of men—the washing of pitchers and cups, and you do many other such things.”
୮“ତମେ ପର୍ମେସରର୍ ଆଦେସ୍ ଇନ୍କରି ନର୍ଲକର୍ ରିତିନିତି ଦାରି ବସିଆଚାସ୍ ।”
9 He said to them, “Full well do you reject the commandment of God, that you may keep your tradition.
୯ଆରି ଜିସୁ ସେମନ୍କେ କଇଲା, ତମେ ଚତୁର୍ ଅଇ ନିଜର୍ ରିିତିନିିତି ମାନ୍ବାକେ ବଲି ପର୍ମେସରର୍ ଆଦେସ୍ ନିଚୁ ବଇଲାସ୍ନି ।
10 For Moses said, ‘Honor your father and your mother;’ and, ‘He who speaks evil of father or mother, let him be put to death.’
୧୦କାଇକେବଇଲେ ମସା ସିକିଆ ଦେଇଆଚେ, ମା ବାବାକେ ମାନା, ଆରି ଜେ କି ତାର୍ ବାବାକେ କି ମାକେ ସାଇପ୍ ଦେଇସି, ସେ ମରନ୍ ଡଣ୍ଡ୍ ପାଇସି ଆକା ।
11 But you say, ‘If a man tells his father or his mother, “Whatever profit you might have received from me is Corban,”’” that is to say, given to God,
୧୧ମାତର୍ ତମେ ସିକାଇଲାସ୍ନି କି ଜେବେ ବାବାକେ କି ମାକେ କଇସା, “ଜନ୍ଟା ମୁଇ ତମ୍କେ ଦେବାର୍ ରଇଲା ସେଟା କର୍ବାନ୍ ।” କର୍ବାନ୍ ବଇଲେ ମାପ୍ରୁକେ ଆକା ମାନତ୍ କର୍ବାଟା ।
12 “then you no longer allow him to do anything for his father or his mother,
୧୨ତେବେ ତମେ ତାର୍ ବାବାର୍ କି ମାଆର୍ କାଇ ଉପ୍କାର୍ କର୍ବାଟାକେ ତେବାଇଲାସ୍ନି ।
13 making void the word of God by your tradition which you have handed down. You do many things like this.”
୧୩ଏନ୍ତାରି ତମେ ନିଜର୍ ଆନିଦାଦିମନର୍ ବେଲେ ଅନି ଆଇବା ରିତିନିତି ମାନିକରି ପର୍ମେସରର୍ ବାକିଅ ଏଡାଇ ଦେଲାସ୍ନି, ଆରି ଏନ୍ତାରି କେତେକ୍ କେତେକ୍ କାମ୍ମନ୍ କଲାସ୍ନି ।
14 He called all the multitude to himself and said to them, “Hear me, all of you, and understand.
୧୪ଜିସୁ ଆରି ତରେକ୍ ଲକ୍ମନ୍କେ ଲଗେଡାକି କଇଲା, “ତମେ ସବୁଲକ୍ ମର୍ କାତା ସୁନା ଆରି ବୁଜା ।
15 There is nothing from outside of the man that going into him can defile him; but the things which proceed out of the man are those that defile the man.
୧୫ଲକର୍ ଟଣ୍ଡେଅନି ଏନ୍ତାରି କାଇ ବିସଇ ନାଇ, ଜନ୍ଟା ତାର୍ ବିତ୍ରେ ପୁରି ତାକେ ଅସୁକଲ୍ କରି ପାରେ, ମାତର୍ ଜନ୍ ଜନ୍ଟା ମୁନୁସ୍ମନର୍ଟାନେଅନି ବାରଇସି ସେ ସବୁ ତାକେ ଅସୁକଲ୍ କର୍ସି ।
16 If anyone has ears to hear, let him hear!”
୧୬ଜଦି ଜାକେ ସୁନ୍ବାର୍ କାନ୍ ଆଚେ, ସେ ସୁନ ।”
17 When he had entered into a house away from the multitude, his disciples asked him about the parable.
୧୭ଆରି ଜିସୁ ଲକର୍ ମାନ୍ଦା ଚାଡି ଗରେ ପୁର୍ଲାପଚେ ତାର୍ ସିସ୍ମନ୍ ସେ ଉଦାଅରନର୍ ଅରତ୍ କାଇଟା ବଲି ପାଚାର୍ବାର୍ ଦାର୍ଲାଇ ।
18 He said to them, “Are you also without understanding? Do not you perceive that whatever goes into the man from outside cannot defile him,
୧୮ଜିସୁ ସେମନ୍କେ କଇଲା, “ତମେ ମିସା କାଇ ବୁଜାସ୍ ନାଇ? ଜନ୍ ଜିନିସ୍ ମିସା ବାଇରେ ଅନି ମୁନୁସ୍ମନର୍ ବିତ୍ରେ ପୁର୍ସି, ସେଟା ତାକେ ଆସାର୍ ନ କରେ ।
19 because it does not go into his heart, but into his stomach, then into the latrine, making all foods clean?”
