< 1 Peter 5 >
1 As a fellow elder, a witness of Christ’s sufferings, and a partaker of the glory to be revealed, I appeal to the elders among you:
୧ତମର୍ ମଣ୍ଡଲିର୍ ପାର୍ଚିନ୍ମନ୍କେ ଗଟେକ୍ ବିସଇ କଇବାକେ ମୁଇ ମନ୍ କଲିନି । କାଇକେବଇଲେ ମୁଇ ମିସା ଗଟେକ୍ ପାର୍ଚିନ୍ । କିରିସ୍ଟ ଦୁକ୍କସ୍ଟ ମୁରଚ୍ଲାଟା ମୁଇ ଦେକିଆଚି । ଆରି ତାର୍ ଡାକ୍ପୁଟା ଜାନାଇବା ଦିନେ ମୁଇ ମିସା ତେଇ ମିସ୍ବି । ମୁଇ ତମ୍କେ ବାବୁଜିଆ କଲିନି,
2 Be shepherds of God’s flock that is among you, watching over them not out of compulsion, but because it is God’s will; not out of greed, but out of eagerness;
୨ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
3 not lording it over those entrusted to you, but being examples to the flock.
୩ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
4 And when the Chief Shepherd appears, you will receive the crown of glory that will never fade away.
୪ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି ।
5 Young men, in the same way, submit yourselves to your elders. And all of you, clothe yourselves with humility toward one another, because, “God opposes the proud, but gives grace to the humble.”
୫ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି ।
6 Humble yourselves, therefore, under God’s mighty hand, so that in due time He may exalt you.
୬ସବୁର୍ଟାନେ ଅନି ବପୁ ରଇବା ପର୍ମେସର୍କେ ନିଜେ ସର୍ପିଉଆ । ତାର୍ ସମାନ୍ ବେଲାଇ ସେ ତମ୍କେ ଉଟାଇସି ।
7 Cast all your anxiety on Him, because He cares for you.
୭ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
8 Be sober-minded and alert. Your adversary the devil prowls around like a roaring lion, seeking someone to devour.
୮ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
9 Resist him, standing firm in your faith and in the knowledge that your brothers throughout the world are undergoing the same kinds of suffering.
୯ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
10 And after you have suffered for a little while, the God of all grace, who has called you to His eternal glory in Christ, will Himself restore you, secure you, strengthen you, and establish you. (aiōnios )
୧୦ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ । (aiōnios )
11 To Him be the power forever and ever. Amen. (aiōn )
୧୧ତାକେ ସବୁର୍ଟାନେଅନି ବପୁଆଚେ, ସେ ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । ଆମେନ୍ । (aiōn )
12 Through Silvanus, whom I regard as a faithful brother, I have written to you briefly, encouraging you and testifying that this is the true grace of God. Stand firm in it.
୧୨ଏ ଅଲପ୍ ବିସଇର୍ ଚିଟି ଲେକ୍ବାକେ ସିଲା ମକେ ସାଇଜ କରିରଇଲା । ସେ ଗଟେକ୍ ଆମର୍ ବିସ୍ବାସି ବାଇ । ତମର୍ ବିସ୍ବାସ୍ ଡାଟ୍ କରାଇବାକେ ଆରି ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମେ ସତଇସେ ଜାନ୍ଲାସ୍ନି ବଲି ଟିକ୍ କର୍ବାକେ ମୁଇ ଏ ଚିଟି ଲେକ୍ଲିନି । ତାର୍ ଜିବନ୍ ଦୁକାଇଲାଟାନେ ତମେ ଡାଟ୍ ସଙ୍ଗ୍ ରୁଆ ।
13 The church in Babylon, chosen together with you, sends you greetings, as does my son Mark.
୧୩ବାବିଲନେ ରଇବା ତମର୍ ବିସ୍ବାସି ବାଇବଇନିମନ୍ ତାକର୍ ଜୁଆର୍ ଜାନାଇଲାଇନି । ପର୍ମେସର୍ ସେମନ୍କେ ବାଚ୍ଲାଆଚେ । ମାର୍କ ଜାକେ କି ମର୍ ପଅ ଇସାବେ ଦେକ୍ଲିନି, ସେମିସା ତାର୍ ଜୁଆର୍ ଜାନାଇଲାନି ।
14 Greet one another with a kiss of love. Peace to all of you who are in Christ.
୧୪ତମର୍ ବିତ୍ରେ ଆଲାଦ୍ ଆଚେ ବଲି ଦେକାଇବାକେ ଆତେ ଦାରି ଜୁଆର୍ କରାକରିଉଆ । କିରିସ୍ଟର୍ତେଇ ଜେତ୍କି ଲକ୍ ମିସ୍ଲାଇଆଚତ୍ ସେମନ୍ ସବୁ ଲକ୍କେ ସାନ୍ତି ମିଲ ।