< 2 Corinthians 4 >
1 Therefore, since God in His mercy has given us this ministry, we do not lose heart.
୧ପର୍ମେସର୍ ତାର୍ ଜିବନ୍ ଦୁକାଇକରି ଆମ୍କେ ଏ ସେବାକାମ୍ ଦେଲାଆଚେ । ସେଟାର୍ପାଇ, ଆମେ ବପୁ ନଇଲା ଲକର୍ ପାରା କାମ୍ କରୁନାଇ ।
2 Instead, we have renounced secret and shameful ways. We do not practice deceit, nor do we distort the word of God. On the contrary, by open proclamation of the truth, we commend ourselves to every man’s conscience in the sight of God.
୨ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
3 And even if our gospel is veiled, it is veiled to those who are perishing.
୩ଜଦି ଆମେ ଜାନାଇବା ସୁବ୍କବର୍ ନ ବୁଜ୍ବା ଲକ୍ ଆଚତ୍, ସେନ୍ତାର୍ ଆଲେ ସେମନ୍ସେ ଆଜିଜାଇରଇବା ଲକ୍ ।
4 The god of this age has blinded the minds of unbelievers so they cannot see the light of the gospel of the glory of Christ, who is the image of God. (aiōn )
୪ଏ ଜଗତର୍ କାରାପ୍ ସାସନ୍କାରିଆ ତାକର୍ ମନ୍ ଆନ୍ଦାର୍ କରି ଦେଇଆଚେ ଜେ, ସେମନ୍ ବିସ୍ବାସ୍ କରତ୍ ନାଇ । ଜନ୍ ଉଜଲ୍ ତାକର୍ ଉପ୍ରେ ଉଜଲ୍ ଦେଲାନି, ସେଟା ନ ଦେକ୍ବାକେ ସେ ଆଗ୍ଟିଦେଲାନି । କିରିସ୍ଟର୍ ମଇମାର୍ ଉଜଲ୍ ତାର୍ ସୁବ୍କବରେଅନି ଆଇସି । କିରିସ୍ଟ ସମାନ୍ ପର୍ମେସରର୍ ପାରାସେ ଆଚେ । (aiōn )
5 For we do not proclaim ourselves, but Jesus Christ as Lord, and ourselves as your servants for Jesus’ sake.
୫କାଇକେବଇଲେ ଆମେ ନିଜର୍ ବିସଇ ଜାନାଇ ଅଉନାଇ । ମାତର୍ ଜିସୁ କିରିସ୍ଟ ଜେ କି ମାପ୍ରୁ, ତାର୍ ବିସଇ ଜାନାଇଲୁନି । ଜିସୁର୍ ଲାଗି ତମର୍ ଗତିଦାଙ୍ଗ୍ଡା ଇସାବେ ଆମେ ନିଜେ ଜାନାଇଅଇଲୁନି ।
6 For God, who said, “Let light shine out of darkness,” made His light shine in our hearts to give us the light of the knowledge of the glory of God in the face of Jesus Christ.
୬ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
7 Now we have this treasure in jars of clay to show that this surpassingly great power is from God and not from us.
୭ଆମେ ଗଟେକ୍ ମାଟି ଆଣ୍ଡି ପାରା । କାଇକେବଇଲେ ଆମ୍କେ ବପୁ ନ ରଇଲେ ମିସା ପର୍ମେସର୍ ତାର୍ ବେସି ମୁଲିଅ ରଇବା ବାକିଅ ଆମ୍କେ ସର୍ପି ଦେଲାଆଚେ । ଜେନ୍ତାରି କି ଆମ୍କେ ବପୁ ନ ରଇକରି ପର୍ମେସର୍କେସେ ବେସି ବପୁ ଆଚେ ବଲି ଲକ୍ମନ୍ ଜାନ୍ବାଇ ।
8 We are hard pressed on all sides, but not crushed; perplexed, but not in despair;
୮ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ ।
9 persecuted, but not forsaken; struck down, but not destroyed.
୯ସତ୍ରୁମନର୍ ଟାନେଅନି ଉଡା ସୁନି ସୁନି ରଇଲୁ, ଏଲେମିସା ମାପ୍ରୁ ଆମ୍କେ ଚାଡେ ନାଇ । ଆମର୍ ଗାଗ୍ଡେ କେତେକ୍ କେତେକ୍ ମାଡ୍ ଅଇଲା । ଅଇଲେ ମିସା ମାପ୍ରୁ ଆମ୍କେ ବିନାସ୍ ଅଇବାକେ ଦେଏନାଇ ।
10 We always carry around in our body the death of Jesus, so that the life of Jesus may also be revealed in our body.
୧୦ଆମେ ସବୁବେଲେ ଜିସୁର୍ ମରନ୍ ଆମର୍ ଗାଗ୍ଡେ ଏତାଇଲୁନି । ଜେନ୍ତିକି ଜିସୁର୍ ଜିବନ୍ମିସା ଆମର୍ ଗାଗ୍ଡେ ଡିସ୍ସି ।
11 For we who are alive are always consigned to death for Jesus’ sake, so that the life of Jesus may also be revealed in our mortal body.
