< Acts 20 >
1 After the uproar had ceased, Paul sent for the disciples and, after encouraging them, took leave of them, and departed to go into Macedonia.
୧ଗଣ୍ଡ୍ଗଲ୍ ବନ୍ଦ୍ ଅଇଲା ପଚେ, ପାଉଲ୍ ବିସ୍ବାସିମନ୍କେ ଗଟେକ୍ତେଇ ରୁଣ୍ଡାଇ ସାର୍ଦାର୍ କାତା ସୁନାଇଲା । ସେମନ୍କେ ଜିବିବେ ବଲି କଇ, ତେଇଅନି ବାରଇ ମାକେଦନିଆଇ ଗାଲା ।
2 When he had gone through those parts, and had encouraged them with many words, he came into Greece.
୨ତେଇର୍ ସବୁ ଜାଗାଇ ଗାଲା, ଆରି ବେସି ଲକ୍ମନ୍କେ ଉପ୍ଦେସ୍ ଦେଇ, ସାର୍ଦା କରାଇଲା, ତାର୍ପଚେ ସେ ଗିରିସେ ଗାଲା ।
3 When he had spent three months there, and a plot was made against him by Jews as he was about to set sail for Syria, he determined to return through Macedonia.
୩ତେଇ ସେ ତିନ୍ ମାସ୍ ରଇଲା, ଆରି ସିରିଆଇ ଜିବାକେ ତିଆର୍ ଅଇଲାବେଲେ, ଜିଉଦିମନ୍ ତାକର୍ ବିରଦେ କୁଟ୍ପାଁଚ୍ଲାଇନି ବଲି କବର୍ ପାଇ ମାକିଦନିଆବାଟେ ବାଉଡି ଜିବାକେ ଟିକ୍ କଲା ।
4 He was accompanied by Sopater son of Pyrrhus of Beroea; Aristarchus and Secundus of the Thessalonians; Gaius of Derbe; Timothy; and Tychicus and Trophimus of Asia.
୪ବେରିଆତେଇ ରଇବା ପୁରର୍ ପଅ ସପାତର୍, ତେସ୍ଲନିକିୟ ଆରିସ୍ତାକସ୍ ଆରି ସେକୁଦ୍, ଦର୍ବିର୍ ଗାୟ, ଏସିଆ ଦେସର୍ ତୁକିକ୍, ତର୍ପିମ୍ ଆରି ତିମତି ।
5 But these had gone ahead, and were waiting for us at Troas.
୫ସେମନ୍ ଆଗ୍ତୁ ଜାଇ ତରିୟାଇ ଆମ୍କେ ଜାଗି ରଇଲାଇ ।
6 We sailed away from Philipus after the days of Unleavened Bread, and came to them at Troas in five days, where we stayed seven days.
୬କମିର୍ ନ ପାକାଇ ରୁଟି କାଇବା ପରବର୍ ପଚେ, ଆମେ ପିଲିପେଅନି ପାନିଜାଜେ ଜାଇ ପାଁଚ୍ ଦିନ୍ ପଚେ ତରୟାଇ ସେମନର୍ ସଙ୍ଗ୍ ମିସ୍ଲୁ ଆରି ତେଇ ଗଟେକ୍ ଆଟ୍ ଜାକ ରଇଲୁ ।
7 On the first day of the week, when we were gathered together to break bread, Paul talked with them, intending to depart on the next day, and continued his speech until midnight.
୭ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
8 There were many lights in the upper chamber where we were gathered together.
୮ଜନ୍ ଉପର୍ ତାଲାର୍ ବାକ୍ରାଇ ଆମେ ସବା କର୍ତେ ରଇଲୁ, ତେଇ ବେସି ବତିମନ୍ ଲାଗିରଇଲା ।
9 A certain young man named Eutychus sat in the window, weighed down with deep sleep. As Paul spoke still longer, being weighed down by his sleep, he fell down from the third story, and was taken up dead.
୯ତେଇ ଇଉଟିକସ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା କିଡ୍କି ଲଗେ ବସି ରଇଲା । ପାଉଲ୍ କାତା କଇବା ବେଲାଇ, ତାକେ ଗୁନ୍ ଡାବି ଆଇଲା, ସେ ଗୁନର୍ ଲାଡେ, ତିନ୍ତାଲାର୍ ଗର୍ ଉପ୍ରେଅନି ତଲେ ଅଦ୍ରିଦେଲା । ସେମନ୍ ତାକେ ଉଟାଇବା ବେଲାଇ, ସେ ମରିଜାଇରଇଲା ।
10 Paul went down, and fell upon him, and embracing him said, "Do not be troubled, for his life is in him."
୧୦ମାତର୍ ପାଉଲ୍ ତଲ୍କେ ଉତ୍ରି ଆସି ତାକେ ପାଟାଲି, ଦାରି କଇଲା, “ଡରା ନାଇ । ତାକେ ଜିବନ୍ ଆଚେ ।”
11 When he had gone up, and had broken bread, and eaten, and had talked with them a long while, even until break of day, he departed.
