< 2 Timothy 2 >
1 You, therefore, my child, be strong in the grace that [is] in Christ Jesus,
୧ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
2 and the things that you heard from me through many witnesses, be committing these things to steadfast men, who will also be sufficient to teach others;
୨ଜେତ୍କି ଲକ୍ମନ୍ ବିନ୍ ଲକ୍ମନ୍କେ ସିକାଇବାକେ ଅଦିକାର୍ ପାଇଆଚତ୍, ଏନ୍ତାରି ଲକ୍ମନ୍କେ ସବୁ ବିସଇ ସର୍ପିଦେସ୍ । କେତେକ୍ କେତେକ୍ ସାକିମନର୍ ମୁଆଟେ ତୁଇ ମର୍ଟାନେଅନି ଜନ୍ ସାକି ସୁନିଆଚୁସ୍, ସେନ୍ତାରି ଲକ୍ମନ୍କେ ସେ ସବୁଜାକ ସର୍ପିଦେସ୍ ।
3 you, therefore, suffer evil as a good soldier of Jesus Christ;
୩କିରିସ୍ଟ ଜିସୁର୍ ଗଟେକ୍ ନିକ ସନିଅ ଅଇ, ମର୍ପାରା ଦୁକ୍ କସ୍ଟ ମୁର୍ଚିକରି ରଅ ।
4 no one serving as a soldier entangles himself with the affairs of life, that he may please him who enlisted him;
୪ଗଟେକ୍ ସନିଅର୍ ବିସଇ ବାବିଦେକା । ସଇନ ଜୁଇଦ୍କେ ଜିବାକେ ଜାଗ୍ରତ୍ ଅଇବାବେଲେ, ଏ ଜଗତର୍ ବିସଇ କର୍ବାକେ ମନ୍ ନ ଦେଏ । କାଇକେବଇଲେ, ସେ ତାର୍ ଉପ୍ରର୍ ଅଦିକାରିକେ ସାର୍ଦା କରାଇବାକେ ମନ୍ କର୍ସି ।
5 and if anyone also may strive, he is not crowned, except he may strive lawfully;
୫ସେନ୍ତାରିସେ, ଗଟେକ୍ ପାଲାଇବା ଲକର୍ ବିସଇ ବାବିଦେକ୍ । ଜେ ଆରାଜିତାଟାନେ ପାଲାଇବାକେ ମନ୍ କର୍ସି, ସେ ଜଦି ଆରାଜିତାର୍ ନିୟମ୍ ମାନିକରି ନ ପାଲାଇଲେ, ତାକେ ସେ ଇନାମ୍ ନ ମିଲେ ।
6 it is first necessary [for] the laboring farmer to partake of the fruits;
୬ଗଟେକ୍ ଚାସିର୍ ବିସଇ ବାବିଦେକ୍, ଜନ୍ ଚାସି କସ୍ଟ କରିରଇସି, ସେ ପର୍ତୁମ୍ ପଲ୍ ପାଇବା ଦର୍କାର୍ ।
7 be considering what things I say, for the LORD gives to you understanding in all things.
୭ମୁଇ ଜାଇଟା କଇଲିନି, ସେଟା ବାବିଦେକ୍, ମାପ୍ରୁ ସବୁ ବିସଇଟାନେ ତକେ ଗିଆନ୍ ଦେଇସି ।
8 Remember Jesus Christ, raised out of the dead, of the seed of David, according to my good news,
୮ମୁଇ ଜନ୍ ସୁବ୍କବର୍ ତକେ ଜାନାଇରଇଲି, ତେଇ ଜିସୁକିରିସ୍ଟକେ ଏତାଉଁ । ସେ ଦାଉଦର୍ କୁଟୁମେ ଜନମ୍ ଅଇଲା ଆରି ପର୍ମେସର୍ ତାକେ ମରନେଅନି ଉଟାଇଲା ।
9 in which I suffer evil—to bonds, as an evildoer, but the word of God has not been bound;
୯ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।
10 because of this I endure all things, because of the chosen ones, that they also may obtain salvation that [is] in Christ Jesus, with perpetual glory. (aiōnios )
୧୦ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି । (aiōnios )
11 The word [is] steadfast: For if we died together—we will also live together;
୧୧ଏ ବାକିଅ ସତ୍, ଜଦି ଆମେ ତାର୍ ସଙ୍ଗ୍ ମରିଜାଇଆଚୁ, ସେନ୍ତାର୍ ଆଲେ ଆମେ ତାର୍ସଙ୍ଗ୍ ବଁଚ୍ବୁ ମିସା,
12 if we endure together—we will also reign together; if we deny [Him], He will also deny us;
୧୨ଜଦି ଆମେ ମୁର୍ଚିକରି ରଇବୁ ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ । ଆମେ ଜଦି ତାକେ ନ ନାମୁ, ସେ ଆମ୍କେ ମିସା ନ ନାମେ ।
13 if we are not steadfast, He remains steadfast; He is not able to deny Himself.
