< Matthew 26 >
1 When Jesus had finished saying all these things, He told His disciples,
୧ଜିସୁ ଏ ସବୁ ସିକିଆ ଦେଇ ସାରାଇଲା ପଚେ ସିସ୍ମନ୍କେ,
2 “You know that the Passover is two days away, and the Son of Man will be handed over to be crucified.”
୨“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
3 At that time the chief priests and elders of the people assembled in the courtyard of the high priest, whose name was Caiaphas,
୩ସେବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବଡ୍ ପୁଜାରି କୟାପାର୍ ଗରେ ରୁଣ୍ଡ୍ ଅଇଲାଇ ।
4 and they conspired to arrest Jesus covertly and kill Him.
୪ସେମନ୍ କେ ନାଜାନ୍ଲାପାରା ଜିସୁକେ ଦାରି ମରାଇବାକେ ପାଁଚ୍ନା କଲାଇ ।
5 “But not during the feast,” they said, “or there may be a riot among the people.”
୫ମାତର୍ ସେମନ୍ କଇଲାଇ, “ଆମେ ପରବ୍ ବେଲେ ଏ କାମ୍ କର୍ବାଟା ଟିକ୍ ନଏଁ । ସେ ବେଲେ ଲକ୍ମନ୍ ଗଣ୍ଡ୍ଗଲ୍ ମିସା କରିପାରତ୍ ।”
6 While Jesus was in Bethany in the home of Simon the Leper,
୬ଜିସୁ ଦିନେକ୍ ବେତ୍ନିଆଇ, ଆଗେଅନି ବଡ୍ରଗ୍ ଅଇ ରଇବା ସିମନର୍ ଗରେ ରଇଲା ।
7 a woman came to Him with an alabaster jar of expensive perfume, which she poured on His head as He reclined at the table.
୭ସିମନର୍ ଗରେ ସେ କାଇବାକେ ବସି ରଇଲା ବେଲେ, ଏଦେ ଦେକା! ଗଟେକ୍ ମାଇଜି ଆଲାବାସ୍ଟା ନାଉଁର୍ ପାକ୍ନାସଙ୍ଗ୍ ତିଆର୍କଲା କଣ୍ଡିତେଇ ବେସି ଦାମର୍ ବାସ୍ନା ଚିକନ୍ ବର୍ତି କରି ଆନି ତାର୍ ମୁଣ୍ଡେ ଡାଲି ଦେଲା ।
8 When the disciples saw this, they were indignant and asked, “Why this waste?
୮ଏଟା ଦେକିକରି ତାର୍ ସିସ୍ମନ୍ ରିସା ଅଇଗାଲାଇ । ସେମନ୍ ତାକେ ପାଚାର୍ଲାଇ, “ଏତେକ୍ପାରା ଚିକନ୍ କାଇକେ ଚୁଚାଇ ଚୁଚାଇ ଡାଲିପାକାଇଲୁସ୍?
9 This perfume could have been sold at a high price, and the money given to the poor.”
୯ଏ ବାସ୍ନା ଚିକନ୍ ବିକ୍ଲେ ସରି, ବେସି ଡାବୁ ମିଲ୍ତା ଆରି ସେଟା ଗରିବ୍ ଲକ୍ମନ୍କେ ଦାନ୍ ଦେବାର୍ ଅଇତା ।”
10 Aware of this, Jesus asked, “Why are you bothering this woman? She has done a beautiful deed to Me.
୧୦ସେମନ୍ କାଇଟା ବଲି କଇଲାଇନି, ଏଟା ଜାନିକରି ଜିସୁ କଇଲା, “ତାକେ କାଇକେ ତମେ ଅଇରାନ୍ କଲାସ୍ନି? ସେ ମର୍ ପାଇ ଗଟେକ୍ ନିକ ଆରି ସୁନ୍ଦର୍ କାମ୍ କଲାଆଚେ ।”
11 The poor you will always have with you, but you will not always have Me.
୧୧“ତମେ ସବୁବେଲେ ଗରିବ୍ ଲକ୍ମନର୍ ସଙ୍ଗ୍ ମିସ୍ସା । ମାତର୍ ମର୍ସଙ୍ଗ୍ ସବୁବେଲେ ରଇ ନାପାରାସ୍ ।
12 By pouring this perfume on Me, she has prepared My body for burial.
୧୨ସେ ମର୍ ଉପ୍ରେ ବାସ୍ନା ଚିକନ୍ ରକଇକରି, ମକେ ସମାଦି ଦେବା ଆଗ୍ତୁ, ତିଆର୍ କରି ଦେଲାଆଚେ ।
13 Truly I tell you, wherever this gospel is preached in all the world, what she has done will also be told in memory of her.”
