< Matthew 6 >
1 “Be careful not to perform your righteous acts before men to be seen by them. If you do, you will have no reward from your Father in heaven.
୧ଲକ୍ମନ୍କେ ଦେକାଇଅଇବାକେ ସବୁର୍ ମୁଆଟେ ନିକ କାମ୍ କରାନାଇ । ସେଟା କଲେ ସର୍ଗେ ରଇବା ତମର୍ ବାବାର୍ ଟାନେଅନି ପୁରୁସ୍କାର୍ ନ ପାଆସ୍ ।
2 So when you give to the needy, do not sound a trumpet before you, as the hypocrites do in the synagogues and on the streets, to be honored by men. Truly I tell you, they already have their full reward.
୨ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ ।
3 But when you give to the needy, do not let your left hand know what your right hand is doing,
୩ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ ।
4 so that your giving may be in secret. And your Father, who sees what is done in secret, will reward you.
୪ତମର୍ ଏ ଦାନ୍ ଲୁଚ୍ତେ ଅଇରଇଲେ ମିସା ସବୁ ଦେକ୍ବା ବାବା ପର୍ମେସର୍ ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।
5 And when you pray, do not be like the hypocrites. For they love to pray standing in the synagogues and on the street corners to be seen by men. Truly I tell you, they already have their full reward.
୫ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ ।
6 But when you pray, go into your inner room, shut your door, and pray to your Father, who is unseen. And your Father, who sees what is done in secret, will reward you.
୬ମାତର୍ ତମେ ପାର୍ତନା କର୍ବାକେ ତମର୍ ବାକ୍ରାଇ ଜାଇ, କାକେ ନ ଦେକାଇଅଇତେ ପୁରିକରି କାପାଟ୍ ଡାବିଅଇଦିଆସ୍ ଆରି ନ ଡିସାଇ ଅଇବା ତମର୍ ସର୍ଗର୍ ବାବାର୍ ଲଗେ ପାର୍ତନା କରା । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମର୍ ବାବା ତମ୍କେ ପୁରୁସ୍କାର୍ ଦେଇସି ।
7 And when you pray, do not babble on like pagans, for they think that by their many words they will be heard.
୭ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ ।
8 Do not be like them, for your Father knows what you need before you ask Him.
୮ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି ।
9 So then, this is how you should pray: ‘Our Father in heaven, hallowed be Your name.
୯ସେଟାର୍ ପାଇ ତମେ ଏନ୍ତାରି ପାର୍ତନା କର୍ବାର୍ ଆଚେ । ଏ ଆମର୍ ସରଗର୍ ବାବା, ତମର୍ ସୁକଲ୍ ନାଉଁ ଡାକ୍ପୁଟା ପାଅ ।
10 Your kingdom come, Your will be done, on earth as it is in heaven.
୧୦ତମର୍ ସାସନ୍ ଆସ । ସର୍ଗେ ତମର୍ ମନ୍ କଲାଟା ଜେନ୍ତାରି ସିଦ୍ ଅଇଲାନି, ଏ ରାଇଜେ ମିସା ସେନ୍ତାରି ତମେ ମନ୍ କଲାଟା ସିଦ୍ ଅ ।
11 Give us this day our daily bread.
୧୧ଆଜି ଆମ୍କେ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
12 And forgive us our debts, as we also have forgiven our debtors.
୧୨ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
13 And lead us not into temptation, but deliver us from the evil one.’
୧୩ବେସି କସ୍ଟ ରଇବା ପରିକା ଆମ୍କେ ମୁରଚ୍ବାକେ ଦିଆ ନାଇ, ମାତର୍ କାରାପ୍ କାମେଅନି ରକିଆ କରା ଜେନ୍ତିକି ତମର୍ ରାଇଜ୍, ତମର୍ ବପୁ, ଆରି ଡାକ୍ପୁଟା ସବୁ ଜୁଗେଜୁଗେ ତମର୍ ଅଇକରି ରଅ । ଆମେନ୍!
14 For if you forgive men their trespasses, your heavenly Father will also forgive you.
୧୪“ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି ।
15 But if you do not forgive men their trespasses, neither will your Father forgive yours.
୧୫ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।”
16 When you fast, do not be somber like the hypocrites, for they disfigure their faces to show men they are fasting. Truly I tell you, they already have their full reward.
୧୬“ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ ।
17 But when you fast, anoint your head and wash your face,
୧୭ମାତର୍ ତମେ ଉପାସ୍ କର୍ବା ବେଲେ, ମୁଣ୍ଡେ ଚିକନ୍ଲାଗାଇ ଅଇ ସପା ସୁତ୍ରା ରୁଆ ।
18 so that your fasting will not be obvious to men, but only to your Father, who is unseen. And your Father, who sees what is done in secret, will reward you.
୧୮ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।” ।
19 Do not store up for yourselves treasures on earth, where moth and rust destroy, and where thieves break in and steal.
୧୯“ଏ ଦୁନିଆଇ ନିଜର୍ପାଇ ଦନ୍ ଅର୍ଜା ନାଇ । ଇତି ସଙ୍ଗଇଲା ଦନ୍ ଅଲ୍ମା କାଇ ଚିଲମ୍ ଦାର୍ସି ଆରି ଚର୍ମନ୍ କତି କାଣା କରି ଚରାଇନେବାଇ ।
20 But store up for yourselves treasures in heaven, where moth and rust do not destroy, and where thieves do not break in and steal.
୨୦ସର୍ଗେ ତମର୍ ପାଇ ଏନ୍ତାରି ଦନ୍ ଅର୍ଜି ସଙ୍ଗୁଆ । ତେଇ ଅଲ୍ମା ଆରି ଚିଲମ୍ ନ ଦାରେ । ଆରି ଚର୍ମନ୍ ମିସା କତି କାଣାକରି ଚରାଇ ନେଇ ନାପାରତ୍ । ଜାଗ୍ରତ୍!
