< 1 Corinthians 7 >
1 Now for the matters you wrote about: It is good to abstain from sexual relations.
୧ଏବେ ତମେ ଲେକ୍ଲାଟାନେ ଜନ୍ ସବୁ ବିସଇ ଆଚେ, ସେ ସବୁର୍ ଉତର୍ ମୁଇ ଦେବି । ତମେ ପାଚାରିରଇଲାସ୍ ବିସ୍ବାସିମନ୍ ବିବା ନ ଅଇବାଟା ନିକ କି?
2 But because there is so much sexual immorality, each man should have his own wife, and each woman her own husband.
୨ଉଁ ସେଟା ସତ୍, ମାତର୍ ବେସି ଲକ୍ ବେବିଚାର୍ କାମେ ଚଲାଚଲ୍ତି କଲାଇନି । ମୁଇ କଇଲିନି ଗଟେକ୍ ଗଟେକ୍ ମୁନୁସ୍କେ ତାର୍ ନିଜର୍ ମାଇଜି ଆରି ଗଟେକ୍ ଗଟେକ୍ ମାଇଜିକେ ତାର୍ ନିଜର୍ ମୁନୁସ୍ ରଇବାର୍ ଆଚେ ।
3 The husband should fulfill his marital duty to his wife, and likewise the wife to her husband.
୩ଗଟେକ୍ ମନସ୍ ବିବା ଅଇଲାର୍ ଲାଗି, ତାର୍ ମାଇଜିକେ କରିରଇବା ସବୁ ଦାଇତ୍ କର୍ବାର୍ ଆଚେ । ସେନ୍ତାରିସେ ମାଇଜି ମିସା ତାର୍ ମୁନୁସ୍କେ କର୍ବାର୍ ଆଚେ ।
4 The wife does not have authority over her own body, but the husband. Likewise the husband does not have authority over his own body, but the wife.
୪ମାଇଜିକେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମୁନୁସର୍ ଆଚେ । ସେନ୍ତାରିସେ ମୁନୁସ୍କେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମାଇଜିର୍ ଆଚେ ।
5 Do not deprive each other, except by mutual consent and for a time, so you may devote yourselves to prayer. Then come together again, so that Satan will not tempt you through your lack of self-control.
୫ଦୁଇ ମାଇଜି ମୁନୁସ୍ ବେଗ୍ଲିକରି ନ ରଅତ୍ । ମାତର୍ ବେଗ୍ଲିକରି ରଇବାର୍ ଆଲେ, ଦୁଇ ଲକ୍ ରାଜି ଉଆ । ଜେନ୍ତାରି କି ସେ ବେଗ୍ଲି ରଇବା ବେଲାଇ, ପାର୍ତନା କରିଅଇସି । ମାତର୍ ତାର୍ପଚେ ଆରିତରେକ୍ ଆସି ମିସାଆ । ଏନ୍ତାରିକଲେ ସଇତାନର୍ ପରିକାତେଇ ଅନି ତମେ ରକିଆ ପାଇସା । କାଇକେବଇଲେ ତମ୍କେ ମୁର୍ଚିକରି ରଇବା ବପୁ ଉନା ଆଚେ ।
6 I say this as a concession, not as a command.
୬ଏ ବିସଇ ମୁଇ ତମ୍କେ ଜେତ୍କି କଇଲି ଆଚି, ସେଟା ଆଦେସ୍ ଦେଲା ପାରା କଇନାଇ, ମାତର୍ ତମର୍ ଦୁର୍ବଲ୍ ଜାନିକରି ଉପଦେସ୍ ଦେଲା ପାରା କଇଲିନି ।
7 I wish that all men were as I am. But each man has his own gift from God; one has this gift, another has that.
୭ତମେ ସବୁଲକ୍ ମର୍ପାରା ବିବା ନ ଉଆ ବଲି ମୁଇ ମନ୍ କଲିନି । ମାତର୍ ଗଟେକ୍ ଗଟେକ୍ ଲକ୍କେ ପର୍ମେସରର୍ ଟାନେଅନି ମୁଲିଅ ରଇବା ଦାନ୍ ମିଲିଆଚେ । ଗଟେକ୍ ଲକ୍କେ ଗଟେକ୍ ରକାମ୍ଟା ଆରି ବିନ୍ ଲକ୍କେ ବିନ୍ ରକାମ୍ ଦାନ୍ ଦେଲାଆଚେ ।