୧୩ମୁଇ ତମ୍କେ ସତ୍କାତା କଇଲିନି, ଗୁଲାଇ ଜଗତେ ଜନ୍ ଜାଗାଇ ମିସା ମାପ୍ରୁର୍ ନିକ କବର୍ ଜାନାଇଅଇସି, ଏ ମାଇଜି ଜାଇଟା କଲାଆଚେ, ତାକେ ଏତାଇକରି ସେଟା ମିସା କଇବାଇ ।”
14 Then one of the Twelve, the one called Judas Iscariot, went to the chief priests
୧୪ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ମୁକିଅ ପୁଜାରିମନର୍ ଲଗେ ଜାଇ ପାଚାର୍ଲା ।
15 and asked, “What are you willing to give me if I hand Him over to you?” And they set out for him thirty pieces of silver.
୧୫“ଜିସୁକେ ଦାରାଇଦେଲେ ମକେ କାଇଟା ଦେଇସା?” ସେମନ୍ ତାକେ ତିରିସ୍ଟା ରୁପାଟାଙ୍ଗା ଏଜିକରି ଦେଲାଇ ।
16 So from then on Judas looked for an opportunity to betray Jesus.
୧୬ସେ ଦିନେଅନି ଜିଉଦା ଜିସୁକେ ଦାରାଇ ଦେବାକେ ବେଲା କଜ୍ତେରଇଲା ।
17 On the first day of the Feast of Unleavened Bread, the disciples came to Jesus and asked, “Where do You want us to prepare for You to eat the Passover?”
୧୭ନିସ୍ତାର୍ ପରବର୍ ପର୍ତୁମ୍ ଦିନେ ସିସ୍ମନ୍ ଆସି ଜିସୁକେ ପାଚାର୍ଲାଇ, “ତମର୍ ପାଇ ଆମେ କନ୍ତି ନିସ୍ତାର୍ ପରବର୍ ବଜି ତିଆର୍ କର୍ବୁ?”
18 He answered, “Go into the city to a certain man and tell him that the Teacher says, ‘My time is near. I will keep the Passover with My disciples at your house.’”
୧୮ଜିସୁ କଇଲା, “ନଅରେ ଜାଇ ସେ ଲକ୍କେ କଇସା, ତାର୍ ଦିନ୍କାଲ୍ କେଟି ଆଇଲାନି ବଲି ଗୁରୁ କଇଲା ଆଚେ । ତାର୍ ସିସ୍ମନର୍ ସଙ୍ଗ୍ ତମର୍ ଗରେ ସେ ନିସ୍ତାର୍ ପରବ୍ ମାନ୍ସି ।”
19 So the disciples did as Jesus had directed them and prepared the Passover.
୧୯ସିସ୍ମନ୍, ଜିସୁ କଇଲା ଇସାବେ ନିସ୍ତାର୍ ପରବର୍ ବଜି ତିଆର୍କଲାଇ ।
20 When evening came, Jesus was reclining with the twelve disciples.
୨୦ସଞ୍ଜ୍ ଅଇଲାକେ ଜିସୁ ଆରି ତାର୍ ବାର୍ଟା ସିସ୍ମନ୍ କାଇବାର୍ ବସ୍ଲାଇ ।
21 And while they were eating, He said to them, “Truly I tell you, one of you will betray Me.”
୨୧କାଇବା ବେଲେ ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ଦେଲା ପାରା କର୍ସି ।”
22 They were deeply grieved and began to ask Him one after another, “Surely not I, Lord?”
୨୨ଏ କାତା ସୁନି ସିସ୍ମନ୍ କାବା ଅଇଗାଲାଇ । ଆରି ଗଟେକ୍ ଗଟେକ୍ ଲକ୍ ଜିସୁକେ ପାଚାର୍ଲାଇ “ମାପ୍ରୁ ସେ ଲକ୍ ମୁଇ କି?”
23 Jesus answered, “The one who has dipped his hand into the bowl with Me will betray Me.
୨୩ଜିସୁ କଇଲା, “ଜନ୍ ଲକ୍କି ମର୍ସଙ୍ଗ୍ ଗିନାତେଇ ରୁଟି ଚବାଲ୍ଲା, ସେ ଆକା ।” ସେ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।
24 The Son of Man will go just as it is written about Him, but woe to that man by whom He is betrayed. It would be better for him if he had not been born.”
