< Matthew 5 >
1 And having seen the multitudes, He went up to the mountain, and He having sat down, His disciples came to Him,
୧ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
2 and having opened His mouth, He was teaching them, saying,
୨ସେବେଲେ ଜିସୁ ସେମନ୍କେ ସିକିଆ ଦେଇ କଇବାର୍ ଦାର୍ଲା ।
3 “Blessed the poor in spirit—because theirs is the kingdom of the heavens.
୩“ଜନ୍ ଲକ୍ମନ୍ ଆତ୍ମାଇ କାକୁର୍ତି ଅଇଆଚତ୍, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।”
4 Blessed the mourning—because they will be comforted.
୪ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।
5 Blessed the meek—because they will inherit the land.
୫ସୁଆଲେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସର୍ ସପତ୍ କରିରଇବା ବିସଇ ମିଲାଇବାଇ ।
6 Blessed those hungering and thirsting for righteousness—because they will be filled.
୬ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କର୍ବାକେ ଆସା କର୍ବାଇ, ତାକର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନ୍କେ ସାର୍ଦା କରାଇସି ।
7 Blessed the kind—because they will find kindness.
୭ବିନ୍ ଲକ୍ମନ୍କେ ଦୟା ଦେକାଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସର୍ ଦୟା କର୍ସି ।
8 Blessed the clean in heart—because they will see God.
୮ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
9 Blessed the peacemakers—because they will be called sons of God.
୯ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
10 Blessed those persecuted for righteousness’ sake—because theirs is the kingdom of the heavens.
୧୦ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
11 Blessed are you whenever they may reproach you, and may persecute, and may say any evil thing against you falsely for My sake—
୧୧“ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା ।
12 rejoice and be glad, because your reward [is] great in the heavens, for thus they persecuted the prophets who were before you.
୧୨ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
13 You are the salt of the earth, but if the salt may lose savor, in what will it be salted? It is good for nothing from now on, except to be cast outside, and to be trodden down by men.
୧୩“ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।”
14 You are the light of the world, a city set on a mountain is not able to be hid;
୧୪ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ ।
15 nor do they light a lamp and put it under the measure, but on the lampstand, and it shines to all those in the house;
୧୫କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି ।
16 so let your light shine before men, that they may see your good works, and may glorify your Father who [is] in the heavens.
୧୬ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
17 Do not suppose that I came to throw down the Law or the Prophets—I did not come to throw down, but to fulfill;
୧୭“ମୁଇ ମିସା, କରିରଇବା ନିୟମ୍ କି ବାବବାଦିମନର୍ ଦରମ୍ ସାସ୍ତର୍ ବୁଡାଇବାକେ ଆସିଆଚି ବଲି ବାବା ନାଇ । ମୁଇ ସେଟା ବୁଡାଇବାକେ ଆସିନାଇ ମାତର୍ ସିଦ୍ କର୍ବାକେ ଆସିଆଚି ।
18 for truly I say to you, until the heaven and the earth may pass away, one iota or one tittle may not pass away from the Law, until all may come to pass.
୧୮ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
19 Therefore whoever may loose one of these commands—the least—and may teach men so, he will be called least in the kingdom of the heavens, but whoever may do and may teach [them], he will be called great in the kingdom of the heavens.
୧୯ତେବର୍ପାଇ ଜେ ମିସା ନିୟମ୍ ତେଇ ରଇବା ସବୁଟାନେଅନି ସାନ୍ ଆଦେସ୍ ନ ମାନେ ଆରି ସେନ୍ତି କର୍ବାକେ ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ସାନ୍ ଲକ୍ ବଲି ଏଜାଇଅଇସି । ମାତର୍ ଜେ ନିୟମର୍ ସବୁ ବିସଇର୍ ସାନ୍ ଆଦେସ୍ ମାନ୍ସି ଆରି ସେଟା ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ବଡ୍ ଲକ୍ ବଲି ଏଜାଇଅଇସି ।
20 For I say to you that if your righteousness may not abound above that of the scribes and Pharisees, you may not enter into the kingdom of the heavens.