8 Now to the unmarried and widows I say this: It is good for them to remain unmarried, as I am.
୮ଏବେ ମୁଇ ବିବା ନ ଅଇରଇବା, ଆରି ରାଣ୍ଡି ମାଇଜିମନ୍କେ କଇଲିନି, ତମେ ମର୍ ପାରା ଏକ୍ଲା ରଇଲେ ତମର୍ପାଇ ନିକ ଅଇସି ।
9 But if they cannot control themselves, let them marry. For it is better to marry than to burn with passion.
୯ମାତର୍ ତମେ ଜଦି ମନର୍ ଲାଲ୍ସା ମୁର୍ଚିକରି ରଇ ନାପାର୍ଲାସ୍ନି ବଇଲେ, ବିବା ଅଇବାଟା ନିକ । କାଇକେବଇଲେ ଲାଲ୍ସାଇ ପଡିଜିବା ବାଦୁଲେ ବିବା ଅଇବାଟା ନିକ ।
10 To the married I give this command (not I, but the Lord): A wife must not separate from her husband.
୧୦ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
11 But if she does, she must remain unmarried or else be reconciled to her husband. And a husband must not divorce his wife.
୧୧ଜଦି ତାକେ ଚାଡ୍ଲେ, ବିବା ନ ଅଇତେ ରୁଆ । ନଇଲେ ଆରି ଗଟେକ୍ ତର୍ ନିଜର୍ ମୁନୁସ୍ ସଙ୍ଗ୍ ମିସା । ଜଦି ତମେ ବିବାଇ ମୁନୁସ୍, ନିଜର୍ ମାଇଜିକେ ନ ଚାଡା ।
12 To the rest I say this (I, not the Lord): If a brother has an unbelieving wife and she is willing to live with him, he must not divorce her.
୧୨ଏବେ ମୁଇ ବିସ୍ବାସିମନ୍ ଜେ କି ବିସ୍ବାସ୍ ନ କଲାଟାମନ୍କେ ବିବା ଅଇଆଚତ୍, ସେମନ୍କେ କଇଲିନି, ମୁଇ କଇନାଇ ମାପ୍ରୁ କଇଲାନି, । ଜଦି ଗଟେକ୍ ବିସ୍ବାସି, ବିସ୍ବାସ୍ ନଇଲା ମାଇଜିକେ ବିବା ଅଇଲାଆଚେ, ଆରି ସେ ମାଇଜି ତାର୍ ସଙ୍ଗ୍ ମିସି ରଇବାକେ ମନ୍ କର୍ସି ବଇଲେ, ସେ ବାଇ ତାକେ ନ ଚାଡ ।
13 And if a woman has an unbelieving husband and he is willing to live with her, she must not divorce him.
୧୩ଆରି ଜନ୍ ବିସ୍ବାସି ମାଇଜି ବିସ୍ବାସ୍ ନ କଲା ମୁନୁସ୍କେ ବିବାଅଇରଇସି, ଆରି ସେ ତାର୍ସଙ୍ଗ୍ ମିସି ରଇବାକେ ମନ୍ କର୍ସି, ତେବେ ସେ ନିଜର୍ ମୁନୁସ୍କେ ନ ଚାଡ ।
14 For the unbelieving husband is sanctified through his believing wife, and the unbelieving wife is sanctified through her believing husband. Otherwise your children would be unclean, but now they are holy.
୧୪କାଇକେବଇଲେ ଜଦି ତମେ ଗଟେକ୍ ବିସ୍ବାସି ମାଇଜି, ବିସ୍ବାସ୍ ନ କର୍ବା ମୁନୁସ୍କେ ବିବା ଅଇଆଚାସ୍, ତର୍ ମୁନୁସ୍ ତର୍ ସଙ୍ଗ୍ ମିସ୍ଲାର୍ପାଇ ତାକେ ପର୍ମେସର୍ ତାର୍ ନିଜର୍ ସୁକଲ୍ ଲକ୍ କଲାଆଚେ । ସେନ୍ତାରିସେ ବିସ୍ବାସ୍ ନ କରିରଇବା ମାଇଜିକେ, ପର୍ମେସର୍ ଡାକ୍ଲା ଆଚେ । କାଇକେବଇଲେ ସେ ବିସ୍ବାସ୍ କର୍ବା ମନସ୍ ସଙ୍ଗ୍ ମିସ୍ଲା ଆଚେ । ଏନ୍ତାରି ନ ରଇଲେ ତମର୍ ପିଲାମନ୍ ବିସ୍ବାସ୍ ନ କର୍ବା ଲକର୍ ପିଲାମନର୍ପାରା ଅଇତାଇ । ମାତର୍ ଏବେ ସେମନ୍କେ ମିସା ପର୍ମେସର୍ ତାର୍ ନିଜର୍ ଲକ୍ କଲାଆଚେ ।
15 But if the unbeliever leaves, let him go. The believing brother or sister is not bound in such cases. God has called you to live in peace.
