< Acts 27 >
1 And when it was determined that we should sail into Italy, they delivered Paul and certain other prisoners unto one named Julius, a centurion of Augustus' band.
୧ଆମେ ଜେଡେବେଲେ ପାନି ଜାଜେ ବସି ଇଟାଲି ଜିବାକେ ଟିକ୍ କଲାଇ, ସେଡ୍କିବେଲେ କେତେଟା ବନ୍ଦି ଅଇଲା ଲକ୍କେ ଆରି ପାଉଲ୍କେ ରମିୟ ସନିଅମନର୍ ସେନାପତି ଜୁଲିୟସ୍କେ ସର୍ପି ଅଇଲାଇ ।
2 And entering into a ship of Adramyttium, we launched, meaning to sail by the coasts of Asia; one Aristarchus, a Macedonian of Thessalonica, being with us.
୨ଆମେ ସବୁଲକ୍ ରମ୍ ରାଇଜର୍ ଆସିଆ ଜାଗାର୍ ଗାଡ୍କଣ୍ଡି ରଇଲା ବିନ୍ ବିନ୍ ଜାଗାଇ ଜୁ ବଲି ଆଦ୍ରାମୁଦିୟମର୍ ଗଟେକ୍ ପାନିଜାଜେ ବସି ଗାଲୁ । ଆରି ମାକିଦନିଆ ବଲି ଗଟେକ୍ ଜାଗାର୍ ଆରିସ୍ତାକସ୍ ନାଉଁର୍ ତେସ୍ଲନିକି ଲକ୍ ଆମର୍ ସଙ୍ଗ୍ ରଇଲା ।
3 And the next day we touched at Sidon. And Julius courteously entreated Paul, and gave him liberty to go unto his friends to refresh himself.
୩ଆର୍କର୍ ଦିନେ ଆମେ ସିଦନେ କେଟ୍ଲୁ । ଜୁଲିୟସ୍ ପାଉଲ୍କେ ବେସି ଦୟା ଦେକାଇତେରଇଲା । ପାଉଲର୍ ସଙ୍ଗାରିମନର୍ ଟାନେଅନି ତାର୍ ଦର୍କାର୍ ଅଇବା ଜିନିସ୍ମନ୍ ଟୁଲିଆଇବାକେ ତାକର୍ସଙ୍ଗ୍ ଜାଇ ମିସତ୍ ବଲି ପାଉଲ୍କେ ଆଦେସ୍ ଦେଲା ।
4 And when we had launched from thence, we sailed under Cyprus, because the winds were contrary.
୪ଆମେ ତେଇଅନି କେତେଦୁର୍ ଗାଲାପଚେ ପବନ୍ ଅଇଲାଜେ ସାଇପରସ୍ ଗାଡର୍ ପାଲି ପାଲି ଗାଲୁ ।
5 And when we had sailed over the sea of Cilicia and Pamphylia, we came to Myra, a city of Lycia.
୫ସିଲିସିଆ ଆରି ପପୁଲିଆ ନାଉଁର୍ ଦୁଇଟା ଜାଗା ଜିତିକରି ଲୁକିଆ ବଲି ମୁରା ନଅର୍ ଜାଗାଇ ଆଇଲୁ ।
6 And there the centurion found a ship of Alexandria sailing into Italy; and he put us therein.
୬ତେଇ ସେନାପତି ଆଲେକ୍ଜାଣ୍ଡ୍ରିଆର୍ ଗଟେକ୍ ପାନି ଜାଜ୍ ଇଟାଲି ଜାଇତେରଇଲାଜେ ଆମ୍କେ ଦେକି, ସେ ଜାଜେ ବସାଇଲା ।
7 And when we had sailed slowly many days, and scarce were come over against Cnidus, the wind not suffering us, we sailed under Crete, over against Salmone;
୭ପଚେ ଆମ୍କେ ବେସିଦିନ୍ ଲାଗିଗାଲା ଦିରେ ଦିରେ ଜାଇ କରି କେଡେକ୍ କସ୍ଟେ କିଦ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇ କେଟ୍ଲା ପଚେ ବେସି ପବନ୍ ଆଇଲାଜେ ଆମେ ଆରି ଆଗ୍କେ ଜାଇ ନାପାର୍ଲୁ । ତେବେ ସାଲନି ବଲି ଗଟେକ୍ ଜାଗାର୍ ମୁଆଟ୍ ବାଟେ ଜାଇ କିରିତର୍ ପାଲି ପାଲି ଗାଲୁ ।
