< 1 Corinthians 13 >
1 If I speak in the tongues of men and of angels, but have not love, I am only a ringing gong or a clanging cymbal.
୧ଜଦି ମୁଇ ଲକ୍ମନର୍ ବାସାଇ କି ସରଗର୍ ଦୁତ୍ମନର୍ ବାସାଇ କାତା ଅଇବି । ମର୍ ବାଇମନ୍କେ ମୁଇ ଆଲାଦ୍ ନ କରି ବଇଲେ, ମର୍ କାତା ଚୁଚାଇସେ, ଜେନ୍ତିକି ଗଟେକ୍ ସବଦ୍ ଅଇକରି ବାଜ୍ବା ଗଁଟା ପାରା ।
2 If I have the gift of prophecy and can fathom all mysteries and all knowledge, and if I have absolute faith so as to move mountains, but have not love, I am nothing.
୨ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
3 If I give all I possess to the poor and exult in the surrender of my body, but have not love, I gain nothing.
୩ଜଦି ମୁଇ ମର୍ ସବୁ ଦନ୍ ସଁପତି ଅର୍କିତ୍ ଲକ୍ମନ୍କେ ଦେଇରଇଲେ ମିସା, ଆରି କିରିସ୍ଟର୍ପାଇ ମର୍ ଗାଗଡ୍ ପଡାଇବାକେ ସର୍ପି ଦେଲେ ମିସା ମର୍ ଆଲାଦ୍ ନାଇ ବଇଲେ, ମର୍ପାଇ କାଇ ଲାବ୍ ନାଇ ।
4 Love is patient, love is kind. It does not envy, it does not boast, it is not proud.
୪ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ ।
5 It is not rude, it is not self-seeking, it is not easily angered, it keeps no account of wrongs.
୫ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
6 Love takes no pleasure in evil, but rejoices in the truth.
୬ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
7 It bears all things, believes all things, hopes all things, endures all things.
୭ସବୁ ବିସ୍ବାସ୍ କର୍ବୁ, ସବୁଟା ଆସାକର୍ବୁ, ସବୁବିସଇ ମୁରଚ୍ବାଟା ନ ଚାଡୁ ।
8 Love never fails. But where there are prophecies, they will cease; where there are tongues, they will be restrained; where there is knowledge, it will be dismissed.
୮ଆଲାଦ୍ କରାକରି ଅଇବାଟାର୍ ସେସ୍ ନାଇ । ପର୍ମେସରର୍ ବାକିଅ କଇବା ବପୁ, ଆରି ନାଜାନ୍ବା ବାସା କଇବା ବପୁ, ସବୁ ସାରିଜାଇସି । ସେନ୍ତାରିସେ ଆମ୍କେ ଗିଆନ୍ ରଇଲେ ମିସା ସେଟା ଆଜିଜାଇସି ।
9 For we know in part and we prophesy in part,
୯ମାତର୍ ଆମର୍ ଗିଆନ୍ ଏବେ ଜାକ ପୁରାପୁରୁନ୍ ଅଏ ନାଇତା । ଆରି ପର୍ମେସରର୍ ବାକିଅ କଇବାଟା ମିସା ଏବେ ଜାକ ପୁରାପୁରୁନ୍ ଅଏ ନାଇତା ।
10 but when the perfect comes, the partial passes away.
୧୦ମାତର୍ ଜେଡେବେଲେ ଗଟେକ୍ ଦିନ୍ ଆଇସି, ଆମେ ସବୁ ନିକକରି ଜାନ୍ବୁ । ସେ ଦିନ୍ମନ୍କେ ଲକ୍ମନ୍ ସଙ୍ଗର୍ ବିସ୍ବାସିମନ୍କେ ସିକାଇବାକେ ଦର୍କାର୍ ନ ପଡେ ।
11 When I was a child, I talked like a child, I thought like a child, I reasoned like a child. When I became a man, I set aside childish ways.
୧୧ମୁଇ ଜେଡେବେଲେ ପିଲା ରଇଲି, ପିଲାମନ୍ କଇଲାପାରା କାତା ଅଇଲି ଆରି ପିଲାମନ୍ ଚିନ୍ତା କଲାପାରା ଚିନ୍ତା କର୍ତେରଇଲି ଆରି ସେମନ୍ ବାବ୍ଲା ପାରା ବାବ୍ତେରଇଲି । ମାତର୍ ମୁଇ ଏବେ ବୟସେ ବଡ୍ ଅଇଗାଲିଜେ ପିଲାମନର୍ ପାରା ଚଲାଚଲ୍ତି କର୍ବାଟା ଚାଡିଦେଲି ।
12 Now we see but a dim reflection as in a mirror; then we shall see face to face. Now I know in part; then I shall know fully, even as I am fully known.
୧୨ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।
13 And now these three remain: faith, hope, and love; but the greatest of these is love.
୧୩ସାରାସାରି ତିନ୍ଟା ବିସଇ ଆଚେ, ପର୍ମେସର୍ ଟାନେ ବିସ୍ବାସ୍ କର୍ବାଟା, ସେ କାତା କଇଲାଟା ଆସା କର୍ବାଟା, ଆରି ବାଇମନର୍ ପାଇ ରଇବା ଆମର୍ ଆଲାଦ୍ । ଏ ତିନ୍ଟା ବିତ୍ରେଅନି ବାଇମନ୍କେ ଆଲାଦ୍ କର୍ବାଟା ସବୁର୍ଟାନେଅନି ମୁକିଅ ବିସଇ ।