୧୩ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା ସେ କାତା ଦେଇରଇବାଟା ସବୁ କରିସାରାଇସି । କାଇକେବଇଲେ ସେ ତାର୍ କାତା ନ ବାଦ୍ଲାଏ ।
14 Remind [them] of these things, testifying fully before the LORD—not to strive about words to nothing profitable, but to the subversion of those hearing;
୧୪ପଦେକ୍ କାତା ନେଇ ଦଦାପେଲା ଅଇତେରଇଲେ, ସେଟା ଚୁଚାଇସେ । ସୁନ୍ବା ଲକ୍ମନ୍କେ ନସ୍ଟକରି ଦେଇସି । ଏନ୍ତାରି କଇ ପର୍ମେସରର୍ ମୁଆଟେ ଲକ୍ମନ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେସ୍ ।
15 be diligent to present yourself approved to God—a workman not ashamed, straightly cutting the word of truth;
୧୫ସତ୍ ବାକିଅ ନିମାନ୍ ସଙ୍ଗ୍ ଜାନା । ଲାଜ୍ ନଇଲା କାମ୍ କର୍ବା ଲକ୍ପାରା ମାପ୍ରୁର୍ ଲଗେ ନିଜ୍କେ ଅଦିକାର୍ ପାଇଲା ଲକ୍ ବଲି ଦେକାଇଅଇବାକେ ଜତନ୍ ଅ ।
16 and stand aloof from the profane vain talkings, for they will advance to more impiety,
୧୬ମାତର୍ ଜନ୍ ଲକ୍ମନ୍ ଆସାର୍ କାତାଇ ଆରି ବକୁଆ କାତାଇ ଦିଆନ୍ ଦେଇତେ ରଇବାଇ, ସେନ୍ତାରି ଲକ୍ମନର୍ ଟାନେଅନି ଦୁରିକେ ର । ଜନ୍ ଲକ୍ମନ୍ ସେନ୍ତାରିଟାନେ ମିସ୍ବାଇ, ସେ ଲକ୍ମନ୍ ପର୍ମେସରର୍ ଟାନେଅନି ଦୁରିକେ ଜିବାଇ ।
17 and their word will have pasture as a gangrene, of whom is Hymenaeus and Philetus,
୧୭ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
18 who swerved concerning the truth, saying the resurrection to have already been, and overthrows the faith of some;
୧୮ସେମନ୍ ମଲାଲକ୍ ଉଟି ସାରିଆଚେ ବଲି କଇକରି ସତ୍କେ ଚାଡିଦେଇଆଚତ୍ । ଏନ୍ତାରି କଇକରି କେତେ କେତେ ଲକର୍ ବିସ୍ବାସ୍ ନସାଇଦେଇ ଆଚତ୍ ।
19 sure, nevertheless, the foundation of God has stood, having this seal: “The LORD has known those who are His,” and, “Let him depart from unrighteousness—everyone who is naming the Name of Christ.”