8 And, hardly passing it, came unto a place which is called The fair havens; nigh whereunto was the city of Lasea.
୮ଆରି ପାଲି ପାଲି ଆସି ବଡେ କସ୍ଟେ ସୁନ୍ଦର୍ ବନ୍ଦ୍ ବଲି ଗଟେକ୍ ପାନିଜାଜ୍ମନ୍ ଲାଗ୍ବାଟାନେ ଆସି କେଟ୍ଲୁ । ସେଟା ଲାସିଆ ସଅର୍ ଲଗେ ରଇଲା ।
9 Now when much time was spent, and when sailing was now dangerous, because the fast was now already past, Paul admonished them,
୯ସେ ଜାଗାଇ ଆମେ ବେସିଦିନ୍ ରଇଲୁ । ଜିଉଦିମନର୍ ଉପାସ୍ ମାନିଅଇବା ପରବ୍ ସାରି ଜାଇରଇଲା । ତେବେ ଗାଡ୍ ଗାଡ୍ ଜିବାଟା ବିପଦ୍ ରଇଲା । ସେଟାର୍ପାଇ ପାଉଲ୍ ସେମନ୍କେ ଜାଗ୍ରତ୍ କରାଇ କଇଲା,
10 And said unto them, Sirs, I perceive that this voyage will be with hurt and much damage, not only of the lading and ship, but also of our lives.
୧୦“ମଇତର୍ମନ୍ ଆମେ ଏ ଗାଡ୍ ଗାଡ୍ ଗାଲେ ସରି ଜାଆଜ୍ ଆରି ଜିନିସ୍ପତର୍ ଆକା କେତି ନ ଅଏ, କେଡେବେଲେ ଜାଜେ ଜିବା ଲକ୍ମନର୍ ମିସା ଦସା କେଟ୍ସି ।”
11 Nevertheless the centurion believed the master and the owner of the ship, more than those things which were spoken by Paul.
୧୧ମାତର୍ ସେନାପତି ପାଉଲର୍ କାତା ବିସ୍ବାସ୍ ନ କରି, ଜାଜ୍ ଚାଲାଉ, ଜାଜ୍ ସାଉକାରର୍ କାତା ବିସ୍ବାସ୍ କଲା ।
12 And because the haven was not commodious to winter in, the more part advised to depart thence also, if by any means they might attain to Phenice, and there to winter; which is an haven of Crete, and lieth toward the south west and north west.
୧୨ସେ ଗାଡେ ସିତ୍ମାସେ ରଇବାଟା ବେସି କସ୍ଟ ରଇଲା । ତେବେ କେନ୍ତି କରି ମିସା କସ୍ଟେ ମସ୍ଟେ ପେନିକସ୍ ବଲି ଗଟେକ୍ ଜାଗାଇ କେଟି, ଦର୍କାର୍ ପଡ୍ଲେ ତେଇ ରଇବାକେ ଜାଜେ ଜିବା କେତେଲକ୍ମନ୍ କର୍ତେରଇଲାଇ । ପିନିକସ୍ ଅଇଲାନି କିରିତେ ଦକିଣ୍, ପଚିମ୍ ଆରି ଉତର୍ ପୁରୁବ୍ ଦିଗେ ରଇବା ଗଟେକ୍ ଜାଗାର୍ ନାଉଁ ।
13 And when the south wind blew softly, supposing that they had obtained their purpose, loosing thence, they sailed close by Crete.
