< 1 Thessalonians 5 >
1 Now about the times and seasons, brothers, we do not need to write to you.
୧ଏ ବାଇମନ୍, ମାପ୍ରୁ ଜିସୁର୍ ଦିନ୍ କେବେ ଆରି କେଡେବେଲେ ଗଟ୍ସି, ସେ ବିସଇ ତମ୍କେ ଆରି ଅଦିକ୍ ଲେକ୍ବାକେ ଲଡା ନାଇ,
2 For you are fully aware that the Day of the Lord will come like a thief in the night.
୨କାଇକେବଇଲେ ମାପ୍ରୁର୍ ଦିନ୍ ଗଟେକ୍ ଚର୍ ରାତିଆ ଗରେ ଆସି ପୁର୍ଲାପାରା କେଟ୍ସି ।
3 While people are saying, “Peace and security,” destruction will come upon them suddenly, like labor pains on a pregnant woman, and they will not escape.
୩ଜେଡେବେଲେ ଲକ୍ମନ୍ ସାନ୍ତିସଙ୍ଗ୍ ରଇକରି ଆମ୍କେ ଆରି କାଇ ବିପଦ୍ ନ ଆସେ ବଲି ବାବ୍ତେରଇବାଇ, ସେଡ୍କିବେଲେ ଅଟାତ୍ ଗାଗ୍ଡେଅଇ ରଇଲା ମାଇଜିକେ ପିଲା ଜନମ୍ ଅଇବାବେଲର୍ ଦୁକାସୁକାପାରା ବିନାସର୍ ବେଲା ଆସି କେଟ୍ସି । ଆରି ସେମନ୍ କାଇଟା କଲେମିସା ତେଇଅନି ବଁଚି ନାପାରତ୍ ।
4 But you, brothers, are not in the darkness so that this day should overtake you like a thief.
୪ମାତର୍ ଏ ବାଇବଇନିମନ୍, ଏବେ ତମେ ଆନ୍ଦାରେ ବାସାଅଇ ରୁଆସ୍ ନାଇ । ତେବେ ସେ ଦିନ୍ ତମର୍ ନାଜାନ୍ତେ ଆରି ଜାଗ୍ରତ୍ ନ ରଇଲା ବେଲାଇ ଚର୍ପାରା ଅଇ ନ ଆସେ ।
5 For you are all sons of the light and sons of the day; we do not belong to the night or to the darkness.
୫ତମେ ସବୁଲକ୍ ଉଜଲ୍ ଆରି ଦିନ୍ ବେଲର୍ ପିଲାମନ୍ । ଆମେ ରାତିଆଇ କି ଆନ୍ଦାରେ ରଉନାଇ ।
6 So then, let us not sleep as the others do, but let us remain awake and sober.
୬ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ ।
7 For those who sleep, sleep at night; and those who get drunk, get drunk at night.
୭ତେବେ ଜନ୍ ଲକ୍ମନ୍ ସଇବାଇ, ସେମନ୍ ରାତିବେଲେ ସଇବାଇ । ଆରି ଜନ୍ ଲକ୍ମନ୍ ମାତ୍ବାଇ, ସେମନ୍ ରାତିଆ ମାତ୍ବାଇ ।
8 But since we belong to the day, let us be sober, putting on the breastplate of faith and love, and the helmet of our hope of salvation.
୮ଆମର୍ ବିସ୍ବାସ୍ ଆରି ଆମର୍ ଆଲାଦ୍ ଗଟେକ୍ ରକିଆ ପାଇବା ଲୁଆର୍ ବସ୍ତର୍ ପାରା ରକିଆ କର୍ସି । ଆମର୍ ଆସା ଗଟେକ୍ ଲୁଆର୍ ଟପି ପାରା ଆମ୍କେ ରକିଆ କର୍ସି ।
9 For God has not appointed us to suffer wrath, but to obtain salvation through our Lord Jesus Christ.
୯କାଇକେବଇଲେ ପର୍ମେସର୍ ଆମ୍କେ ରିସାର୍ ମୁତାର୍ ଡଣ୍ଡ୍ ପାଇବାକେ ନ ବାଚିକରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି, ମୁକ୍ତି ପାଇବାକେ ତିଆର୍ କଲାଆଚେ ।
10 He died for us so that, whether we are awake or asleep, we may live together with Him.
୧୦ସେ ଆମର୍ ଲାଗି ତାର୍ ଜିବନ୍ ଦେଲା । ଜେନ୍ତିକି ଆମେ ଜାଗ୍ରତ୍ ଅଇକରି ରଇଲେ କି ସଇକରି ରଇଲେ ମିସା ତାର୍ ସଙ୍ଗ୍ ଜିଇକରି ରଇବାର୍ ଅଇସି ।
11 Therefore encourage and build one another up, just as you are already doing.
୧୧ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ ।
12 But we ask you, brothers, to acknowledge those who work diligently among you, who preside over you in the Lord and give you instruction.
