< Matthew 25 >
1 “At that time the kingdom of heaven will be like ten virgins who took their lamps and went out to meet the bridegroom.
୧“ସେଡିକିବେଲେ ସରଗ୍ ରାଇଜେ କେଟ୍ବା ବାଟ୍ ଏନ୍ତି ଅଇସି । ଦସ୍ଟା ଦାଙ୍ଗ୍ଡିମନ୍ ସବୁ ଲକ୍ ଗଟେକ୍ ଗଟେକ୍ ବତି ଦାରି ବାଟେ, ବର୍ ଦାଙ୍ଗ୍ଡାକେ ଜାଗ୍ବାର୍ ଜାଇରଇଲାଇ ।
2 Five of them were foolish, and five were wise.
୨ସେମନର୍ ବିତ୍ରେଅନି ପାଁଚ୍ଟା ଦାଙ୍ଗ୍ଡି ଚତୁର୍ ରଇଲାଇ, ଆରି ପାଁଚ୍ଟା ଦାଙ୍ଗ୍ଡି ବକୁଆ ରଇଲାଇ ।
3 The foolish ones took their lamps but did not take along any extra oil.
୩ବକୁଆ ରଇଲା ଦାଙ୍ଗ୍ଡିମନ୍ ଅଦିକ୍ ଚିକନ୍ ନେଇ ନ ରଇଲାଇ ।
4 But the wise ones took oil in flasks along with their lamps.
୪ମାତର୍ ଚତୁର୍ ରଇବା ଦାଙ୍ଗ୍ଡିମନ୍ ନିଜର୍ ନିଜର୍ ବତି ଟାନେ ରଇବାଟା ଚାଡି ଆରି କାଁଚେ ମିସା ଚିକନ୍ ବର୍ତି କରି ନେଇରଲାଇ ।
5 When the bridegroom was delayed, they all became drowsy and fell asleep.
୫ବର୍ ଦାଙ୍ଗ୍ଡା ଆଇବାଟା ଅଲ୍ସମ୍ ଅଇଲାକେ ଦାଙ୍ଗ୍ଡିମନ୍ ଜୁମ୍ରି ଜୁମ୍ରି କରି ସଇଦେଲାଇ ।”
6 At midnight the cry rang out: ‘Here is the bridegroom! Come out to meet him!’
୬ମଜା ରାତିବେଲାଇ ଆଉଲି ସୁନି ଅଇଲା, “ଏଦେ ଦେକା! ବର୍ ଦାଙ୍ଗ୍ଡା ଆଇଲାବେ! ଆସା ସେମନ୍କେ ଡାକିଆନୁ!”
7 Then all the virgins woke up and trimmed their lamps.
୭ଦାଙ୍ଗ୍ଡିମନ୍ ଉଟିକରି ନିଜର୍ ନିଜର୍ ବତିମନ୍ ସାଜାଡ୍ଲାଇ ।
8 The foolish ones said to the wise, ‘Give us some of your oil; our lamps are going out.’
୮ସେଡ୍କି ବେଲେ ବକୁଆ ଦାଙ୍ଗ୍ଡିମନ୍ ଚତୁର୍ ରଇଲା ଦାଙ୍ଗ୍ଡିମନ୍କେ କଇଲାଇ “ଆମ୍କେ କଣ୍ଡେକ୍ ଚିକନ୍ ଦିଆ । ଆମର୍ ବତି ଲିବିଗାଲାନି ।”
9 ‘No,’ said the wise ones, ‘or there may not be enough for both us and you. Instead, go to those who sell oil and buy some for yourselves.’
୯ଚତୁର୍ ଦାଙ୍ଗ୍ଡିମନ୍ କଇଲାଇ, “ତମ୍କେ ଦେଲେସରି ଆମର୍ ପାଇ ଚିକନ୍ ନ ଅଏ । ତମେ ଦୁକାନେ ଜାଇ ନିଜର୍ ନିଜର୍ ପାଇ ଚିକନ୍ ଗେନିଆନା ।”
10 But while they were on their way to buy it, the bridegroom arrived. Those who were ready went in with him to the wedding banquet, and the door was shut.