୧୩ଜେଡେବେଲେ ଦକିନ୍ ଦିଗ୍ବାଟେଅନି ଅଲପ୍ ଅଲପ୍ ପବନ୍ ଆଇଲା, ସେଡେବେଲେ ଜାଜେ ବସିରଇବା ଲକ୍ମନ୍ ଏଟା ଗଟେକ୍ ସୁବ୍କବର୍ ବଲି ବାବ୍ଲାଇ । ଜାଜ୍ ଅଟ୍କାଇବା ପାର୍ଦା ଟେକିଦେକ୍ଲାଇ ଆରି କିରିତ୍ ଗାଡ୍ ପାଲି ପାଲି ଜାଜ୍ ଚାଲାଇ ଚାଲାଇ ନେବାର୍ ଦାର୍ଲାଇ ।
14 But not long after there arose against it a tempestuous wind, called Euroclydon.
୧୪ମାତର୍ ଚନେକ୍ ଗାଲା ପଚେ କିରତ୍ବାଟେଅନି ଉତର୍ ପୁରବ୍ ବଲି କଇବା ପବନ୍ ଆଇଲା ।
15 And when the ship was caught, and could not bear up into the wind, we let her drive.
୧୫ସେ ପବନ୍ ଅପର୍ବଲ୍ ଆସି ଜାଜେ ପିଟିଅଇଲା । ପବନ୍ ଆଇବା ମୁଆଟ୍ବାଟେ ଜାଜ୍ ନେବାକେ ଚେସ୍ଟା କରି କରି ନାପାରି ତାକିଗାଲୁ । ତେବେ ପବନ୍ ଜାଜ୍କେ ପାନି ଟାନେ ଉପ୍କାଇକରି ନେଅ ବଲି ଚାଡିଦେଲୁ ।
16 And running under a certain island which is called Clauda, we had much work to come by the boat:
୧୬ଆରି କାଉଦ୍ ବଲି ଗୁଲାଇ ବାଟେ ପାନି ରଇକରି ମଜାଇ ସୁକ୍ଲା ବୁଇଁ ରଇବା ଜାଗାର୍ ଦକିଣ୍ ଦିଗ୍ବାଟେ ଗାଲାବେଲେ ଅଲପ୍ ପବନ୍ଟାନେ ଅନି ରକିଆ ପାଇଲୁ । ତେଇ ଆମେ କସ୍ଟେମସ୍ଟେ ଜାଆଜର୍ ସାନ୍ଡଙ୍ଗା କାଇ ବିପଦ୍ ନଇତେ ସଙ୍ଗଇପାର୍ଲୁ ।
17 Which when they had taken up, they used helps, undergirding the ship; and, fearing lest they should fall into the quicksands, strake sail, and so were driven.
୧୭ଜାଜ୍ ଚାଲାଉମନ୍ ସାନ୍ ଡଙ୍ଗା ଜାଜ୍ଉପ୍ରେ ଟେକି ନେଲାଇ ଆରି ଡର୍ ସଙ୍ଗ୍ ଡାଟ୍କରି ଜାଜର୍ ଚାରିବେଟ୍ତି ନ ବାଙ୍ଗ ବଲି ବାନ୍ଦି ଦେଲାଇ । ଜାଜ୍ ଚାଲାଉମନ୍ ଜାଜ୍କେ ଲିବିଆର୍ ପାଲି ପାଲି ବାଲିବନ୍ଦ୍ ବାଟେ ଉଟିଜାଇସି ବଲି ଜାଜେ ବାନ୍ଦି ରଇବା ଡେରା ଉତ୍ରାଇକରି ପବନେ ସେ ବଁଲି ବଁଲି ର ବଲି ଚାଡି ଦେଲାଇ ।
18 And we being exceedingly tossed with a tempest, the next day they lightened the ship;
୧୮ଚନେକ୍ ମିସା ନ ତେବି ଅପର୍ବଲ୍ ପବନ୍ ଆଇବାର୍ ଦାର୍ଲା ଜେ, ତାର୍ ଆର୍କର୍ ଦିନେ ସେମନ୍ ଜାଜେଅନି ଜିନିସ୍ ପତର୍ ପାନିତେଇ ପିଙ୍ଗ୍ବାର୍ ଦାର୍ଲାଇ ।
19 And the third day we cast out with our own hands the tackling of the ship.
୧୯ତାର୍ ଆର୍କର୍ ଦିନେ ସେମନ୍ ଜାଜର୍ ପାଇ ଦର୍କାର୍ ଅଇବା କେତେଟା ଜିନିସ୍ ବେଟି ପିଙ୍ଗି ଦେଲାଇ ।
20 And when neither sun nor stars in many days appeared, and no small tempest lay on us, all hope that we should be saved was then taken away.
