< Acts 8 >
1 AND Saul was consenting unto his death. And at that time there was a great persecution against the church which was at Jerusalem; and they were all scattered abroad throughout the regions of Judæa and Samaria, except the apostles.
୧ସାଉଲ୍ ତିପାନର୍ ମରନେ ରାଜିଅଇକରି ତେଇ ରଇଲା । ସେ ଦିନେଅନି ଜିରୁସାଲାମେ ରଇବା ମଣ୍ଡଲିମନ୍କେ ଲକ୍ମନ୍ ଜବର୍ ତାଡ୍ନା ଦେବାର୍ ଆରାମ୍ କଲାଇ । ସେଟାର୍ପାଇ ପେରିତ୍ ସିସ୍ମନ୍ ତେଇରଇଲାଇ ଆରି ବିନ୍ ବିସ୍ବାସିମନ୍ ଜିବନ୍ ଆତେଦାରି ଜିଉଦା ଆରି ସମିରଣ୍ ଜାଗାଇ ପାଲାଇଲାଇ ।
2 And devout men carried Stephen to his burial, and made great lamentation over him.
୨ପର୍ମେସର୍କେ ନାମ୍ବା କେତେକ୍ ଲକ୍ ଆକ୍ମାରି କାନ୍ଦିକରି ତିପାନର୍ ମଲା ଗାଗଡ୍ ନେଇ ସମାଦି କଲାଇ ।
3 As for Saul, he made havock of the church, entering into every house, and haling men and women committed them to prison.
୩ମାତର୍ ସାଉଲ୍ ମଣ୍ଡଲିକେ କୁରୁପ୍ନାସ୍ କର୍ବାକେ ଚେସ୍ଟା କଲା । ସେ ଗରେ ଗରେ ଜାଇ ଜିସୁକେ ବିସ୍ବାସ୍ କର୍ବା ମୁନୁସ୍ ପିଲା ଆରି ମାଇଜି ଟକିମନ୍ ସବୁକେ ଜିକି ଆନି ବନ୍ଦି ଗରେ ପୁରାଇ ଦେଲା ।
4 Therefore they that were scattered abroad went every where preaching the word.
୪ଜିରୁସାଲମେଅନି ପାଲାଇରଇବା ବିସ୍ବାସିମନ୍ ଗୁଲାଇବାଟେ ଜାଇ ସୁବ୍କବର୍ ଜାନାଇବାର୍ ଦାର୍ଲାଇ ।
5 Then Philip went down to the city of Samaria, and preached Christ unto them.
୫ସେମନର୍ ବିତ୍ରେଅନି ପିଲିପ୍ ବଲି ଗଟେକ୍ ଲକ୍ ସମିରଣର୍ ମୁକିଅ ନଅରେ ଜାଇ, ତେଇ ରଇବା ଲକ୍ମନ୍କେ ମସିଅ କଇରଇବା କାତା ଜାନାଇଲା ।
6 And the people with one accord gave heed unto those things which Philip spake, hearing and seeing the miracles which he did.
୬ପିଲିପ୍ କଇବା କାତା ସୁନି ଆରି ସେ କରିରଇବା କାବା ଅଇଜିବା କାମ୍ମନ୍ ସବୁ ଦେକି ଲକ୍ମନ୍ ତାକେ ଅଦିକ୍ ମନ୍ଦିଆନ୍ ଦେଇ ସୁନ୍ବାର୍ ଦାର୍ଲାଇ ।
7 For unclean spirits, crying with loud voice, came out of many that were possessed with them: and many taken with palsies, and that were lame, were healed.
୭କେତେ କେତେ ଲକ୍ମନର୍ ଟାନେଅନି ଡୁମାମନ୍ କିର୍କିରି କରି ବାରଇ ଗାଲାଇ । କେତେ କେତେ ଚେରେଙ୍ଗ୍ ରଗି ଆରି ଆତ୍ ଗଡ୍ ନ ଆଇବାଟାମନ୍ ନିକ ଅଇଗାଲାଇ ।