୧୦ସେଟାର୍ପାଇ ବୁଦି ନଇଲା ଦାଙ୍ଗ୍ଡିମନ୍ ଚିକନ୍ ଗେନ୍ବାକେ ବାରଇଲାଇ । ସେମନ୍ ଗାଲା, ପଚେ ବର୍ ଦାଙ୍ଗ୍ଡା ଆସି କେଟ୍ଲା । ଜାଗ୍ରତ୍ ଅଇରଇଲା ପାଁଚ୍ଟା ଚତୁର୍ ଦାଙ୍ଗ୍ଡିମନ୍ ତାକର୍ ସଙ୍ଗ୍ ବିବା ବଜିତେଇ ଗାଲା ପଚେ କାପାଟ୍ ଡାବିଅଇଗାଲା ।
11 Later the other virgins arrived and said, ‘Lord, lord, open the door for us!’
୧୧ସେ ବୁଦି ନ ରଇଲା ଦାଙ୍ଗ୍ଡିମନ୍ ପଚେ ସେ ଜାଗାଇ ଆଇଲାଇ, ଏ ମାପ୍ରୁ, ଏ ମାପ୍ରୁ କାପାଟ୍ ଉଗାଡା, ଆମେ ବିତ୍ରେ ଜିବୁ ବଲି ସେମନ୍ ଆଉଲି ଅଇଲାଇ ।
12 But he replied, ‘Truly I tell you, I do not know you.’
୧୨ବର୍ଦାଙ୍ଗ୍ଡା କଇଲା, “ମୁଇ ସତ୍ କଇଲିନି, ତମେ କେ, ମୁଇ ନାଜାନି ।”
13 Therefore keep watch, because you do not know the day or the hour.
୧୩କାତା କଇବାଟା ସାରାଇ, କରି ଜିସୁ କଇଲା, “ଜାଗ୍ରତ୍ ଅଇ ରୁଆ । ସେ ଦିନ୍ କି ବେଲା କେ ମିସା ନାଜାନାସ୍ ।”
14 For it is just like a man going on a journey, who called his servants and entrusted them with his possessions.
୧୪“ସରଗ୍ ରାଇଜ୍ ଏନ୍ତାରି, ସେ ବିସଇର୍ ଆରି ଗଟେକ୍ କାତା ସୁନା । ତରେକ୍ ଗଟେକ୍ ଲକ୍ ତାର୍ ଚାକର୍ମନ୍କେ, ତାର୍ ସଁପତି ଚାଡିଦେଇ ବିଦେସେ ଉଟିଗାଲା ।
15 To one he gave five talents, to another two talents, and to another one talent—each according to his own ability. And he went on his journey.
୧୫ସେମନର୍ ପାର୍ବା ଇସାବେ ସେମନ୍କେ କେତେକ୍ କେତେକ୍ ଡାବୁ ଜିମା ଦେଲା । ଗଟେକ୍ ଲକ୍କେ ପାଁଚ୍ ଅଜାର୍ ରୁପା ଟାଙ୍ଗା ଦେଲା, ଗଟେକ୍ ଲକ୍କେ ଦୁଇ ଅଜାର୍, ଆରି ଗଟେକ୍ଲକ୍କେ ଅଜାର୍ ରୁପା ଟାଙ୍ଗା ଦେଲା । ଆରି ବିଦେସେ ଉଟିଗାଲା ।
16 The servant who had received the five talents went at once and put them to work and gained five more.
୧୬ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ସେ ଡାବୁ ବେବାର୍ କରି ଆରି ପାଁଚ୍ ଅଜାର୍ ଲାବ୍କଲା ।
