< James 1 >
1 James, a servant of God and of the Lord Jesus Christ, To the twelve tribes of the Dispersion: Greetings.
୧ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି ।
2 Consider it pure joy, my brothers, when you encounter trials of many kinds,
୨ଏ ମର୍ ବାଇବଇନିମନ୍ ଜିବନ୍ ବିତାଇଲାବେଲେ ତମର୍ ବିସ୍ବାସ୍ ଡାଁଟ୍ ଆଚେ କି ନାଇ ବଲି, ଜେତ୍କି ଦୁକ୍ କସ୍ଟର୍ ପରିକା ଆଇଲେ, ଏଟା ଗଟେକ୍ ନିକ କରମର୍ ବିସଇ ବଲି ଏତାଆ ।
3 because you know that the testing of your faith develops perseverance.
୩କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
4 Allow perseverance to finish its work, so that you may be mature and complete, not lacking anything.
୪ତମେ ସାରାସାରିଜାକ ମୁର୍ଚିକରି ରଇଲେ, କାଇ ବିସଇଟାନେ ମିସା ଉନା ନ ଅଇକରି ପୁରାପୁରୁନ୍ ସିଦ୍ ଅଇସା ।
5 Now if any of you lacks wisdom, he should ask God, who gives generously to all without finding fault, and it will be given to him.
୫ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।
6 But he must ask in faith, without doubting, because he who doubts is like a wave of the sea, blown and tossed by the wind.
୬ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
7 That man should not expect to receive anything from the Lord.
୭ସେ ରକାମ୍ ଲକ୍ ମାପ୍ରୁର୍ ଟାନେଅନି କାଇଟା ଆଲେ ପାଇବି ବଲିକରି ଆସା ନ କର ।
8 He is a double-minded man, unstable in all his ways.
୮ସେ ତା, ଦୁଇମନିଆ ଲକ୍, ସେ କର୍ବା ସବୁ କାମ୍ଟାନେ ତବିର୍ ନ ରଏ ।
9 The brother in humble circumstances should exult in his high position.
୯ଗଟେକ୍ କାକୁର୍ତି ଅଇ ରଇବା ବିସ୍ବାସି ବାଇକେ ପର୍ମେସର୍ ସାଉକାର୍ କଲେ ସେ ସାର୍ଦା ଅ ।
10 But the one who is rich should exult in his low position, because he will pass away like a flower of the field.
୧୦ସେନ୍ତାରିସେ ଗଟେକ୍ ସାଉକାର୍ ବିସ୍ବାସିକେ ସେ ଅର୍କିତ୍ କଲେ, ସେ ମିସା ସାର୍ଦା ଅ । କାଇକେବଇଲେ ସାଉକାର୍ ଲକ୍ ପଦାର୍ ଗାଁସର୍ ପୁଲ୍ ପାରା ଜାଉଁଲି ଜାଇସି ।
11 For the sun rises with scorching heat and withers the plant; its flower falls and its beauty is lost. So too, the rich man will fade away in the midst of his pursuits.
୧୧ଜେନ୍ତି କି ବେଲ୍ ଉଦିକରି ବେସି ତାତିକଲେ ଗାଁସ୍ ସୁକିଜାଇସି, ତାର୍ ପୁଲ୍ ଜଡିଜାଇସି ଆରି ତାର୍ ବାନିମୁର୍ତି ନସି ଜାଇସି । ସେନ୍ତାରିସେ, ସାଉକାର୍ ଲକ୍ମନ୍ କାମ୍ କରି କରି ମରିଜିବାଇ ।
12 Blessed is the man who perseveres under trial, because when he has stood the test, he will receive the crown of life that God has promised to those who love Him.
୧୨ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ ।
13 When tempted, no one should say, “God is tempting me.” For God cannot be tempted by evil, nor does He tempt anyone.
୧୩କାକେ ମିସା ଦୁକ୍କସ୍ଟ ପାଇବା ପରିକା ଆଇଲେ, ଏ ପରିକା ପର୍ମେସର୍ ପାଟାଇଆଚେ ବଲିକରି କଇବାର୍ ନାଇ । କାଇକେବଇଲେ ପର୍ମେସର୍କେ କେ ମିସା ପରିକାକରି ନାପାରେ । ଆରି ସେ ନିଜେ କାକେ ପରିକା ନ କରେ ।
14 But each one is tempted when by his own evil desires he is lured away and enticed.
୧୪ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି ।
15 Then after desire has conceived, it gives birth to sin; and sin, when it is full-grown, gives birth to death.
୧୫ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
16 Do not be deceived, my beloved brothers.
୧୬ଏ ମର୍ ଆଲାଦର୍ ବାଇବଇନିମନ୍, ତମେ ନାଡାଇଉଆ ନାଇ ।
17 Every good and perfect gift is from above, coming down from the Father of the heavenly lights, with whom there is no change or shifting shadow.
୧୭ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।
18 He chose to give us birth through the word of truth, that we would be a kind of firstfruits of His creation.
୧୮ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।
19 My beloved brothers, understand this: Everyone should be quick to listen, slow to speak, and slow to anger,
୧୯ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ ।
20 for man’s anger does not bring about the righteousness that God desires.
୨୦କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।
21 Therefore, get rid of all moral filth and every expression of evil, and humbly accept the word planted in you, which can save your souls.
୨୧ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି ।
22 Be doers of the word, and not hearers only. Otherwise, you are deceiving yourselves.
୨୨ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
23 For anyone who hears the word but does not carry it out is like a man who looks at his face in a mirror,
୨୩ଜନ୍ଲକ୍ ପର୍ମେସରର୍ ବାକିଅ ଅବ୍କା ସୁନ୍ସି, ମାତର୍ ତେଇର୍ କାତା ନ ନାମେ, ସେ ତାର୍ ମୁଏ ରଇବା ଆର୍ଲା, ଦର୍ପନେ ଦେକ୍ବା ଲକ୍ ପାରା ।
24 and after observing himself goes away and immediately forgets what he looks like.
୨୪ସେ ନିକ କରି ନିଜର୍ ଚାଁଇ ଦେକି ଅଇତେରଇସି । ମାତର୍ ତେଇଅନି ଉଟିଗାଲା ପଚେ ତାର୍ ବାନିମୁର୍ତି ପାସ୍ରି ଜାଇସି ।
25 But the one who looks intently into the perfect law of freedom, and continues to do so—not being a forgetful hearer, but an effective doer—he will be blessed in what he does.
୨୫ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।
26 If anyone considers himself religious and yet does not bridle his tongue, he deceives his heart and his religion is worthless.
୨୬କେ ଜଦି ମୁଇ ନିଜେ ଗଟେକ୍ ଦରମ୍ ଲକ୍ ବଲି ବାବ୍ଲାନି, ସେ ଜଦି ତାର୍ ନିଜର୍ ଜିବ୍ ଜାଗର୍ତା କରେ ନାଇ, ସେ ନିଜେ ଆକା ନାଡାଇ ଅଇଲାନି । ତାର୍ ରିତିନିତି କର୍ବାଟା ଚୁଚାଆଇସେ ।
27 Pure and undefiled religion before our God and Father is this: to care for orphans and widows in their distress, and to keep oneself from being polluted by the world.
୨୭ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।