< 2 Thessalonians 2 >
1 Talking about the coming of our Lord Jesus Christ and how we're brought together to him, brother and sisters—
୧ଏ ବାଇବଇନିମନ୍, ମାପ୍ରୁ ଜିସୁକିରିସ୍ଟ ଆରିତରେକ୍ ଆଇବା ବିସଇ ଆରି ତାର୍ଲଗେ ଆମେ ସବୁଲକ୍ ରୁଣ୍ଡ୍ଅଇବା ବିସଇ, ତମ୍କେ ଆମେ ବାବୁଜିଆ କଲୁନି ।
2 please don't become upset or concerned by any spiritual revelation, or message, or letter supposedly from us that makes you think that the day of the Lord has already come.
୨କାର୍ଲଗେଅନି ମିସା ମାପ୍ରୁର୍ ଦିନ୍ କେଟ୍ଲାବେ, ବଲିକରି ସୁନିଦେଇ କିଲ୍ବିଲ୍ ଉଆନାଇ । ଜଦି ସେ କବର୍ ଆମେ ବବିସତ୍କାତା କଇଲୁ କି ଜାନାଇଲୁ ନଇଲେ ଚିଟିଟାନେ ଲେକିଆଚତ୍ ବଲି ସୁନ୍ଲେ ମିସା ସେନ୍ତାର୍ ଉଆନାଇ ।
3 Don't let anyone deceive you in any way, because the Rebellion must come first, and the lawless man be revealed, the one whose end is destruction.
୩କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି ।
4 He is the enemy of God, and proudly sets himself up over everything that is called God and is worshiped. He even installs himself in God's Temple, claiming to be God.
୪ସେ ଦୁରାଚାର୍ ମୁନୁସ୍ ଜନ୍ ସବୁ ବିସଇ ପର୍ମେସରର୍ ବଲି ଲକ୍ମନ୍ ପୁଜା କଲାଇନି, ସବୁର୍ଟାନେଅନି ସେ ନିଜେ ମୁକିଅ ବଲି କଇସି । ଜେନ୍ତି କି ପର୍ମେସରର୍ ମନ୍ଦିରେ ବସିକରି ମୁଇ ଆକା ପର୍ମେସର୍, ବଲି ଦେକାଇ ଅଇସି ।
5 Don't you remember that I told you all this while I was still with you?
୫ମୁଇ ତମର୍ ସଙ୍ଗ୍ ରଇଲାବେଲେ ତର୍କେ ତର୍ ଏ ସବୁ ବିସଇ ଏତାଇ ଦେଇତେ ରଇଲି । ସେଟା କାଇ ତମର୍ ମନେ ନାଇ କି?
6 Now you know what's keeping him in check, because he will be revealed for what he is at the appropriate time.
୬ଅଇଲେମିସା ସେ ବିପଦ୍ ଏବେ ନ ଗଟେତା । କାଇକେବଇଲେ ତାର୍ସଙ୍ଗ୍ ଜୁଜ୍ବାକେ ଏବେ ଗଟେକ୍ ବପୁ ଆଚେ । ସେଟା କାଇ ତମେ ଜାନାସ୍ କି? ସମାନ୍ ବେଲାଇ ସେ କାରାପ୍ ଲକ୍ ବାରଇସି ।
7 For the secret ways of lawlessness are already at work; however he who now restrains it will continue to do so until he is out of the way.
୭କାଇକେବଇଲେ ଏବେ ମିସା ଲୁଚ୍ତେ ଅନିଆଇର୍ ପାପ୍ କାମ୍ ଚାଲିଆଚେ । ଜନ୍ କାରାପ୍ ଲକ୍ ମାପ୍ରୁର୍ ବାଟେ ଜିବା ଲକ୍ମନ୍କେ ବିରଦ୍ କଲାନି, ସେ ଲକ୍ ବିନାସ୍ ନ ଅଇବା ଜାକ, ଏଟା ଏନ୍ତିସେ ଅଇତେରଇସି ।
8 Then the lawless one will be revealed, the one whom the Lord Jesus will wipe out, blowing him away, destroying him by the brilliance of his coming.
୮ସେଡ୍କିବେଲେ ସେ କାରାପ୍ ଲକ୍ ଦେକାଇ ଅଇସି । ତାକେ ମାପ୍ରୁ ଜିସୁ ତାର୍ ନିଜର୍ ଟଣ୍ଡେଅନି ବାରଇବା ପୁଣ୍ଡା ସଙ୍ଗ୍ ନାସ୍ କର୍ସି । ଆରି ତରେକ୍ ସେ ଡାକ୍ପୁଟା ସଙ୍ଗ୍ ଆଇବାବେଲେ ସେ କାରାପ୍ ଲକ୍ ବିନାସ୍ ଅଇଜାଇସି ।
9 He (the lawless one) comes to do Satan's work, having all kinds of powers, using miracles, and performing amazing but deceptive displays.
