< Matthew 23 >
1 Then Jesus spoke to the crowds and to His disciples:
୧ଜିସୁ ସିସ୍ମନ୍କେ ଆରି ତେଇ ରୁଣ୍ଡି ରଇବା ଲକ୍ମନ୍କେ କଇଲା,
2 “The scribes and Pharisees sit in Moses’ seat.
୨“ପାରୁସି ଆରି ଦରମ୍ ଗୁରୁମନ୍କେ ମସାର୍ ନିୟମର୍ ଅରତ୍ ବୁଜାଇ ଦେବାର୍ ଅଦିକାର୍ ଆଚେ ।
3 So practice and observe everything they tell you. But do not do what they do, for they do not practice what they preach.
୩ସେମନ୍ ଜାଇଟା କର୍ବାକେ କଇଲାଇନି, ସେଟା କରା, ମାତର୍ ସେମନ୍ ଜାଇ ଜାଇଟା କଲାଇନି, ସେଟା ଦେକି ସେନ୍ତାରି କରାନାଇ । କାଇକେ ବଇଲେ ସେମନ୍ ନିଜେ ଜନ୍ ସିକିଆ ଦେବାଇ, ତାର୍ ଉଲ୍ଟା କର୍ବାଇ ।
4 They tie up heavy, burdensome loads and lay them on men’s shoulders, but they themselves are not willing to lift a finger to move them.
୪ସେମନ୍ ତାକର୍ ସିକିଆ ସବୁ ଲକ୍ମନର୍ ପିଟି ଉପ୍ରେ ବେସି ବଜ୍ ପାରା ଲାଦିଦେବାଇ । ମାତର୍ ସେ ସବୁ ବଜର୍ ନିୟମ୍, ଚିନି ଆଙ୍ଗ୍ଟିତେଇ ଉଟାଇବା ଏତ୍କି ମିସା ସାଇଜ ନ କରତ୍ ।
5 All their deeds are done for men to see. They broaden their phylacteries and lengthen their tassels.
୫ସେମନ୍ ଲକ୍କେ ଦେକାଇଅଇବାକେ ସବୁ କାମ୍ କର୍ବାଇ । ସାସ୍ତର୍ ପଦ୍ ଲେକାଅଇଲା କେଡେ କେଡେ ବଡ୍ ବଡ୍ ଡଅଁରାମନ୍ କାପାଲେ ଆରି ପଡିଆଇ ବାନ୍ଦିଅଇ ଆଚତ୍ । ଆରି ଦେକା, ସେମନର୍ ବସ୍ତରର୍ ଜାଲି କେତେକ୍ ଡେଙ୍ଗ୍ ।
6 They love the places of honor at banquets, the chief seats in the synagogues,
୬ସେମନ୍ ବଜିମନ୍କେ ମୁକିଅ ଜାଗାଇ ଆରି ପାର୍ତନା ଗରେ ବାଚିଅଇରଇଲା ଜାଗା ଅଦିକାର୍ କର୍ବାକେ ମନ୍ କର୍ବାଇ ।
7 the greetings in the marketplaces, and the title of ‘Rabbi’ by which they are addressed.
୭ଆଟେ ବାଟେ ଆରି ଦୁକାନେ ଲକ୍ମନ୍ ସେମନ୍କେ ମାନିକରି ଜୁଆର୍ କରତ୍ ଆରି ‘ଗୁରୁ’ ବଲି ଡାକତ୍, ଏନ୍ତାରି ସେମନ୍ ମନ୍ କର୍ବାଇ ।
8 But you are not to be called ‘Rabbi,’ for you have one Teacher, and you are all brothers.
୮ମାତର୍ ତମ୍କେ କେ ଗୁରୁ ବଲି ଡାକ୍ବାର୍ ଦର୍କାର୍ ନାଇ । କାଇକେ ବଇଲେ ସବୁ ଲକ୍ ନିଜର୍ ନିଜର୍ ବିତ୍ରେ ବାଇ, ଆରି ତମର୍ ଗୁରୁ ଗଟେକ୍ ସେ ।
9 And do not call anyone on earth your father, for you have one Father, who is in heaven.
୯ଆରି ଜଗତେ ତମେ କାକେ ବାବା ବଲି ଡାକ୍ବାକେ ଦର୍କାର୍ ନାଇ । କାଇକେ ବଇଲେ ତମର୍ ଗଟେକ୍ସେ ବାବା, ସେ ସର୍ଗେ ଆଚେ ।