୨୦ବେସି ଦିନ୍ ଅଇଗାଲା ଆମେ ବେଲର୍ ମୁକ୍ ନାଇ କି ତାରାର୍ ମୁକ୍ ଦେକୁନାଇ ସେନ୍ତି ରଇଗାଲୁ । ପବନ୍ ଚନେକ୍ ମିସା ତେବେ ନାଇ, ଅଦିକ୍ ଅଦିକ୍ ଆଇତେସେ ରଇଲା । ସାରାସାରି ଆମେ ବଁଚ୍ବାର୍ ଆସା ଚାଡି ଦେଇରଇଲୁ ।
21 But after long abstinence Paul stood forth in the midst of them, and said, Sirs, ye should have hearkened unto me, and not have loosed from Crete, and to have gained this harm and loss.
୨୧ଏତେକ୍ ଦିନ୍ ଅଇଲା ସବୁ ଲକ୍ଜାକ ନ କାଇ ନ ପିଇ ରଇଲା ପଚେ ପାଉଲ୍, ଜାଜେ ଜିବା ଲକ୍ମନର୍ ମଜାଇ ଟିଆଅଇ କଇଲା, ମଇତର୍ମନ୍ ତମେ ମର୍ କାତା ଦାରି କିରତେଅନି ଜାଜ୍ ନ ଆନି ରଇଲେ ଆମ୍କେ ଏ ଦସା ନ ଆଇତା ।
22 And now I exhort you to be of good cheer: for there shall be no loss of any man's life among you, but of the ship.
୨୨ମାତର୍ ଏବେ ତମ୍କେ ଗୁଆରି କରି କଇଲିନି, ନ ଡରି, ବରସ୍ ଅଇରୁଆ । ତମର୍ ବିତ୍ରେଅନି କେ ମିସା ନ ମରାସ୍ । ଜାଜ୍ସେ ନସ୍ଟ ଅଇସି ।
23 For there stood by me this night the angel of YHWH, whose I am, and whom I serve,
୨୩କାଇକେବଇଲେ ମୁଇ ଜାର୍ ଲକ୍ ଅଇଲିଆଚି, ଆରି ଜନ୍ ପର୍ମେସର୍କେ ପାର୍ତନା କଲିନି, କାଲି ରାତି ତାର୍ ଗଟେକ୍ ସରଗର୍ ଦୁତ୍ ମକେ ଆସି କଇଲା,
24 Saying, Fear not, Paul; thou must be brought before Caesar: and, lo, YHWH hath given thee all them that sail with thee.
୨୪ପାଉଲ୍ ତୁଇ ଡର୍ ନାଇ । ବାଇଦରେ ସମ୍ରାଟର୍ ମୁଆଟେ ତୁଇ ଟିଆ ଅଇସୁଆକା । ପର୍ମେସର୍ ତକେ ଜିବନ୍ ଦୁକାଇଲାଆଚେ । ଜେ କି, ତକେ ଆରି ତର୍ ସଙ୍ଗ୍ ଜାଇତେ ରଇବା ସବୁ ଲକ୍ମନ୍କେ ବଁଚାଇସି ।
25 Wherefore, sirs, be of good cheer: for I believe YHWH, that it shall be even as it was told me.
୨୫ତେବେ ବାଇମନ୍ ତମେ ନ ଡରି ବରସ୍ ଅଇରୁଆ । କାଇକେ ବଇଲେ ମୁଇ ପରମେସର୍କେ ବିସ୍ବାସ୍ କଲିନି, ମକେ ଜେନ୍ତି କଇଲାଆଚେ ଟିକ୍ ସେନ୍ତାରିସେ ଅଇସି ।
