< 2 Corinthians 1 >
1 Paul, apostle of Jesus Christ by God's will, and the brother Timotheus, to the assembly of God which is in Corinth, with all the saints who are in the whole of Achaia.
୧ମୁଇ ପାଉଲ୍, ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ବାଚାଇଅଇଲିଆଚି । ମୁଇ ଆରି ଆମର୍ ବାଇ ତିମତି ଆରି କରନ୍ତିୟଟାନେ ରଇବା ପର୍ମେସରର୍ ଗୁଲାଇ ମଣ୍ଡଲିମନ୍କେ ଆରି ଆକାଇଆଟାନେ ରଇବା ସବୁ ପର୍ମେସରର୍ ଲକ୍ମନ୍କେ, ଏ ଚିଟି ଲେକ୍ଲୁନି ।
2 Grace to you, and peace from God our Father, and [the] Lord Jesus Christ.
୨ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁର୍ ଟାନେଅନି ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ଅ ।
3 Blessed [be] the God and Father of our Lord Jesus Christ, the Father of compassions, and God of all encouragement;
୩ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି ।
4 who encourages us in all our tribulation, that we may be able to encourage those who are in any tribulation whatever, through the encouragement with which we ourselves are encouraged of God.
୪ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
5 Because, even as the sufferings of the Christ abound towards us, so through the Christ does our encouragement also abound.
୫କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
6 But whether we are in tribulation, [it is] for your encouragement and salvation, wrought in the endurance of the same sufferings which we also suffer,
୬ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।
7 (and our hope for you [is] sure; ) or whether we are encouraged, [it is] for your encouragement and salvation: knowing that as ye are partakers of the sufferings, so also of the encouragement.
୭ଏଟାର୍ଲାଗି ତମର୍ଟାନେ ଆସା କର୍ବାଟା ଡାଁଟ୍ ଅଇଲାଆଚେ । କାଇକେବଇଲେ, ଆମେ ଜାନିଆଚୁ, ଆମ୍କେ ଦୁକ୍ କସ୍ଟ ଆଇଲେ ମିସା ମୁର୍ଚିକରି ଆଚୁ, ତମେ ମିସା ସେନ୍ତାରି ମୁର୍ଚିକରି ଆଚାସ୍ । ଜେନ୍ତାରି କି ପର୍ମେସର୍ ଟାନେଅନି ଆମେ ସାଇଜ ମିଲାଇଆଚୁ । ସେନ୍ତାରିସେ ତମେ ମିସା ସାଇଜ ମିଲାଇଆଚାସ୍ ।
8 For we do not wish you to be ignorant, brethren, as to our tribulation which happened [to us] in Asia, that we were excessively pressed beyond [our] power, so as to despair even of living.
୮କାଇକେ ବଇଲେ, ଏ ବାଇବଇନିମନ୍, ଆସିଆ ରାଇଜେ ଆମ୍କେ ଅଇରଇବା ବଡ୍ ଦୁକ୍ କସ୍ଟ ବିସଇ ତମେ ଜାନିରୁଆ ବଲି ଆମେ ମନ୍ କଲୁନି । ମୁର୍ଚି ନାପାର୍ଲା ବଡ୍ ପରିକା ଆଇଲା । ଏନ୍ତାରି କି ଆମେ ଆରି ନ ରଇକରି ମରିଜିବାର୍ ଅଇସିବେ ବଲି ବାବ୍ତେରଇଲୁ ।
9 But we ourselves had the sentence of death in ourselves, that we should not have our trust in ourselves, but in God who raises the dead;
୯ଉଁ, ଆମ୍କେ ମରନ୍ ଆସି ଡାବିଅଇରଇଲା । ମାତର୍ ନିଜର୍ ନିଜର୍ ଉପ୍ରେ ଆସା ନ କରି, ଜନ୍ ପର୍ମେସର୍ ମଲା ଲକ୍ମନ୍କେ ଉଟାଇସି, ତାର୍ ଉପ୍ରେ ଆସା କର୍ବାକେ ଏ ସବୁ ଅଇଲା ।
10 who has delivered us from so great a death, and does deliver; in whom we confide that he will also yet deliver;
୧୦ସେ ଆମ୍କେ ମରନ୍ଟାନେ ଅନି ବଁଚାଇଲା । ସେଟାର୍ପାଇ ଆମେ ରକିଆ ପାଇଲୁ । ମରନ୍ ରଇଲା ଆକା, ମାତର୍ ମରୁନାଇ । ଆରି ସେ ଆମ୍କେ ସାଇଜ କର୍ତେରଇସି ଆକା ବଲି ଜାନିଆଚୁ । ଆମ୍କେ ବଡ୍ ଆସା ଆଚେ ଜେ, ସେ ଆମ୍କେ ସାଇଜ କର୍ବାଟା କେବେ ନ ତେବାଏ ।
11 ye also labouring together by supplication for us that the gift towards us, through means of many persons, may be the subject of the thanksgiving of many for us.
