< 1 Corinthians 1 >
1 Paul, a called apostle of Jesus Christ, through the will of God, and Sosthenes the brother,
୧ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
2 to the Assembly of God that is in Corinth, to those sanctified in Christ Jesus, called holy ones, with all those calling on the Name of our Lord Jesus Christ in every place—both theirs and ours:
୨କରନ୍ତିୟ ନଅରେ ରଇବା ପର୍ମେସରର୍ ମଣ୍ଡ୍ଲିର୍ ଲକ୍ମନ୍କେ ଲେକ୍ଲୁନି । ପର୍ମେସର୍ ତମ୍କେ ଜିସୁକିରିସ୍ଟ ସଙ୍ଗ୍ ମିସାଇ, ତାର୍ ନିଜର୍ ଲକ୍ କଲାଆଚେ । ଆରି ମାପ୍ରୁ ଜିସୁକିରିସ୍ଟକେ ଉପାସନା କର୍ବା, ସବୁ ଜାଗାଇ ରଇବା ଲକର୍ ସଙ୍ଗ୍ ତମ୍କେ ସୁକଲ୍ ଅଇବାକେ ବାଚିଆଚେ । ସେ ଆମର୍ ମାପ୍ରୁ ଆରି ତାକର୍ ମିସା ।
3 Grace to you and peace from God our Father and the Lord Jesus Christ!
୩ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
4 I give thanks to my God always concerning you for the grace of God that was given to you in Christ Jesus,
୪କିରିସ୍ଟ ଜିସୁର୍ଟାନେ ପର୍ମେସରର୍ ଜେନ୍ତି ଜିବନ୍ ଦୁକାଇରଇଲା, ସେ ଜିବନ୍ ଦୁକାନିର୍ ଲାଗି, ମୁଇ ସବୁବେଲେ ତମର୍ ବିସଇନେଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
5 that in everything you were enriched in Him, in all discourse and all knowledge,
୫କାଇକେବଇଲେ ତମେ କିରିସ୍ଟ ସଙ୍ଗ୍ ମିସିକରି ଆଚାସ୍ ବଲି ପର୍ମେସର୍ ତମ୍କେ ଲଡାକେ ଅଇବା ସବୁ ବିସଇ, ତମର୍ କାତା ଅଇବା ବପୁ ଆରି ସବୁ ରକାମର୍ ଗିଆନ୍ ଦେଇଆଚେ ।
6 according as the testimony of the Christ was confirmed in you,
୬କିରିସ୍ଟର୍ ବିସଇନେଇ ତମ୍କେ ଜନ୍ କବର୍ କଇରଇଲୁ, ସେଟା ଟିକ୍ ଆକା ବଲି ଜାନା ପଡ୍ଲାନି ।
7 so that you are not behind in any gift, waiting for the revelation of our Lord Jesus Christ,
୭ତେବେ ତମେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଏ ଜଗତେ ବାଉଡି ଆଇବାଟା ଜାଗିରଇବାକେ ସବୁ ରକାମର୍ ଆତ୍ମାର୍ ଦାନ୍ ମିଲାଇ ଆଚାସ୍ ।
8 who also will confirm you to the end—unblamable in the day of our Lord Jesus Christ;
୮ଜେନ୍ତିକି ଆମର୍ ମାପ୍ରୁ ଜିସୁ ଆଇବା ଦିନେ ତମ୍କେ କାଇ ମିସା ନିନ୍ଦା ନ ଅ । ଏଟାର୍ପାଇ ମାପ୍ରୁ ତମ୍କେ ସାରାସାରି ଜାକ ମିସା ତବିର୍ କରି ସଙ୍ଗଇସି ।
9 faithful [is] God, through whom you were called into the fellowship of His Son Jesus Christ our Lord.