୨୦କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
21 You heard that it was said to the ancients: You will not murder, and whoever may murder will be in danger of the judgment;
୨୧“ତମେ ସୁନି ଆଚାସ୍ ଜେ, ପୁର୍ବେଅନି ଲକ୍ମନ୍କେ କୁଆଅଇଲା ଆଚେ, ଲକ୍କେ ମରାଇବାର୍ ନାଇ । ଆରି ଜେ ମରାଇସି ବଇଲେ ସେ ବିଚାର୍ କରାଇଅଇସି ।
22 but I say to you that everyone who is angry at his brother without cause will be in danger of the judgment, and whoever may say to his brother, Stupid, will be in danger of the Sanhedrin, and whoever may say, Moron, will be in danger of the Gehenna of fire. (Geenna )
୨୨ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ । (Geenna )
23 If, therefore, you may bring your gift to the altar, and there may remember that your brother has anything against you,
୨୩ସେଟାର୍ପାଇ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍,
24 leave there your gift before the altar, and go—first be reconciled to your brother, and then having come, bring your gift.
୨୪ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।”
25 Be agreeing with your opponent quickly, while you are in the way with him, that the opponent may not deliver you to the judge, and the judge may deliver you to the officer, and you may be cast into prison;
୨୫ଜଦି କେ ତମର୍ ବିରଦେ ତମ୍କେ ବିଚାର୍ କର୍ବା ଜାଗାଇ ଜିବାକେ ବାଦିଅ କର୍ସି ବଇଲେ, ବିଚାର୍ ଜାଗାଇ ଜିବା ଆଗ୍ତୁ, ବେଲ୍ ରଇତେସେ ତାର୍ ସଙ୍ଗ୍ ରାଜି ଅ । ନଇଲେ ବିଚାର୍ କର୍ବା ଜାଗାଇ କେଟିଗାଲେ, ସେ ତମ୍କେ ବିଚାର୍କରୁକେ ସର୍ପି ଦେଇସି ଆରି ଅଇପାରେ ବିଚାର୍ କରୁ ତମ୍କେ ବନ୍ଦି ଗରେ ନେବାକେ ଜମାନ୍କେ ସର୍ପି ଦେଇସି ।
26 truly I say to you, you may not come forth from there until you may pay the last penny.
୨୬ମୁଇ ତମ୍କେ ସତ୍ କଇଲିନି, ତମର୍ ଉପ୍ରେ ଟିକ୍ ଅଇଲା ଜରିମନାର୍ ସାରାସାରି ଅଣା ମିସା ନ ଦେବା ଜାକ, ତେଇଅନି କୁଲାସ୍ ନ ଉଆସ୍ ।
27 You heard that it was said to the ancients: You will not commit adultery;
୨୭“ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ ।
28 but I say to you that everyone who is looking on a woman to desire her, already committed adultery with her in his heart.
୨୮ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ ।
29 But if your right eye causes you to stumble, pluck it out and cast from you, for it is good to you that one of your members may perish, and not your whole body be cast into Gehenna. (Geenna )
୨୯ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ । (Geenna )
30 And if your right hand causes you to stumble, cut it off, and cast from you, for it is good to you that one of your members may perish, and not your whole body be cast into Gehenna. (Geenna )
୩୦ଜଦି ତମର୍ ଉଜା ଆତ୍ ତମ୍କେ ପାପ୍ କାମ୍ କରାଇଲାନି ବଇଲେ, ସେଟା କାଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆତ୍ ନସ୍ଟ ଅଇବାଟା ନିକ ।” (Geenna )
31 And it was said that, Whoever may put away his wife, let him give to her a writing of divorce;
୩୧“ଜଦି କେ ମିସା ନିଜର୍ ମାଇଜିକେ ଚାଡିଦେବାକେ ମନ୍ କଲାନି, ସେ ତାକେ ରାଜିନାମା ପତର୍ ଲେକି ଚାଡିଦେଅ । ଏ ସିକିଆ ତମେ ଆଗ୍ତୁ ପାଇଆଚାସ୍ ।
32 but I say to you that whoever may put away his wife, except for the matter of whoredom, makes her to commit adultery; and whoever may marry her who has been put away commits adultery.