୧୧ଆମେ ଜିସୁର୍ ସଙ୍ଗ୍ ରଇଲାର୍ ପାଇ ବଁଚ୍ବାଜାକ ମର୍ବା ବିପଦେ ଆଚୁ । ଜେନ୍ତିକି ଲକ୍ମନ୍ ଏ ମର୍ବା ଗାଗ୍ଡେ ଜିସୁ ବଁଚିରଇବାଟା ଦେକ୍ବାଇ ।
12 So then, death is at work in us, but life is at work in you.
୧୨ଏନ୍ତାରିସେ ଆମେ ମରନ୍ ଦାରିଆଚୁ । ମାତର୍ ତମର୍ଟାନେ ଜିବନ୍ ଅଇ ଆଇଲାନି । କାଇକେବଇଲେ ତମେ ନ ସାର୍ବା ଜିବନ୍ ପାଇସା ।
13 And in keeping with what is written: “I believed, therefore I have spoken,” we who have the same spirit of faith also believe and therefore speak,
୧୩ସାସ୍ତରେ ଲେକା ଅଇଲାପାରା “ମୁଇ ବିସ୍ବାସ୍ କଲି, ତେବର୍ପାଇ ମୁଇ କାତା ଅଇଲି”। ସେ ସମାନ୍ ବିସ୍ବାସର୍ ଆତ୍ମାଇ, ଜନ୍ ବାକିଅ ମୁଇ ବିସ୍ବାସ୍ କଲିଆଚି, ସେଟାସେ ମୁଇ ଏବେ ଲକ୍ମନ୍କେ ଜାନାଇଲିନି ।
14 knowing that the One who raised the Lord Jesus will also raise us with Jesus and present us with you in His presence.
୧୪କାଇକେ ବଇଲେ ଆମେ ଜାନିଆଚୁ ପର୍ମେସର୍ ଜେ କି ମାପ୍ରୁ ଜିସୁକେ ଜିବନ୍ କରି ଉଟାଇଲା, ସେ ଆମ୍କେ ମିସା ମାପ୍ରୁ ଜିସୁର୍ ସଙ୍ଗ୍ ଉଟାଇସି । ଆରି ତମର୍ ସଙ୍ଗ୍ ଆମ୍କେ ମିସା ପର୍ମେସରର୍ ମୁଆଟେ ନେଇସି ।
15 All this is for your benefit, so that the grace that is extending to more and more people may overflow in thanksgiving, to the glory of God.
୧୫ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ ।
16 Therefore we do not lose heart. Though our outer self is wasting away, yet our inner self is being renewed day by day.
୧୬ତେବର୍ପାଇ ଆମେ ସାଆସ୍ ନ ଅଇରଇବା ଲକର୍ ପାରା ନ ଅଉଁ । କାଇକେବଇଲେ ଆମର୍ ବାଇରର୍ ଗାଗଡ୍ ମରିମରି ଆଇଲେ, ମିସା ବିତ୍ରେ ରଇବା ଲକ୍ ଦିନ୍କେ ଦିନ୍ ନୁଆ ଅଇ ଆଇଲାନି ।
17 For our light and momentary affliction is producing for us an eternal weight of glory that is far beyond comparison. (aiōnios )
୧୭କାଇକେ ବଇଲେ ଆମର୍ ଦୁକ୍ କସ୍ଟ ସବୁ ଉନା ଅଇକରି ଚନେକର୍ପାଇ । ମାତର୍ ସେଟା ଆମ୍କେ ନ ସର୍ବା ସବୁଦିନର୍ ମଇମା ଆନ୍ସି । ସେଟା ଆମର୍ ଦୁକ୍ କସ୍ଟ ଟାନେଅନି ବଡ୍ ରଇସି । (aiōnios )
18 So we fix our eyes not on what is seen, but on what is unseen. For what is seen is temporary, but what is unseen is eternal. (aiōnios )
୧୮ତେବର୍ ପାଇ ଆମେ ଏ ଜଗତେ ଡିସ୍ବା ବିସଇ ଆସା ନ କରି ନ ଡିସ୍ବା ବିସଇ ଆସା କଲୁନି । କାଇକେବଇଲେ ଦେକ୍ବା ବିସଇ ସବୁଦିନ୍ ନ ରଏ, ମାତର୍ ନ ଦେକ୍ବା ବିସଇ ସବୁ ଦିନର୍ପାଇ ରଇସି । (aiōnios )