୯ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
10 And I call on you, brothers, through the Name of our Lord Jesus Christ, that the same thing you may all say, and there may not be divisions among you, and you may be perfected in the same mind, and in the same judgment,
୧୦ଏ ମର୍ ବାଇବଇନିମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ମୁଇ ତମ୍କେ ବାବୁଜିଆ କଲିନି, ଜେନ୍ତିକି ତମେ ସବୁଲକ୍ ଗଟେକ୍ କାତାଇ ରାଜି ଉଆ, ଆରି ତମର୍ ତମର୍ ବିତ୍ରେ ବେଗ୍ଲା ବେଗ୍ଲି ଉଆନାଇ । ମାତର୍ ତମେ ଗଟେକ୍ ଦଲ୍, ଗଟେକ୍ ମନ୍ ଆରି ଗଟେକ୍ କାତାଇ ରାଜି ଉଆ ।
11 for it was signified to me concerning you, my brothers, by those of Chloe, that contentions are among you;
୧୧ତମର୍ ତମର୍ ବିତ୍ରେ ଲାଗାଜଡା ଆଚେ ବଲି ମୁଇ କିଲିୟର୍ କୁଟୁମେ ଅନି ସୁନିଆଚି ।
12 and I say this, that each one of you says, “I, indeed, am of Paul,” and “I of Apollos,” and “I of Cephas,” and “I of Christ.”
୧୨ମୁଇ ବାବ୍ଲିନି, ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଜିବାଲକ୍, କେତେଲକ୍ ଆପଲର୍ ବାଟେ ଜିବାଲକ୍, କେତେଲକ୍ କେପାର୍ ବାଟେ ଜିବା ଲକ୍, ଆରି କେତେଲକ୍ ଆମେ କିରିସ୍ଟର୍ ବାଟେ ଜିବା ଲକ୍ ।
13 Has the Christ been divided? Was Paul crucified for you? Or were you immersed into the name of Paul?
୧୩କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍?
14 I give thanks to God that I immersed no one of you, except Crispus and Gaius—
୧୪ସେଟାର୍ପାଇ କିରିସ୍ପ ଆରି ଗାଅକେ ଚାଡ୍ଲେ ତମର୍ ବିତ୍ରେ ଆରି କାକେ ମିସା ଡୁବନ୍ ଦେଇ ନାଇ ବଲି ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
15 that no one may say that to my own name I immersed;
୧୫ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ ।
16 and I also immersed Stephanas’ household—further, I have not known if I immersed any other.
୧୬ଉଁ ତିପାନ୍କେ ଆରି ତାର୍ କୁଟୁମର୍ ଲକ୍କେ ମିସା ଡୁବନ୍ ଦେଇରଇଲି । ଆରି କାକେ ଡୁବନ୍ ଦେଲିଆଚି କି ନାଇ ବଲି ମକେ ଏତ୍ ଆସେ ନାଇ ।
17 For Christ did not send me to immerse, but to proclaim good news, not in wisdom of discourse, that the Cross of the Christ may not be made of no effect;
୧୭କାଇକେବଇଲେ କିରିସ୍ଟ ମକେ ଡୁବନ୍ ଦେବାକେ ପାଟାଏ ନାଇ, ନିମାନ୍ କବର୍ ଜାନାଇବାକେ ପାଟାଇଲା ଆଚେ । ଜଦି ଲକ୍ମନର୍ ଗିଆନ୍ ଇସାବେ ସେଟା ମୁଇ କର୍ତି, ସେନ୍ତାର୍ ଆଲେ କିରିସ୍ଟର୍ କୁର୍ସର୍ କବରର୍ ବପୁ ଉନା ଅଇତା ।
18 for the word of the Cross to those indeed perishing is foolishness, and to us—those being saved—it is the power of God,
୧୮କୁରୁପ୍ନାସ୍ ଅଇଜାଇତେରଇବା ଲକ୍ମନର୍ପାଇ, କୁରୁସେ ଅଇଲା କିରିସ୍ଟର୍ ମରନର୍ କାତା, କାଇ ମୁଲିଅ ନାଇ । ମାତର୍, ଆମର୍ପାଇ ସେଟା ପର୍ମେସରର୍ ବପୁ । ଆମେ ମୁକ୍ତି ପାଇତେରଇବା ଲକ୍ମନ୍ ।
19 for it has been written: “I will destroy the wisdom of the wise, and the intelligence of the intelligent I will bring to nothing”;
୧୯ତେବେ ଦରମ୍ ସାସ୍ତରେ ଏନ୍ତି ଲେକାଆଚେ, ମୁଇ ଗିଆନ୍ ରଇବା ଲକ୍ମନର୍ ଗିଆନ୍ ନସାଇବି, ଆରି ବୁଦି ରଇବା ଲକ୍ମନର୍ ବୁଦି କାଇ ଲଡାକେ ନ ଆଇଲା ପାରା କର୍ବି ।
20 where [is] the wise? Where the scribe? Where a disputer of this age? Did God not make foolish the wisdom of this world? (aiōn )
୨୦ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି? (aiōn )
21 For seeing in the wisdom of God the world through the wisdom did not know God, it pleased God through the foolishness of the preaching to save those believing.
