< 2 Corinthians 5 >
1 We know that when this earthly “tent” we live in is taken down, we have a house prepared by God, not made by human hands. It is eternal and is in heaven. (aiōnios )
୧ଆମର୍ ଗାଗଡ୍ ତୁମ୍ ଟାନିକରି ବାନ୍ଦିରଇବା ଗର୍ପାରା । ଆରି ଆମେ ଜାନୁ ଜେ ଜେଡେବେଲେ ମିସା ଏଟା ବାଙ୍ଗି ଜାଇସି, ତେବେ ସର୍ଗେ ରଇବାପାଇ ଆମ୍କେ ଗଟେକ୍ ଗର୍ ଆଚେ । ଏଟା ନିଜେ ପର୍ମେସର୍ ତିଆର୍ କଲାଟା । ସେଟା କେବେ ବିନାସ୍ ନ ଅଏ । ସବୁ ଦିନର୍ପାଇ ରଇସି । (aiōnios )
2 We sigh with longing for this, wanting so badly to be clothed with this new heavenly home.
୨ମାତର୍ ଆମେ ଏ ଜଗତେ ରଉ ରଉ ଏତ୍କି କସ୍ଟ ପାଇଲୁନି । ସର୍ଗେ ରଇବା ଆମର୍ ନୁଆ ଗାଗଡ୍ ଏବେଆକା ଆମ୍କେ ମିଲ ବଲି ଆମେ ମନ୍ କଲୁନି ।
3 When we put on this clothing we won't be seen naked.
୩କାଇକେବଇଲେ ମଲାତେଇଅନି ଆମ୍କେ ଉଟାଇଲାବେଲେ ଆମର୍ପାଇ ଗଟେକ୍ ଗାଗଡ୍ ଦର୍କାର୍ ଆଚେ ।
4 While we are in this “tent” we sigh, being weighed down by this life. It's not so much that we want to take off the clothing of this life but that we look forward to what we shall be clothed with, so that what is mortal may be overwhelmed by life.
୪ଏ ଜଗତେ ଆମେ ବଁଚି ରଇଲାବେଲେ, ଇତିର୍ ଗାଗଡ୍ ନେଇକରି ଜେତ୍କି ଦୁକ୍ କସ୍ଟ ପାଇବାର୍ ଆଚେ, ସେଟା ସବୁ ବଇକରି ଆଉଜି ଗାଲୁନି । ମାତର୍ ଏ ଗାଗଡ୍ ଚାଡ୍ବାକେ ଆମେ ମନ୍ କରୁ ନାଇ । ସର୍ଗେ ଅନି ଆଇବା ନୁଆ ଗାଗଡ୍ ଆମ୍କେ ମିଲ ବଲି ମନ୍ କଲୁନି । ସେନ୍ତାର୍ଆଲେ ମରନ୍କେ ସର୍ପି ଦେଇରଇବା ଏ ଗାଗଡର୍ ବାଦୁଲେ ସବୁଦିନର୍ ପାଇ ଜିବନ୍ ରଇବା ଗଟେକ୍ ଗାଗଡ୍ ମିଲାଇବୁ ।
5 It's God himself who prepared us for all this, and who provided the Spirit as a guarantee to us.
୫ମାତର୍ ପର୍ମେସର୍ ଆମର୍ପାଇ ଏ ସବୁ ବିସଇ ଜାଗାଇଦେଇ ସାରାଇଆଚେ । ଜେନ୍ତିକି ଆଇବା ଦିନ୍ମନ୍କେ ଏଟାସବୁ ଅଇସି । ଏଟା ସବୁ ସେ ପୁରାପୁରୁନ୍ କର୍ସି ବଲି ଆମ୍କେ ଚିନ୍ ଇସାବେ ସୁକଲ୍ ଆତ୍ମା ଦେଲାଆଚେ ।
6 So we remain confident, knowing that while we are at home here in our physical bodies, we are away from the Lord.
୬ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ ।
7 (For we live by trusting in God, not by seeing him.)