୧୨ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ତମର୍ ବିତ୍ରେ ଜନ୍ ଲକ୍ମନ୍ କସ୍ଟ କର୍ବାଇ, ଆରି ମାପ୍ରୁର୍ ସେବା କାମେ ମିସିକରି, ନେତା ପାରା ରଇକରି ତମ୍କେ ସିକାଇବାଇ, ସେମନ୍କେ ମାନିଅ କରା ।
13 In love, hold them in highest regard because of their work. Live in peace with one another.
୧୩ତାକର୍ କାମର୍ ଲାଗି ସେମନ୍କେ ଜିବନ୍ ପରାନ୍ ଦେଇକରି ଆଲାଦ୍ କରା । ନିଜର୍ ନିଜର୍ ଲକ୍ମନର୍ ସଙ୍ଗ୍ ସାନ୍ତିସଙ୍ଗ୍ ରୁଆ ।
14 And we urge you, brothers, to admonish the unruly, encourage the fainthearted, help the weak, and be patient with everyone.
୧୪ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ପାଇଟି କାବାଡ୍ ନ କରି ବାଡୁ ଅଇ ରଇବା ଲକ୍ମନ୍କେ ଜାଗ୍ରତ୍ କରା । ତାକ୍ଲା ପୁଣ୍ଡ୍ଲା ଲକ୍ମନ୍କେ ଜତନ୍ କରା । ଡର୍ବା ଲକ୍ମନ୍କେ ସାଆସ୍ ଦିଆସ୍ । ଲକ୍ମନର୍ କୁଆ କାତା ମୁର୍ଚି କରି ରୁଆ ।
15 Make sure that no one repays evil for evil. Always pursue what is good for one another and for all people.
୧୫ଜାଗର୍ତା, କେ ମିସା କାର୍ଆଲେ ଅନିଆଇର୍ ବାଦୁଲେ ଅନିଆଇ ନ କରା । ତାର୍ ବାଦୁଲେ ନିଜର୍ ନିଜର୍ ବିତ୍ରେ ଆରି ସବୁଲକର୍ ପାଇ ସବୁବେଲେ ମଙ୍ଗଲ୍ କର୍ବାକେ ଚେସ୍ଟା କରା ।
୧୬ସବୁବେଲେ ସାର୍ଦାଅଇ ରୁଆ ।
18 Give thanks in every circumstance, for this is God’s will for you in Christ Jesus.
୧୮ସବୁ ସୁକ୍ ଦୁକ୍ ବେଲେ ମାପ୍ରୁକେ ଦନିଅବାଦ୍ ଦିଆସ୍ । କାଇକେବଇଲେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି ଜିଉନା କାଉନା କଲାସ୍ନି ବଲି ପର୍ମେସର୍ ତମର୍ଟାନେ ଅନି ମାଙ୍ଗ୍ଲାନି ।
19 Do not extinguish the Spirit.
୧୯ସୁକଲ୍ଆତ୍ମାକେ ଏଲା କରାନାଇ ।
20 Do not treat prophecies with contempt,
୨୦ସୁକଲ୍ଆତ୍ମା କଇଲା କାତା ଏଲା କରାନାଇ ।
21 but test all things. Hold fast to what is good.
୨୧ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।
22 Abstain from every form of evil.
୨୨ସବୁ ରକାମର୍ କାରାପ୍ କାମେଅନି ଦୁରିକେ ରୁଆ ।
23 Now may the God of peace Himself sanctify you completely, and may your entire spirit, soul, and body be kept blameless at the coming of our Lord Jesus Christ.
୨୩ନିଜେ ସାନ୍ତି ଦେବା ପର୍ମେସର୍ ତମ୍କେ ପୁରାପୁରୁନ୍ କରି ସୁକଲ୍ କର । ଆରି ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ବେଲେ, ତମର୍ ଆତ୍ମା, ଜିବନ୍, ଗାଗଡ୍ କାଇ ଦସ୍ ପାପ୍ ନ ଅଇକରି ସଙ୍ଗଇ ରଅ ।
24 The One who calls you is faithful, and He will do it.
୨୪ଜେ ତମ୍କେ ବାଚ୍ଲା ଆଚେ, ସେ ସେଟା କର୍ସି । କାଇକେବଇଲେ ସେ ବିସ୍ବାସ୍ ରକ୍ବା ଲକ୍ ।
25 Brothers, pray for us as well.
୨୫ଏ ବାଇବଇନିମନ୍, ଆମର୍ପାଇ ମିସା ପାର୍ତନା କରା ।
26 Greet all the brothers with a holy kiss.
୨୬ସବୁ ବାଇମନ୍କେ ସୁକଲ୍ ରଇ, ଆତେ ଦାରି ଜୁଆର୍ କରା ।
27 I charge you before the Lord to have this letter read to all the brothers.
୨୭ସବୁ ବାଇବଇନିମନର୍ ଲଗେ ଏ ଚିଟି ପଡାଆ ବଲି ମୁଇ ମାପ୍ରୁର୍ ନାଉଁ ଦାରି ତମ୍କେ ମୁଇ ତିଆର୍ଲିନି।
28 The grace of our Lord Jesus Christ be with you.
୨୮ମାପ୍ରୁ ଜିସୁ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ର ।