୨୧ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
22 Since also Jews ask a sign, and Greeks seek wisdom,
୨୨ଜିଉଦିମନ୍ କାବା ଅଇଜିବା ଚିନ୍ ପାଇ ଦାବି କଲାଇନି । ଗିରିକ୍ମନ୍ ଗିଆନ୍ କଜ୍ଲାଇନି ।
23 also we preach Christ crucified, to Jews, indeed, a stumbling-block, and to Greeks foolishness,
୨୩ମାତର୍ ଆମେ କୁରୁସ୍ ଉପ୍ରେ ଚଗାଇ ଅଇରଇବା କିରିସ୍ଟର୍ ବିସଇ ଜାନାଇଲୁନି । ଏ କାତା ସୁନ୍ଲେ ଜିଉଦିମନ୍ ରିସା ଅଇଗାଲାଇନି ଆରି ଜିଉଦି ନଇଲା ଲକ୍ମନ୍ ସେ କାତାର୍ କାଇ ମୁଲିଅ ନାଇ ବଲି ବାବ୍ଲାଇନି ।
24 and to those called—both Jews and Greeks—Christ the power of God, and the wisdom of God,
୨୪ମାତର୍ ଜିଉଦି ଅଅତ୍, କି ଜିଉଦି ନଇଲା ଲକ୍ ଅଅତ୍, ଜନ୍ ଲକ୍ମନ୍ ବାଚି ଅଇଆଚତ୍, ସେମନର୍ ପାଇ କିରିସ୍ଟ ପର୍ମେସରର୍ ବପୁ ଆରି ପର୍ମେସରର୍ ଗିଆନ୍ ପାରା ଆଚେ ।
25 because the foolishness of God is wiser than men, and the weakness of God is stronger than men;
୨୫ତେବେ ଜନ୍ଟା ପର୍ମେସରର୍ ବକୁଆ ବିସଇ ସେଟା ମୁନୁସର୍ ଗିଆନେ ଅନି ଅଦିକ୍ ଆଚେ, ଆରି ଜନ୍ଟା ପର୍ମେସରର୍ ଦୁର୍ବଲ୍ ବିସଇ, ସେଟା ମୁନୁସର୍ ବପୁଟାନେଅନି ଅଦିକ୍ ବପୁ ।
26 for see your calling, brothers, that not many [are] wise according to the flesh, not many mighty, not many noble;
୨୬ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
27 but God chose the foolish things of the world that He may put the wise to shame; and God chose the weak things of the world that He may put the strong to shame;
୨୭ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
28 and God chose the base things of the world, and the things despised, and the things that are not, that He may make useless the things that are—
୨୮ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ ।
29 that no flesh may glory before Him;
୨୯ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
30 but out of Him you are in Christ Jesus, who became to us from God wisdom, righteousness also, and sanctification, and redemption,
୩୦ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
31 that, according as it has been written: “He who is glorying—let him glory in the LORD.”
୩୧ମାତର୍ ଜେନ୍ତି ଦରମ୍ ସାସ୍ତରେ ଲେକା ଅଇଆଚେ, ଜେ ଜଦି ବଡ୍ପନ୍ ଅଇସି, ତେବେ ସେ ମାପ୍ରୁ କଲା କାମ୍ ତେଇ ବଡ୍ପନ୍ ଅ ।