< 1 Corinthians 12 >
1 Now about spiritual gifts, brothers, I do not want you to be uninformed.
୧ମର୍ ବାଇମନ୍, ତମେ ସୁକଲ୍ ଆତ୍ମା ଦେବା ଦାନ୍ ବିସଇର୍ ଜାଇଟା ଲେକିରଇଲାସ୍ ସେଟା ନିକସଙ୍ଗ୍ ବୁଜା ବଲି ମୁଇ କଲିନି ।
2 You know that when you were pagans, you were influenced and led astray to mute idols.
୨ତମେ ଜିସୁକେ ବିସ୍ବାସ୍ କର୍ବା ଆଗ୍ତୁ ଜିବନ୍ ନ ରଇବା ପୁତ୍ଲାମନ୍କେ ପୁଜାକରି ବାଟ୍ ବାନା ଅଇଜାଇ ରଇଲାସ୍ ।
3 Therefore I inform you that no one who is speaking by the Spirit of God says, “Jesus be cursed,” and no one can say, “Jesus is Lord,” except by the Holy Spirit.
୩ସେଟାର୍ପାଇ ମୁଇ ଏବେ ତମ୍କେ କଇଲିନି, ଜନ୍ ଲକ୍ ସୁକଲ୍ ଆତ୍ମାର୍ ଚାଲ୍ନା ପାଇଲାଆଚେ, ସେ ଜିସୁକେ ଅବିସାପ୍ ଦେଇ ନାପାରେ । ଆରି ଜନ୍ ଲକ୍ ତାର୍ ଆତ୍ମା ପାଏନାଇ, ସେ ଜିସୁ ପର୍ମେସର୍ ବଲି କଇନାପାରେ ।
4 There are different gifts, but the same Spirit.
୪ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ ।
5 There are different ministries, but the same Lord.
୫ସେବା ବିନ୍ ବିନ୍ ରକାମର୍, ମାତର୍ ଜନ୍ ମାପ୍ରୁ ସେବା ପାଇଲାନି, ସେ ଗଟେକ୍ ସେ ।
6 There are different ways of working, but the same God works all things in all people.
୬କାମ୍ କର୍ବା ବପୁ ବିନ୍ ବିନ୍ ରକାମର୍, ମାତର୍ ପର୍ମେସର୍ ଗଟେକ୍ । ସେ ଆକା ସବୁକେ ବପୁ ଦେଲାନି ।
7 Now to each one the manifestation of the Spirit is given for the common good.
୭ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି ।
8 To one there is given through the Spirit the message of wisdom, to another the message of knowledge by the same Spirit,
୮ସୁକଲ୍ ଆତ୍ମା କାକେ କାକେ ବୁଦିର୍ ବାକିଅ କଇବାକେ ଦେଇସି, ଆରି କାକେ କାକେ ଗିଆନର୍ ବାକିଅ ଦେଇସି ।
9 to another faith by the same Spirit, to another gifts of healing by that one Spirit,
୯ସେ ଗଟେକ୍ ସୁକଲ୍ ଆତ୍ମାସେ କାକେ କାକେ ବିସ୍ବାସ୍ ଦେଇସି ଆରି କାକେ କାକେ ନିକ ଅଇବା ବପୁର୍ ଦାନ୍ ଦେଇସି ।
10 to another the working of miracles, to another prophecy, to another distinguishing between spirits, to another speaking in various tongues, and to still another the interpretation of tongues.
୧୦କାକେ କାକେ କାବାଅଇଜିବା କାମ୍ କରିପାର୍ବା ବପୁ, କାକେ କାକେ ପର୍ମେସର୍ ଜାନାଇଲା କାତା କଇବା ବପୁ, କେତେ ଲକ୍କେ ଆତ୍ମା ଦେଇରଇବା ଦାନ୍ ଚିନ୍ବା ବପୁ, ଆରି କେତେକ୍ ଲକ୍କେ ସେ ନାଜାନି ରଇବା ବିନ୍ ବିନ୍ ବାସାଇ କାତା କଇବା ବପୁ, ଆରି କେତେକ୍ ଲକ୍କେ ସେ ବାସାର୍ ଅରତ୍ ବୁଜାଇବା ବପୁ ଦେଇରଇସି ।
11 All these are the work of one and the same Spirit, who apportions them to each one as He determines.
୧୧ମାତର୍ ଏ ସବୁଜାକ ବପୁ ଗଟେକ୍ ଆତ୍ମାସେ କରି ରଇସି । ସେ ନିଜର୍ ମନ୍ କଲା ଇସାବେ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ ବିସଇର୍ ଦାନ୍ ଦେଇରଇସି ।
12 The body is a unit, though it is composed of many parts. And although its parts are many, they all form one body. So it is with Christ.
