< Ephesians 5 >
1 Be imitators of God, therefore, as beloved children,
୧ପର୍ମେସର୍କେ ବେସି ଆଲାଦ୍ କର୍ବା ତାର୍ ପିଲାମନ୍ ଅଇବାକେ, ତାର୍ପାରା ଅଇ ଗଟେକ୍ ଆଲାଦର୍ ଚଲାଚଲ୍ତି କରା ।
2 and walk in love, just as Christ loved us and gave Himself up for us as a fragrant sacrificial offering to God.
୨ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
3 But among you, as is proper among the saints, there must not be even a hint of sexual immorality, or of any kind of impurity, or of greed.
୩ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
4 Nor should there be obscenity, foolish talk, or crude joking, which are out of character, but rather thanksgiving.
୪ସେନ୍ତାରିସେ ଜନ୍ଟାକି ଲଡାକେ ନ ଆଇବା ଗୁନ୍ଚଲନ୍, କି କାରାପ୍ କାତା, ଲାଜ୍ କର୍ବା କାତା କି ଟାପ୍ରା କାତା ତମର୍ଟାନେ ନ ଡିସ । ଏଟାମନ୍ ତମର୍ଟାନେ ରଇବାଟା ଟିକ୍ ନଏ । ତାର୍ବାଦୁଲେ ତମେ ପର୍ମେସର୍କେ ଦନିଅବାଦ୍ ଦେବା କାତା କୁଆ ।
5 For of this you can be sure: No immoral, impure, or greedy person (that is, an idolater), has any inheritance in the kingdom of Christ and of God.
୫ତମେ ଜାନ୍ବାର୍ ଆଚେ ଜେ, କେନ୍ତାରି ମିସା ବେସିଆ କାମ୍ କର୍ବା ଲକ୍, କି ସୁକଲ୍ ନ ଅଇଲା ଲକ୍, କି ଲବ୍ରା ଲକ୍ ପରମେସରର୍ ଆରି କିରିସ୍ଟର୍ ରାଇଜେ ରଇବା କାଇ ବିସଇ ମିଲାଇବାକେ ଅଦିକାର୍ ପାଇ ନାପାରତ୍ । ଗଟେକ୍ ଲବ୍ରା, ପୁତ୍ଲା ପୁଜା କର୍ବା ଲକର୍ ସଙ୍ଗ୍ ସମାନ୍ ।
6 Let no one deceive you with empty words, for because of such things the wrath of God is coming on the sons of disobedience.
୬ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
7 Therefore do not be partakers with them.
୭ତେବର୍ପାଇ ସେନ୍ତାରି ଲକ୍ମନର୍ ସଙ୍ଗ୍ ମିସା ନାଇ ।
8 For you were once darkness, but now you are light in the Lord. Walk as children of light,
୮କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
9 for the fruit of the light consists in all goodness, righteousness, and truth.