8 And there was great joy in that city.
୮ଏଟାର୍ ପାଇ ସେ ନଅର୍ ସାଇସାର୍ଦା ଅଇରଇଲା ।
9 But there was a certain man, called Simon, which beforetime in the same city used sorcery, and bewitched the people of Samaria, giving out that himself was some great one:
୯ସମରିଆ ଜାଗାଇ ସିମନ୍ ନାଉଁର୍ ଗଟେକ୍ ଲକ୍ ତାର୍ ଜନ୍ତର୍ ମନ୍ତର୍ ବିଦିଆ କରିକରି ତେଇର୍ ଲକ୍ମନ୍କେ କାବା କରାଇତେରଇଲା ।
10 To whom they all gave heed, from the least to the greatest, saying, This man is the great power of God.
୧୦ସେ, ମୁଇ ନିଜେ ଗଟେକ୍ ବଡ୍ ଲକ୍ ବଲାଇଅଇତେରଇଲା । ଆରି ସେ ନଅରେ ରଇବା ସାନ୍ ବଡ୍ ସବୁ ତାକେ ମାନିରଇଲାଇ । ପର୍ମେସରର୍ ଜନ୍ ବପୁ ମଆନ୍ ସେ ବପୁ ଏଟା ଆକା ବଲି ଲକ୍ମନ୍ କଇତେ ରଇଲାଇ ।
11 And to him they had regard, because that of long time he had bewitched them with sorceries.
୧୧ବେସି ବରସ୍ ଦାରି ତାର୍ ଗୁନି ବିଦିଆର୍ ବପୁ ସଙ୍ଗ୍ ତେଇର୍ ଲକ୍ମନ୍କେ କାବା କରାଇତେରଇଲା । ସେଟାର୍ପାଇ ଗୁଲାଇ ସମିରଣିୟ ଲକ୍ମନ୍ ତାକେ ମାନିକରି ରଇଲାଇ ।
12 But when they believed Philip preaching the things concerning the kingdom of God, and the name of Jesus Christ, they were baptized, both men and women.
୧୨ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା ।
13 Then Simon himself believed also: and when he was baptized, he continued with Philip, and wondered, beholding the miracles and signs which were done.
୧୩ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
14 Now when the apostles which were at Jerusalem heard that Samaria had received the word of God, they sent unto them Peter and John:
୧୪ସମରିଆର୍ ଲକ୍ମନ୍ ପର୍ମେସରର୍ ବାକିଅ ବିସ୍ବାସ୍ କଲାଇ ଆଚତ୍ ବଲି ଜିରୁସାଲାମ୍ ରଇବା ପେରିତ୍ ସିସ୍ମନ୍ ସୁନ୍ଲାଇ । ପିତର୍ ଆରି ଜଅନ୍କେ ସେମନର୍ ଲଗେ ପାଟାଇଲାଇ ।
15 Who, when they were come down, prayed for them, that they might receive the Holy Ghost:
୧୫ସେମନ୍ ତେଇ କେଟ୍ଲା ପଚେ ସମିରଣର୍ ବିସ୍ବାସିମନ୍ ସୁକଲ୍ ଆତ୍ମା ପାଇବାକେ, ପାର୍ତନା କଲାଇ ।
16 (For as yet he was fallen upon none of them: only they were baptized in the name of the Lord Jesus.)
୧୬କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
17 Then laid they their hands on them, and they received the Holy Ghost.
୧୭ପିତର୍ ଆରି ଜଅନ୍ ସେମନର୍ ଉପ୍ରେ ଆତ୍ ସଙ୍ଗଇଲା ଦାପ୍ରେ ସେମନ୍ ସୁକଲ୍ ଆତ୍ମା ପାଇଲାଇ ।
18 And when Simon saw that through laying on of the apostles’ hands the Holy Ghost was given, he offered them money,
୧୮ପେରିତ୍ ସିସ୍ମନ୍ ବିସ୍ବାସିମନର୍ ଉପ୍ରେ ଆତ୍ ସଙ୍ଗଇଲାକେ ସୁକଲ୍ଆତ୍ମା ପାଇଲାଟା ଦେକି, ସିମନ୍, ପିତର୍ ଆରି ଜଅନ୍କେ ଡାବୁ ଜାଚ୍ଲା ଆରି କଇଲା,
19 Saying, Give me also this power, that on whomsoever I lay hands, he may receive the Holy Ghost.
୧୯“ମୁଇ ବିନ୍ ଲକର୍ ଉପ୍ରେ ଆତ୍ ସଙ୍ଗଇଲେ, ସେମନ୍ ଜେନ୍ତି ସୁକଲ୍ ଆତ୍ମା ପାଇପାର୍ବାଇ, ସେଟାର୍ ପାଇ ମକେ ସେ ବପୁ ଦିଆ ।”
20 But Peter said unto him, Thy money perish with thee, because thou hast thought that the gift of God may be purchased with money.