26 Howbeit we must be cast upon a certain island.
୨୬ମାତର୍ ଆମେ ଆଗ୍କେ ଗାଲେ ଗଟେକ୍ ଗୁଲାଇବାଟେ ପାନି ରଇକରି ମଜାଇ ରଇବା ସୁକ୍ଲା ଜାଗାଇ ପବନ୍ କେଟାଇସି ।
27 But when the fourteenth night was come, as we were driven up and down in Adria, about midnight the shipmen deemed that they drew near to some country;
୨୭ଏନ୍ତାରି ଆମେ ବାଉପବନ୍ ଆରାମ୍ଅଇକରି ଚଉଦ ଦିନ୍ ଚଉଦ ରାତି ମିସା ଅଇଗାଲା । ପବନ୍ ଆମ୍କେ ବୁମଦ୍ ସମ୍ଦୁରେ ଏନେ ତେନେ ନେଇତେରଇଲା । ମଜାରାତି ଅଇଲାକେ ଜାଜ୍ ଚାଲାଉମନ୍ ଗଟେକ୍ କଣ୍ଡିପାଲି ଲଗାଲଗି ଆଇଲୁ ବଲି ଅନ୍ମାନ୍ କଲାଇ ।
28 And sounded, and found it twenty fathoms: and when they had gone a little further, they sounded again, and found it fifteen fathoms.
୨୮ତେବେ ସେମନ୍ ଗଟେକ୍ ବଜ୍ ଜିନିସ୍ ଡର୍ସଙ୍ଗ୍ ବାନ୍ଦିକରି ନାପିକରି ଜାନ୍ଲାଇ ଜେ, ତେଇ ସଏ କଡେ ପୁଟ୍ ପାନି ଡେଙ୍ଗ୍ ରଇଲା । ଆରି କଣ୍ଡେକ୍ ଦୁର୍ ଆଇଲାଇକେ ନବେ ପୁଟ୍ ପାନି ନାପ୍ଲାଇ ।
29 Then fearing lest we should have fallen upon rocks, they cast four anchors out of the stern, and wished for the day.
୨୯ପାନି ଜାଜ୍ କନ୍ଆଲେ ଡଙ୍ଗ୍ରର୍ ପାକ୍ନାଇ ଡୁକାଇ ଅଇଜାଇସି ବଲି ଡରିକରି ସେମନ୍ ପଚ୍ବାଟେ ଚାର୍ଟା ଜାଜ୍ ଅଟ୍କାଇବାଟା ପାକାଇଲାଇ । ଆରି ଦାପ୍ରେ ସାକାଲ୍ ପାଅ ବଲି ପାର୍ତନା କଲାଇ ।
30 And as the shipmen were about to flee out of the ship, when they had let down the boat into the sea, under colour as though they would have cast anchors out of the foreship,
୩୦ତାର୍ ପଚେ ଜାଜ୍ ଚାଲାଉମନ୍ ଜାଜେଅନି ଲୁଚି ପାଲାଇବାକେ ଚେସ୍ଟା କଲାଇ । ସାନ୍ ଡଙ୍ଗା ବାନ୍ଦିରଇବା ଡର୍ ବେଟି ଡଙ୍ଗା ସମ୍ଦୁରେ ଉତ୍ରାଇଲାଇ । ସେମନ୍ ଆରି କେତେଟା ଜାଜ୍ ଅଟ୍କାଇବାଟା ମୁଆଟ୍ବାଟେ ପାକାଇବୁ ବଲି ନାଡାଇଲାଇ ।
31 Paul said to the centurion and to the soldiers, Except these abide in the ship, ye cannot be saved.
୩୧ମାତର୍ ପାଉଲ୍, ସେନାପତି ଆରି ସନିଅମନ୍କେ କଇଲା, “ଜଦି ଜାଜ୍ ଚାଲାଉମନ୍ ଜାଜେ ନ ରଇଲେ ତମେ ମରିଜାଇସା ।”
32 Then the soldiers cut off the ropes of the boat, and let her fall off.
୩୨ସେଟାର୍ପାଇ ସନିଅମନ୍ ଡଙ୍ଗାର୍ ଡର୍ କାଟି ଦେଲାଇ ଆରି ପାନି ଉପ୍ରେ ବଁଲି ଜାଅ ବଲି ଚାଡି ଦେଲାଇ ।
33 And while the day was coming on, Paul besought them all to take meat, saying, This day is the fourteenth day that ye have tarried and continued fasting, having taken nothing.