10 Nor are you to be called instructors, for you have one Instructor, the Christ.
୧୦ତମ୍କେ ନେତା ବଲି ମିସା କେ ନ ଡାକତ୍, କାଇକେ ବଇଲେ ଗଟେକ୍ ସେ ନେତା, ସେ ଅଇଲାନି ମାପ୍ରୁ ମସିଅ ।
11 The greatest among you shall be your servant.
୧୧ତମର୍ ବିତ୍ରେ ଜେ ସବୁର୍ ଟାନେଅନି ମୁକିଅ, ସେ ତମର୍ ସେବା କର ।
12 For whoever exalts himself will be humbled, and whoever humbles himself will be exalted.
୧୨ଜେ ନିଜ୍କେ ବଡ୍ ବଲି କଇସି, ତାକେ ସାନ୍ କରାଅଇସି ଆରି ଜେ ନିଜ୍କେ ସାନ୍ ବଲି ବାବ୍ସି, ତାକେ ବଡ୍ କରାଅଇସି ।”
13 Woe to you, scribes and Pharisees, you hypocrites! You shut the kingdom of heaven in men’s faces. You yourselves do not enter, nor will you let in those who wish to enter.
୧୩“ଅଇରେ ଦରମ୍ ଗୁରୁମନ୍ ଆରି ପାରୁସିମନ୍! ସେସ୍ବେଲେ ତମର୍ ଦସା କେତେ ଅଦିକ୍ ଅଇସି! ଏଇ ଟକାବଣ୍ଡା ଦଲ୍, ସରଗ୍ ରାଇଜେ କେଟ୍ବା ଦୁଆର୍ ତମେ ଡାବିଦେଇଆଚାସ୍! ନିଜେ ତେଇ କେଟାସ୍ ନାଇ ଆରି ଜନ୍ଲକ୍ମନ୍ ତେଇ କେଟ୍ବାକେ ମନ୍ କଲାଇନି, ସେମନ୍କେ ବାଟ୍ ଚାଡାସ୍ ନାଇ ।”
୧୪“ଏ କୁଟିଆଲ୍ ଦରମ୍ଗୁରୁମନ୍ ଆରି ପାରୁସିମନ୍! ତମର୍ ଇନସ୍ତା କେତେକ୍ କାକୁର୍ତି ଅଇସି । ତମେ ଚାଲାକି ଅଇକରି ଜବର୍ ପର୍ ପାର୍ତନା କର୍ସା । ମାତର୍ ରାଣ୍ଡି ମାଇଜିମନର୍ ଗର୍ମନ୍ ସବୁ ଦାପ୍ରେ ଗିଲିଦେଇସା । ତେବେ ତମ୍କେ ଅଦିକ୍ ଡଣ୍ଡ୍ ଦିଆଅଇସି ।”
15 Woe to you, scribes and Pharisees, you hypocrites! You traverse land and sea to win a single convert, and when he becomes one, you make him twice as much a son of hell as you are. (Geenna )
୧୫ଏ ଟକାବଣ୍ଡା ଦରମ୍ଗୁରୁମନ୍ ଆରି ପାରୁସିମନ୍! ତମେ କେଡେ ଇନସ୍ତା ଅଇ କାକୁର୍ତି ଅଇସା । ସମ୍ଦୁର୍ ଲଙ୍ଗି ବିନ୍ ବିନ୍ ଦେସ୍ମନ୍କେ ଜାଇ ଗଟେକ୍ ଲକ୍କେ ତମର୍ ଦରମ୍ଟାନେ ମିସାଇବାକେ କଜି ବୁଲ୍ଲାସ୍ନି । ମାତର୍ ସେନ୍ତାର୍ ଗଟେକ୍ ଲକ୍କେ ମିଲାଇଲେ, ତାକେ ତମର୍ ଟାନେଅନି ଅଦିକ୍, ନରକର୍ ଡଣ୍ଡ୍ ପାଇବାକେ ବାଚ୍ଲାସ୍ନି । (Geenna )
16 Woe to you, blind guides! You say, ‘If anyone swears by the temple, it means nothing; but if anyone swears by the gold of the temple, he is bound by his oath.’
