< Matthew 18 >
1 At that hour the disciples came to Jesus, saying: Who thinkest thou is the greater in the kingdom of heaven?
୧ସେ ବେଲେ ସିସ୍ମନ୍ ଜିସୁକେ ପାଚାର୍ଲାଇ, “ସରଗ୍ ରାଇଜେ ସବୁର୍ଟାନେଅନି କେ ବଡ୍?”
2 And Jesus calling unto him a little child, set him in the midst of them,
୨ଜିସୁ ଗଟେକ୍ ସାନ୍ ପିଲାକେ ଡାକି ସେମନର୍ ଲଗେ ଟିଆକରାଇ କଇଲା,
3 And said: Amen I say to you, unless you be converted, and become as little children, you shall not enter into the kingdom of heaven.
୩“ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ ।
4 Whosoever therefore shall humble himself as this little child, he is the greater in the kingdom of heaven.
୪ଜେ ନିଜ୍କେ ସୁଆଲ୍ କରି ସାନ୍ ପିଲାପାରା ଅଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ବଡ୍,
5 And he that shall receive one such little child in my name, receiveth me.
୫ଆରି, ଜେକି ମର୍ ନାଉଁ ଦାରି ଏ ସାନ୍ ପିଲାକେ ନାମ୍ସି, ସେ ମକେ ମିସା ନାମ୍ସି ।”
6 But he that shall scandalize one of these little ones that believe in me, it were better for him that a millstone should be hanged about his neck, and that he should be drowned in the depth of the sea.
୬“ମର୍ତେଇ ବିସ୍ବାସ୍ କର୍ତେ ରଇବା ଏ ସାନ୍ ପିଲାମନର୍ ବିତ୍ରେଅନି ଗଟେକ୍ ଲକ୍ କେ ଆଲେ ବିସ୍ବାସେ ବାଦା ଗଟାଇସି ବଇଲେ, ତାର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ବୁଡାଇଦେବାଟା ନିକ ଅଇସି ।
7 Woe to the world because of scandals. For it must needs be that scandals come: but nevertheless woe to that man by whom the scandal cometh.
୭ଲକ୍ମନର୍ ବିସ୍ବାସେ ବାଦା ଗଟାଇବାକେ ବେସି ବିସଇ ଆଚେ । ସେଟାର୍ ପାଇ ଏ ଜଗତର୍ ଦସା ବଡେ ଇନସ୍ତା । ସବୁ ବେଲେ ଏନ୍ତି ବାଦା ଆଇସି, ମାତର୍ ଜେ ବାଦା ଗଟାଇସି, ତାର୍ ଦସା କେଡେ ଇନସ୍ତା ଅଇସି!”
8 And if thy hand, or thy foot scandalize thee, cut it off, and cast it from thee. It is better for thee to go into life maimed or lame, than having two hands or two feet, to be cast into everlasting fire. (aiōnios )
୮“ଜଦି ତମେ ତମର୍ ଆତ୍ ନଇଲେ ପାଦର୍ ଲାଗି ବିସ୍ବାସ୍ ଆରାଇଲାସ୍ନି, ତେବେ ସେଟା କାଟି ପିଙ୍ଗି ଦିଆସ୍ । ଜଡେକ୍ ପାଦ୍ ଆରି ଜଡେକ୍ ଆତ୍ ରଇ ସବୁବେଲେ ଲାଗି ରଇବା ଜଏ ପିଙ୍ଗାଇ ଅଇବା ବାଦୁଲେ ଗଟେକ୍ ପାଦ୍ ନଇଲେ ଗଟେକ୍ ଆତ୍ ନ ରଇ, ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା । (aiōnios )
9 And if thy eye scandalize thee, pluck it out, and cast it from thee. It is better for thee having one eye to enter into life, than having two eyes to be cast into hell fire. (Geenna )
୯ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ ତାକେ ବେଟି ପିଙ୍ଗି ଦିଆସ୍ । ଜଡେକ୍ ଆଁକି ରଇ ନର୍କେ ପିଙ୍ଗାଇଅଇବା ବାଦୁଲେ ଗଟେକ୍ ଆଁକି ରଇ ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା ଅଇସି ।” (Geenna )
10 See that you despise not one of these little ones: for I say to you, that their angels in heaven always see the face of my Father who is in heaven.