୩୩ପାଉଲ୍ କୁକ୍ଡାଡାକେ ସବୁ ଲକ୍କେ କାଆ ବଲି ବାବୁଜିଆ କଲା । ସେ କଇଲା, ଆଜିକେ ଚଉଦ ଦିନ୍ ଅଇଗାଲା କାଆସ୍ ନାଇ, ପିଆସ୍ ନାଇ, ବୁକେସେ ଆଚାସ୍ ।
34 Wherefore I pray you to take some meat: for this is for your health: for there shall not an hair fall from the head of any of you.
୩୪ତେବେ ମୁଇ ତମ୍କେ କାଇଟା ଆଲେ କାଆ ବଲି ବୁଜାଇଲିନି, କାଇକେ ବଇଲେ, ବଁଚି ରଇବାର୍ ଆଲେ କାଇବାର୍ ଆଚେଆକା । ଡରା ନାଇ! ତମ୍କେ କାଇଟା ନ ଅଏ ।
35 And when he had thus spoken, he took bread, and gave thanks to YHWH in presence of them all: and when he had broken it, he began to eat.
୩୫ପାଉଲ୍ ଏନ୍ତାରି କଇକରି ରୁଟି ଦାର୍ଲା ଆରି ସବୁ ଲକର୍ ମୁଆଟେ ପର୍ମେସର୍କେ ଦନିଅବାଦ୍ ଦେଇ ରୁଟି ଚିଡାଇ କାଇବାର୍ ଦାର୍ଲା ।
36 Then were they all of good cheer, and they also took some meat.
୩୬ତେଇ ସେମନ୍ ସବୁ ଲକ୍ ସାଆସ୍ ଅଇକରି ଆରି ନିଜେ ନିଜେ କାଇବାର୍ ଦାର୍ଲାଇ ।
37 And we were in all in the ship two hundred threescore and sixteen souls.
୩୭ଆମେ ସେ ଜାଜେ ସବୁ ଲକ୍ ମିସି ଦୁଇସ ସତୁରି ଚଅ ଲକ୍ ରଇଲୁ ।
38 And when they had eaten enough, they lightened the ship, and cast out the wheat into the sea.
୩୮ସବୁ ଲକ୍ ପେଟ୍ ପୁର୍ତେ କାଇ ସାର୍ଲା ପଚେ ଜାଜ୍ ଉସାସ୍ ଅ ବଲି ଜାଜେ ରଇଲା ସବୁ କାଦିକଣ୍ଡା ସମ୍ଦୁରେ ପିଙ୍ଗି ଦେଲାଇ ।
39 And when it was day, they knew not the land: but they discovered a certain creek with a shore, into the which they were minded, if it were possible, to thrust in the ship.
୩୯ସାକାଲ୍ ପାଇଲାକେ କଣ୍ଡିର୍ କନ୍ ଜାଗାଇ ଆସି କେଟ୍ଲୁଆଚୁ ବଲି ଜାଜ୍ ଚାଲାଉମନ୍ ଜାନି ନାପାର୍ଲାଇ । ମାତର୍ ସେମନ୍ ଦେକ୍ଲାଇ, ଜେ ସେଟା ଗଟେକ୍ ସମ୍ଦୁର୍ ଆରି ଗାଡ୍ ମିସ୍ଲା ବାଲିପଟା ଜାଗା । ଜଦି ପାର୍ଲେ ତେଇ ଜାଜ୍ ଲାଗାଉଁ ବଲି ଚେସ୍ଟା କଲାଇ ।
40 And when they had taken up the anchors, they committed themselves unto the sea, and loosed the rudder bands, and hoised up the mainsail to the wind, and made toward shore.