୨୪ସାସ୍ତରର୍ ଲେକା ଇସାବେ ମୁନୁସ୍ପିଲା ମୁଇ ମରିଜିବି, ମାତର୍ ଜେ ମକେ ଦାରାଇ ଦେଇସି, ତାର୍ ଦସା କେଡେ ଇନସ୍ତା ଅଇସି! ସେ ଜନମ୍ ନ ଅଇରଇଲେ ନିକ ଅଇତା ।
25 Then Judas, who would betray Him, said, “Surely not I, Rabbi?” Jesus answered, “You have said it yourself.”
୨୫ବିସ୍ବାସେ ବିସ୍ ଦେଉ ଜିଉଦା ଉଟି ପାଚାର୍ଲା, “ଗୁରୁ ତମେ ମକେ ଦେକାଇକରି କୁଆସ୍ନାଇ ତ?” ଜିସୁ ତାକେ କଇଲା, “ସେଟା ତୁଇସେ କଇଲୁସ୍ନି ।”
26 While they were eating, Jesus took bread, spoke a blessing and broke it, and gave it to the disciples, saying, “Take and eat; this is My body.”
୨୬ସେମନ୍ କାଇବା ବେଲେ ଜିସୁ ଗଟେକ୍ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ସେଟା ବାଙ୍ଗାଇ ସିସ୍ମନ୍କେ ଦେଇ କଇଲା, “ଏଟା ମର୍ ଗାଗଡ୍ । ନିଆ ଆରି କାଆ ।”
27 Then He took the cup, gave thanks, and gave it to them, saying, “Drink from it, all of you.
୨୭ତାର୍ପଚେ ଅଙ୍ଗୁର୍ରସ୍ ରଇଲା ମୁତା ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତାର୍ ସିସ୍ମନ୍କେ କଇଲା, “ତମେ ସବୁ ଲକ୍ ଏ ମୁତାର୍ଟା କାଆ ।
28 This is My blood of the covenant, which is poured out for many for the forgiveness of sins.
୨୮ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
29 I tell you, I will not drink of this fruit of the vine from now on until that day when I drink it anew with you in My Father’s kingdom.”
୨୯ମୁଇ ତମ୍କେ କଇଲିନି, ମର୍ ବାବାର୍ ରାଇଜେ ତମର୍ ସଙ୍ଗ୍ ନୁଆ ଅଙ୍ଗୁର୍ ରସ୍ କାଇବା ଜାକ ମୁଇ ଆରି କେବେ ଏ ରସ୍ ନ କାଇ ।”
30 And when they had sung a hymn, they went out to the Mount of Olives.
୩୦ତାର୍ପଚେ ସେମନ୍ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ନାଉଁର୍ ପର୍ବତେ ଗାଲାଇ ।
31 Then Jesus said to them, “This very night you will all fall away on account of Me. For it is written: ‘I will strike the Shepherd, and the sheep of the flock will be scattered.’
୩୧ସେବେଲେ ଜିସୁ ସେମନ୍କେ କଇଲା, “ଆଜି ରାତି ତମେ ସବୁ ଲକ୍ ମକେ ଚାଡିକରି ଉଟିଜାଇସା । ସାସ୍ତର୍ କଇଲାନି, ମୁଇ ମେଣ୍ଡା ଚାରାଉକେ ମରାଇବି ଆରି ମେଣ୍ଡାମନ୍ ଚିନ୍ବିନ୍ ଅଇଜିବାଇ ।
32 But after I have risen, I will go ahead of you into Galilee.”
୩୨ମାତର୍ ମୁଇ ମରିକରି ଆରି ତର୍ ଉଟ୍ଲା ପଚେ, ତମର୍ ଆଗ୍ତୁ ଆଗ୍ତୁ ଗାଲିଲି ରାଇଜେ ଜିବି ।”
33 Peter said to Him, “Even if all fall away on account of You, I never will.”
୩୩ପିତର୍ ଜିସୁକେ କଇଲା, “ତମ୍କେ ବିନ୍ ଲକ୍ମନ୍ ସବୁ ଚାଡିକରି ଉଟିଗାଲେ ମିସା ମୁଇ ଚାଡି ନ ଜାଇ ।”
34 “Truly I tell you,” Jesus declared, “this very night, before the rooster crows, you will deny Me three times.”