୧୫ସେ ଜାଇଟା ମିସା ଅ, ଜଦି ଗଟେକ୍ ବିସ୍ବାସ୍ ନ କଲା ଲକ୍ ତାର୍ ବିସ୍ବାସି ମାଇଜି କି ମୁନୁସର୍ ଟାନେଅନି ବିନେ ଅଇବାକେ ମନ୍ କଲାନି ବଇଲେ, ସେ ବିନେ ଅ । ଏନ୍ତାରି ଅଇଲେ କିରିସ୍ଟକେ ବିସ୍ବାସ୍ କର୍ବା ମାଇଜି କି ମୁନୁସ୍ ବିବା ବନ୍ଦ୍ନେ ଅନି ମୁକ୍ଲି ଆଚେ । ପର୍ମେସର୍ ତମ୍କେ ସାନ୍ତିସଙ୍ଗ୍ ମିସି ବିଡି ଜିଇବାକାଇବାକେ ଡାକ୍ଲା ଆଚେ ।
16 How do you know, wife, whether you will save your husband? Or how do you know, husband, whether you will save your wife?
୧୬ଅଇପାରେ, ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମାଇଜି, ତର୍ ବିସ୍ବାସ୍ ନ କଲା ମୁନୁସ୍କେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇପାରୁସ୍ । ସେନ୍ତାରିସେ ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମୁନୁସ୍, ତର୍ ବିସ୍ବାସ୍ ନ କଲା ମାଇଜିକେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇ ପାରୁସ୍ ।
17 Regardless, each one should lead the life that the Lord has assigned to him and to which God has called him. This is what I prescribe in all the churches.
୧୭ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
18 Was a man already circumcised when he was called? He should not become uncircumcised. Was a man still uncircumcised when called? He should not be circumcised.
୧୮ଜଦି ତମେ ଗଟେକ୍ ସୁନତ୍ ଅଇଲା ଜିଉଦି ଲକ୍ ଆରି ପର୍ମେସର୍ ତମ୍କେ ଡାକ୍ଲାଆଚେ, ସେନ୍ତାର୍ ଆଲେ ତମେ ତମର୍ ଗାଗ୍ଡେଅନି ସୁନତ୍ ଚିନ୍ ଲିବାଇବାକେ ଚେସ୍ଟା କରା ନାଇ । ସେନ୍ତାରିସେ ତମେ ଜଦି ଜିଉଦି ନ ଅଇଲା ଲକ୍ ଜାକେ କି ପର୍ମେସର୍ ଡାକ୍ଲା ଆଚେ, ତମେ ସୁନତ୍ ଅଇବାକେ ଚେସ୍ଟା କରାନାଇ ।
19 Circumcision is nothing and uncircumcision is nothing. Keeping God’s commandments is what counts.
୧୯ଲକ୍ମନ୍ ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ନାଇ, ପର୍ମେସରର୍ ଆଦେସ୍ ମାନ୍ବାଟାସେ ମୁକିଅ ।
20 Each one should remain in the situation he was in when he was called.
୨୦ମାପ୍ରୁ ତମ୍କେ ଜନ୍ ଇସାବେ ଡାକିଆଚେ, ତମେ ସେ ଇସାବେ ରୁଆ ।
21 Were you a slave when you were called? Do not let it concern you—but if you can gain your freedom, take the opportunity.
୨୧ପର୍ମେସର୍ ତମ୍କେ ଡାକ୍ଲାବେଲେ ତମେ କାଇ ଗତିଦାଙ୍ଗ୍ଡା ରଇଲାସ୍ କି? ସେ ବିସଇନେଇ ମନ୍ଦୁକ୍ କରାନାଇ । ଜଦି ତର୍ ସାଉକାର୍ ତକେ ମୁକ୍ଲାଇଲାନି, ତେବେ ଉଟିଜା ।
22 For he who was a slave when he was called by the Lord is the Lord’s freedman. Conversely, he who was a free man when he was called is Christ’s slave.