୩୨ମାତର୍ ମୁଇ କଇଲିନି, ଜେକି ନିଜର୍ ମାଇଜିକେ ବେସିଆ କାମ୍ ଚାଡି ଅଲ୍ଗା ଦସ୍ ଦାରି ଚାଡ୍ସି, ସେ ତାକେ ପାଦ୍ରି କରାଇବା ଅପରାଦେ ଦସିଅଇସି, ଆରି ଜେକି ଚାଡ୍ଲା ମାଇଜିକେ ବିବା ଅଇସି, ସେ ପାଦ୍ରା ଅଇସି ।”
33 Again, you heard that it was said to the ancients: You will not swear falsely, but you will pay to the LORD your oaths;
୩୩“ତମେ ପୁରୁବ୍ କାଲେଅନି ଏ ସିକିଆ ସୁନି ଆଇଲାସ୍ନି, ପର୍ମାନ୍ ବାଙ୍ଗା ନାଇ । ପର୍ମେସରର୍ ମୁଆଟେ ଜନ୍ ପର୍ମାନ୍ କରିଆଚାସ୍ ସେଟା ପୁରାପୁରୁନ୍ କରା ।
34 but I say to you not to swear at all; neither by Heaven, because it is the throne of God,
୩୪ମାତର୍ ମୁଇ ତମ୍କେ କଇଲିନି ସପତ୍ କର୍ବା ବେଲେ ପର୍ମାନ୍ ନିୟମ୍ ପାକାଆ ନାଇ । ସରଗ୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ ସେଟା ପର୍ମେସରର୍ ବସ୍ବା ଜାଗା ।
35 nor by the earth, because it is His footstool, nor by Jerusalem, because it is [the] city of [the] great King,
୩୫ଦର୍ତନିର୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ, ସେଟା ପର୍ମେସରର୍ ପାଦ୍ ସଙ୍ଗଇବା ଜାଗା । ଜିରୁସାଲାମ୍ ଗଡର୍ ନାଉଁ ଦାରି ମିସା ରାନ୍ ପାକାଇବାଟା ଟିକ୍ ନାଇ, କାଇକେବଇଲେ ସେଟା ରାଜାମନର୍ ରାଜା ରଇବା ଜାଗା ।
36 nor may you swear by your head, because you are not able to make one hair white or black;
୩୬ଆରି ନିଜର୍ ମୁଣ୍ଡ୍ ଚିଇ କରି ପର୍ମାନ୍ କରାନାଇ, କାଇକେବଇଲେ ତମେ, ତେଇର୍ ଗଟେକ୍ ଚେଣ୍ଡି ଦବ୍ଲା କି କାଲିଆ କରିନାପାରାସ୍ ।
37 but let your word be, Yes, Yes, No, No, and that which is more than these is of the evil [one].