୯କାଇକେବଇଲେ, ଉଜ୍ଲେ ରଇଲେ ତେଇଅନି ସବୁ ରକାମର୍ ନିକ, ଦରମ୍, ଆରି ସତ୍ ବିସଇ ବାରଇସି ।
10 Test and prove what pleases the Lord.
୧୦ପର୍ମେସର୍କେ ସାର୍ଦା କରାଇବା ବିସଇ କଜିକରି ମିଲାଆ ।
11 Have no fellowship with the fruitless deeds of darkness, but rather expose them.
୧୧ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ ।
12 For it is shameful even to mention what the disobedient do in secret.
୧୨ସେନ୍ତାରି ଲୁଚ୍ତେ କର୍ବା କାମର୍ ବିସଇ କାତା ଅଇବାକେ ମିସା ଲାଜ୍ ଲାଗ୍ସି ।
13 But everything exposed by the light becomes visible, for everything that is illuminated becomes a light itself.
୧୩ଏନ୍ତାରି କାମ୍ ନ ଲୁଚାଇ ବାର୍କରାଇଲେ, ତେଇର୍ ସତ୍ ବିସଇ ଲକ୍ମନ୍ ଦେକ୍ବାଇ ।
14 So it is said: “Wake up, O sleeper, rise up from the dead, and Christ will shine on you.”
୧୪କାଇକେବଇଲେ ଉଜଲର୍ ସବୁ ବିସଇ ଉଜଲ୍ସେ । ସେଟାର୍ ପାଇ ଏନ୍ତାରି ଲେକାଅଇଲାଆଚେ, “ଏ ଗୁନେରାମନ୍ ଉଟା, ମଲାପାରା ନ ରଇକରି ଜିବନ୍ ରୁଆ, କିରିସ୍ଟ ତମ୍କେ ଉଜଲ୍ ଦେଇସି ।”
15 Pay careful attention, then, to how you walk, not as unwise but as wise,
୧୫ତେବେ ତମର୍ ଚଲାଚଲ୍ତି କର୍ବାଟାନେ ଜାଗ୍ରତ୍ ରୁଆ । ବକୁଆ ଲକ୍ମନର୍ପାରା ନ ଅଇ ବୁଦିରଇବା ଲକର୍ପାରା ରୁଆ ।
16 redeeming the time, because the days are evil.
୧୬ସବୁବେଲେ ନିକ କାମ୍ କର୍ବାକେ କଜ୍ତେ ରୁଆ । କାଇକେବଇଲେ ଏ ଜୁଗର୍ ଲକ୍ମନ୍ ବେସି କାରାପ୍ ଆଚତ୍ ।
17 Therefore do not be foolish, but understand what the Lord’s will is.
୧୭ତେବର୍ପାଇ ବୁଦିନଇଲା ଲକ୍ ପାରା ନଅଇ ମାପ୍ରୁର୍ ମନ୍କଲାଟା କଜିକରି ମିଲାଆ ।
18 Do not get drunk on wine, which leads to reckless indiscretion. Instead, be filled with the Spirit.
୧୮ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
19 Speak to one another with psalms, hymns, and spiritual songs. Sing and make music in your hearts to the Lord,
୧୯ଗିତ୍ ସଙ୍ଗିତାର୍ ଗିତ୍, ଆତ୍ମାଇ ଅନି ଆଇବା ବିନ୍ ଗିତ୍ମନ୍, ତମର୍ ବିତ୍ରେ କୁଆକୁଇ ଉଆ । ଗିତ୍ କଇକରି ନିଜେ ନିଜେ ମନ୍ବିତ୍ରେ ମାପ୍ରୁକେ ଡାକ୍ପୁଟା କରା ।
20 always giving thanks to God the Father for everything in the name of our Lord Jesus Christ.
୨୦ଆମର୍ ମାପ୍ରୁ ଜିସୁକିରିସ୍ଟର୍ ନାଉଁଦାରି ସବୁବେଲେ ସବୁ ବିସଇର୍ପାଇ ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
21 Submit to one another out of reverence for Christ.
୨୧କିରିସ୍ଟର୍ପାଇ ରଇବା ତମର୍ ସନ୍ମାନର୍ ଲାଗି, ତମର୍ ତମର୍ ବିତ୍ରେ ସର୍ପାସର୍ପି ଉଆ ।
22 Wives, submit to your husbands as to the Lord.
୨୨ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
23 For the husband is the head of the wife as Christ is the head of the church, His body, of which He is the Savior.
୨୩କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ ।
24 Now as the church submits to Christ, so also wives should submit to their husbands in everything.
୨୪ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
25 Husbands, love your wives, just as Christ loved the church and gave Himself up for her
୨୫ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
26 to sanctify her, cleansing her by the washing with water through the word,
୨୬କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
27 and to present her to Himself as a glorious church, without stain or wrinkle or any such blemish, but holy and blameless.
୨୭ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କରାଇସି ।
28 In the same way, husbands ought to love their wives as their own bodies. He who loves his wife loves himself.
୨୮ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।
29 Indeed, no one ever hated his own body, but he nourishes and cherishes it, just as Christ does the church.
୨୯କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।
30 For we are members of His body.
୩୦କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।
31 “For this reason a man will leave his father and mother and be united to his wife, and the two will become one flesh.”
୩୧ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
32 This mystery is profound, but I am speaking about Christ and the church.
୩୨ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।
33 Nevertheless, each one of you also must love his wife as he loves himself, and the wife must respect her husband.
୩୩ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।