୩୪ଜିସୁ ପିତର୍କେ କଇଲା, “ମୁଇ ସତ୍ କଇଲିନି ଆଜି ରାତି କୁକ୍ଡା ନ ଡାକ୍ତେ, ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
35 Peter replied, “Even if I have to die with You, I will never deny You.” And all the other disciples said the same thing.
୩୫ପିତର୍ କଇଲା, “ଜଦି ମୁଇ ତମର୍ ସଙ୍ଗ୍ ମର୍ବାର୍ ରଇଲେ ମିସା, ମୁଇ ତମ୍କେ କେବେ ନାଜାନି ବଲି ନ କଇ ।” ବିନ୍ ସିସ୍ମନ୍ ମିସା ସେନ୍ତାର୍ କଇଲାଇ ।
36 At that time Jesus went with His disciples to a place called Gethsemane, and He told them, “Sit here while I go over there and pray.”
୩୬ତାର୍ ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଜାଇ ସେମନ୍କେ କଇଲା, “ତମେ ଇତି ଚନେକ୍ ବସି ରୁଆ । ମୁଇ ସେ ଲଗେ ଜାଇ ପାର୍ତନା କର୍ବି ।”
37 He took with Him Peter and the two sons of Zebedee and began to be sorrowful and deeply distressed.
୩୭ସେ ପିତର୍କେ ଆରି ଜେବଦିର୍ ଦୁଇଟା ପିଲାମନ୍କେ ତାର୍ ସଙ୍ଗ୍ ଡାକିନେଲା । ସେଡ୍କି ବେଲେ ସେ ବେସି ଦୁକ୍ କସ୍ଟ ଆରି କିଲ୍ବିଲ୍ଅଇ,
38 Then He said to them, “My soul is consumed with sorrow to the point of death. Stay here and keep watch with Me.”
୩୮ସେମନ୍କେ କଇଲା, “ଦୁକ୍ ଅଇ ମର୍ ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ଇତି ତମେ ମକେ ଜାଗିରୁଆ ।”
39 Going a little farther, He fell facedown and prayed, “My Father, if it is possible, let this cup pass from Me. Yet not as I will, but as You will.”
୩୯ଜିସୁ ତାକର୍ ଟାନେଅନି କଣ୍ଡେକ୍ ଦୁରିକେ ଜାଇ ବୁଏଁ ଉମ୍ତାଡିଅଇ ପାର୍ତନା କଲା, “ବାବା ଜଦି ଅଇସି ବଇଲେ ଏ ଦୁକ୍ ପୁରୁନର୍ ମୁତା ମର୍ଟାନେଅନି ଦାରି ଜା, ମାତର୍ ମୁଇ ମନ୍ କଲାଟା ନଏଁ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।”
40 Then Jesus returned to the disciples and found them sleeping. “Were you not able to keep watch with Me for one hour?” He asked Peter.
୪୦ତାର୍ପଚେ ସେ ତିନ୍ଟା ସିସ୍ମନର୍ ଲଗେ ବାଉଡି ଆସି ଦେକ୍ଲା, ସେମନ୍ ସଇଦେଇଆଚତ୍ । ଜିସୁ ପିତର୍କେ କଇଲା, “ତମେ ଗଟେକ୍ ଗଁଟା ମିସା ଜାଗି ନାପାର୍ଲାସ୍?
41 “Watch and pray so that you will not enter into temptation. For the spirit is willing, but the body is weak.”
୪୧ଜେନ୍ତିକି ପରିକାର୍ ବେଲାଇ ନ ଆରିଜିବାକେ, ଜାଗିରଇ ପାର୍ତନା କରା । କାଇକେ ବଇଲେ ଆତ୍ମା କର୍ବି ବଲି ମନ୍ କଲାନି, ମାତର୍ ଗାଗଡ୍ ନିଚି ବଇଲାନି ।”
42 A second time He went away and prayed, “My Father, if this cup cannot pass unless I drink it, may Your will be done.”
୪୨ଜିସୁ ଆରି ତରେକ୍ ଜାଇ ପାର୍ତନା କଲା, “ଏ ମର୍ ବାବା ଜଦି ଏ ଦୁକର୍ ମୁତା ମର୍ଟାନେଅନି ନ ନେଲେ, ମୁଇ ସେଟା କାଇବାକେ ସେ ପଡ୍ସି । ମାତର୍ ମୁଇ ମନ୍ କଲାଟା ନାଇ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।”
