< 2 Thessalonians 3 >
1 Furthermore, brethren, pray for vs, that the worde of the Lord may haue free passage and be glorified, euen as it is with you,
୧ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ ।
2 And that we may be deliuered from vnreasonable and euill men: for all men haue not fayth.
୨ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା ।
3 But the Lord is faithfull, which wil stablish you, and keepe you from euill.
୩ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
4 And we are perswaded of you through the Lord, that ye both doe, and will doe the things which we warne you of.
୪ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ ।
5 And the Lord guide your hearts to the loue of God, and the waiting for of Christ.
୫ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର ।
6 We warne you, brethren, in the Name of our Lord Iesus Christ, that ye withdrawe your selues from euery brother that walketh inordinately, and not after the instruction, which hee receiued of vs.
୬ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।
7 For ye your selues know, how ye ought to follow vs: for we behaued not our selues inordinately among you,
୭କାଇକେବଇଲେ, ତମେ, ଆମେ କଲାପାରା କର୍ବା ଦର୍କାର୍ । ଆରି ସେଟା କେନ୍ତାରି କର୍ବାର୍ ନିଜେ ଜାନିଆଚାସ୍ । ସେଟାର୍ପାଇ ଆମେ ତମର୍ ଟାନେ ବାଡୁଅଇକରି ଚଲାଚଲ୍ତି କରୁନାଇ ।
8 Neither tooke we bread of any man for nought: but we wrought with labour and trauaile night and day, because we would not be chargeable to any of you.
୮କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।
9 Not because we haue not authoritie, but that we might make our selues an ensample vnto you to follow vs.
୯ତମ୍କେ କାଇବାଟା ମାଙ୍ଗ୍ବାକେ ଆମର୍ ଅଦିକାର୍ ରଇଲା, ମାତର୍ ସେନ୍ତାରି କରୁନାଇ । କାଇକେବଇଲେ ତମର୍ପାଇ ଗଟେକ୍ ଉଦାଅରନ୍ ଦେକାଇବାକେ ସେନ୍ତାରି କଲୁ ।
10 For euen when we were with you, this we warned you of, that if there were any, which would not worke, that he should not eate.
୧୦ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
11 For we heare, that there are some which walke among you inordinately, and worke not at all, but are busie bodies.
୧୧ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
12 Therefore them that are such, we warne and exhort by our Lord Iesus Christ, that they worke with quietnes, and eate their owne bread.
୧୨ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ ।
13 And ye, brethren, be not weary in well doing.
୧୩ମାତର୍ ଏ ବାଇବଇନିମନ୍ ତମେ ସତ୍କାମ୍ କର୍ବାକେ ତାକିଜାଆ ନାଇ ।
14 If any man obey not this our saying in this letter, note him, and haue no company with him, that he may be ashamed:
୧୪ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
15 Yet count him not as an enemie, but admonish him as a brother.
୧୫ସେନ୍ତାର୍ କଲେ ସେ ଲାଜ୍ ଅଇଜାଇସି । ମାତର୍ ତାର୍ସଙ୍ଗ୍ ସତ୍ରୁର୍ ପାରା କାତାବାର୍ତା ନ ଅଇକରି, ନିଜର୍ ବିସ୍ବାସି ବାଇପାରା ତାକେ ଜାଗ୍ରତ୍ କରା ।
16 Now the Lord himselfe of peace giue you peace alwayes by all meanes. The Lord be with you all.
୧୬ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
17 The salutation of me Paul, with mine owne hand, which is ye token in euery Epistle: so I write,
୧୭ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି ।
18 The grace of our Lord Iesus Christ be with you all, Amen. ‘The second Epistle to the Thessalonians, written from Athens.’
୧୮ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।