୧୦ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
11 For the Son of man is come to save that which was lost.
୧୧କାଇକେ ବଇଲେ ବାଟ୍ ବାନା ଅଇଲା ଲକ୍ମନ୍କେ କଜି ରକିଆ କର୍ବାକେ ନର୍ପିଲା ମୁଇ ଆଇଲିଆଚି ।
12 What think you? If a man have an hundred sheep, and one of them should go astray: doth he not leave the ninety-nine in the mountains, and go to seek that which is gone astray?
୧୨ତମେ କାଇଟା ବାବ୍ଲାସ୍ନି, ଜଦି ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସିତିଅନି ଗଟେକ୍ ଆଜି ଜାଇସି, ତେବେ ସେ କାଇଟା କର୍ସି? ନବେ ନଅଟା ମେଣ୍ଡାକେ ଡଙ୍ଗରେ ଚାର୍ବାକେ ଚାଡିଦେଇ ସେ ଆଜ୍ଲା ମେଣ୍ଡାକେ କଜ୍ବାର୍ ବାରଇସି ।
13 And if it so be that he find it: Amen I say to you, he rejoiceth more for that, than for the ninety-nine that went not astray.
୧୩ମୁଇ ତମ୍କେ ସତ୍ କଇଲିନି, ଜେଡେବଲ୍ ସେ ମେଣ୍ଡା ମିଲାଇସି, ଆଜି ନ ରଇଲା ନବେ ନଅଟା ମେଣ୍ଡାର୍ ପାଇ ତାର୍ ଜେତ୍କି ସାର୍ଦା, ଏ ଗଟେକ୍ ମେଣ୍ଡାର୍ ପାଇ ସେ ଅଦିକ୍ ସାର୍ଦା ଅଇସି ।
14 Even so it is not the will of your Father, who is in heaven, that one of these little ones should perish.
୧୪ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
15 But if thy brother shall offend against thee, go, and rebuke him between thee and him alone. If he shall hear thee, thou shalt gain thy brother.
୧୫“ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା ।
16 And if he will not hear thee, take with thee one or two more: that in the mouth of two or three witnesses every word may stand.
୧୬ଆରି ଜଦି ସେ ନ ସୁନ୍ଲେ, ଗଟେକ୍ ଲକ୍କେ ନଇଲେ ଦୁଇ ଲକ୍କେ ଡାକି ନେଇ ତାର୍ ଲଗେ ଜାଆ । ଆମର୍ ସାସ୍ତର୍ ନିୟମ୍ ଇସାବେ, ଦୁଇଟା ନଇଲେ ତିନ୍ଟା ସାକିର୍ ମୁଆଟେ ତମର୍ ଦାବି ସତ୍ ବଲି ଜାନା ପଡ୍ସି ।
17 And if he will not hear them: tell the church. And if he will not hear the church, let him be to thee as the heathen and publican.
୧୭ଏଲେ ମିସା ଜଦି ସେ ତମର୍ କାତା ନ ସୁନେ, ମଣ୍ଡଲିତେଇ ଜାନାଇ ଦିଆସ୍ । ସାରାସାରି ଜଦି ମଣ୍ଡଲିର୍ କାତା ମିସା ନ ସୁନେ ବଇଲେ, ତାକେ ଗଟେକ୍ ସିସ୍ତୁମାଙ୍ଗୁ, ବିସ୍ବାସ୍ ନ କର୍ବା ଲକ୍ ବଲି ବାବିକରି, ତାର୍ ସଙ୍ଗ୍ ମିଲାମିସା କର୍ବାଟା ଚାଡି ଦିଆସ୍ ।
18 Amen I say to you, whatsoever you shall bind upon earth, shall be bound also in heaven; and whatsoever you shall loose upon earth, shall be loosed also in heaven.
୧୮“ମୁଇ ତମ୍କେ ସତ୍ କଇଲିନି, ତମେ ଏ ଜଗତେ ଜାଇଟା ନାଇ ବଲ୍ସା, ସେଟା ସର୍ଗେ ମିସା ନାଇ ଅଇସି । ଆରି ଜନ୍ଟା ପାଇ ତମେ ଜଗତେ ଉଁ କଇସା, ସେଟା ସର୍ଗେ ମିସା ଉଁ ଅଇସି ।
19 Again I say to you, that if two of you shall consent upon earth, concerning any thing whatsoever they shall ask, it shall be done to them by my Father who is in heaven.