43 And again Jesus returned and found them sleeping—for their eyes were heavy.
୪୩ସେ ଆରି ତରେକ୍ ବାଉଡି ଆସି ସିସ୍ମନ୍ ସଇରଇଲାଟା ଦେକ୍ଲା । ସେମନ୍କେ ଗୁନ୍ ଡାବି ଆନ୍ତେ ରଇଲାଜେ ଆଁକି ଦେକି ନାପାର୍ତେ ରଇଲାଇ ।
44 So He left them and went away once more and prayed a third time, saying the same thing.
୪୪ଏଟାସଙ୍ଗ୍ ତିନ୍ତର୍ ଅଇଲା ଜିସୁ ସେମନ୍କେ ଚାଡିକରି କଣ୍ଡେକ୍ ଦୁରିକେ ଜାଇ ସେନ୍ତାରି ପାର୍ତନା କଲା ।
45 Then He returned to the disciples and said, “Are you still sleeping and resting? Look, the hour is near, and the Son of Man is betrayed into the hands of sinners.
୪୫ତାର୍ ପଚେ ସିସ୍ମନର୍ ଲଗେ ଆସି କଇଲା, “ଏବେ ଜାକ ତମେ ସଇଆଚାସ୍? ଦେକା ପର୍ମେସରର୍ ନର୍ପିଲା ମୁଇ ପାପିମନ୍କେ ସର୍ପି ଅଇବା ବେଲା କେଟିଆଚେ ।
46 Rise, let us go! See, My betrayer is approaching!”
୪୬ଉଟା, ଜୁ । ଏଦେ ଦେକା! ମକେ ଦାରାଇ ଦେବା ଲକ୍ ଆସି କେଟ୍ଲାବେ ।”
47 While Jesus was still speaking, Judas, one of the Twelve, arrived, accompanied by a large crowd armed with swords and clubs, sent from the chief priests and elders of the people.
୪୭ଜିସୁ ତାର୍ ସିସ୍ମନ୍କେ ଏ କାତା କଇବା ବେଲେ ତାର୍ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ନାଉଁର୍ ସିସ୍ ଆସି କେଟ୍ଲା । ତାର୍ ସଙ୍ଗ୍ କାତି କାଣ୍ଡା ଆରି ଟେଙ୍ଗ୍ ଡାଙ୍ଗ୍ ଦାରି ବେସି ଲକ୍ ତେଇ ଟୁଲ୍ ଅଇଲାଇ । ସେମନ୍କେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ପାଟାଇରଇଲାଇ ।
48 Now the betrayer had arranged a signal with them: “The One I kiss is the man; arrest Him.”
୪୮ବିସ୍ବାସେ ବିସ୍ ଦେଉ ଜିଉଦା ସେମନ୍କେ ଜାନାଇ ରଇଲା । ସେ ସେମନ୍କେ କଇରଇଲା ମୁଇ ଜନ୍ ଲକ୍କେ ଚୁମ୍ବି ତାକେ ତମେ କଜ୍ଲାସ୍ନି, ତାକେ ଦାରା ।
49 Going directly to Jesus, he said, “Greetings, Rabbi!” and kissed Him.
୪୯ଜିଉଦା ସଲ୍କେ ଜିସୁର୍ଲଗେ ଜାଇ ତାକେ “ଏ ଗୁରୁ ଜୁଆର୍!” ବଲିକରି ଚୁମ୍ଲା ।
50 “Friend,” Jesus replied, “do what you came for.” Then the men stepped forward, seized Jesus, and arrested Him.
୫୦ଜିସୁ ଜିଉଦାକେ କଇଲା, “ମଇତର୍ ତର୍ କାମ୍ ଦାପ୍ରେ ସାରାଇଦେସ୍ ।” ତାର୍ ପଚେ ସେମନ୍ ଜିସୁକେ ଦାରି ବାନ୍ଦି ପାକାଇଲାଇ ।
51 At this, one of Jesus’ companions drew his sword and struck the servant of the high priest, cutting off his ear.
୫୧ଜିସୁର୍ ବାଟର୍ ଗଟେକ୍ ଲକ୍ ତାର୍ ନିଜର୍ କାଣ୍ଡା ବାର୍କରାଇ ମୁକିଅ ପୁଜାରିର୍ ଗତିଦାଙ୍ଗ୍ଡାକେ ମାର୍ଲା । ସେ ଲକର୍ କାନ୍ ଚିଡି ଗାଲା ।
52 “Put your sword back in its place,” Jesus said to him. “For all who draw the sword will die by the sword.