୧୨ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
13 For in one Spirit we were all baptized into one body, whether Jews or Greeks, slave or free, and we were all given one Spirit to drink.
୧୩କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
14 For the body does not consist of one part, but of many.
୧୪ଆମର୍ ଗାଗଡ୍ ବିସଇ ଆରି ଗଟେକ୍ତର୍ ଚିନ୍ତା କରିଦେକୁ । ସେଟାକେ ଗଟେକ୍ ବାଗ୍ ନାଇ ମାତର୍ ବେସି ବାଗ୍ ଆଚେ ।
15 If the foot should say, “Because I am not a hand, I do not belong to the body,” that would not make it any less a part of the body.
୧୫ଜଦି ପାଦ୍, “ମୁଇ ଆତ୍ ନଇ, ମୁଇ ଗାଗଡର୍ ନଇ ।” ବଲିକରି କଇଲେ ମିସା ପାଦ୍ ଗାଗ୍ଡର୍ ସେ ।
16 And if the ear should say, “Because I am not an eye, I do not belong to the body,” that would not make it any less a part of the body.
୧୬ସେନ୍ତିସେ କାନ୍ ଜଦି, ମୁଇ ଆଁକି ନଇ, ମୁଇ ଗାଗଡେ ମିସ୍ବାଟା ନଇ ସେନ୍ତି କଇଲେ ମିସା ଆଁକି ଗାଗଡର୍ଟାସେ ।
17 If the whole body were an eye, where would the sense of hearing be? If the whole body were an ear, where would the sense of smell be?
୧୭ସବୁ ଗାଗଡ୍ ଜଦି ଗଟେକ୍ ଆଁକିସେ ରଇଲେ, ତେବେ ସୁନ୍ବାଟା କନ୍ତି ରଇତା? ସବୁ ଗାଗଡ୍ ଜଦି ଗଟେକ୍ କାନ୍ସେ ଅଇତା, ତେବେ ସୁଙ୍ଗ୍ବାଟା କନ୍ତି ରଇତା?
18 But in fact, God has arranged the members of the body, every one of them, according to His design.
୧୮ମାତର୍ ଗାଗଡ୍ ସେନ୍ତାରି ନଏଁ । କାଇକେବଇଲେ ପର୍ମେସର୍ ତାର୍ ନିଜର୍ ମନ୍ କଲା ଇସାବେ ଗାଗଡର୍ ସବୁ ବାଗ୍, ସମାନ୍ ଜାଗାଇ ସାଜାଡି ସଙ୍ଗଇଆଚେ ।
19 If they were all one part, where would the body be?
୧୯ଆରି ଗାଗଡ୍କେ ଜଦି ଗଟେକ୍ସେ ବାଗ୍ ରଇତା, ତେବେ ଗାଗଡ୍ ବଲି କେନ୍ତି ବଲାଇ ଅଇତା?