୧୬ଏଇ ବାଟ୍ ଦେକାଉ କାଣାମନ୍! ତମର୍ ଦସା କେତେକ୍ ଇନସ୍ତା ଅଇସି । କେ ମନ୍ଦିରର୍ ନାଉଁ ଦାରି ପର୍ମାନ୍ କଲେ, ସେଟା ସେମନ୍ ମାନ୍ବାର୍ ବାଦିଅ ନାଇ, ମାତର୍ ମନ୍ଦିରେ ରଇଲା ସୁନାର୍ ନାଉଁ ଦାରି ଜେ ପର୍ମାନ୍ କର୍ସି, ତାକେ ସେଟା ମାନ୍ବାକେ ପଡ୍ସି ବଲି ତମେ ସିକାଇତେ ରଇସା ।
17 You blind fools! Which is greater: the gold, or the temple that makes it sacred?
୧୭ଏଇ ବୁଦି ନ ରଇବା କାଣାମନ୍! ସୁନା ବଡ୍, କି ସୁନାକେ ସୁକଲ୍ କର୍ତେ ରଇବା ମନ୍ଦିର୍ ବଡ୍?
18 And you say, ‘If anyone swears by the altar, it means nothing; but if anyone swears by the gift on it, he is bound by his oath.’
୧୮ଗଟେକ୍ ଲକ୍ ବେଦିର୍ ନାଉଁ ଦାରି ପର୍ମାନ୍ କଲେ ସେ ସେଟା ମାନ୍ବାର୍ ଆକା ଆଚେ ବଲି ନଏଁ, ମାତର୍ ବେଦି ଉପ୍ରେ ସଙ୍ଗଇ ରଇବା ମାପ୍ରୁକେ ଦେଲାଟା ନାଉଁଦାରି ପର୍ମାନ୍ କଲେ, ସେଟା ମାନ୍ବାଟା ବଲି ତମେ ସିକାଇତେ ରଇସା ।
19 You blind men! Which is greater: the gift, or the altar that makes it sacred?
୧୯ତମେ କେଡେବଡ୍ କାଣାମନ୍! କନ୍ଟା ମୁକିଅ? ମାପ୍ରୁକେ ଦେଲାଟା କି, ମାପ୍ରୁକେ ଦେଲାଟା ସୁକଲ୍ କର୍ତେ ରଇବା ବେଦି?
20 So then, he who swears by the altar swears by it and by everything on it.
୨୦ତେବର୍ ପାଇ କେ ମିସା ବେଦିର୍ ନାଉଁ ଦାରି ପର୍ମାନ୍ କଲେ, ସେ ବେଦି ଆରି ତାର୍ ଉପ୍ରେ ରଇବା ମାପ୍ରୁକେ ଦେଇ ରଇବା ସବୁ ଜିନିସ୍ ନାଉଁ ଦାରି ପର୍ମାନ୍ କର୍ସି ।
21 And he who swears by the temple swears by it and by the One who dwells in it.
୨୧କେ ମିସା ମନ୍ଦିରର୍ ନାଉଁ ଦାରି ପର୍ମାନ୍ କଲେ, ସେ ମନ୍ଦିର୍ ଆରି ତେଇ ବାସା ଅଇରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କର୍ସି ।
22 And he who swears by heaven swears by God’s throne and by the One who sits on it.
୨୨କେ ମିସା ସରଗର୍ ନାଉଁ ଦାରି ପର୍ମାନ୍ କଲେ, ସେ ପରମେସରର୍ ବସ୍ବା ଜାଗା ଆରି ସେ ବସ୍ବା ଜାଗାଇ ବସି ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କର୍ସି ।
23 Woe to you, scribes and Pharisees, you hypocrites! You pay tithes of mint, dill, and cumin. But you have disregarded the weightier matters of the law: justice, mercy, and faithfulness. You should have practiced the latter, without neglecting the former.
୨୩ଏଇ କୁଟିଆଲ୍ ଦରମ୍ଗୁରୁମନ୍ ଆରି ପାରୁସିମନ୍, ତମର୍ ଦସା କେଡେ ଇନସ୍ତା ଆରି କାକୁର୍ତି ଅଇସି! ତମେ ପର୍ମେସରର୍ ପାଇ ବଲି ସାନ୍ ସାନ୍ ଜିନିସ୍ ଅଇଲେ ମିସା ଦସ୍ବାଗ୍ ଅନି ବାଗେକ୍ ଦାନ୍ କର୍ସା, ମାତର୍ ନିଆଇ, ଦୟା, ବିସ୍ବାସ୍ ଏନ୍ତି ମୁକିଅ ମୁକିଅ ବିସଇର୍ ନିୟମର୍ ସିକିଆ ଏଲା କଲାସ୍ନି । ପୁର୍ବର୍ ମୁକିଅ ବିସଇ ଏଲା ନ କରି, ଏ ସବୁଜାକ ଆଗ୍ତୁଅନିସେ ଅବିଆସ୍ କର୍ବାର୍ ରଇଲା ।