୫୨ଜିସୁ ତାକେ କଇଲା, “ତର୍ କାଣ୍ଡା ପୁରାଇକରି ସଙ୍ଗ । ଜନ୍ ଲକ୍ମନ୍ କାଣ୍ଡା ଉଟାଇବାଇ, ସେମନ୍ କାଣ୍ଡାଇସେ ମର୍ବାଇ ।
53 Are you not aware that I can call on My Father, and He will at once put at My disposal more than twelve legions of angels?
୫୩ତୁଇ କାଇ ନାଜାନୁସ୍ କି? ମୁଇ ମର୍ ବାବାକେ ସାଇଜ ମାଙ୍ଗ୍ଲେ, ସେ ମର୍ପାଇ ଦାପ୍ରେସେ, ବାର୍ଟା ଦଲେଅନି ଅଦିକ୍ ସରଗର୍ ଦୁତ୍ମନ୍କେ ପାଟାଇପାରେ ।
54 But how then would the Scriptures be fulfilled that say it must happen this way?”
୫୪ମାତର୍ ସେନ୍ତାର୍ ଆଲେ ଏଟାମନ୍ ସବୁ ଗଟ୍ସି ବଲି ସାସ୍ତରେ ଜାଇ ଜାଇଟା ଲେକା ଅଇଲା ଆଚେ, ସେଟା କେନ୍ତି ପୁରାପୁରୁନ୍ ଅଇସି?”
55 At that time Jesus said to the crowd, “Have you come out with swords and clubs to arrest Me as you would an outlaw? Every day I sat teaching in the temple courts, and you did not arrest Me.
୫୫ତାର୍ ପଚେ ଜିସୁ ତେଇ ଟୁଲ୍ଅଇରଇବା ଲକ୍ମନ୍କେ କଇଲା, “ମୁଇ କାଇ ଗଟେକ୍ ପାଲାଇବା କାଙ୍ଗାର୍ଜେ ଟେଙ୍ଗ୍ ଡାଙ୍ଗ୍ ଆରି କାଣ୍ଡା ଦାରି ମକେ ଦାର୍ବାର୍ ଆସିଆଚାସ୍? ମୁଇ ସବୁ ଦିନ୍ ମନ୍ଦିରେ ବସି ସିକିଆ ଦେଇତେ ରଇଲି, ସେବେଲେତା ମକେ ଦାରାସ୍ ନାଇ!
56 But this has all happened so that the writings of the prophets would be fulfilled.” Then all the disciples deserted Him and fled.
୫୬ଜାଇଟା ଅବେ, ବବିସତ୍ବକ୍ତାମନ୍ ସାସ୍ତରେ ଜାଇଟା ଲେକ୍ଲାଇ ଆଚତ୍, ସେ ସବୁ ସିଦ୍ ଅଇବାକେ ଏଟା ଗଟ୍ଲା ।” ସେଡ୍କିବେଲେ ସିସ୍ମନ୍ ସବୁଲକ୍ ଜିସୁକେ ଚାଡି ପାଲାଇଲାଇ ।
57 Those who had arrested Jesus led Him away to the house of Caiaphas the high priest, where the scribes and elders had gathered.
୫୭ଜିସୁକେ ବନ୍ଦି କରୁମନ୍ ତାକେ ବଡ୍ ପୁଜାରି କାୟାପାର୍ ଗରେ ନେଲାଇ । ସିତି ଦରମ୍ ଗୁରୁ ଆରି ପାର୍ଚିନ୍ମନ୍ ଟୁଲ୍ ଅଇରଇଲାଇ ।
58 But Peter followed Him at a distance, right up to the courtyard of the high priest. And he went in and sat down with the guards to see the outcome.
୫୮ପିତର୍ କଣ୍ଡେକ୍ ଦୁରିକେ ରଇକରି ଜିସୁକେ ଦେକ୍ତେ ରଇଲା । ଆରି ସେ କାୟାପା ଗରର୍ ଡାଣ୍ଡ୍ଜାକ ଗାଲା । ଏ ସବୁ ଗଟ୍ନା କାଇଟା ଅଇସି ବଲି ସେଟା ଦେକ୍ବାକେ ପିତର୍ ମନ୍ଦିର୍ ଜାଗୁଆଲ୍ମନର୍ ସଙ୍ଗ୍ ତେଇ ବସ୍ଲା ।
59 Now the chief priests and the whole Sanhedrin were seeking false testimony against Jesus in order to put Him to death.