୧୯ଅଇଲେମିସା ପର୍ମେସର୍ ଜନ୍ କୁନାଦି ବସାଇଆଚେ, ସେଟା ଡାଟ୍ସେ ରଇସି । ସେ କୁନାଦି ଉପ୍ରେ ଏନ୍ତାରି ଲେକା ଅଇଲାଆଚେ, “ମାପ୍ରୁ ତାର୍ ନିଜର୍ ଲକ୍କେ ଜାନେ, ଆରି ଜେତ୍କିଲକ୍ ସବୁ ଆମେ ମାପ୍ରୁର୍ ଲକ୍ ବଲାଇଅଇଲାଇନି, ସେମନ୍ ବୁଲ୍ କାମେ ଅନି ଦୁରିକେ ରଅତ୍ ।”
20 And in a great house there are not only vessels of gold and of silver, but also of wood and of earth, and some to honor, and some to dishonor:
୨୦ଗଟେକ୍ ରାଜାର୍ ଗରେ କେତେ ରକାମର୍ ଗିନାକୁଡ୍କା ରଇସି, କେତେଟା ସୁନା ରୁପା ସଙ୍ଗ୍ ତିଆର୍ ଅଇଲାଟା, କେତେଟା ଗଚ୍ ଆରି ଚିକଟ୍ ମାଟିସଙ୍ଗ୍ ତିଆର୍ ଅଇଲା, କେତେଟା ବିବା ବଜି ବେଲର୍ପାଇ ଆରି କେତେଟା ଦିନ୍କେ ବାଇବାକେ ରଇସି ।
21 if, then, anyone may cleanse himself from these, he will be a vessel to honor, sanctified and profitable to the master—having been prepared to every good work;
୨୧ଜେ ନିଜ୍କେ ସବୁ ରକାମର୍ ପାପେଅନି ଜାଗ୍ରତ୍ କରିରଇସି, ମାପ୍ରୁ ସେମନ୍କେ ନିକ କାମର୍ପାଇ ବାଇସି । କାଇକେବଇଲେ, ସେ ଦେକ୍ବା ଇସାବେ, ସେମନ୍ ନିକ ଲକ୍ ଆରି ସବୁ ରକାମର୍ ଦରମ୍ କାମର୍ପାଇ ନିଜେ ସର୍ପି ଅଇଲାଇ ଆଚତ୍ ।
22 and flee the youthful lusts, and pursue righteousness, faith, love, peace, with those calling on the LORD out of a pure heart;
୨୨ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
23 and be avoiding the foolish and uninstructed questions, having known that they beget strife,
୨୩ଆସାର୍ କାତାଇଅନି, ଚୁଚାଇ ଦଦାପେଲା ଅଇବା କାତାଇଅନି ଦୁରିକେ ର । କାଇକେବଇଲେ, ସେନ୍ତାରି ଟାନେ ମିସ୍ବା ଲକ୍ମନ୍ ସବୁ କିରଜାଟି ଅଇକରି ସାରିଜିବାଇ । ଏଟା ତୁଇ ଜାନିଆଚୁସ୍ ।
24 and a servant of the LORD must not quarrel, but to be gentle to all, apt to teach, patient under evil,
୨୪ମାପ୍ରୁକେ ସେବା କର୍ବା ଏନ୍ତାରି ଗଟେକ୍ ଲକ୍ କିରଜାଟି କର୍ବାର୍ନାଇ । ତାର୍ ବାଦୁଲେ, ସେ ସବୁକେ ସୁଆଲେ ଚଲାଚଲ୍ତି କର୍ବାର୍ । ସେ ନିକସଙ୍ଗ୍ ସିକାଇବାକେ ଜାନ୍ବାର୍ଆଚେ । ଦାପ୍ରେ ରିସା ନ ଅଇକରି ମୁର୍ଚି ରଇବାର୍ ଆଚେ ।
25 instructing those opposing in meekness—if perhaps God may give to them conversion to an acknowledging of the truth,
୨୫ପର୍ମେସର୍ ତାର୍ ମନ୍ ବାଉଡାଇବାକେ ଦେଇସି, ସେଟା ଆସାଅଇ ତାର୍ ବିରଦେ କାତା ଅଇବା ଲକ୍ମନ୍କେ ସେ ଦରମ୍ ସଙ୍ଗ୍ ସୁଆଲ୍ କର୍ବାର୍ ଆଚେ । ସତ୍ ବିସଇ ଜାନ୍ବାକେ ସେମନ୍କେ ସାଇଜ କର ।
26 and they may awake out of the Devil’s snare, having been caught by him at his will.
୨୬ତାର୍ ଚିନ୍ତା କର୍ବାଟାନେ ସେମନ୍ ସତ୍ ବିସଇ ଅଇସି କି ନାଇ ବଲି ନ ବାବିକରି ରଇବାର୍ । ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସଇତାନ୍ ସେମନ୍କେ ବନ୍ଦିକରି ନେଲାଆଚେ । ତାର୍ ପାନ୍ଦେଅନି ସେମନ୍ ରକିଆ ପାଅତ୍ ।