24 You blind guides! You strain out a gnat but swallow a camel.
୨୪ଏଇ ବାଟ୍ଦେକାଇବା କାଣା ଲକ୍ମନ୍! ତମେ କାଇବାବେଲେ କେଡେବଲ୍ ତେଇ କାଇଆଲେ କିଡା ଅଦ୍ରି ରଇସି ବଲି ସେଟା ଚାନି ପାକାଇତେ ରଇସା । ମାତର୍ ତମେ ଗଟେକ୍ ଗଟେକ୍ ବଡ୍ ପସୁକେ ମିସା ଗିଲି କାଇପାକାଇସା ।
25 Woe to you, scribes and Pharisees, you hypocrites! You clean the outside of the cup and dish, but inside they are full of greed and self-indulgence.
୨୫ସାରାସାରି ଦିନେ ତମେ କେଡେ କାକୁର୍ତି ଅଇସା, ଏଇ କୁଟିଆଲ୍ ଦରମ୍ ଗୁରୁ ଆରି ପାରୁସିମନ୍! ତମେ ଉପ୍ରେ ଉପ୍ରେ ତାଲାଗିନା ମାଜି ପରିଚଲ୍ କରିରଇସା, ମାତର୍ ସେ ବିତ୍ରେ ଇଁସା ଆରି ନିଜର୍ ବିସଇ ଚିନ୍ତା କର୍ବାଟା ବର୍ତି ଅଇରଇସି ।
26 Blind Pharisee! First clean the inside of the cup and dish, so that the outside may become clean as well.
୨୬ଏଇ କାଣା ପାରୁସିମନ୍! ମୁତାର୍ ବିତ୍ରେ ରଇବାଟା ଆଗ୍ତୁ ପରିଚଲ୍ କରା, ସେନ୍ତାର୍ କଲେ ଉପ୍ରର୍ଟା ମିସା ପରିଚଲ୍ ଅଇଜାଇସି ।
27 Woe to you, scribes and Pharisees, you hypocrites! You are like whitewashed tombs, which look beautiful on the outside, but on the inside are full of dead men’s bones and every kind of impurity.
୨୭ଏଇ ଦରମ୍ ଗୁରୁମନ୍ ଆରି ପାରୁସିମନ୍! ତମ୍କେ କେଡେ ବଡ୍ ଡଣ୍ଡ୍ ମିଲ୍ସି । ଏଇ କୁଟିଆଲ୍ମନ୍! ତମେ ଉପ୍ରେ ଉପ୍ରେ ଚୁନ୍ସଙ୍ଗ୍ ସାରଇ ରଇବା ଗୁଡାମ୍ ପାରା । ଏଟାମନ୍ ଉପ୍ରେ ସୁନ୍ଦର୍ ଡିସ୍ସି, ମାତର୍ ବିତ୍ରେ କୁଇଲା ମଡ୍ ଆରି ଆଡ୍ଗଡ୍ ବର୍ତି ଅଇରଇସି ।
28 In the same way, on the outside you appear to be righteous, but on the inside you are full of hypocrisy and wickedness.
୨୮ସେନ୍ତାରିସେ ତମେ ମିସା ବାଇରେ ଲକ୍ମନର୍ ଦେକ୍ତେ ଦରମ୍ ପାରା ଡିସ୍ତେରଇସା, ମାତର୍ ତମର୍ ବିତ୍ରେ କୁଟ୍ କାତା, ଆଁକାର୍, ଆରି ପାପ୍ ବର୍ତି ଅଇଆଚେ ।
29 Woe to you, scribes and Pharisees, you hypocrites! You build tombs for the prophets and decorate the monuments of the righteous.
୨୯ଏଇ ଦରମ୍ଗୁରୁମନ୍ ଆରି ପାରୁସିମନ୍! ଏ ଟକାବଣ୍ଡା କରୁମନ୍! ତମର୍ ପାଇ ଏଟା କେଡେକ୍ ଇନସ୍ତାର୍ ବିସଇ । ତମେ ବବିସତ୍ବକ୍ତାମନର୍ ପାଇ ସୁନ୍ଦର୍ ସୁନ୍ଦର୍ ସମାଦି ତିଆର୍ କଲାସ୍ନି ଆରି ଦରମ୍ ଲକ୍ମନ୍କେ ସବୁ ଦିନ୍ ଏତାଇବାକେ ନାଉଁ ଲେକି ଡସାଇଲାସ୍ନି ।
30 And you say, ‘If we had lived in the days of our fathers, we would not have been partners with them in shedding the blood of the prophets.’