୫୯ମୁକିଅ ପୁଜାରିମନ୍ ଆରି ବଡ୍ ସବାଇ ରଇଲା ସବୁ ଲକ୍ମନ୍ ଜିସୁକେ ମରନ୍ ଡଣ୍ଡ୍ ଦେବାକେ ତାର୍ ବିରୁଦେ ମିଚ୍ କାତା କଜ୍ବାକେ ଚେସ୍ଟା କଲାଇ ।
60 But they did not find any, though many false witnesses came forward. Finally two came forward
୬୦କେତେ କେତେ ଲକ୍ମନ୍ ଜିସୁର୍ ବିରୁଦେ ମିଚ୍ କାତା କଇଲାଇ । ମାତର୍ ସେନ୍ତାରି କାଇ ବୁଲ୍ କାତା ମିସା ମିଲେ ନାଇ । ପଚେ ଦୁଇଲକ୍ ଉଟିକରି,
61 and declared, “This man said, ‘I am able to destroy the temple of God and rebuild it in three days.’”
୬୧“ଏ ଲକ୍ ମୁଇ ପର୍ମେସରର୍ ମନ୍ଦିର୍ ବାଙ୍ଗାଇ ଦେଇ, ସେଟା ତିନ୍ ଦିନ୍ ବିତ୍ରେ ଆରି ତରେକ୍ ଉଟାଇ ଦେଇପାରି ।” ବଲି କଇରଇଲା ।
62 So the high priest stood up and asked Him, “Have You no answer? What are these men testifying against You?”
୬୨ବଡ୍ ପୁଜାରି ଟିଆଅଇକରି ଜିସୁକେ କଇଲା, “ତୁଇ କାଇକେ କାଇଟାବଲି କଉସ୍ ନାଇ? ଏମନ୍ କଇବା କାତା ଚାପ୍ବାକେ ତୁଇ ଆରି କାଇଟା କଇବାର୍ ଆଚେ କି?”
63 But Jesus remained silent. Then the high priest said to Him, “I charge You under oath by the living God: Tell us if You are the Christ, the Son of God.”
୬୩ମାତର୍ ଜିସୁ ଚିମ୍ରାଅଇ ରଇଲା । ବଡ୍ ପୁଜାରି କଇଲା, “ମୁଇ ତମ୍କେ ଜିବନ୍ ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କରାଇ ପାଚାର୍ଲିନି, ସତ୍ କଅ, ତୁଇ କାଇ ପର୍ମେସରର୍ ପିଲା ମସିଅ କି?”
64 “You have said it yourself,” Jesus answered. “But I say to all of you, from now on you will see the Son of Man sitting at the right hand of Power and coming on the clouds of heaven.”
୬୪ଜିସୁ କଇଲା, “ତୁଇ ସମାନ୍ କାତା କଇଆଚୁସ୍ । ମାତର୍ ମୁଇ ତମ୍କେ ସବୁ ଲକ୍କେ କଇଲିନି, ପର୍ମେସର୍ ପାଟାଇଲା ନର୍ପିଲା ମୁଇ, ଦାପ୍ରେ ସେ ସବୁର୍ ଉପ୍ରର୍ ମାପ୍ରୁର୍ ଉଜା ବାଟେ ବସ୍ବାକେ ଗାଲିନି, ଆରି ମକେ ତମେ ସର୍ଗେଅନି ବାଦଲ୍ ସଙ୍ଗ୍ ଉତ୍ରି ଆଇବାଟା ଦେକ୍ସା ।”
65 At this, the high priest tore his clothes and declared, “He has blasphemed! Why do we need any more witnesses? Look, now you have heard the blasphemy.
୬୫ଏ କାତା ସୁନି ବଡ୍ ପୁଜାରି ତାର୍ ପିନ୍ଦି ରଇବାଟା ଚିରିପାକାଇ କଇଲା, “ଏଟା ସେ ପର୍ମେସର୍କେ ନିନ୍ଦା କର୍ବାଟା! ଆରି ବିନ୍ ସାକି ଦର୍କାର୍ ନାଇ । ତମେ ଏବେସେ ଏ ଲକ୍ ପର୍ମେସର୍କେ ନିନ୍ଦା କର୍ବାଟା ସୁନ୍ଲାସ୍ ।
66 What do you think?” “He deserves to die,” they answered.
୬୬ଏ ବିସଇନେଇ କରି ତମେ କାଇଟା ବାବ୍ଲାସ୍ନି?” ସେମନ୍ ସବୁ ଲକ୍ କଇଲାଇ, “ସେ ଦସ୍ କରିଆଚେ, ମରନ୍ ଡଣ୍ଡ୍ ପାଇବାର୍ ଦର୍କାର୍ ଆକା ।”
67 Then they spit in His face and struck Him. Others slapped Him
୬୭ତାର୍ ପଚେ ସେମନ୍ ଜିସୁର୍ ମୁଏଁ ତୁକ୍ଲାଇ ଆରି ମାର୍ଲାଇ । କେତେ ଲକ୍ ତାକେ ଚାପଡ୍ ସଙ୍ଗ୍ ମାରି କଇଲାଇ,
68 and said, “Prophesy to us, Christ! Who hit You?”
