< Revelation 4 >
1 After this I looked and saw a door standing open in heaven. And the voice I had previously heard speak to me like a trumpet was saying, “Come up here, and I will show you what must happen after these things.”
୧ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।
2 At once I was in the Spirit, and I saw a throne standing in heaven, with someone seated on it.
୨ସେ ଦାପ୍ରେ ଆତ୍ମା ମକେ ଗଟେକ୍ ସପନ୍ ଦେକାଇଲା । ସର୍ଗର୍ ବସ୍ବାଟାନେ ଗଟେକ୍ ଲକ୍ ବସିରଇବାଟା ମୁଇ ଦେକ୍ଲି ।
3 The One seated there looked like jasper and carnelian, and a rainbow that gleamed like an emerald encircled the throne.
୩ତାର୍ ମୁ ଇରା ଆରି ମୁକ୍ତା ପାରା ଜଗ୍ଜଗି ଜାଇତେରଇଲା । କାଁଚାପତ୍ରିଆ ଡିସ୍ବାପାରା ଇରା ମୁକ୍ତାର୍ ଇନ୍ଦର୍ଦୁନୁ ବସ୍ବା ଜାଗାର୍ ଚାର୍ବେଟ୍ତି ଗୁଡିଆଇ ଅଇଲାପାରା ଅଇରଇଲା ।
4 Surrounding the throne were twenty-four other thrones, and on these thrones sat twenty-four elders dressed in white, with golden crowns on their heads.
୪ସେ ବସ୍ବା ଜାଗାର୍ ଗୁଲ୍ଟି ବିତ୍ରେ କଡେ ଚାର୍ଟା ବସ୍ବା ଜାଗା ରଇଲା । ତେଇ ଦବ୍ଲୁଗା ପିନ୍ଦିକରି ଆରି ସୁନାର୍ ମୁକୁଟ୍ ପିନ୍ଦି କଡେଚାରିଟା ପାର୍ଚିନ୍ମନ୍ ବସିରଇଲାଇ ।
5 From the throne came flashes of lightning, and rumblings, and peals of thunder. Before the throne burned seven torches of fire. These are the seven Spirits of God.
୫ବସ୍ବା ଜାଗାଇଅନି ବିଜ୍ଲି ମାର୍ଲା ଆରି ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା । ବସ୍ବା ଜାଗାର୍ ମୁଆଟେ ସାତ୍ଟା ଜଇଉମ୍ଲା ଲାଗ୍ତେରଇଲା । ସେଟା ଅଇଲାନି ପର୍ମେସରର୍ ସାତ୍ଟା ଆତ୍ମା ।
6 And before the throne was something like a sea of glass, as clear as crystal. In the center, around the throne, were four living creatures, covered with eyes in front and back.
୬ଆରି ବସ୍ବା ଜାଗାର୍ ମୁଆଟେ ନିର୍ମଲ୍ ଅଇକରି ଡିସ୍ବା କାଁଚର୍ ସମ୍ଦୁର୍ ପାରା ରଇଲା । ବସ୍ବା ଜାଗାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ରଇଲାଇ । ତାର୍ ମୁଆଟ୍ ବାଟେ ଆରି ପଚ୍ବାଟେ ଆଁକିମନ୍ ରଇଲା ।
7 The first living creature was like a lion, the second like a calf, the third had a face like a man, and the fourth was like an eagle in flight.
୭ପର୍ତୁମର୍ ପସୁ ସିଅଁବାଗ୍ପାରା ଡିସ୍ତେ ରଇଲା । ଦୁଇ ଲମର୍ଟା ସଣ୍ଡ୍ପାରା ରଇଲା । ତିନ୍ ଲମର୍ଟା ଲକର୍ ପାରା ବାନିମୁର୍ତି ରଇଲା । ଆରି ସାରାସାରିର୍ଟା ଉଡିବୁଲ୍ବା ଗିଦ୍ ପାରା ଡିସ୍ତେ ରଇଲା ।
8 And each of the four living creatures had six wings and was covered with eyes all around and within. Day and night they never stop saying: “Holy, Holy, Holy, is the Lord God Almighty, who was and is and is to come!”
୮ସେ ଚାରିଟା ଜାକ ଜିବନ୍ ରଇବା ପସୁମନ୍କେ ଗଟେକ୍କେ ଚଅଟା ଲାକା ଡେନା ରଇଲା । ଆରି ତାକର୍ବାଇରେ ବିତ୍ରେ ମିସା ଆଁକି ରଇଲା । ଦିନ୍ ରାତି ଗିତ୍ କଇବାଟା ସେମନ୍ ତେବତ୍ନାଇ । ସବୁର୍ଟାନେ ଅନି ବପୁରଇବା ମାପ୍ରୁ ପର୍ମେସର୍, ସୁକଲ୍ଟା! ସୁକଲ୍ଟା! ସୁକଲ୍ ସେ! ସେ ଆଗ୍ତୁ ରଇଲା, ଏବେ ଆଚେ ଆରି ସେ କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି!
9 And whenever the living creatures give glory, honor, and thanks to the One seated on the throne who lives forever and ever, (aiōn )
୯ଚାରିଟା ଜିବନ୍ ରଇବା ପସୁମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମଇମାର୍, ଡାକ୍ପୁଟା ଆରି ଦନିଅବାଦର୍ ଗିତ୍ ସୁନାଇତେରଇଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେମନ୍ ସେନ୍ତାରି କଲାକେ (aiōn )
10 the twenty-four elders fall down before the One seated on the throne, and they worship Him who lives forever and ever. They cast their crowns before the throne, saying: (aiōn )
୧୦କଡେ ଚାରିଟା ପାର୍ଚିନ୍ମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମୁଆଟେ ଡାଣ୍ଡାସନ୍ ପଡି ତାକେ ଜୁଆର୍ କଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିରଇସି । ସେମନ୍ ପିନ୍ଦି ରଇବା ମୁକୁଟ୍ ବସ୍ବା ଜାଗାର୍ ମୁଆଟେ ପିଙ୍ଗିଦେଇକରି କଇଲାଇ, (aiōn )
11 “Worthy are You, our Lord and God, to receive glory and honor and power, for You created all things; by Your will they exist and came to be.”
୧୧ଏ ଆମର୍ ମାପ୍ରୁ ଆରି ଆମର୍ ପର୍ମେସର୍! ସବୁ ମଇମା, ଡାକ୍ପୁଟା ଆରି ବପୁ ତୁଇ ଆକା ପାଇସୁ । ତୁଇ ସବୁଜାକ ତିଆର୍ କଲାସ୍ ଆରି ତମର୍ ମନ୍ କଲା ଇସାବେ ସେମନ୍ ତିଆରିଅଇ ବଁଚ୍ଲାଇନି ।