୩୭ମାତର୍ ତମେ ପର୍ମାନ୍ ନିୟମ୍ ନ କରି, ତର୍ ଉଁ କାତା ଉଁ ଅ, ନାଇ କାତା ନାଇ ଅ, ଇତିଅନି ଆରି ଅଦିକ୍ କାତା କଇ ପର୍ମାନ୍ କର୍ବାଟା ସଇତାନର୍ଟାନେଅନି ଆଇଲାଟା ।”
38 You heard that it was said: Eye for eye, and tooth for tooth;
୩୮“ଏ କାତା ତମେ ସୁନିଆଚାସ୍, ଆଁକିର୍ ବାଦୁଲେ ଆଁକି ଆରି ଦାଁତର୍ ବାଦୁଲେ ଦାଁତ୍,
39 but I say to you not to resist the evil, but whoever will slap you on your right cheek, turn to him also the other;
୩୯ମାତର୍ ମୁଇ ତମ୍କେ କଇଲିନି, ତମର୍ ବିରଦେ କେ ଅନିଆଇ କାମ୍ କଲେ, ତାକେ ସୁଜାଇବାକେ ଚେସ୍ଟା କରା ନାଇ, ଜେ ତମର୍ ଉଜା ଗାଲେ ଚାପଡ୍ ମାର୍ସି, ତାକେ ଆରି ଗଟେକ୍ ଚାପ୍ଡା ମାର୍ବାକେ ଡେବ୍ରି ଗାଲ୍ ମିସା ଦେକାଇ ଦିଆସ୍ ।
40 and whoever is willing to take you to law, and to take your coat—also permit to him the cloak.
୪୦କେ ଜଦି ତମର୍ସଙ୍ଗ୍ ବିରଦ୍ କରି ବିଚାର୍ ଲଗେ ଦାବିକରି ତମର୍ କାମିଜ୍ ନେବାକେ ମନ୍ କର୍ସି, ତାକେ ଚାଦର୍ ମିସା ଦେଇ ପାକାଆ ।
41 And whoever will impress you one mile, go with him two;
୪୧ସନିଅମନର୍ ବିତ୍ରେ ଅନି, କେ ମିସା ତମ୍କେ ତାର୍ ବଜ୍ ବୁଆଇ କରି ଗଟେକ୍ କିଲମିଟର୍ ଜୁ ଆକା ବଇଲେ, ତମେ ତାର୍ ସଙ୍ଗ୍ ଦୁଇ କିଲମିଟର୍ ଜା ।
42 to him who is asking of you be giving, and him who is willing to borrow from you, you may not turn away.
୪୨କେ ଜଦି ତମ୍କେ କାଇଆଲେ ଜିନିସ୍ ମାଙ୍ଗ୍ସି ବଇଲେ, ମନା ନ କରି ତାକେ ଦିଆସ୍ । କେ ମିସା କାଇଆଲେ ଉଦାର୍ ମାଙ୍ଗ୍ଲେ ତାକେ ଦିଆସ୍ ।”
43 You heard that it was said: You will love your neighbor, and will hate your enemy;
୪୩“ମଇତର୍କେ ଆଲାଦ୍ କରା ଆରି ତମର୍ ସତ୍ରୁକେ ଗିନ୍ କରା । ଏ ସିକିଆ ତମେ ପୁର୍ବେଅନି ସୁନି ଆଚାସ୍ ।
44 but I say to you, love your enemies, bless those cursing you, do good to those hating you, and pray for those accusing you falsely, and persecuting you,
୪୪ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
45 that you may be sons of your Father in the heavens, because He causes His sun to rise on evil and good, and He sends rain on righteous and unrighteous.
୪୫ଏଟା କଲେ ସରଗର୍ ପର୍ମେସରର୍ ପିଲା ବଲି ଚିନାପଡ୍ସା । କାଇକେ ବଇଲେ ପର୍ମେସର ବଲ୍ କାରାପ୍ ଦୁଇ ଲକର୍ ପାଇ ମିସା ବେଲର୍ ଉଜଲ୍ ଦେଲାନି, ଆରି ଦରମ୍ ରଇବା, ଦରମ୍ ନ ରଇବା ସବୁର୍ ଉପ୍ରେ ବର୍ସା ମାରାଇଲାନି ।
46 For if you may love those loving you, what reward do you have? Do the tax collectors not also do the same?
୪୬ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
47 And if you may greet your brothers only, what do you do abundant? Do the nations not also do so?
୪୭ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
48 You will therefore be perfect, as your Father who [is] in the heavens is perfect.”
୪୮ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”