୧୧ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
12 For our boasting is this, the testimony of our conscience, that in simplicity and sincerity before God, (not in fleshly wisdom but in God's grace, ) we have had our conversation in the world, and more abundantly towards you.
୧୨ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
13 For we do not write other things to you but what ye well know and recognise; and I hope that ye will recognise to the end,
୧୩କାଇକେ ବଇଲେ, ଆମେ ଚିଟି ପାଟାଇଲା ବେଲେ ତମେ ଜାଇଜାଇଟା ପଡିକରି ବୁଜିପାରାସ୍, ସେଟାସେ ଲେକି ପାଟାଇଲୁନି ।
14 even as also ye have recognised us in part, that we are your boast, even as ye [are] ours in the day of the Lord Jesus.
୧୪ଏବେ ଆମେ ଜାଇଟା କଲୁନି, ସେ ବିସଇ ତମେ ଅଲପ୍ ଅଲପ୍ ବୁଜ୍ଲାସ୍ନି । ମାତର୍ ମୁଇ ଆସା କଲିନି, ସେଟା ତମେ ପୁରାପୁରୁନ୍ ବୁଜି ପାର୍ସା । ଜେନ୍ତାରି କି, ଆମର୍ ମାପ୍ରୁ ଜିସୁ ବାଉଡ୍ଲା ଦିନେ, ତମେ ଆମର୍ ଲାଗି ସାର୍ଦା କର୍ସା, ସେନ୍ତାରିସେ ଆମେ ମିସା ତମର୍ଲାଗି ସାର୍ଦା କର୍ବୁ ।
15 And with this confidence I purposed to come to you previously, that ye might have a second favour;
୧୫ଏଟା ସବୁ ତମେ ବୁଜି ପାର୍ସା, ସେଟା ଜାନିକରି ମୁଇ ତମର୍ଟାନେ ବୁଲିଆଇବି ବଲି ମନ୍କଲି । ଜେନ୍ତାରି କି ମୁଇ ତମ୍କେ ଦୁଇତର୍ ସାଇଜ କରିପାର୍ବି ।
16 and to pass through to Macedonia by you, and again from Macedonia to come to you, and to be set forward by you to Judaea.
୧୬କାଇକେବଇଲେ ମୁଇ ମାକିଦନିଆଇ ଜିବାବାଟେ ତମର୍ଟାନେ ଆସି ରଇବି ବଲି ମନ୍କଲି । ଆରି ମୁଇ ଗରେ ବାଅଡ୍ବାବେଲେ ଆରିତରେକ୍ ତମର୍ଟାନେ ତେବ୍ବି ବଲି ମନ୍ କଲି । କାଇକେବଇଲେ ମୁଇ ଜେବେ ଜିଉଦା ଦେସେ ଜିବାକେ ବାରଇବି, ସେ ବେଲେ ତମେ ମକେ ସାଇଜ କରି ପାରାସ୍ ।
17 Having therefore this purpose, did I then use lightness? Or what I purpose, do I purpose according to flesh, that there should be with me yea yea, and nay nay?