21 For where your treasure is, there your heart will be also.
୨୧କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।”
22 The eye is the lamp of the body. If your eyes are good, your whole body will be full of light.
୨୨“ତମର୍ ଆଁକି ଅଇଲାନି ଗାଗଡର୍ ବତି । ଜେଡେବେଲା ଆଁକି ନିର୍ମଲ୍ ରଇସି, ତେବେ ତମର୍ ଗୁଲାଇ ଗାଗଡ୍ ମିସା ଉଜଲ୍ ବର୍ତି ଅଇରଇସି ।
23 But if your eyes are bad, your whole body will be full of darkness. If then the light within you is darkness, how great is that darkness!
୨୩ମାତର୍ ଜେବେ ତମର୍ ଆଁକି ନସିରଇସି, ତେବେ ସବୁ ଗାଗଡ୍ ଆନ୍ଦାର୍ ଅଇସି । ତେବର୍ପାଇ ତମର୍ ମନ୍ ବିତ୍ରର୍ ଉଜଲ୍ ଜେବେ ଆନ୍ଦାର୍ ଅଇସି, ତେବେ ସେ ଆନ୍ଦାର୍ କେଡେକ୍ ବଡ୍ ବିପଦ୍ ।”
24 No one can serve two masters: Either he will hate the one and love the other, or he will be devoted to the one and despise the other. You cannot serve both God and money.
୨୪“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
25 Therefore I tell you, do not worry about your life, what you will eat or drink; or about your body, what you will wear. Is not life more than food, and the body more than clothes?
୨୫ଏଟାର୍ପାଇ ମୁଇ ତମ୍କେ କଇଲିନି, ବଁଚ୍ବାକେ କାଇଟା କାଇବୁବେ? ଆରି ଗାଗଡର୍ ପାଇ କାଇଟା ପିନ୍ଦ୍ବୁ? ବଲି ବାବି ଚିନ୍ତା କରାନାଇ । କାଦିର୍ତେଇଅନି ଜିବନ୍, ଆରି ବସ୍ତର୍ ତେଇଅନି ଗାଗଡ୍ ମୁକିଅ ଆଚେ ।
26 Look at the birds of the air: They do not sow or reap or gather into barns—and yet your heavenly Father feeds them. Are you not much more valuable than they?
୨୬ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି?
27 Who of you by worrying can add a single hour to his life?
୨୭ବଁଚ୍ବା ପାଇ ବଲି ନିଜେ ଚିନ୍ତାକରି ବିକଲ୍ ଅଇ ଜେ ତାର୍ କଣ୍ଡେକ୍ ମିସା ବଁଚ୍ବା ଦିନ୍ ପାର୍ସି କି? ନାଇ ନାପାରେ ।
28 And why do you worry about clothes? Consider how the lilies of the field grow: They do not labor or spin.
୨୮ବସ୍ତର୍ ପାଇ କାଇକେ ବିକଲ୍ ଅଇଲାସ୍ନି? ଦେକା, ବନର୍ ପୁଲ୍ମନ୍ କେନ୍ତି ବଡ୍ଲାଇନି, ସେମନ୍ କାମ୍ଦାମ୍ କରତ୍ ନାଇ କି ନିଜର୍ ପାଇ ବସ୍ତର୍ ତିଆର୍ କରତ୍ ନାଇ,
29 Yet I tell you that not even Solomon in all his glory was adorned like one of these.
୨୯ମାତର୍ ମୁଇ ତମ୍କେ କଇଲିନି, ରାଜା ସଲ୍ମନ୍ ତାର୍ ସବୁ ଦନ୍ ସଁପତି ସଙ୍ଗ୍ ମିସା ଏ ପୁଲ୍ ପାରା ସୁନ୍ଦର୍ ବସ୍ତର୍ କେବେ ପିନ୍ଦି ନ ରଇଲା ।
30 If that is how God clothes the grass of the field, which is here today and tomorrow is thrown into the furnace, will He not much more clothe you, O you of little faith?
୩୦ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି? ଦେଇସିସେ ।
31 Therefore do not worry, saying, ‘What shall we eat?’ or ‘What shall we drink?’ or ‘What shall we wear?’
୩୧ଏଟାର୍ ପାଇ କାଇଟା କାଇବି? ଆରି କାଇଟା ପିଇବି? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ ।
32 For the Gentiles strive after all these things, and your heavenly Father knows that you need them.
୩୨କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ ।
33 But seek first the kingdom of God and His righteousness, and all these things will be added unto you.
୩୩ମାତର୍ ତମେ ତାର୍ ରାଇଜ୍ ଆରି ସେ ତମର୍ଟାନେଅନି କାଇଟା ମନ୍ କଲାନି, ସେ ବିସଇ କଜା । ସେନ୍ତାର୍ କଲେ, ସେ ତମ୍କେ ଲଡାକେ ଆଇବା ସବୁ ବିସଇ ଜାଗାଇ ଦେଇସି ।
34 Therefore do not worry about tomorrow, for tomorrow will worry about itself. Today has enough trouble of its own.
୩୪ଆରି, କାଲିକର୍ ପାଇ ଚିନ୍ତା କରାନାଇ, କାଇକେବଇଲେ କାଲିିକର୍ ଚିନ୍ତା କାଲିକେ କରା । ଜନ୍ ଦିନର୍ କସ୍ଟ, ସେଦିନର୍ପାଇ ଅଦିକ୍ ଅଇସି ।