< John 17 >
1 These words spake Yahushua, and lifted up his eyes to heaven, and said, Father, the hour is come; glorify thy Son, that thy Son also may glorify thee:
୧ଜିସୁ ଏ ସବୁ କାତା କଇସାରାଇଲା ପଚେ, ସରଗ୍ ବାଟେ ଦେକି କଇଲା, “ଏ ସରଗର୍ ବାବା, ଏବେ ବେଲା କେଟ୍ଲା ଆଚେ । ତମର୍ ପିଲା ମକେ ଡାକ୍ପୁଟା କରା । ଜେନ୍ତିକି ତମର୍ ପିଲା ମୁଇ ତମ୍କେ ଡାକ୍ପୁଟା କର୍ବି ।
2 As thou hast given him power over all flesh, that he should give eternal life to as many as thou hast given him. (aiōnios )
୨ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି । (aiōnios )
3 And this is life eternal, that they might know thee, the only true Elohim, and Yahushua the Messiah, whom thou hast sent. (aiōnios )
୩ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ । (aiōnios )
4 I have glorified thee on the earth: I have finished the work which thou gavest me to do.
୪ତମେ ମକେ ଜନ୍ କାମ୍ମନ୍ କର୍ବାକେ ଦେଇଆଚାସ୍, ସେଟା ମୁଇ ସାରାଇ କରି, ଏ ଦୁନିଆଇ ତମ୍କେ ଡାକ୍ପୁଟା କରିଆଚି ।
5 And now, O Father, glorify thou me with thine own self with the glory which I had with thee before the world was.
୫ଏ ବାବା, ଏ ଦୁନିଆ ତିଆର୍ ନ ଅଇତେ, ତମର୍ ସଙ୍ଗ୍ ରଇଲାବେଲେ, ମର୍ ଜନ୍ ଡାକ୍ପୁଟା ରଇଲା, ଏବେ ତମେ ରଇତେ ଆକା, ମକେ ଡାକ୍ପୁଟା କର୍ ।
6 I have manifested thy name unto the men which thou gavest me out of the world: thine they were, and thou gavest them me; and they have kept thy word.
୬“ଏ ଜଗତର୍ ଜନ୍ ଲକ୍ମନ୍କେ ତମେ ମକେ ସର୍ପି ଦେଇରଇଲାସ୍, ସେମନର୍ ଲଗେ ମୁଇ ତମ୍କେ ଜାନାଇଆଚି । ସେମନ୍ ତମର୍ ଅଇରଇଲାଇ, ଆରି ମକେ ସେମନ୍କେ ସର୍ପିଦେଲୁସ୍ । ସେମନ୍ ତମର୍ ବାକିଅ ମାନ୍ଲାଇନି ।
7 Now they have known that all things whatsoever thou hast given me are of thee.
୭ତମେ ମକେ ଜନ୍ ଜନ୍ଟା ସର୍ପି ଦେଇ ଆଚାସ୍, ସେଟାମନ୍ ସବୁ ତର୍ଟାନେଅନି ଆକା ଅଇଲାଆଚେ, ବଲି ଏବେ ସେମନ୍ ବୁଜିଆଚତ୍ ।
8 For I have given unto them the words which thou gavest me; and they have received them, and have known surely that I came out from thee, and they have believed that thou didst send me.
୮ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
9 I pray for them: I pray not for the world, but for them which thou hast given me; for they are thine.
୯ମୁଇ ସେମନର୍ଲାଗି ପାର୍ତନା କଲିନି, ଦୁନିଆର୍ ଲକ୍ମନର୍ ପାଇ ପାର୍ତନା କରିନାଇ । ମାତର୍ ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ସେ ଲକ୍ମନର୍ ପାଇ ପାର୍ତନା କଲିନି । କାଇକେ ବଇଲେ ସେମନ୍ ତମର୍ ଲକ୍ମନ୍ ।
10 And all mine are thine, and thine are mine; and I am glorified in them.
୧୦ଜେତ୍କି ମର୍ଟା, ସେ ସବୁ ତମର୍ଟା । ଆରି ଜେତ୍କି ତମର୍ଟା ସେ ସବୁ ମର୍ଟା । ଆକର୍ଲାଗି ଆକା ମର୍ ଡାକ୍ପୁଟା ଅଇଆଚେ ।
11 And now I am no more in the world, but these are in the world, and I come to thee. Holy Father, keep through thine own name which thou hast given me, that they may be one, as we are.
୧୧ଏବେ ମୁଇ ତମର୍ ଲଗେ ଆଇଲିନି, ମୁଇ ଏ ଦୁନିଆଇ ରଇନାଇ । ମାତର୍ ଏମନ୍ ରଇଲାଇନି । ସୁକଲ୍ ରଇବା ବାବା! ତମେ ଜନ୍ ଲକ୍ମନ୍କେ ମକେ ସର୍ପି ଦେଇଆଚୁସ୍, ତମେ ଦେଇରଇବା ନାଉଁର୍ ବପୁର୍ ଲାଗି ସେମନ୍କେ ରକିଆ କରା । ଜେନ୍ତାରି ତମେ ଆରି ମୁଇ ଗଟେକ୍ । ସେନ୍ତାରିସେ ସେମନ୍ ଗଟେକ୍ ଅଇରଇବାକେ ସାଇଜ କରା ।
12 While I was with them in the world, I kept them in thy name which thou gavest me, and I have kept them, and not one of them is lost, but the son of perdition; that the scripture might be fulfilled.