୭ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
8 As I say, we are confident, wanting to be away from the body so we can be at home with the Lord.
୮ଉଁ ଆମର୍ ବିସ୍ବାସ୍ ସବୁବେଲେ ଡାଁଟ୍ ଆଚେ । ଏ ସାରିଜିବା ଗାଗଡ୍ ଚାଡିକରି ମାପ୍ରୁର୍ ଗରେ ଜିବାକେ ବଲି ଆମେ ଜାନିଆଚୁ ।
9 That's why our goal, whether home here in our bodies or not, is to make sure we please him.
୯ମାତର୍ ଏବେ ଆମେ ଜନ୍ତି ରଇଲେ ମିସା, ଏ ଜଗତେ ରଇଲେ କି, ପର୍ମେସର୍ ରଇବାଟାନେ ରଇଲେ ମିସା, ସେ ଜନ୍ଟା ଆମର୍ଟାନେଅନି ଆସା କଲାନି, ସେଟା ପୁରାପୁରୁନ୍ ଅ ବଲି ଆମେ ମନ୍ କଲୁନି ।
10 For all of us must appear before Christ's seat of judgment. Each of us will receive what we deserve for what we have done in this life, whether it is good or bad.
୧୦ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି ।
11 Knowing how we are in awe of the Lord, we try to convince others. It's clear to God what we are, and I hope that it's clear to your minds too.
୧୧ଆମେ ଜାନିଆଚୁ ମାପ୍ରୁ ଆମ୍କେ ବିଚାର୍ କର୍ବାବେଲେ ଗଟେକ୍ ଡର୍ବା ବେଲା ଅଇସି । ସେଟାର୍ପାଇ ଆମେ ଲକ୍ମନ୍କେ ମାନାଇଲୁନି । ପର୍ମେସର୍ ଆମ୍କେ ପୁରାପୁରୁନ୍ ଜାନ୍ଲାନି । ଆରି ମୁଇ ଆସା କଲିନି ତମେ ମିସା ତମର୍ ମନେ ମନେ ମକେ ଜାନିରୁଆ ।
12 We are not trying to speak well of ourselves again, just trying to give you the opportunity to be proud of us, so you can answer those who are proud of outward show and not what they are inside.
୧୨ଏଟା ସବୁ ଲେକିକରି ତମେ ଆମ୍କେ ଆରିତରେକ୍ ଏ ଲକ୍ ନିକ ବଲିକରି କୁଆଇଅଇବାକେ ଆମେ ମନ୍ କରୁନାଇ । ମାତର୍ ଆମେ ଆସା କର୍ବାଟା ଟିକ୍ ଆଚେ, ସେଟା ତମେ ଜାନା ବଲି ଆମେ ମନ୍ କଲୁନି । ଆରି ଜନ୍ ଲକ୍ମନ୍ ନିକ ଗୁନ୍ ନ ମାନିକରି, ବାଇରେ ଡିସ୍ବା ବିସଇଟାନେ ବଡ୍ପନ୍ ଅଇବାଇ, ସେମନ୍କେ ବୁଜାଇପାରାସ୍ ।
13 If we are “crazy people,” it's for God. If we make good sense, it's for you.
୧୩କେତେଲକ୍ ଆମେ ବାୟା ଅଇଗାଲୁଆଚୁ ବଲି ବାବ୍ବାଇ । ସେନ୍ତାର୍ଆଲେ ସେନ୍ତି ଅଇବାଟା ପର୍ମେସର୍ ମନ୍ କଲା ଇସାବେ । ଜଦି ଆମେ ନିକ ଆଚୁ ବଲି ବାବ୍ଲେ ସେଟା ତମର୍ ବଲ୍ ପାଇ ।
14 Christ's love urges us on, because we're absolutely sure that he died for everyone, and so everyone died.
୧୪କିରିସ୍ଟର୍ ଆଲାଦ୍ ଆମ୍କେ ବାଟ୍ ଦେକାଇଲାନି । ସେଟା ଆମେ ଜାନିଆଚୁ । ସେଟାର୍ ଲାଗି ଆମେ ସବୁଲକ୍ ତାର୍ ମରନେ ମିସିଆଚୁ ।
15 Christ died for everyone so that they shouldn't live any longer for themselves, but for him who died and rose again for them.