17 Likewise, the one with the two talents gained two more.
୧୭ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
18 But the servant who had received the one talent went off, dug a hole in the ground, and hid his master’s money.
୧୮ମାତର୍ ଜନ୍ ଚାକର୍ ଅଜାର୍ଟା ପାଇରଇଲା, ସେ ଗଟେକ୍ କାଲ୍କୁନି ସାଉକାର୍ ଦେଇରଇବା ସେ ରୁପା ଟାଙ୍ଗା ଲୁଚାଇ ସଙ୍ଗଇଲା ।
19 After a long time the master of those servants returned to settle accounts with them.
୧୯“ବେସିଦିନ୍ ଗାଲା ପଚେ ସାଉକାର୍ ବାଅଡ୍ଲା ଆରି ଚାକର୍ମନର୍ ସଙ୍ଗ୍ ଇସାବ୍କିତାବ୍ କଲା ।”
20 The servant who had received the five talents came and presented five more. ‘Master,’ he said, ‘you entrusted me with five talents. See, I have gained five more.’
୨୦ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ଆସି ଆରି ପାଁଚ୍ ଅଜାର୍ ଦେଇ କଇଲା, “ସାଉକାର୍ ତମେ ମକେ ପାଁଚ୍ ଅଜାର୍ ଦେଇରଇଲାସ୍, ଏଦେ ଦେକା, ମୁଇ ଆରି ପାଁଚ୍ ଅଜାର୍ ଲାବ୍ କଲିଆଚି ।”
21 His master replied, ‘Well done, good and faithful servant! You have been faithful with a few things; I will put you in charge of many things. Enter into the joy of your master!’
୨୧ସାଉକାର୍ ସାର୍ଦା ଅଇ ତାକେ କଇଲା, “ଟିକ୍ କରିଆଚୁସ୍, ତୁଇ ମର୍ କେଡେକ୍ ନିକ ଆରି ବିସ୍ବାସ୍ ରଇବା ଚାକର୍! ତମେ ବିସ୍ବାସ୍ ସଙ୍ଗ୍ ଉନା ଦନ୍ କାର୍ବାର୍ କରି ରଇଲାର୍ ପାଇ ତମ୍କେ ବେସି ଦନ୍ ଚାଡିଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।”
22 The servant who had received the two talents also came and said, ‘Master, you entrusted me with two talents. See, I have gained two more.’
୨୨“ଦୁଇ ଅଜାର୍ ରୁପାଟାଙ୍ଗା ନେଇ ରଇଲା ଚାକର୍ ଆସି କଇଲା, ସାଉକାର୍ ତମେ ମକେ ଦୁଇ ଅଜାର୍ ଦେଇ ରଇଲାସ୍, ମୁଇ ଆରି ଦୁଇ ଅଜାର୍ ଲାବ୍ କଲିଆଚି ।”
23 His master replied, ‘Well done, good and faithful servant! You have been faithful with a few things; I will put you in charge of many things. Enter into the joy of your master!’
୨୩ସାଉକାର୍ କଇଲା, କେଡେକ୍ ନିକ! ତୁଇ ମିସା ମର୍ ବଡିଆ ଚାକର୍ । ଉନା ଡାବୁ ମିସା ନିକକରି କାମେ ଲାଗାଇଲୁସ୍ । ଏବେ ତର୍ ଜିମାରେ ମୁଇ ବୁତେକ୍ ଦନ୍ ଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।
24 Finally, the servant who had received the one talent came and said, ‘Master, I knew that you are a hard man, reaping where you have not sown and gathering where you have not scattered seed.