୪୦ସେଟାର୍ପାଇ ଜାଜ୍ ଅଟ୍କାଇବାକେ ବାନ୍ଦି ରଇବା ଡର୍ ସବୁ କାଟି ଦେଇ, ସେଟା ସବୁ ସମ୍ଦୁରେ ତପି ଅଇବାକେ ଚାଡି ଦେଲାଇ । ଆରି ଜାଜ୍ ସଲ୍କାଇବାକେ ବାନ୍ଦି ରଇବା ଡର୍ କୁସ୍ଲାଇଦେଇ ମୁଆଟେ ବାନ୍ଦି ଅଇରଇବା ଡେରାକେ ଟେକି ଦେଲାଇ । ସେନ୍ତା କଲାକେ ଜାଜ୍ ପବ୍ନେ ଟେଲାଇ ଟେଲାଇ ଅଇକରି କଣ୍ଡିବାଟେ ଜିବାର୍ ଦାର୍ଲା ।
41 And falling into a place where two seas met, they ran the ship aground; and the forepart stuck fast, and remained unmoveable, but the hinder part was broken with the violence of the waves.
୪୧ଗାଡ୍ ଆରି ସମ୍ଦୁର୍ ମିସ୍ଲା ସାଙ୍ଗାମର୍ ବାଲିପାଟାଇ, ଜାଜ୍ ଡୁକାଇ ଅଇ ମୁଆଁଟ୍ ବାଟର୍ଟା ତଲେ ତପିଅଇ ଅଟ୍କି ଦେଲା । ଅପର୍ବଲ୍ ଲଉଡି ଆସି ଜାଜର୍ ପଚ୍ବାଟେ ଡୁକାଇ ଅଇଲାକେ ପଚ୍ ବାଟର୍ଟା ମିସା ବାଙ୍ଗି କଣ୍ଡ୍ କଣ୍ଡ୍ ଅଇଗାଲା ।
42 And the soldiers' counsel was to kill the prisoners, lest any of them should swim out, and escape.
୪୨ସନିଅମନ୍ ବନ୍ଦି ଲକ୍ମନ୍କେ ପଅଁରି ପଅଁରି ଉଟିଜିବାଇ ବଲି ବାବି କରି ମାରିମରାଇବାକେ ବାବ୍ଲାଇ ।
43 But the centurion, willing to save Paul, kept them from their purpose; and commanded that they which could swim should cast themselves first into the sea, and get to land:
୪୩ମାତର୍ ସେନାପତି ପାଉଲର୍ ଜିବନ୍ ବଁଚାଇବି ବଲି ବାବ୍ତେ ରଇଲା । ତେବେ ସେ ସନିଅମନ୍କେ ସେନ୍ତାରି କରାନାଇ ବଲି ମନାକଲା । ଜେତ୍କି ପଅଁରି ପାର୍ବା ସବୁ ଲକ୍ମନ୍କେ ପାନିଟାନେ ଡେଗଇକରି ପଅଁରି ପଅଁରି କଣ୍ଡିତେଇ ଜିବାକେ ଆଦେସ୍ ଦେଲା ।
44 And the rest, some on boards, and some on broken pieces of the ship. And so it came to pass, that they escaped all safe to land.
୪୪ଆରି ବାକି ଲକ୍ମନ୍କେ ଜାଜର୍ ବାଙ୍ଗ୍ଲା ପାଟା ଆରି କାଇ କାଇଟାମନ୍ ଦାରି ପଅଁରି କରି ବାରୁଆ । ବଲି କଇଲା । ଏନ୍ତାରି ଅଇ ସବୁଲକ୍ କାଇଟା ନ ଅଇତେ କଣ୍ଡି ଆସି ବାରଇଲାଇ । ସାରାସାରି ଆମେ ସବୁଲକ୍ କଣ୍ଡି କେଟ୍ଲୁ ।