< Hebrews 5 >
1 For euery hie Priest is taken from among men, and is ordeined for men, in things pertaining to God, that he may offer both giftes and sacrifices for sinnes,
୧ଜିଉଦିମନର୍ ଜେତ୍କି ବଡ୍ ପୁଜାରିମନ୍ ତାକର୍ ନିଜର୍ ଲକ୍ମନର୍ତେଇଅନି ବାଚାଇଅଇବାଇ । ତାକର୍ବାଟେଅନି ପାପ୍ କେମା କର୍ବା ବଲି ଆରି ସର୍ପିଦେବା ବଲି, ଦେଇକରି ପର୍ମେସର୍କେ ସେବା କର୍ବାଇ ।
2 Which is able sufficiently to haue compassion on them that are ignorant, and that are out of the way, because that hee also is compassed with infirmitie,
୨ଜେଡେବେଲେ ତାର୍ ସଙ୍ଗାରିମନ୍ ନାଜାନିକରି ରଇବାଇ, ଆରି ବୁଲ୍ କାମ୍ କରିରଇବାଇ, ସେ ସେମନର୍ ସଙ୍ଗ୍ ଦୟାଦରମ୍ ଦେକାଇକରି ରଇପାର୍ସି । କାଇକେବଇଲେ ତାର୍ ଜିବନେ ମିସା ବେସି ବୁଲ୍ ରଇସି ।
3 And for the sames sake he is bound to offer for sinnes, as well for his own part, as for ye peoples.
୩ଆରି ତାକେ ମିସା ବେସି ବୁଲ୍ ରଇଲାକେ ସେ ଅବ୍କା ବିନ୍ ଲକର୍ ପାପର୍ ପାଇ ବଲି ଦେଲେ ନଏଁ, ମାତର୍ ନିଜର୍ ପାପର୍ଲାଗି ମିସା ବଲି ସର୍ପିଦେବାକେ ପଡ୍ସି ।
4 And no man taketh this honor vnto him selfe, but he that is called of God, as was Aaron.
୪କେ ମିସା ନିଜେ ବାଚିଅଇକରି ବଡ୍ପୁଜାରିର୍ ବେସି ସନ୍ମାନ୍ ପାଇବା ପଦ୍ ପାଇ ନାପାରେ । ମାତର୍ ଗଟେକ୍ ଲକ୍ ପର୍ମେସର୍ ଡାକ୍ଲା ଇସାବେସେ ବଡ୍ ପୁଜାରିର୍ ପଦ୍ ପାଇଅଇସି । ଜେନ୍ତାରି କି କେତେ କେତେ ବରସ୍ ପୁର୍ବେ ଆରଣ୍କେ ବାଚିରଇଲା ।
5 So likewise Christ tooke not to him selfe this honour, to be made the hie Priest, but hee that sayd vnto him, Thou art my Sonne, this day begate I thee, gaue it him.
୫ସେନ୍ତାରିସେ କିରିସ୍ଟ ବଡ୍ ପୁଜାରିର୍ ସନ୍ମାନ୍ ପାଇବାକେ ନିଜ୍କେ ବଡ୍ କରେ ନାଇ । ମାତର୍ ପର୍ମେସର୍ସେ ତାକେ ବାଚ୍ଲା । ତାର୍ ବାଦୁଲେ ସେ ତାକେ କଇଲା, “ତୁଇ ମର୍ ପଅ, ଆଜି ମୁଇ ତର୍ ବାବା ଅଇଲିଆଚି ।”
6 As he also in another place speaketh, Thou art a Priest for euer, after ye order of Melchi-sedec. (aiōn )
୬ଆରି ଗଟେକ୍ ଜାଗାଇ ମିସା ସେ କଇଲା, “ତୁଇ ପୁଜାରି ପଦ୍ ପାଇକରି ମଲ୍କିସେଦକର୍ କୁଟୁମ୍ ପାରା କାଲ୍ କାଲ୍ ଜୁଗ୍ ଜୁଗ୍ ପୁଜାରି ଅଇ ରଇସୁ ।” (aiōn )
7 Who in the dayes of his flesh did offer vp prayers and supplications, with strong crying and teares vnto him, that was able to saue him from death, and was also heard in that which he feared.
୭ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା ।
8 And though he were ye Sonne, yet learned he obedience, by the things which he suffered.
୮ଜିସୁ ପର୍ମେସରର୍ ପଅ ଅଇରଇଲେ ମିସା, ସେ ଦୁକ୍ କସ୍ଟ ପାଇରଇଲାର୍ ଲାଗି, ତାର୍ କାତା ମାନ୍ବାକେ ସିକ୍ଲା ।
9 And being consecrate, was made the authour of eternall saluation vnto all them that obey him: (aiōnios )
୯ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା । (aiōnios )
10 And is called of God an hie Priest after the order of Melchi-sedec.
୧୦ସେଟାର୍ ପାଇ ତାକେ ପର୍ମେସର୍ ମଲ୍କିସେଦକ୍ ପୁଜାରିର୍ ପାରା ବଡ୍ ପୁଜାରି କରି ବାଚ୍ଲା ।
11 Of whome we haue many things to say, which are hard to be vttered, because ye are dull of hearing.
୧୧ଏ ବିସଇ ଆରି ଅଦିକ୍ ତମ୍କେ ଜାନାଇବି ବଲି ମୁଇ ମନ୍ କଲିନି । ମାତର୍ ତମେ ଦାପ୍ରେ ବୁଜି ନାପାରାସ୍କେ ବୁଜାଇବାକେ କସ୍ଟ ଆଚେ ।
12 For when as concerning ye time ye ought to be teachers, yet haue ye neede againe that we teach you what are the first principles of the worde of God: and are become such as haue neede of milke, and not of strong meate.
୧୨ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।
13 For euery one that vseth milke, is inexpert in the worde of righteousnes: for he is a babe.
୧୩ଜେ ଦୁଦ୍ କାଇବାର୍ ଆଚେ, ସେ ଏବେ ମିସା ପିଲାସେ । ସେନ୍ତାରି ଲକ୍ମନ୍ ଟିକ୍ ଆରି ବୁଲ୍ ଚଲାଚଲ୍ତି କର୍ବାଟା ଚିନି ନାପାର୍ଲାଇନି ।
14 But strong meate belongeth to them that are of age, which through long custome haue their wits exercised, to discerne both good and euill.
୧୪ଚାବି ଚାବି କାଇବା କାଦି ବଡ୍ ଲକ୍ମନର୍ପାଇ । ସେମନ୍ ନିକ ଆରି କାରାପ୍ ଚିନ୍ବାକେ, ନିଜ୍କେ ଅବିଆସ୍ କରାଇ ଆଚତ୍ ।