୨୪ସାରାସାରି ଅଜାର୍ ରୁପାଟାଙ୍ଗା ପାଇରଇଲା ଚାକର୍ ଆସି କଇଲା, “ଏ ସାଉକାର୍ ମୁଇ ଜାନି, ତମେ ଗଟେକ୍ ବେସି ରିସା ଅଇବା ଲକ୍ । ବୁନି ନ ରଇବା ପଦାଇ କାଟ୍ସା ଆରି ବିଅନ୍ ନ ବୁନିକରି ତାସ୍ ବାରା ବାନ୍ଦ୍ସା ।
25 So I was afraid and went out and hid your talent in the ground. See, you have what belongs to you.’
୨୫ସେଟାର୍ ପାଇ ମୁଇ ଡରିକରି ତମର୍ ଦନ୍ ମାଟିତେଇ କାଲ୍କୁନି ତପି ରଇଲି । ଏଦେ ଦେକା! ତମର୍ ସେ ଟାଙ୍ଗା!”
26 ‘You wicked, lazy servant!’ replied his master. ‘You knew that I reap where I have not sown and gather where I have not scattered seed.
୨୬ସାଉକାର୍ କଇଲା, “ଅଇରେ କାମ୍କେ ନଇଲା ବାଡୁ! ତୁଇତା ଜାନିରଇଲୁସ୍, ମୁଇ ଜନ୍ତି ବୁନି ନ ରଇ, ତେଇ ତାସ୍ ଟୁଲିଆଇବି ।
27 Then you should have deposited my money with the bankers, and on my return I would have received it back with interest.
୨୭ତେବେ ମର୍ ଟାଙ୍ଗାନେଇ ବିନ୍ ଲକ୍ମନ୍କେ କଲନ୍ତର୍ ଇସାବେ ଦେଇରଇଲେ ମିସା ତେଇଅନି ମକେ କଲନ୍ତର୍ ମିଲ୍ତା ।”
28 Therefore take the talent from him and give it to the one who has ten talents.
୨୮ଏନ୍ତାରି କଇ ସାଉକାର୍ ଆଦେସ୍ ଦେଲା, ଏ ଚାକରର୍ଟାନେ ଅନି ସବୁ ଟାଙ୍ଗା ନେଇ, ଜାର୍ ଆତେ ଦସ୍ଅଜାର୍ ଆଚେ, ତାକେ ଦେଇଦିଆସ୍ ।
29 For everyone who has will be given more, and he will have an abundance. But the one who does not have, even what he has will be taken away from him.
୨୯କାଇକେ ବଇଲେ ଜାକେ ଆଚେ, ତାକେ ଅଦିକ୍ ଦିଆଅଇସି । ଆରି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ ତାର୍ଲଗେ ଜାଇଟା ଆଚେ, ସେଟା ମିସା ତାରତେଇଅନି ଚାଡାଇ ନିଆଅଇସି ।
30 And throw that worthless servant into the outer darkness, where there will be weeping and gnashing of teeth.’
୩୦ଏ କାମ୍କେ ନଇଲା ଚାକର୍କେ ବାଇରେ ଦାରିଜା ଆରି ଆନ୍ଦାରେ ପଙ୍ଗିଦିଆସ୍ । ତେଇ ସେ କିଲିବିଲିଅଇ ଦାତ୍ କାତ୍ରି ମାରି ଚପି ଅଇ କାନ୍ଦ୍ସି ।
31 When the Son of Man comes in His glory, and all the angels with Him, He will sit on His glorious throne.
୩୧ଜେଡେବେଲା ନର୍ପିଲା ମୁଇ ରାଜାଅଇ ମର୍ ସରଗର୍ ଦୁତ୍ମନର୍ ସଙ୍ଗ୍ ଆଇବି, ଆରି ମର୍ ଡାକ୍ପୁଟା ବସ୍ବା ଜାଗାଇ ବସ୍ବି,
32 All the nations will be gathered before Him, and He will separate the people one from another, as a shepherd separates the sheep from the goats.