୧୨ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
13 And now come I to thee; and these things I speak in the world, that they might have my joy fulfilled in themselves.
୧୩ଏବେ ମୁଇ ତମର୍ ଲଗେ ଆଇଲିନି । ଏ ଦୁନିଆଇ ରଇଲା ବେଲେ ସେମନ୍କେ, ସେମନର୍ ମନେ ରଇବା ମର୍ ସାର୍ଦା ପୁରାପୁରୁନ୍ ଅଇବାକେ, ଏ ବିସଇ କଇରଇଲି ।
14 I have given them thy word; and the world hath hated them, because they are not of the world, even as I am not of the world.
୧୪ମୁଇ ସେମନ୍କେ ତମର୍ ବାକିଅ ସୁନାଇଆଚି । ତେବର୍ପାଇ ଏ ଦୁନିଆ ସେମନ୍କେ ଗିନ୍ କଲାନି । କାଇକେ ବଇଲେ ମୁଇ ଜେନ୍ତି ଏ ଦୁନିଆଇ ଅନି ଜାତ୍ ଅଇଲାଟା ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
15 I pray not that thou shouldest take them out of the world, but that thou shouldest keep them from the evil.
୧୫ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
16 They are not of the world, even as I am not of the world.
୧୬ମୁଇ ଜେନ୍ତିକି ଏ ଦୁନିଆର୍ ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
17 Sanctify them through thy truth: thy word is truth.
୧୭ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ ।
18 As thou hast sent me into the world, even so have I also sent them into the world.
୧୮ତମେ ମକେ ଜେନ୍ତି ଏ ଦୁନିଆଇ ପାଟାଇ ଆଚାସ୍, ସେନ୍ତାରି ମୁଇ ମିସା ସେମନ୍କେ ଏ ଦୁନିଆଇ ପାଟାଇଲିନି ।
19 And for their sakes I sanctify myself, that they also might be sanctified through the truth.
୧୯ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
20 Neither pray I for these alone, but for them also which shall believe on me through their word;
୨୦“ମୁଇ ଅବ୍କା ଏ ସିସ୍ମନର୍ ଲାଗିସେ ପାର୍ତନା କରିନାଇ, ମାତର୍ ଏ ଲକ୍ମନ୍ ଜାନାଇବା କାତାଇଅନି ଜନ୍ ଲକ୍ମନ୍ ମକେ ବିସ୍ବାସ୍ କର୍ବାଇ, ସେ ଲକ୍ମନର୍ ପାଇ ମିସା ପାର୍ତନା କଲିନି ।
21 That they all may be one; as thou, Father, art in me, and I in thee, that they also may be one in us: that the world may believe that thou hast sent me.
୨୧ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।
22 And the glory which thou gavest me I have given them; that they may be one, even as we are one:
୨୨ଜେନ୍ତି ତମର୍ ଡାକ୍ପୁଟା ମକେ ଦେଇଆଚାସ୍, ସେନ୍ତି ସେଟା ମୁଇ ସେମନ୍କେ ଦେଇଆଚି । ତେବେ ଆମେ ଗଟେକ୍ ଅଇରଇଲାପାରା, ସେମନ୍ମିସା ସେମନର୍ ବିତ୍ରେ ଗଟେକ୍ ଅଇରଇବାଇ ।
23 I in them, and thou in me, that they may be made perfect in one; and that the world may know that thou hast sent me, and hast loved them, as thou hast loved me.
୨୩ତମେ ଜେନ୍ତି ମର୍ଟାନେ ଆଚାସ୍, ସେନ୍ତି ମୁଇ ମିସା ତାକର୍ ଟାନେ ରଇବି । ସେନ୍ତି ରଇଲେ ଆକା ସେମନ୍ ପୁରାପୁରୁନ୍ ଗଟେକ୍ ଅଇ ରଇବାଇ । ଏନ୍ତି ଅଇଲେ ଦୁନିଆ ଜାନ୍ସି ଜେ, ତମେ ମକେ ପାଟାଇ ଆଚାସ୍, ଆରି ମକେ ଜେନ୍ତି ଆଲାଦ୍ କଲାସ୍ନି, ସେମନ୍କେ ମିସା ସେନ୍ତିସେ ଆଲାଦ୍ କଲାସ୍ନି ।”
24 Father, I will that they also, whom thou hast given me, be with me where I am; that they may behold my glory, which thou hast given me: for thou lovedst me before the foundation of the world.
୨୪ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
25 O righteous Father, the world hath not known thee: but I have known thee, and these have known that thou hast sent me.
୨୫ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ ।
26 And I have declared unto them thy name, and will declare it: that the love wherewith thou hast loved me may be in them, and I in them.
୨୬ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।