୧୯କାଇକେବଇଲେ ସେଟା ତାର୍ ମନ୍ ବିତ୍ରେ ପୁରେନାଇ, ମାତର୍ ପେଟ୍ ବିତ୍ରେ ପୁରି କରି ବାଇରେ ବାରଇ ଆଇସି ।” ଏନ୍ତାରି କଇଲାକେ ସବୁ କାଦି ସୁକଲ୍ ଆକା ବଲି ଜିସୁ ଜାନାଇଲା ।
20 He said, “That which proceeds out of the man, that defiles the man.
୨୦ଆରି ସେ କଇଲା, “ମୁନୁସର୍ ମନ୍ବିତ୍ରେ ଅନି ଜନ୍ଟା ବାରଇସି, ସେଟାସେ ତାକେ ଆସାର୍ କର୍ସି ।
21 For from within, out of the hearts of men, proceed evil thoughts, adulteries, sexual sins, murders, thefts,
୨୧କାଇକେବଇଲେ ମୁନୁସର୍ ମନ୍ ବିତ୍ରେ ଅନି କରାପ୍ ଚିନ୍ତା ବାରଇସି । ସେଟାମନ୍ ଅଇଲାନି, ପାଦ୍ରା ପାଦ୍ରି କାମ୍, ଚର୍କାମ୍, ଲକ୍ମନ୍କେ ମରାଇବା କାମ୍ ।
22 covetings, wickedness, deceit, lustful desires, an evil eye, blasphemy, pride, and foolishness.
୨୨ବିବା ଅଇ କର୍ବା ବେସିଆ କାମ୍, ବିବା ନଇତେ କର୍ବା ବେସିଆ କାମ୍, ଲବାଇବାଟା, ମିଚ୍ କଇବାଟା, ଅଲ୍ସୁଆ ଅଇବାଟା, ଆଁକାର୍ ଅଇବାଟା, ନିନ୍ଦା କାତା କଇବାଟା, ବଡ୍ପନ୍ ଅଇବାଟା, ବକୁଆ ଅଇବାଟା ।
23 All these evil things come from within and defile the man.”
୨୩ଏ ସବୁ କରାପ୍ ବିସଇମନ୍ ବିତ୍ରେଅନି ବାରଇ ଲକ୍କେ ନସାଇଦେଇସି ।”
24 From there he arose and went away into the borders of Tyre and Sidon. He entered into a house and did not want anyone to know it, but he could not escape notice.
୨୪ତାର୍ପଚେ ଜିସୁ ସେ ଜାଗା ଚାଡିକରି ସର ଆରି ସିଦନର୍ ସଅରେ ଗାଲା । ତେଇ ଗଟେକ୍ ଗରେ ପୁର୍ଲା । ଜେନ୍ତି କେ ମିସା ସେଟା ନାଜାନତ୍, ଏଟା ସେ ମନ୍ କର୍ତେ ରଇଲା, ମାତର୍ ସେ ନ ଜାନାଇ ଅଇତେ ରଇନାପାର୍ଲା ।
25 For a woman whose little daughter had an unclean spirit, having heard of him, came and fell down at his feet.
୨୫ଜିସୁ ଆଇଲାଆଚେ ବଲି ସୁନ୍ଲା ଦାପ୍ରେ, ଗଟେକ୍ ମାଇଜି ଜାର୍ ସାନ୍ ଟକିକେ ଡୁମା ଦାରିରଇଲା, ତାର୍ ଗଡ୍ତଲେ ଆସି ଅଦର୍ଲା ।
26 Now the woman was a Greek, a Syrophoenician by race. She begged him that he would cast the demon out of her daughter.
୨୬ସେ ସୁର ଦେସର୍ ପଇନିକିଆ ଜାଗାଇ ଜନମ୍ ଅଇ ଜିଉଦି ଜାତିର୍ ନ ରଇଲା, ତାର୍ ଟକିକେ ଡୁମା ଚାଡାଇବାକେ ସେ ଜିସୁକେ ବାବୁଜିଆ କଲା ।
27 But Jesus said to her, “Let the children be filled first, for it is not appropriate to take the children’s bread and throw it to the dogs.”