20 As it is, there are many parts, but one body.
୨୦ମାତର୍ ସତ୍ ବିସଇ ଅଇଲାନି ବେସି ବାଗ୍ ରଇଲେ ମିସା ଗାଗଡ୍ ଗଟେକ୍ସେ ।
21 The eye cannot say to the hand, “I do not need you.” Nor can the head say to the feet, “I do not need you.”
୨୧ତର୍ ଟାନେ ମର୍ କାଇ ଲଡା ନାଇ, ବଲି ଆଁକି ଆତ୍କେ କଇନାପାରେ କି, ମୁଣ୍ଡ୍ ପାଦ୍କେ କଇ ନାପାରେ ।
22 On the contrary, the parts of the body that seem to be weaker are indispensable,
୨୨କାଇକେବଇଲେ ଜନ୍ ଗାଗଡର୍ ବାଗ୍ ବିନ୍ଟାମନର୍ ତେଇଅନି ଦୁର୍ବଲ୍ ଆଚେ ବଲି ଆମେ ବାବ୍ଲୁନି, ସେଟାମନ୍ସେ ଆମ୍କେ ବେସି ଲଡାକେ ଆଇସି ।
23 and the parts we consider less honorable, we treat with greater honor. And our unpresentable parts are treated with special modesty,
୨୩ଆରି ଜନ୍ ଗାଗଡର୍ ବାଗ୍ ବେସି ମୁକିଅ ନାଇ, ଆରି ସୁନ୍ଦର୍ ନ ଡିସେ, ସେଟାମନ୍ସେ ଆମେ ନିକସଙ୍ଗ୍ ଜତନ୍ କରି ଡାବ୍ଲୁନି ।
24 whereas our presentable parts have no such need. But God has composed the body and has given greater honor to the parts that lacked it,
୨୪ଆରି ଜନ୍ ବାଗ୍ ବାଇରେ ଅନି ସୁନ୍ଦର୍ ଡିସ୍ସି, ସେଟାମନ୍ ସେନ୍ତାରି ଜତନ୍ କର୍ବା ଦର୍କାର୍ ନାଇ । ପର୍ମେସର୍ ଆମର୍ ଗାଗଡର୍ ବାଗ୍ମନ୍କେ କାଇକେ ଏନ୍ତି ସାଜାଇଲା ବଇଲେ, ଜନ୍ଟାକି ବେସି ମୁକିଅ ନାଇ ବଲି ଆମେ ବାବ୍ଲୁନି, ସେଟାମନ୍କେ ଆମେ ନିକସଙ୍ଗ୍ ଜତନ୍ କରି ସନ୍ମାନ୍ ଦେବୁ ।
25 so that there should be no division in the body, but that its members should have mutual concern for one another.
୨୫ଜେନ୍ତାରି କି ଗାଗଡର୍ ବାଗ୍ ସବୁ ଗଟେକ୍ ବାଗ୍ ଆରି ଗଟେକ୍ ବାଗ୍କେ ବିରଦ୍ ନ କରେ, ମାତର୍ ତାକର୍ ତାକର୍ ବିତ୍ରେ ସାଇଜ ଅଇବାଇ । ତେବେ ଗାଗଡର୍ ଗଟେକ୍ ବାଗ୍କେ ଦୁକା ଅଇଲେ, ସେଟା ସବୁର୍ପାଇ ଦୁକା ।
26 If one part suffers, every part suffers with it; if one part is honored, every part rejoices with it.
୨୬ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
27 Now you are the body of Christ, and each of you is a member of it.
୨୭ଆମେ ଜେତ୍କି ଲକ୍ ବିସ୍ବାସି, କିରିସ୍ଟର୍ ଗାଗଡ୍ ସଙ୍ଗ୍ ସମାନ୍ କରିଅଇସି । ଆରି ତେଇ ଆମେ ଗଟେକ୍ ଗଟେକ୍ ବାଗ୍ ।
28 And in the church God has appointed first of all apostles, second prophets, third teachers, then workers of miracles, and those with gifts of healing, helping, administration, and various tongues.
୨୮କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
29 Are all apostles? Are all prophets? Are all teachers? Do all work miracles?
୨୯ସେମନ୍ ସବୁଲକ୍ ପେରିତ୍ ନଅତ୍ କି ବବିସତ୍ବକ୍ତା କି ସିକାଉମନ୍ ନଅତ୍ । ସବୁଲକ୍କେ କାବା ଅଇଜିବା କାମ୍ କର୍ବା ବପୁ ନାଇ ।
30 Do all have gifts of healing? Do all speak in tongues? Do all interpret?
୩୦କି ନିକ କର୍ବା ବପୁ କି ନାଜାନ୍ବା କାତାଇ କଇବା ବପୁ, କି ଜନ୍ଟା କଇଲାଟା ବୁଜାଇବା ବପୁ ନାଇ ।
31 But eagerly desire the greater gifts. And now I will show you the most excellent way.
୩୧ତେବେ ଅଦିକ୍ ମୁକିଅ ରଇବା ବପୁ ପାଇବାକେ ଆମେ ମନ୍ କର୍ବାର୍ ଆଚେ । ସବୁର୍ଟାନେ ଅନି ମୁକିଅ ବପୁର୍ ବିସଇ ମୁଇ ତମ୍କେ ଜାନାଇବି ।