< Revelation 8 >
1 When the Lamb opened the seventh seal, there was silence in heaven for about half an hour.
୧ମେଣ୍ଡାପିଲା ଜେଡେବେଲେ ସାତ୍ ତମର୍ ସିଲ୍ ବାଙ୍ଗାଇଲା, ସେଡ୍କିବେଲେ ସର୍ଗେ ସମାନ୍ ଅଦ୍ଗଟା ଜାକ ଚିମ୍ରା ଅଇଗାଲା ।
2 And I saw the seven angels who stand before God, and they were given seven trumpets.
୨ତାର୍ପଚେ ପର୍ମେସରର୍ ମୁଆଟେ ସାତ୍ଟା ଦୁତ୍ମନ୍କେ ଟିଆଅଇ ରଇଲାଟା ମୁଇ ଦେକ୍ଲି । ସେ ମନ୍କେ ସାତ୍ଟା ମଇରି ଦିଆଅଇ ରଇଲା ।
3 Then another angel, who had a golden censer, came and stood at the altar. He was given much incense to offer, along with the prayers of all the saints, on the golden altar before the throne.
୩ତେଇ ଆରି ଗଟେକ୍ ଦୁତ୍ ଆସିକରି ବେଦିଲଗେ ଟିଆ ଆଇଲା । ତାର୍ ଆତେ ଗନ୍ଦ୍ରସ୍ ପଡାଇବା ଗଟେକ୍ ସୁନାର୍ ଗିନା ରଇଲା । ପର୍ମେସରର୍ ଲକ୍ମନର୍ ପାର୍ତନା ସଙ୍ଗ୍ ମିସାଇବାକେ ତାକେ ବେସି ଗନ୍ଦ୍ରସ୍ ଦିଆଅଇରଇଲା । ତାର୍ପଚେ ସେ ସେଟା ବସ୍ବା ଜାଗାର୍ ମୁଆଟେ ରଇବା ସୁନାର୍ ବେଦି ଉପ୍ରେ ସରପ୍ସି ।
4 And the smoke of the incense, together with the prayers of the saints, rose up before God from the hand of the angel.
୪ପଡ୍ତେରଇବା ଦୁପର୍ ଦୁଆଁ ପର୍ମେସରର୍ ଲକ୍ମନର୍ ପାର୍ତନା ସଙ୍ଗ୍ ଉପ୍ରେ ଗାଲା । ପର୍ମେସରର୍ ମୁଆଟେ ଟିଆଅଇରଇବା ଦୁତ୍ ସେଟା ଦାରିରଇଲା ।
5 Then the angel took the censer, filled it with fire from the altar, and hurled it to the earth; and there were peals of thunder, and rumblings, and flashes of lightning, and an earthquake.
୫ତାର୍ପଚେ ସେ ଦୁତ୍ ଦୁପ୍ ପଡାଇବା ଅର୍କି ନେଇକରି ବେଦିଟାନର୍ ଜଇସଙ୍ଗ୍ ବର୍ତି କଲା । ସେଟା ସେ ଦର୍ତନି ଉପ୍ରେ ପିଙ୍ଗିଦେଲା । ତେଇ ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା ଆରି ବିଜ୍ଲି ମାରି ଦର୍ତନି ଚୁଲ୍ବୁଲ୍ଲା ।
6 And the seven angels with the seven trumpets prepared to sound them.
୬ତାର୍ପଚେ ସାତ୍ଟା ମଇରି ଦାରିରଇବା ସାତ୍ଟା ଦୁତ୍ ସେଟା ପୁକ୍ବାକେ ତିଆର୍ଅଇଲାଇ ।
7 Then the first angel sounded his trumpet, and hail and fire mixed with blood were hurled down upon the earth. A third of the earth was burned up, along with a third of the trees and all the green grass.
