< 2 Peter 3 >
1 Beloved, this is now my second letter to you. Both of them are reminders to stir you to wholesome thinking
୧ଏ ମର୍ ଆଲାଦର୍ ବାଇବଇନିମନ୍, ଏଟା ମୁଇ ତମର୍ ଲଗେ ଦୁଇପାଲି ଅଇଲା ଚିଟି ଲେକ୍ଲିନି । ଏ ଦୁଇଟାଜାକ ଚିଟିତେଇ ଏ ସବୁ ବିସୟ୍ ମନେ ଏତାଇ ତମର୍ ମନେ ସୁକଲ୍ କର୍ବାପାଇ ଚିନ୍ତା କଲିନି ।
2 by recalling what was foretold by the holy prophets and commanded by our Lord and Savior through your apostles.
୨ବେସି ଆଗେ ସୁକଲ୍ ବବିସତ୍ବକ୍ତାମନ୍ ଜନ୍ସବୁ କାତା ଜାନାଇ ରଇଲାଇ ଆରି ଉଦାର୍ କର୍ବା ମାପ୍ରୁ ଦେଇରଇବା ଆଦେସ୍ ତମ୍କେ ପେରିତ୍ ସିସ୍ମନ୍ ଦେଇଆଚତ୍, ସେଟା ତମର୍ ମନେ ଏତାଇ ଦେବାକେ ମନ୍କଲିନି ।
3 Most importantly, you must understand that in the last days scoffers will come, scoffing and following their own evil desires.
୩ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ ।
4 “Where is the promise of His coming?” they will ask. “Ever since our fathers fell asleep, everything continues as it has from the beginning of creation.”
୪ଆରି କିଜାଇକରି କଇବାଇ, “ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ?” କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ ।
5 But they deliberately overlook the fact that long ago by God’s word the heavens existed and the earth was formed out of water and by water,
୫ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି ।
6 through which the world of that time perished in the flood.
୬ତାର୍ଲାଗି ସେ ସେବେଲେ ପୁର୍ନା ଜଗତ୍ ପାନି ସଙ୍ଗ୍ ବୁଡି ନସିଗାଲା ।
7 And by that same word, the present heavens and earth are reserved for fire, being kept for the day of judgment and destruction of ungodly men.
୭ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।
8 Beloved, do not let this one thing escape your notice: With the Lord a day is like a thousand years, and a thousand years are like a day.
୮ମାତର୍ ଏ ଆଲାଦର୍ ବାଇମନ୍, ମାପ୍ରୁ ଦେକ୍ବା ଇସାବେ, ଗଟେକ୍ ଦିନ୍ଜେ ଅଜାର୍ ବରସ୍ ପାରା, ଆରି ଅଜାର୍ ବରସ୍, ଗଟେକ୍ ଦିନ୍ ପାରା, ଏ ମୁଲିକା ରଇଲା ବିସଇ ତମେ ପାସ୍ରା ନାଇ ।
9 The Lord is not slow in keeping His promise as some understand slowness, but is patient with you, not wanting anyone to perish but everyone to come to repentance.
୯ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
10 But the Day of the Lord will come like a thief. The heavens will disappear with a roar, the elements will be destroyed by fire, and the earth and its works will be laid bare.
୧୦ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
11 Since everything will be destroyed in this way, what kind of people ought you to be? You ought to conduct yourselves in holiness and godliness
୧୧ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ।
12 as you anticipate and hasten the coming of the day of God, when the heavens will be destroyed by fire and the elements will melt in the heat.
୧୨ମାପ୍ରୁ ଆଇବା ଦିନ୍କେ ଜାଗି କରି, ସେଟାଜେନ୍ତି ଦାପ୍ରେ ଆଇସି, ସବୁ ବେଲେ ଦରମ୍ ଚଲାଚଲ୍ତି କର୍ବାର୍ ଆଚେ ।
13 But in keeping with God’s promise, we are looking forward to a new heaven and a new earth, where righteousness dwells.
୧୩ଆମେ ସେ କାତା ଦେଲା ଇସାବେ ନୁଆଁ ବାଦଲ୍ ଆରି ନୁଆଁ ପୁର୍ତିବିକେ ଜାଗ୍ଲୁନି । ସେଟା ଦରମ୍ଲକର୍ ବାସା ଅଇବା ଜାଗା ଅଇସି ।
14 Therefore, beloved, as you anticipate these things, make every effort to be found at peace—spotless and blameless in His sight.
୧୪ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ ।
15 Consider also that our Lord’s patience brings salvation, just as our beloved brother Paul also wrote you with the wisdom God gave him.
୧୫ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ ।
16 He writes this way in all his letters, speaking in them about such matters. Some parts of his letters are hard to understand, which ignorant and unstable people distort, as they do the rest of the Scriptures, to their own destruction.
୧୬ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।
17 Therefore, beloved, since you already know these things, be on your guard so that you will not be carried away by the error of the lawless and fall from your secure standing.
୧୭ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ ।
18 But grow in the grace and knowledge of our Lord and Savior Jesus Christ. To Him be the glory both now and to the day of eternity. Amen. (aiōn )
୧୮ମାତର୍ ଆମର୍ ମାପ୍ରୁ ଆରି ଉଦାର୍ କର୍ବା ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା ଆରି ଗିଆନ୍ ସଙ୍ଗ୍ ଅଦିକ୍ ଅଦିକ୍ ବଡା । ଏବେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ସେ ଡାକ୍ପୁଟା ପାଅ । ଆମେନ୍ । (aiōn )