୨୨ମାପ୍ରୁ ଡାକ୍ଲାବେଲେ ଜେ ଗତିଦାଙ୍ଗ୍ଡା ରଇଲା ସେ ଏବେ ମୁକ୍ଲି ରଇଲା ଲକ୍ । କାଇକେବଇଲେ ମାପ୍ରୁ ତାକେ ମୁକ୍ଲାଇ ଆଚେ । ସେନ୍ତାରିସେ ଏବେ ଜେ ମୁକ୍ଲିକରି ଆଚେ, ସେ କିରିସ୍ଟର୍ ଗତିଦାଙ୍ଗ୍ଡା ।
23 You were bought at a price; do not become slaves of men.
୨୩ତମ୍କେ ଅଦିକ୍ ଦାମ୍ ଦେଇ ଗେନାଅଇଆଚେ । ଲକ୍ମନର୍ ଗତିଦାଙ୍ଗ୍ଡା ଉଆ ନାଇ ।
24 Brothers, each one should remain in the situation he was in when God called him.
୨୪ଏ ବାଇବଇନିମନ୍, ତମ୍କେ ପର୍ମେସର୍ ଡାକ୍ଲାବେଲେ ଜନ୍ ଇସାବେ ରଇଲାସ୍, ସେ ଇସାବେ ପର୍ମେସର୍ ସଙ୍ଗ୍ ମିସିକରି ରଇବାର୍ ଆଚେ ।
25 Now about virgins, I have no command from the Lord, but I give a judgment as one who by the Lord’s mercy is trustworthy.
୨୫ଏବେ ମୁଇ ବିବା ନ ଅଇଲା ଦାଙ୍ଗ୍ଡାଦାଙ୍ଗ୍ଡି ବିସଇନେଇ ଲେକ୍ବି । ସେ ବିସଇନେଇ ମାପ୍ରୁର୍ ଲଗେଅନି କାଇ ଆଦେସ୍ ପାଇନାଇ । ମାତର୍ ପର୍ମେସର୍ ମକେ ଦୟା କରି ଗଟେକ୍ ସତ୍ଦରମ୍ ଲକ୍ ଇସାବେ ନିଜର୍ ମନର୍ କାତା କଇଲିନି ।
26 Because of the present crisis, I think it is good for a man to remain as he is.
୨୬ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
27 Are you committed to a wife? Do not seek to be released. Are you free of commitment? Do not look for a wife.
୨୭ତମେ କାଇ ମାଇଜି ସଙ୍ଗ୍ ବାନ୍ଦିଅଇ ଆଚାସ୍ କି? ସେନ୍ତାର୍ଆଲେ ମୁକଲ୍ବାକେ ଚେସ୍ଟା କରାନାଇ । ତମେ କାଇ ବିବା ଉଆସ୍ ନାଇ କି? ସେନ୍ତାର୍ଆଲେ ମାଇଜି କଜ୍ବାକେ ଚେସ୍ଟା କରାନାଇ ।
28 But if you do marry, you have not sinned. And if a virgin marries, she has not sinned. But those who marry will face troubles in this life, and I want to spare you this.
୨୮ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି ।
29 What I am saying, brothers, is that the time is short. From now on those who have wives should live as if they had none;
୨୯ମାତର୍ ଏ ବାଇମନ୍ ମୁଇ ତମ୍କେ କଇଲିନି, ଏବେ ଆମ୍କେ ଅଲପ୍ ଦିନ୍ ଆଚେ । ଏଟାର୍ ପାଇ ଏବେଅନି ଜେ ବିବା ଅଇଆଚେ ସେ ବିବା ନ ଅଇଲା ଲକର୍ ପାରା ରଅ ।
30 those who weep, as if they did not; those who are joyful, as if they were not; those who make a purchase, as if they had nothing;
୩୦ସେନ୍ତାରିସେ ଜନ୍ ଲକ୍ମନ୍ କାନ୍ଦାବୁବା ଅଇରଇଲାସ୍ନି, ସେମନ୍ କାନ୍ଦାବୁବା ନ ଅଇ ରଇଲା ଲକର୍ ପାରା ରୁଆ । ଆରି ଜନ୍ ଲକ୍ମନ୍ ସାର୍ଦା ଅଇରଇଲାଇନି, ସେମନ୍ ସାର୍ଦା ନ ଅଇଲା ଲକର୍ ପାରା ଅଇ ରଅତ୍ । ଜନ୍ ଲକ୍ମନ୍ ଗେନ୍ବାଇ, ସେଟା ନିଜର୍ଟା ନଏଁ ବଇଲାପାରା ରଅତ୍ ।
31 and those who use the things of this world, as if not dependent on them. For this world in its present form is passing away.
୩୧ଜନ୍ ଲକ୍ମନ୍ ଜଗତର୍ ଜିନିସ୍ ନେଇ ବେବାର୍ପାନି କଲାଇନି, ସେମନ୍ ସବୁବେଲେ ସେ ବିସଇ ଚିନ୍ତା ନ କଲା ଲକର୍ ପାରା ରଅତ୍ । କାଇକେବଇଲେ ଜନ୍ ଜଗତେ ଆମେ ଆଚୁ, ସେ ଜଗତର୍ ସବୁ ଜିନିସ୍ ବୁଡିଜାଇସି ।
32 I want you to be free from concern. The unmarried man is concerned about the work of the Lord, how he can please the Lord.