୭ପର୍ତୁମର୍ ଦୁତ୍ ତାର୍ ମଇରି ପୁକ୍ଲା ଆରି ଏଦେ ଦେକା! କାରାପାକ୍ନା ଆରି ଜଇ ଜନ୍ଟା କି ବନି ସଙ୍ଗ୍ ମିସିରଇଲା, ସେଟା ଦର୍ତନି ଉପ୍ରେ ଡାଲିଅଇଲା । ଦର୍ତନି ତିନ୍ବାଗ୍ ଅନି ଗଟେକ୍ ବାଗ୍ ପଡିଗାଲା । ତାର୍ ସଙ୍ଗ୍ ତିନ୍ବାଗେ ଅନି ଗଟେକ୍ ବାଗର୍ ଗଚ୍ମନ୍ ଆରି ସବୁ ଗାଁସ୍ମନ୍ ମିସା ପଡିଗାଲା ।
8 Then the second angel sounded his trumpet, and something like a great mountain burning with fire was thrown into the sea. A third of the sea turned to blood,
୮ତାର୍ପଚେ ଦୁଇଲମର୍ ଦୁତ୍ ମଇରି ପୁକ୍ଲା । ଆରି ଏଦେ ଦେକା! ଗଟେକ୍ ବଡ୍ କୁପ୍ଲି, ଜନ୍ଟା ଜଇ ଲାଗ୍ତେରଇଲା, ସେଟା ସମ୍ଦୁର୍ ବିତ୍ରେ ପିଙ୍ଗା ଅଇଲା । ଆରି ସମ୍ଦୁରର୍ ପାନି ତିନ୍ବାଗେ ଅନି ଗଟେକ୍ ବାଗ୍ ବନି ଅଇଗାଲା ।
9 a third of the living creatures in the sea died, and a third of the ships were destroyed.
୯ଆରି ସମ୍ଦୁର୍ ବିତ୍ରେ ରଇବା ତିନ୍ବାଗେଅନି ଗଟେକ୍ ବାଗ୍ ଜଁତ୍ଜିଆଦ୍ ମରିଗାଲାଇ । ଆରି ତିନ୍ବାଗେଅନି ଗଟେକ୍ ବାଗ୍ ପାନି ଜାଜ୍ ମିସା କୁରୁପ୍ନାସ୍ ଅଇଗାଲା ।
10 Then the third angel sounded his trumpet, and a great star burning like a torch fell from heaven and landed on a third of the rivers and on the springs of water.
୧୦ତାର୍ପଚେ ତିନ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ସେ ଦାପ୍ରେସେ ଆକାସେ ଅନି ଜଇଅଲା ପାରା ଲାଗ୍ତେରଇବା ଗଟେକ୍ ବଡ୍ ତାରା ବାଦ୍ଲେଅନି ଅଦର୍ଲା । ସେଟା ତିନ୍ବାଗେଅନି ଗଟେକ୍ ବାଗର୍ ଗାଡ୍ମନ୍କେ ଆରି ଜଲାମନର୍ ଉପ୍ରେ ଅଦର୍ଲା ।
11 The name of the star is Wormwood. A third of the waters turned bitter like wormwood oil, and many people died from the bitter waters.
୧୧ସେ ତାରାର୍ ନାଉଁ ଅଇଲାନି ଲାଗ୍ଦଣାତିକ୍ତତା । ତାରା ଅଦର୍ଲାକେ ତିନ୍ବାଗେ ଅନି ଗଟେକ୍ବାଗ୍ ପାନି ପିତା ଅଇଗାଲା । ସେ ପିତା ପାନି କାଇକରି ବେସିଲକ୍ମନ୍ ମରିଗାଲାଇ ।
12 Then the fourth angel sounded his trumpet, and a third of the sun and moon and stars were struck. A third of the stars were darkened, a third of the day was without light, and a third of the night as well.
୧୨ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।
13 And as I observed, I heard an eagle flying overhead, calling in a loud voice, “Woe! Woe! Woe to those who dwell on the earth, because of the trumpet blasts about to be sounded by the remaining three angels!”
୧୩ତାର୍ପଚେ ମୁଇ ଆରି ଦେକ୍ଲି ଆରି ଏଦେ ଦେକା! ଗଟେକ୍ ଗିଦ୍ ବେସି ଉପ୍ରେ ଉଡ୍ତେରଇଲା । ଆରି ଆଉଲି କଇତେରଇଲା, “କାଇ ଇନସ୍ତା, କାଇ ଇନସ୍ତା । ଜେଡେବେଲେ ବାକି ତିନ୍ଟା ଦୁତ୍ମନର୍ ମଇରି ଟାନେଅନି ସବଦ୍ ଆଇଲାବେଲେ, ଦର୍ତନି ଟାନେ ରଇବା ସବୁ ଲକ୍ମନର୍ ପାଇ କେତେକ୍ ଇନସ୍ତା ଅଇସି ।”