୩୨ସବୁ ଜାତିର୍ ଲକ୍ ମର୍ ମୁଆଟେ ଟୁଲ୍ ଅଇବାଇ । ସେଡ୍କି ବେଲା ଗଉଡ୍ ଜେନ୍ତି ମେଣ୍ଡା ଆରି ଚେଲିମନ୍କେ ବେଗ୍ଲାଇସି, ସେନ୍ତି ନର୍ପିଲା ମୁଇ ଲକ୍ମନ୍କେ ଦୁଇ ଦଲ୍ କରି ବାଗ୍ କର୍ବି ।
33 He will place the sheep on His right and the goats on His left.
୩୩ଦରମ୍ ଲକ୍ମନ୍କେ ଉଜା ବାଟେ ଆରି ବିନ୍ ଲକ୍ମନ୍କେ ମର୍ ଡେବ୍ରି ବାଟେ ସଙ୍ଗଇବି ।
34 Then the King will say to those on His right, ‘Come, you who are blessed by My Father, inherit the kingdom prepared for you from the foundation of the world.
୩୪ତାର୍ ପଚେ ମର୍ ଉଜାବାଟେ ରଇଲା ଲକ୍ମନ୍କେ ମୁଇ କଇବି, “ଆସା, ତମ୍କେ ମର୍ ବାବା ଆସିର୍ବାଦ୍ କଲାଆଚେ । ଦୁନିଆ ତିଆର୍ଅଇଲା ବେଲେଅନି ଜନ୍ ରାଇଜ୍ ତମର୍ ପାଇ ତିଆର୍ ଅଇଲା ଆଚେ, ଆସା, ତେଇ ଜାଇ ପୁରା ।
35 For I was hungry and you gave Me something to eat, I was thirsty and you gave Me something to drink, I was a stranger and you took Me in,
୩୫ମୁଇ ବୁକେ ରଇଲି, ତମେ ମକେ କୁଆଇଲାସ୍ । ମକେ ସସ୍ କଲା, ତମେ ମକେ କାଇବାକେ ଦେଲାସ୍ । ମୁଇ ଚିନାର୍ ଜାନାର୍ ନ ରଇଲି, ମକେ ତମର୍ ଗରେ ଗତିଆ କରି ଡାକ୍ଲାସ୍ ।
36 I was naked and you clothed Me, I was sick and you looked after Me, I was in prison and you visited Me.’
୩୬ମୁଇ ଡୁମ୍ଣ୍ଡା ରଇଲି, ମକେ ବସ୍ତର୍ ପିନ୍ଦାଇଲାସ୍ । ମୁଇ ଜର୍ଦାରାଇ ଅଇରଇଲି, ମକେ ଜତନ୍ କଲାସ୍ । ମୁଇ ବନ୍ଦି ଗରେ ରଇଲି ମକେ ଦେକ୍ବାର୍ ଆସିରଇଲାସ୍ ।”
37 Then the righteous will answer Him, ‘Lord, when did we see You hungry and feed You, or thirsty and give You something to drink?
୩୭ଦରମ୍ ଲକ୍ମନ୍ କଇବାଇ, “ମାପ୍ରୁ! କେବେ ତମେ ବୁକେ ରଇଲାଟା ଦେକି ତମ୍କେ କାଇବାକେ ଦେଇରଇଲୁ? କେବେ ତମ୍କେ ସସ୍ କଲାଜେ ପାନି କାଇବାକେ ଦେଇ ରଇଲୁ?
38 When did we see You a stranger and take You in, or naked and clothe You?
୩୮କେବେ ତମେ ଚିନାର୍ ଜାନାର୍ ନ ଅଇରଇଲାସ୍ ଜେ ଆମେ ତମ୍କେ ଗତିଆ କରି ଗରେ ଡାକି ରଇଲୁ? ଆରି କେବେ ଡୁମ୍ଣ୍ଡା ରଇଲାସ୍ ଜେ ପିନ୍ଦ୍ବାକେ ବସ୍ତର୍ ଦେଇ ରଇଲୁ?
39 When did we see You sick or in prison and visit You?’
୩୯କେବେ ତମେ ଜର୍ ଦାରାଇ ଅଇରଇଲାସ୍ଜେ ଆମେ ତମ୍କେ ଜତନ୍ କଲୁ? ଆରି କେବେ ତମେ ବନ୍ଦି ଗରେ ରଇଲାସ୍ଜେ ଆମେ ଦେକ୍ବାର୍ ଆସିରଇଲୁ?”