୬୮“ଏ କିରିସ୍ଟ! ବବିସତ୍ କାତା ଅଲପ୍ କଅ । ତକେ କେ ମାର୍ଲା କଇଦେକ୍ ପନି!”
69 Meanwhile, Peter was sitting out in the courtyard, and a servant girl came up to him. “You also were with Jesus the Galilean,” she said.
୬୯ପିତର୍ ବଡ୍ ପୁଜାରିର୍ ଦୁଆର୍ ମୁଆଟେ ବସି ରଇଲା ବେଲେ ଗଟେକ୍ ବଡ୍ ପୁଜାରିର୍ ପାଇଟିକାରିଆନି ଲଗେ ଆସି କଇଲା, “ତୁଇ ମିସା ଗାଲିଲିର୍ ଜିସୁର୍ ସଙ୍ଗ୍ ରଇଲୁସ୍ କାଇକି?”
70 But he denied it before them all: “I do not know what you are talking about.”
୭୦ମାତର୍ ପିତର୍ ସବୁର୍ ମୁଆଟେ ନାଡାଇ କରି ଏ କାତା କଇଲା, “ତୁଇ କାଇ ବଲି କଇଲୁସ୍ନି ମୁଇ ନାଜାନି ।”
71 When Peter had gone out to the gateway, another servant girl saw him and said to the people there, “This man was with Jesus of Nazareth.”
୭୧ଏନ୍ତି କଇକରି ପିତର୍ ଦୁଆର୍ ମୁଆଁଟ୍ ଲଗେ ଉଟିଗାଲା । ଆରି ଗଟେକ୍ ବିନ୍ ପାଇଟିକାରିଆନି ତାକେ ଦେକି ତେଇ ରଇବା ଲକ୍ମନ୍କେ କଇଲା, “ଏ ନାଜରିତର୍ ଜିସୁର୍ ସଙ୍ଗ୍ ରଇଲା ।”
72 And again he denied it with an oath: “I do not know the man!”
୭୨ପିତର୍ ଆରି ତରେକ୍ କଇଲା, “ମୁଇ ପର୍ମାନ୍ କରି କଇଲିନି, ସେ ଲକ୍କେ ନାଜାନି ।”
73 After a little while, those standing nearby came up to Peter. “Surely you are one of them,” they said, “for your accent gives you away.”
୭୩କେତେପର୍ ଗାଲାପଚେ ତେଇ ରଇଲା ଲକ୍ମନ୍ ପିତରର୍ ଲଗେ ଆସି କଇଲାଇ, “ବାଇଦରେ ତୁଇ ମିସା ସେମନର୍ ବିତ୍ରେଅନି ଗଟେକ୍ ଲକ୍ । ତର୍ କାତାବାର୍ତାଇଅନି ଏଟା ଜାନା ପଡିଗାଲାନି ।”
74 At that he began to curse and swear to them, “I do not know the man!” And immediately a rooster crowed.
୭୪ପିତର୍ କଇଲା, “ମୁଇ ପର୍ମାନ୍ କରି କଇଲିନି, ମର୍ କାତା ସତ୍ ଆକା । ନଇଲେ ପର୍ମେସର୍ ମକେ ଡଣ୍ଡ୍ ଦେଅ । ସେ ଲକ୍କେ ମୁଇ ନାଜାନି ।” ସେଦାପ୍ରେ କୁକ୍ଡା ଡାକ୍ଲା ।
75 Then Peter remembered the word that Jesus had spoken: “Before the rooster crows, you will deny Me three times.” And he went outside and wept bitterly.
୭୫ଆରି ଜିସୁ ଜନ୍ ଜନ୍ କାତା କଇରଇଲା, କୁକ୍ଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ । ସେ ସବୁ ପିତର୍ ଏତାଇଲା ଆରି ସେ ବାଇରେ ଜାଇ ବେସି ଦୁକ୍ ଅଇ କାନ୍ଦ୍ଲା ।