୨୭ତେବେ ଜିସୁ ତାକେ କଇଲା, “ଆଗ୍ତୁ ପିଲାମନ୍କେ ପେଟ୍ ପୁରୁନ୍ କାଇବାକେ ଦେସ୍, କାଇକେବଇଲେ ପିଲାମନର୍ କାଦି ନେଇ କୁକୁର୍ମନର୍ ଟାନେ ପାକାଇବାଟା ଟିକ୍ନାଇ ।”
28 But she answered him, “Yes, Lord. Yet even the dogs under the table eat the children’s crumbs.”
୨୮ମାତର୍ ମାଇଜି ତାକେ କଇଲା, “ଉଁ ମାପ୍ରୁ, କୁକୁର୍ମନ୍ ମିସା ପିଲାମନର୍ ଅଦ୍ରି ରଇଲା ସକ୍ଡି କାଇବାଇ ।”
29 He said to her, “For this saying, go your way. The demon has gone out of your daughter.”
୨୯ସେଡ୍କି ବେଲେ ଜିସୁ ତାକେ କଇଲା, “ଏନ୍ତାରି କଇଲାର୍ପାଇ ଜା, ତର୍ ଟକିତେଇଅନି ଡୁମା ବାରଇଗାଲାବେ ।”
30 She went away to her house, and found the child having been laid on the bed, with the demon gone out.
୩୦ଆରି ସେ ମାଇଜି ଗରେ ଜାଇ, ଟକି କଟେ ସଇରଇବାଟା ଆରି ତାର୍ଟାନେଅନି ଡୁମା ବାରଇଜାଇ ରଇବାଟା ଦେକ୍ଲା ।
31 Again he departed from the borders of Tyre and Sidon, and came to the sea of Galilee through the middle of the region of Decapolis.
୩୧ଜିସୁ ଆରିତରେକ୍ ସର ସନ୍ଦିଅନି ଜାଇ ସିଦନ୍ ଦେଇ ଦେକାପଲି ଦସ୍ଟା ସଅରେ ଉତ୍ରି ଗାଲିଲି ସମ୍ଦୁରେ ଗାଲା ।
32 They brought to him one who was deaf and had an impediment in his speech. They begged him to lay his hand on him.
୩୨ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କସ୍ଟସଙ୍ଗ୍ କାତା ଅଇବା ବଇରାକେ ଜିସୁର୍ ଲଗେ ଆନି ତାର୍ ଉପ୍ରେ ଆତ୍ ସଙ୍ଗଇବାକେ ବାବୁଜିଆ କଲାଇ ।
33 He took him aside from the multitude privately and put his fingers into his ears; and he spat and touched his tongue.
୩୩ଜିସୁ ସେ ବଇରାକେ ଲକ୍ମନର୍ ଟାନେଅନି ବେଗ୍ଲାଇ କରି, ଡାକିନେଇ ତାର୍ ଦୁଇଟା କାନେ ଆଙ୍ଗ୍ଟି ପୁରାଇଲା ଆରି ତୁକିକରି ଆତ୍ସଙ୍ଗ୍ ସେ ଲକର୍ ଜିବେ ଲାଗାଇଲା,
34 Looking up to heaven, he sighed, and said to him, “Ephphatha!” that is, “Be opened!”
୩୪ଆରି ସରଗ୍ ବାଟେ ଦେକିକରି ଡେଙ୍ଗ୍ ପୁଣ୍ଡା ଦାରି ବଇରାକେ କଇଲା, “ଇପ୍ପତା!” ବଇଲେ ପୁଟିଅ ।
35 Immediately his ears were opened, and the impediment of his tongue was released, and he spoke clearly.
୩୫ସେ ଦାପ୍ରେ ତାର୍ କାନ୍ ଉଗାଡି ଅଇଲା, ଆରି ଜିବର୍ ବନ୍ଦନ୍ ପିଟିଗାଲା, ଆରି ସେ ନିମାନ୍ ସଙ୍ଗ୍ କାତା ଅଇବାର୍ ଦାର୍ଲା ।
36 He commanded them that they should tell no one, but the more he commanded them, so much the more widely they proclaimed it.
୩୬ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।
37 They were astonished beyond measure, saying, “He has done all things well. He makes even the deaf hear and the mute speak!”
୩୭ଆରି ଲକ୍ମନ୍ ଅଦିକ୍ କାବା ଅଇ କଇଲାଇ, “ସେ ସବୁ କାମ୍ ନିମାନ୍ ସଙ୍ଗ୍ କରିଆଚେ, ସେ ବଇରାମନ୍କେ ସୁନ୍ବା ବପୁ ଆରି ଗୁଲାମନ୍କେ କଇବା ବପୁ ମିସା ଦେଇଆଚେ ।”