୨୦ମାତର୍ ପିତର୍ ତାକେ କଇଲା, “ତର୍ ଡାବୁ ତର୍ ସଙ୍ଗ୍ ନସ୍ଟ ଅ । ତର୍ ସଙ୍ଗ୍ ତର୍ ଡାବୁ ମିସା ନର୍କେ ଜାଅ । କାଇକେବଇଲେ ପର୍ମେସରର୍ ଦାନ୍ ଡାବୁସଙ୍ଗ୍ ଗେନ୍ବି ବଲି ବାବ୍ଲୁସ୍ନି ।
21 Thou hast neither part nor lot in this matter: for thy heart is not right in the sight of God.
୨୧ଆମର୍ କାମ୍ଟାନେ ତର୍ କାଇମିସା ବାଗ୍ ନାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ତର୍ ମନ୍ ନିକ ନାଇ ।
22 Repent therefore of this thy wickedness, and pray God, if perhaps the thought of thine heart may be forgiven thee.
୨୨ସେଟାର୍ ପାଇ ତମର୍ ଏ କରାପ୍ ବାବ୍ନାର୍ ପାଇ ମନ୍ ବାଦ୍ଲାଆ । ଏନ୍ତାରି ବିସଇ ଚିନ୍ତାକଲାର୍ ପାଇ ମାପ୍ରୁ ଜେନ୍ତାରି କେମା ଦେଇସି, ତାର୍ ଲାଗି, ମାପ୍ରୁକେ ପାର୍ତନା କର୍ ।
23 For I perceive that thou art in the gall of bitterness, and in the bond of iniquity.
୨୩କାଇକେ ବଇଲେ ମୁଇ ଦେକ୍ଲିନି ଜେ ତର୍ ମନ୍ ଆଁକାରେ ବର୍ତି ଅଇଆଚେ । ତୁଇ ପାପର୍ ବନ୍ଦନେ ବନ୍ଦିଅଇ ଆଚୁସ୍ ।”
24 Then answered Simon, and said, Pray ye to the Lord for me, that none of these things which ye have spoken come upon me.
୨୪ସିମନ୍ ସେମନ୍କେ କଇଲା, “ତମେ ଜାଇଟା ସବୁ କଇଲାସ୍ ସେଟା ଜେନ୍ତି ମର୍ ଉପ୍ରେ ନ ଗଟ । ମୁଇ ତମ୍କେ ବାବୁଜିଆ କଲିନି ମର୍ପାଇ ମାପ୍ରୁକେ ପାର୍ତନା କରା ।”
25 And they, when they had testified and preached the word of the Lord, returned to Jerusalem, and preached the gospel in many villages of the Samaritans.
୨୫ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
26 And the angel of the Lord spake unto Philip, saying, Arise, and go toward the south unto the way that goeth down from Jerusalem unto Gaza, which is desert.
୨୬ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”
27 And he arose and went: and, behold, a man of Ethiopia, an eunuch of great authority under Candace queen of the Ethiopians, who had the charge of all her treasure, and had come to Jerusalem for to worship,
୨୭ପିଲିପ୍ ତିଆର୍ ଅଇ ସେବାଟେ ଗାଲା । ଏଦେ ଦେକା! ଇତିଅପିଆର୍ ଗଟେକ୍ ଲକ୍! ସେ ଗଟେକ୍ ବେଜୁ ରଇଲା । ସେ ଜିରୁସାଲମେ ପାର୍ତନା କର୍ବାକେ ଆସିରଇଲା ।
28 Was returning, and sitting in his chariot read Esaias the prophet.
୨୮ସେ ଗଟେକ୍ ମୁକିଅ ଆରି ଇତିଅପିଆ ରାନିର୍ ବାଣ୍ଡାର୍ଗରିଆ ରଇଲା । ସେ ପର୍ମେସର୍କେ ଉପାସନା କର୍ବାକେ ଜିରୁସାଲେମ୍ ଜାଇରଇଲା । ତାର୍ ରତେ ବସି ଗରେ ବାଉଡି ଆଇତେରଇଲା । ବସିକରି ଜିସାୟ ବବିସତ୍ବକ୍ତାର୍ ବଇଟାନେଅନି ଆଉଲି ଅଇ ପଡ୍ତେରଇଲା ।
29 Then the Spirit said unto Philip, Go near, and join thyself to this chariot.
୨୯ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
30 And Philip ran thither to him, and heard him read the prophet Esaias, and said, Understandest thou what thou readest?
୩୦ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି?”