୩୨ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
33 But the married man is concerned about the affairs of this world, how he can please his wife,
୩୩ମାତର୍ ଜେ ବିବାଅଇଆଚେ, ସେ ଏ ଜଗତର୍ ସବୁ ବିସଇନେଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ମାଇଜିକେ ସାର୍ଦାସଙ୍ଗ୍ ରକ୍ବାକେ ମନ୍ କର୍ସି ।
34 and his interests are divided. The unmarried woman or virgin is concerned about the work of the Lord, how she can be holy in both body and spirit. But the married woman is concerned about the affairs of this world, how she can please her husband.
୩୪ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।
35 I am saying this for your own good, not to restrict you, but in order to promote proper decorum and undivided devotion to the Lord.
୩୫ଏ କାତା ମୁଇ ତମ୍କେ ନିଜର୍ ମଙ୍ଗଲର୍ ପାଇ କଇଲିନି । ତମ୍କେ ଆଦେସ୍ ମାନ୍ବାକେ ଦେଇ ନାଇ ମାତର୍ ତମେ ଜେନ୍ତିକି ସତ୍ ବାବେ ଚଲାଚଲ୍ତି କରି ଏନେତେନେ ଚିନ୍ତା ନ ଅଇକରି ପୁରାପୁରୁନ୍ ବାବେ ମାପ୍ରୁକେ ସର୍ପି ଅଇବାକେ କଇଲିନି ।
36 However, if someone thinks he is acting inappropriately toward his betrothed, and if she is beyond her youth and they ought to marry, let him do as he wishes; he is not sinning; they should get married.
୩୬କନିଆ ମାଙ୍ଗ୍ନି ଅଇଲାପଚେ ଜଦି ଜନ୍ ମନସ୍ ତାର୍ ମାଙ୍ଗ୍ଲା ମାଇଜି ସଙ୍ଗ୍ ଟିକ୍ସଙ୍ଗ୍ ଚଲାଚଲ୍ତି କରି ନାପାର୍ଲାନି ଆରି ତାର୍ ଲାଲ୍ସା ସେ କନିଆ ଉପ୍ରେ ବଡିଗାଲାନି, । ତାର୍ ଇସାବେ ବିବା ଅଇବାର୍ ଆଚେ ଆକା ବଇଲେ, ସେ ବିବା ଅଇ ପାରେ । ଏଟାର୍ପାଇ କାଇ ପାପ୍ ନାଇ ।
37 But the man who is firmly established in his heart and under no constraint, with control over his will and resolve in his heart not to marry the virgin, he will do well.
୩୭ମାତର୍ ସେ ଜଦି କାର୍ ବାଦିଅ ନ ଅଇ ତାର୍ ମନ୍ ଡାଟ୍ କରି ଟିକ୍କଲେ, ଆରି ତାର୍ ମନ୍ କଲାଟା ପୁରାପୁରୁନ୍ ଦାରି ରକିପାର୍ଲେ, ସେ ଡିଣ୍ଡା ଟକିକେ ବିବା ନ କଲେ ନିକ ।
38 So then, he who marries the virgin does well, but he who does not marry her does even better.
୩୮ତେବେ ଜାକେ ଡିଣ୍ଡା ଟକିର୍ ମାଙ୍ଗ୍ନି ଅଇଲା ଆଚେ, ସେ ଟିକ୍ କାମ୍ କଲାନି, ମାତର୍ ଜେ ବିବା ନ ଅଏ, ସେ ତାର୍ ତେଇଅନି ଅଦିକ୍ ନିମାନ୍ କାମ୍ କଲାନି ।
39 A wife is bound to her husband as long as he lives. But if her husband dies, she is free to marry anyone she wishes, as long as he belongs to the Lord.
୩୯ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
40 In my judgment, however, she is happier if she remains as she is. And I think that I too have the Spirit of God.
୪୦ମୁଇ ବାବ୍ଲିନି ସେ ବିବା ନ ଅଇ ସେନ୍ତିସେ ରଇଲେ ଅଦିକ୍ ସୁକ୍ ମିଲ୍ସି । ଆରି ଏଟା ପରମେସରର୍ ସୁକଲ୍ ଆତ୍ମାର୍ ମନ୍ କଲାଟା ବଲି ମୁଇ ବାବ୍ଲିନି ।