୯ସେ କାରାପ୍ ଲକ୍, ସଇତାନର୍ ବପୁ ପାଇକରି ଆଇସି । ଆରି କାବା ଅଇବା କାମ୍ମନ୍ କରି ଦେକାଇସି ।
10 Using every type of evil trick he deludes those who are on their way to destruction, because they refused to love the truth and so be saved.
୧୦କେତେ କେତେ ଲକ୍ମନ୍ ସେ କର୍ବା କାମେ ଜାଇ କିଲ୍ବିଲ୍ ଅଇବାଇ ଆରି ନସ୍ଟ ଅଇଜିବାଇ । ଜନ୍ ସତ୍ ମାନିକରି ସେବାଟେ ଗାଲେ, ସେମନ୍ ନ ସର୍ବା ଜିବନ୍ ପାଇତାଇ, ସେଟା ଚାଡିଦେଇରଇବା ଲାଗି ସେମନ୍କେ ଏ ଦସା ଅଇସି ।
11 Because of this God sends them a convincing delusion so that they put their trust in the lie.
୧୧ସେମନ୍ ଜେନ୍ତିକି ମିଚ୍ କାତା ବିସ୍ବାସ୍ କର୍ବାଇ, ସେଟାର୍ପାଇ ପର୍ମେସର୍ ସେମନର୍ଟାନେ ସତ୍ ନଇବା ବପୁ ପାଟାଇସି ।
12 As a result everyone who did not trust in the truth will be condemned, for they preferred what is evil.
୧୨ଜେନ୍ତିକି ଜନ୍ ଲକ୍ମନ୍ ସତ୍ ବିସଇ ବିସ୍ବାସ୍ ନ କରି ମିଚ୍ ବିସଇ ବିସ୍ବାସ୍ କରି ସାର୍ଦା ଅଇବାଇ, ସେମନ୍ ସବୁଲକ୍ ଏ ରକାମ୍ ଡଣ୍ଡ୍ ପାଇବାଇ ।
13 But we just have to keep on thanking God for you, brothers and sisters loved by the Lord, because God from the beginning chose you to be saved through the Spirit who makes you right as you trust in the truth.
୧୩ତେବର୍ପାଇ ଏ ବାଇବଇନିମନ୍, ତମର୍ପାଇ ସବୁବେଲେ ପର୍ମେସର୍କେ ଦନିଅବାଦ୍ ଦେବାର୍ ଆଚେ । କାଇକେ ବଇଲେ ପର୍ମେସର୍ ତମ୍କେ ଆଲାଦ୍ କଲାନି ଆରି ଆଗେଅନି ସେ ତମ୍କେ ବାଚ୍ଲା ଆଚେ । ଜେନ୍ତିକି ସେ ତମ୍କେ ରକିଆ କରି ପାର୍ସି । ସୁକଲ୍ ଆତ୍ମାର୍ କାମର୍ ଲାଗି ତମେ ସୁକଲ୍ ଅଇ ସତ୍ ବିସଇ ବିସ୍ବାସ୍ କରି ପାର୍ସା ।
14 This is what he called you to through the good news we shared with you, so that you could participate in the glory of our Lord Jesus Christ.
୧୪ଆମେ ତମର୍ଟାନେ ଜନ୍ ନିମାନ୍ କବର୍ ଜାନାଇଆଚୁ, ସେଟାର୍ଲାଗି ପର୍ମେସର୍ ତମ୍କେ ବାଚ୍ଲା ଆଚେ । ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଡାକ୍ପୁଟା ଅଇବା ଟାନେ ମିସାଇବାକେ ବାଚିଆଚେ ।
15 So, brothers and sisters, stand firm, and hold on to what you've been taught, whether by what you were told, or through a letter from us.
୧୫ତେବେ ଏ ବାଇବଇନିମନ୍, ତମେ ତବିର୍ ଅଇକରି ରୁଆ । ଆମେ ବାକିଅ ଦେଲାଟାନେ ଅନି, କି ଚିଟିତେଇ ଅନି ତମେ ଜନ୍ଟା ସିକିଆଚାସ୍, ସେ ସବୁ ଚାଡାନାଇ ।
16 Now may our Lord Jesus Christ himself and God the Father (who through his grace gave us eternal confidence and a trustworthy hope), (aiōnios )
୧୬ନିଜେ ଆମର୍ ମାପ୍ରୁ ଜିସୁ କିରିସ୍ଟ, ଆରି ଜନ୍ ଆମର୍ ବାବା ପର୍ମେସର୍ ଆମ୍କେ ଆଲାଦ୍ କଲା, ସେ ଆକା ଆମ୍କେ ଜିବନ୍ ଦୁକାଇକରି କେବେ ନ ସାର୍ବା ବପୁ ଆରି ଆସା ଦେଇଆଚେ । (aiōnios )
17 encourage you and strengthen you so you can say and do everything that is good.
୧୭ସେ ସବୁବେଲେ ସତ୍ କାମ୍ କର୍ବାକେ ଆରି ବାକିଅତେଇ ତବିର୍ ଅଇ ରଇବାକେ ସାଇଜ କର ।