୧୭ତେବେ ମୁଇ ଏନ୍ତାରି ମନ୍ କଲାକେ ମକେ ତମେ ଦୁଇ ମନିଆ ଲକ୍ ବଲି ବାବ୍ଲାସ୍ନି କାଇକି । ନିଜର୍ ମନ୍ କଲା ଇସାବେ ଚିନ୍ତା କର୍ବା ଗଟେକ୍ ଲକର୍ପାରା ତମେ ମକେ ବାବ୍ଲାସ୍ କାଇକି । ମୁଇ ଆଇବି ବଲି କଇଲେ ମିସା ତମର୍ ମନେ ସେ ନ ଆସେ, ବଲି ବାବ୍ଲାସ୍ କାଇକି ।
18 Now God [is] faithful, that our word to you is not yea and nay.
୧୮ଜଦି ପର୍ମେସର୍ କଇବାଟା ସତ୍, ସେନ୍ତାର୍ ଆଲେ ମୁଇ କଇବାଟା ମିସା ସତ୍ ସେ । ଏକାବେଲେ ଉଁ ଆରି ନାଇ ବଲି, ନ କଇ ।
19 For the Son of God, Jesus Christ, he who has been preached by us among you (by me and Silvanus and Timotheus), did not become yea and nay, but yea is in him.
୧୯ମୁଇ, ସିଲାନ୍ ଆରି ତିମତି, ପର୍ମେସରର୍ ପଅ ଜେ କି କିରିସ୍ଟ ଜିସୁ, ତାର୍ ବିସଇନେଇ ତମ୍କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍ ନଏଁ ।
20 For whatever promises of God [there are], in him is the yea, and in him the amen, for glory to God by us.
୨୦ତାର୍ଲାଗି ପର୍ମେସର୍ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍ କର୍ସି । ସେଟାର୍ପାଇ ଜିସୁକିରିସ୍ଟକେ ଆମେ ଆମେନ୍ ବଲି, କଇବାଟା ପର୍ମେସରର୍ ମଇମା ପାଇ ଅଇସି ।
21 Now he that establishes us with you in Christ, and has anointed us, [is] God,
୨୧ତମ୍କେ ଆରି ଆମ୍କେ ଜିସୁକିରିସ୍ଟତେଇ ମିସିରଇବାକେ ଆଇବା ଡାଟ୍ ବିସ୍ବାସ୍ ଆନ୍ବାଟା, ପର୍ମେସର୍ ସେ । ଆରି ସେ ଆମ୍କେ ବାଚ୍ଲା ଆଚେ ।
22 who also has sealed us, and given the earnest of the Spirit in our hearts.
୨୨ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି ।
23 But I call God to witness upon my soul that to spare you I have not yet come to Corinth.
୨୩ଜଦି ମୁଇ କଇବାଟା ସତ୍ ନାଇ, ସେନ୍ତାର୍ଆଲେ ପର୍ମେସର୍ ମକେ ଡଣ୍ଡ୍ ଦେଅ । ମୁଇ କରନ୍ତିଅତେଇ ବୁଲି ଆଇବାକେ କାଇକେ ଅଏ ନାଇ ବଲି ସେ ଜାନେ । ମୁଇ ତେଇ ଆଇଲେ, ତମର୍ ଚଲାଚଲ୍ତିର୍ ବୁଲ୍ଟିକ୍ ଦେକ୍ଲେ, ତମେ ଦୁକ୍ କର୍ତାସ୍ ।
24 Not that we rule over your faith, but are fellow-workmen of your joy: for by faith ye stand.
୨୪ତମେ କନ୍ଟା ମାନ୍ବାର୍ ଆଚେ, କନ୍ଟା ନାଇ, ସେଟା ଆଦେସ୍ ଦେବାକେ ଆମେ ମନ୍ କରୁନାଇ । କାଇକେବଇଲେ, ତମର୍ ବିସ୍ବାସ୍ ଡାଟ୍ ଅଇଗାଲା ଆଚେ । ତମର୍ ସଙ୍ଗ୍ ମିସିକରି କାମ୍ କର୍ବାକେ ଆମେ ମନ୍ କଲୁନି । ଜେନ୍ତାରିକି ତମେ ସାର୍ଦା ଅଇସା ।