୧୯କାଲି ସେତ୍କି ନଏଁ, ମୁଇ ତମ୍କେ ସତ୍ କଇଲିନି, ଜେଡେବେଲେ ମିସା ଏ ଜଗତେ ତମେ ଦୁଇ ଲକ୍ ଜନ୍ ବିସଇ ନେଇକରି ଗଟେକ୍ ମନ୍ ଅଇକରି ପାର୍ତନା କଲେ, ମର୍ ସରଗର୍ ବାବା ତମେ ମାଙ୍ଗ୍ଲାଟା ପୁରୁନ୍ କର୍ସି ।
20 For where there are two or three gathered together in my name, there am I in the midst of them.
୨୦କାଇକେ ବଇଲେ ଜନ୍ତି ଦୁଇ କି ତିନ୍ ଲକ୍ ରୁଣ୍ଡିକରି ମର୍ ନାଉଁ ଦାର୍ବାଇ, ତେଇ ମୁଇ ଆଚି ।”
21 Then came Peter unto him and said: Lord, how often shall my brother offend against me, and I forgive him? till seven times?
୨୧ଦିନେକ୍ ପିତର୍ ଜିସୁର୍ ଲଗେ ଆସି ପାଚାର୍ଲା, “ମାପ୍ରୁ, ଗଟେକ୍ ବାଇ ମର୍ ବିରଦେ ତର୍କେ ତର୍ ଦସ୍ କର୍ତେ ରଇଲେ, ତାକେ ମୁଇ କେତେ ତର୍ କେମା କର୍ବି? କାଇ ସାତ୍ ତର୍ କି?”
22 Jesus saith to him: I say not to thee, till seven times; but till seventy times seven times.
୨୨ଜିସୁ କଇଲା, “ନାଇ ସାତ୍ ତର୍ ନାଇ । ସାତ୍ ତରର୍ ସତୁରି ଗୁନ୍ ।
23 Therefore is the kingdom of heaven likened to a king, who would take an account of his servants.
୨୩ସରଗ୍ ରାଇଜର୍ ଆରି ଗଟେକ୍ କାତା ସୁନ୍ । ଗଟେକ୍ ରାଜା ଦିନେକ୍ ତାର୍ଟାନେ କାମ୍କରୁମନ୍ ରୁନ୍ ନେଇରଇବାଟା ଇସାବ୍ କିତାବ୍ କର୍ବାକେ ମନ୍ କଲା ।
24 And when he had begun to take the account, one was brought to him, that owed him ten thousand talents.
୨୪ସେ ଇସାବ୍ କର୍ବାବେଲେ ତାର୍ଟାନେ ଗଟେକ୍ କାମ୍ କରୁ ଲାକ୍ ଲାକ୍ ଟାଙ୍ଗା ରୁନ୍ ନେଇରଇଲା ଲକ୍କେ ରାଜାର୍ ଲଗେ ଆନ୍ଲାଇ ।
25 And as he had not wherewith to pay it, his lord commanded that he should be sold, and his wife and children and all that he had, and payment to be made.
୨୫ରୁନ୍ ସୁଜ୍ବାକେ ସେ ଲକର୍ଟାନେ ସେତ୍କି ବପୁ ନ ରଇଲା । ତେବର୍ପାଇ ରୁନ୍ ବାନ୍ଦ୍ବାକେ ବଲି ତାର୍ଟାନେ ଜେତ୍କି ରଇଲାଟା ବିକିକରି ତାକେ, ତାର୍ ମାଇଜିକେ ଆରି ତାର୍ ପିଲାଟକିମନ୍କେ ଗତି ଇସାବେ ବିକିଦେବାକେ ରାଜା ଆଦେସ୍ ଦେଲା ।”