୧୫ସେ ସବୁ ଲକର୍ପାଇ ମଲାଆଚେ । ଜେନ୍ତି କି ଜନ୍ଲକ୍ମନ୍ ବଁଚି ଆଚତ୍, ସେମନ୍ ନିଜର୍ ପାଇ ନ ବଁଚତ୍ । ଜେ ତାକର୍ ପାଇ ମରିକରି ଜିବନ୍ ଅଇ ଉଟ୍ଲା, ଅବ୍କା ତାର୍ ପାଇସେ ବଁଚ୍ବାର୍ ଆଚେ ।
16 From now on we don't look at anyone from a human point of view. Even though we once viewed Christ this way, we don't do so any longer.
୧୬ଏ ଜଗତର୍ ଲକ୍ମନ୍ ବିଚାର୍ କଲାପାରା ଆମେ ଲକ୍ମନ୍କେ ବିଚାର୍ନା କରୁନାଇ । ପୁର୍ବେ ଆମେ କିରିସ୍ଟକେ ମିସା ଏ ଜଗତର୍ ଲକ୍ ବିଚାର୍ କଲାପାରା କର୍ତେରଇଲୁ । ମାତର୍ ଏବେ ଆମେ ସେନ୍ତି କରୁନାଇ ।
17 That's why anyone who is in Christ is a new being—what was old is gone, the new has come!
୧୭ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
18 God did all this by changing us from enemies into friends through Christ. God gave us this same work of changing his enemies into his friends.
୧୮ଏଟା ସବୁ ପର୍ମେସର୍ କଲାଆଚେ । ସେ କିରିସ୍ଟକେ ଦେଇ ଆମ୍କେ ସତ୍ରୁ ରଇବା ତେଇଅନି ମଇତର୍ କରିଆଚେ । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
19 For God was in Christ bringing the world back from hostility to friendship with him, not counting anyone's sins against them, and giving us this message to change his enemies into his friends.
୧୯ତେବେ ଆମେ ଏ ବିସଇ ଜାନାଇଦେଲୁନି, ଜେ କିରିସ୍ଟର୍ ଲାଗି ପର୍ମେସର୍ ସବୁ ମୁନୁସ୍ ଜାତିକେ ତାର୍ ନିଜର୍ ମଇତର୍ କରିପାର୍ସି । ଆରି ସେ ତାକର୍ ସବୁ ପାପ୍ କେମା କରିଦେଇସି । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
20 So we are ambassadors for Christ, as though God is pleading through us: “Please, won't you come back and be God's friend?”
୨୦ପର୍ମେସର୍ ଆମ୍କେ ଦେଇ ତମ୍କେ ବାବୁଜିଆ କଲାନି । ଏଟାର୍ପାଇ କିରିସ୍ଟ ଆମ୍କେ ପାଟାଇଲା ଆଚେ । ଆରି କିରିସ୍ଟର୍ ଲାଗି ଆମେ ମିସା ତମ୍କେ ବାବୁଜିଆ କଲୁନି । ପର୍ମେସର୍ ତମ୍କେ ସତ୍ରୁଟାନେଅନି ମଇତର୍ କର ।
21 God made Jesus, who never personally sinned, experience the consequences of sin so that we could have a character that is good and right just as God is good and right.
୨୧କିରିସ୍ଟକେ କାଇ ପାପ୍ ନ ରଇଲା । ମାତର୍ ଆମର୍ ପାପର୍ ପାଇ ଆକା ସେ ଡଣ୍ଡ୍ ପାଅ ବଲି ପର୍ମେସର୍ ଟିକ୍ କଲା । କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ଏବେ ପର୍ମେସର୍ ଆମ୍କେ ଦରମ୍ ଲକ୍ ଇସାବେ ଦେକ୍ଲାନି ।