40 And the King will reply, ‘Truly I tell you, whatever you did for one of the least of these brothers of Mine, you did for Me.’
୪୦ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
41 Then He will say to those on His left, ‘Depart from Me, you who are cursed, into the eternal fire prepared for the devil and his angels. (aiōnios )
୪୧ତାର୍ପଚେ ଡେବ୍ରିବାଟେ ବସି ରଇବା ଲକ୍ମନ୍କେ ମୁଇ କଇବି “ଏଇ ସାଇପ୍ ପାଇରଇବା ଦଲର୍ ଲକ୍ମନ୍! ମର୍ ମୁଆଟେ ରୁଆନାଇ । ସଇତାନ୍ ଆରି ତାର୍ ସଙ୍ଗ୍ ରଇଲା ଦୁତ୍ମନର୍ ପାଇ, ସବୁବେଲେ ଲାଗି ରଇବା ଜଇକୁଣ୍ଡ୍ ତିଆର୍ ଅଇଲାଆଚେ । ତେଇ ଜାଆ! (aiōnios )
42 For I was hungry and you gave Me nothing to eat, I was thirsty and you gave Me nothing to drink,
୪୨ମୁଇ ବୁକେ ରଇଲି, ତମେ ମକେ କାଇବାକେ ଦିଆସ୍ ନାଇ, ମକେ ସସ୍ କଲାଜେ ପାନି ଗୁଡିକ୍ ଦିଆସ୍ ନାଇ ।
43 I was a stranger and you did not take Me in, I was naked and you did not clothe Me, I was sick and in prison and you did not visit Me.’
୪୩ମୁଇ ଅଚିନାର୍ ଅଇ ରଇଲା ବେଲେ ମକେ ଡାକାସ୍ ନାଇ । ମୁଇ ଡୁମ୍ଣ୍ଡା ରଇଲା ବେଲେ ମକେ ବସ୍ତର୍ ପିନ୍ଦାଆସ୍ ନାଇ । ଜର୍ ଦାରାଅଇ ଆରି ବନ୍ଦି ଅଇ ରଇଲା ବେଲେ, ମକେ ଜତନ୍ କରାସ୍ନାଇ ।”
44 And they too will reply, ‘Lord, when did we see You hungry or thirsty or a stranger or naked or sick or in prison, and did not minister to You?’
୪୪ସେମନ୍ ସେଡ୍କିବେଲେ ମକେ କଇବାଇ, “ମାପ୍ରୁ, ତମ୍କେ ଆମେ କେବେ ବୁକେ ରଇଲା ବେଲେ, ସସେ ରଇଲା ବେଲେ, ଅଚିନାର୍ ରଇଲା ବେଲେ, ଡୁମ୍ଣ୍ଡା ରଇଲା ବେଲେ ଆରି ଜର୍ ଦାରାଇଅଇ ବନ୍ଦି ରଇବାଟା ଦେକି ତମ୍କେ ସାଇଜ କରୁ ନାଇ?”
45 Then the King will answer, ‘Truly I tell you, whatever you did not do for one of the least of these, you did not do for Me.’
୪୫ସତଇସେ ମୁଇ କଇବି, “ଏ ସାନ୍ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍କେ ସାଇଜ କର୍ବାକେ ମନାକର୍ବା ବେଲେ, ତମେ ମକେ ସାଇଜ କରାସ୍ ନାଇ ।
46 And they will go away into eternal punishment, but the righteous into eternal life.” (aiōnios )
୪୬ଏନ୍ତାରି ଲକ୍ମନ୍କେ ସବୁ ଦିନର୍ ପାଇ ଡଣ୍ଡ୍ ମିଲ୍ସି ଆରି ଦରମ୍ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।” (aiōnios )