26 But that servant falling down, besought him, saying: Have patience with me, and I will pay thee all.
୨୬କାମ୍ କରୁ ରାଜାର୍ ପାଦ୍ତଲେ ଅଦ୍ରି ଗୁଆରି କରି କଇଲା “ଆଗିଆଁ ଆରି କେତେଦିନ୍ ଜାଗା, ମୁଇ ତମର୍ ସବୁଜାକ ରୁନ୍ ସୁଜିଦେବି ।”
27 And the lord of that servant being moved with pity, let him go and forgave him the debt.
୨୭ରାଜା ତାକେ ଦୟା କଲା । ତେବର୍ପାଇ ତାକେ କେମା କରି ରୁନ୍ ନ ବାନ୍ଦାଇ ଚାଡିଦେଲା ।
28 But when that servant was gone out, he found one of his fellow servants that owed him an hundred pence: and laying hold of him, throttled him, saying: Pay what thou owest.
୨୮ମାତର୍ ସେ ଗତି ବାରଇ ଜାଇ ତାର୍ତେଇ ଅନି ପଚାସ୍ ଟାଙ୍ଗା ରୁନ୍ କରି ରଇବା ଗଟେକ୍ ମିସ୍ତେ ରଇବା ଗତିଦାଙ୍ଗ୍ଡାକେ ଦାରି ତାର୍ ଟଟ୍ରି ପିଚକ୍ବାର୍ ଦାର୍ଲା, “ମର୍ତେଇଅନି ନେଇ ରଇଲା ସବୁ ଡାବୁ ବାଉଡାଇ ଦେ ।”
29 And his fellow servant falling down, besought him, saying: Have patience with me, and I will pay thee all.
୨୯ସେ ଗତି ଦାଙ୍ଗ୍ଡା ତାର୍ ଗଡେଦାରି ବାବୁଜିଆ କରି କଇଲା, “ସାଆସ୍ ଦାରା, ତମର୍ ସବୁ ଡାବୁ ସୁଜି ଦେବି ।”
30 And he would not: but went and cast him into prison, till he paid the debt.
୩୦ମାତର୍ ପର୍ତୁମ୍ ଲକ୍, ସେ ଗୁଆରି କଲାଟା ସୁନେ ନାଇ, ରୁନ୍ ସୁଜ୍ବା ଜାକ ତାକେ ବନ୍ଦି ଗରେ ପୁରାଇ ସଙ୍ଗଇବାକେ ତିଆର୍ଲା ।
31 Now his fellow servants seeing what was done, were very much grieved, and they came and told their lord all that was done.
୩୧ଏଟା ଅଇଲାଟା ଦେକି ବିନ୍ କାମ୍ କରୁମନ୍ ଦୁକ୍ କଲାଇ । ସେମନ୍ ରାଜାର୍ ଲଗେ ଜାଇ ଜନ୍ ଜନ୍ଟା ଅଇରଇଲା, ସବୁ ଜାନାଇଲାଇ ।
32 Then his lord called him; and said to him: Thou wicked servant, I forgave thee all the debt, because thou besoughtest me:
୩୨ରାଜା ପର୍ତୁମ୍ କାମ୍ କରୁକେ ଡାକାଇ କଇଲା, “ଅଇରେ ମୁର୍କ ଦାଙ୍ଗ୍ଡା, ତୁଇ ଗୁଆରି କଲୁସ୍ ଜେ ମୁଇ ତର୍ ସବୁ ରୁନ୍ ଚାଡି ଦେଲି ।
33 Shouldst not thou then have had compassion also on thy fellow servant, even as I had compassion on thee?
୩୩ମୁଇ ଜେନ୍ତି ତକେ ଦୟା କଲି, ତୁଇ ମିସା ତର୍ ସଙ୍ଗର୍ କାମ୍ କରୁକେ ଦୟା କର୍ବାର୍ ରଇଲା ।”
34 And his lord being angry, delivered him to the torturers until he paid all the debt.
୩୪ରାଜା ବେସି ରିସା ଅଇଗାଲା ଆରି ସବୁ ଜାକ ରୁନ୍ ନ ସୁଜ୍ବା ଜାକ ଡଣ୍ଡ୍ ପାଅ ବଲି ତାକେ ବନ୍ଦି ଗରେ ପାଟାଇ ଦେଲା ।
35 So also shall my heavenly Father do to you, if you forgive not every one his brother from your hearts.
୩୫ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”