୩୦ଆରି ତମେସେ କଇଲାସ୍ନି ଜଦି ତମର୍ ଆନିଦାଦିମନର୍ ବେଲେ, ତମେ ରଇତାସ୍ ବଇଲେ, ସେମନର୍ ପାରା ଚଲାଚଲ୍ତି ନ କର୍ତାସ୍, କି ବବିସତ୍ବକ୍ତାମନ୍କେ ନ ମରାଇତାସ୍ ।
31 So you testify against yourselves that you are the sons of those who murdered the prophets.
୩୧ଏ କାତା କଇଲାର୍ ପାଇ ତମେ ବବିସତ୍ବକ୍ତାମନ୍କେ ମରାଉମନର୍ ନାତି ତିତିର୍ ଲକ୍ ବଲି ଏବେ ମାନ୍ଲାସ୍ନି ।
32 Fill up, then, the measure of the sin of your fathers.
୩୨ତେବେ ତମେ ଆଗ୍ତୁ ଉଆ । ତମର୍ ଆନିଦାଦିମନ୍ କରିରଇବା କର୍ତା କାମ୍ ପୁରାପୁରୁନ୍ ସାରାଇ ଦିଆସ୍ ।
33 You snakes! You brood of vipers! How will you escape the sentence of hell? (Geenna )
୩୩ଏଇ ସାଁପ୍ମନ୍! ବିସ୍ରଇବା ସାଁପର୍ କୁଟୁମର୍ ପାରା ଲକ୍ମନ୍, ତମେ କେନ୍ତି ନରକର୍ ଡଣ୍ଡେଅନି ରକିଆ ମିଲ୍ସି ବଲି ଆସା କଲାସ୍ନି? (Geenna )
34 Because of this, I am sending you prophets and wise men and teachers. Some of them you will kill and crucify, and others you will flog in your synagogues and persecute in town after town.
୩୪ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।
35 And so upon you will come all the righteous blood shed on earth, from the blood of righteous Abel to the blood of Zechariah son of Berechiah, whom you murdered between the temple and the altar.
୩୫ଜେନ୍ତିକି ଏବଲର୍ ବେଲେଅନି ଆରାମ୍ କରି ବର୍କିଆର୍ ପ ଜିକରିୟର୍ ଜାକ, ଜାକେ କି ତମେ ମନ୍ଦିର୍ ଆରି ବେଦିର୍ ମଜାଇ ମରାଇରଇଲାସ୍, ଦସ୍ ନ କରିରଇବା ସବୁ ଲକ୍ମନ୍କେ ମରାଇଲା ପାଇ ତମେ ଦସିଅଇ ଡଣ୍ଡ୍ ପାଇସା ।
36 Truly I tell you, all these things will come upon this generation.
୩୬ମୁଇ ସତ୍ କଇଲିନି, ଏ ସବୁ ଲକ୍ମନ୍କେ ମରାଇଲା ପାଇ ଏ ଜୁଗର୍ ଲକ୍ମନ୍ ଡଣ୍ଡ୍ ପାଇବାଇ ।
37 O Jerusalem, Jerusalem, who kills the prophets and stones those sent to her, how often I have longed to gather your children together, as a hen gathers her chicks under her wings, but you were unwilling!
୩୭ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।
38 Look, your house is left to you desolate.
୩୮ସେଟାର୍ ପାଇ ତର୍ ମନ୍ଦିର୍ ବାଙ୍ଗିରୁଜି ଚିନ୍ବିନ୍ ଅଇଜାଇସି ।
39 For I tell you that you will not see Me again until you say, ‘Blessed is He who comes in the name of the Lord.’”
୩୯ମାତର୍ ମୁଇ କଇଲା କାତା ରଇସି, ମାପ୍ରୁର୍ ନାଉଁ ଦାରି ଜେ ଆଇଲାନି, ସେ କେଡେ କରମର୍ ଲକ୍ ବଲି ଏଟା ଜେବେ ଜାକ ନ କୁଆସ୍, ଆଜିଅନି ଆରି କେବେ ମକେ ଦେକି ନାପାରାସ୍ ।