31 And he said, How can I, except some man should guide me? And he desired Philip that he would come up and sit with him.
୩୧ସେ ବାଣ୍ଡାର୍ ଗରିଆ କଇଲା, “କେ ମିସା ଗଟେକ୍ ଲକ୍ ବୁଜାଇ ନ ଦେଲେ ମୁଇ କେନ୍ତି ବୁଜିପାର୍ବି?” ତାର୍ ସଙ୍ଗ୍ ରତେ ବସ୍ବାକେ ସେ ପିଲିପ୍କେ ଡାକ୍ଲା । ପିଲିପ୍ ଜାଇ ବସ୍ଲା ।
32 The place of the scripture which he read was this, He was led as a sheep to the slaughter; and like a lamb dumb before his shearer, so opened he not his mouth:
୩୨ଦରମ୍ ସାସ୍ତରର୍ ଏ ପଦ୍ ପଡ୍ତେ ରଇଲା, “ମରାଇବାକେ ନେବା ମେଣ୍ଡାପାରା, ଲକ୍ମନ୍ ତାକେ ଡାକିନେଲାଇ, ଗଟେକ୍ ମେଣ୍ଡାର୍ ବାଲ୍ କାଟ୍ବା ବେଲେ ଜେନ୍ତି ସେ ଚିମ୍ରାଇଅଇରଇସି, ସେନ୍ତାରି ସେ ପଦେକ୍ ମିସା କାତା କଏ ନାଇ ।
33 In his humiliation his judgment was taken away: and who shall declare his generation? for his life is taken from the earth.
୩୩ଲକ୍ମନ୍ ନିନ୍ଦା କଲାବେଲେ ତାକେ ନିଆଇ ମିଲେ ନାଇ ତାର୍ କୁଟୁମର୍ ଲକର୍ ବିସଇ, କେ କଇ ନାପାରତ୍, କାଇକେବଇଲେ ମଚ୍ପୁରେ ତାର୍ ଜିବନ୍ ସାରିଗାଲା ଆଚେ ।”
34 And the eunuch answered Philip, and said, I pray thee, of whom speaketh the prophet this? of himself, or of some other man?
୩୪ବାଣ୍ଡାର୍ଗରିଆ ପିଲିପ୍କେ ପାଚାର୍ଲା, “ମୁଇ ତକେ ଗୁଆରି କଲିନି । ବବିସତ୍ବକ୍ତା କାର୍ ବିସଇ କଇଲାନି, ମକେ କୁଆ । ତାର୍ ନିଜର୍ ବିସଇ କି ଆରି କାର୍ ବିସଇ?”
35 Then Philip opened his mouth, and began at the same scripture, and preached unto him Jesus.
୩୫ପିଲିପ୍ ଦରମ୍ ସାସ୍ତରର୍ ଏ ପଦେଅନି ଆରାମ୍ କରି ଜିସୁର୍ ବିସଇର୍ ସୁବ୍ କବର୍ ତାକେ ଜାନାଇଲା ।
36 And as they went on their way, they came unto a certain water: and the eunuch said, See, here is water; what doth hinder me to be baptized?
୩୬ସେମନ୍ ଜାଉ ଜାଉ ଗଟେକ୍ ବନ୍ଦ୍ ଲଗେ କେଟ୍ଲାଇ । ସେ ବାଣ୍ଡାର୍ଗରିଆ କଇଲା,
37 And Philip said, If thou believest with all thine heart, thou mayest. And he answered and said, I believe that Jesus Christ is the Son of God.
୩୭“ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
38 And he commanded the chariot to stand still: and they went down both into the water, both Philip and the eunuch; and he baptized him.
୩୮ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
39 And when they were come up out of the water, the Spirit of the Lord caught away Philip, that the eunuch saw him no more: and he went on his way rejoicing.
୩୯ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
40 But Philip was found at Azotus: and passing through he preached in all the cities, till he came to Cæsarea.
୪୦ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।