୧୧ତାର୍ପଚେ ସେ ଉପ୍ରେ ବାଉଡିଜାଇ ରୁଟି ବାଙ୍ଗାଇ କାଇଲା, ଆରି ବେଲ୍ ଉଦ୍ବାଜାକ ସେମନର୍ ସଙ୍ଗ୍ ବେସି କାତାବାର୍ତା ଅଇ ତେଇଅନି ବାରଇଲା ।
12 They brought the boy in alive, and were greatly comforted.
୧୨ଲକ୍ମନ୍ ଦାଙ୍ଗ୍ଡାକେ ଜିବନ୍ ରଇଲାଟା ଦେକି ତାର୍ ଗରେ ଦାରିଗାଲାଇ ଆରି ସାର୍ଦା ଅଇଲାଇ ।
13 But we who went ahead to the ship set sail for Assos, intending to take Paul aboard there, for he had so arranged, intending himself to go by land.
୧୩ଆମେ ଆଗ୍ତୁ ଜାଜେ ଚଗି, ଆସସେ ଜିବାକେ ବାରଇଲୁ । ତେଇଅନି ଆମେ ପାଉଲ୍କେ ଜାଜେ ନେଇଜିବାକେ ଟିକ୍ କରିରଇଲୁ । କାଇକେବଇଲେ ସେ ସମ୍ଦୁର୍ବାଟେ ଜାଇ, ସେ ଜାଗାଇ କେଟ୍ବି ବଲି କଇରଇଲା ।
14 When he met us at Assos, we took him aboard, and came to Mitylene.
୧୪ସେ ଜେଡେବେଲା ଆମ୍କେ ଆସସେ ବେଟ୍ ଅଇଲା, ଆମେ ତାକେ ଜାଜେ ଚଗାଇ ମିତିଲିନି ଜାଗାଇ ଗାଲୁ ।
15 Sailing from there, we came the following day opposite Chios. The next day we landed at Samos, and the day after we came to Miletus.
୧୫ତେଇଅନି ଆରି ଜିବାର୍ଦାରି ତାର୍ ଆର୍କର୍ ଦିନେ କିଅସ୍ ଲଗେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ । ଆରି ଗଟେକ୍ ଦିନ୍ ପଚେ ଆମସେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ ।
16 For Paul had determined to sail past Ephesus, that he might not have to spend time in Asia; for he was hastening, if it were possible for him, to be in Urishlim on the day of Pentecost.
୧୬ଆସିଆ ରାଇଜେ ଆରି ବେସି ଦିନ୍ ନ ରଇକରି, ଏପିସସ୍ କଣ୍ଡିକଣ୍ଡି ଜାଜ୍ ଚାଲାଇବାକେ ପାଉଲ୍ ଟିକ୍ କଲା । ଜଦି ଅଇପାର୍ସି, ପେନ୍ଟିକସ୍ଟ୍ ଦିନେ ଜିରୁସାଲାମ୍ କେଟ୍ବାକେ ସେ ତେରେପେତେ ଅଇତେ ରଇଲା ।
17 From Miletus he sent to Ephesus, and called to himself the elders of the church.
୧୭ପାଉଲ୍ ମିଲିଟସେଅନି ଏପିସି ମଣ୍ଡଲିର୍ ପାର୍ଚିନ୍ ମନ୍କେ ତାର୍ ସଙ୍ଗ୍ ମିସ୍ବାକେ ଡାକାଇଲା ।
18 When they had come to him, he said to them, "You yourselves know, from the first day that I set foot in Asia, how I was with you all the time,
୧୮ସେମନ୍ ଆସି କେଟ୍ଲାକେ ପାଉଲ୍ କଇଲା, “ରମିୟ ରାଇଜର୍ ଆସିଆଇ କେଟ୍ଲା ପର୍ତୁମ୍ ଦିନେଅନି, କେନ୍ତି ତମର୍ ସଙ୍ଗ୍ ବେସି ବେଲା କାଟାଇଲି ଆଚି, ସେଟା ତମେ ଜାନିଆଚାସ୍ ।
19 serving the Lord with all humility, with many tears, and with trials which happened to me by the plots of the Jews;
୧୯ଜିଉଦିମନର୍ କୁଟ୍ ପାଁଚ୍ନାର୍ ଲାଗି, ମକେ ଜନ୍ ଦୁକ୍ କସ୍ଟ ପାଇକରି ମୁରଚ୍ବାକେ ପଡ୍ଲା, ସେ ବିତ୍ରେ ମୁଇ ପରମେସରର୍ ସେବାକାରିଆ ଇସାବେ ଆଁସୁପାନି ଜଡାଇ, ମୁଣ୍ଡ୍ ତଲେକରି, କାମ୍ କଲିଆଚି ।
20 how I did not hold back from declaring to you anything that was profitable, and teaching you publicly and from house to house,
୨୦ତମେ ଜାନିଆଚାସ୍, ଲକ୍ମନର୍ ଲଗେ କବର୍ ଜାନାଇଲାବେଲେ ଆରି ତମର୍ ଗର୍ମନ୍କେ ଉପ୍ଦେସ୍ ଦେଲାବେଲେ, ତମର୍ ଉପ୍କାର୍ ଅଇଲାପାରା କାଇ ବିସଇ ମିସା ଜାନାଇବାକେ ମୁଇ ଦୁଇମନିଆ ଅଇନାଇ ।”
21 testifying both to Jews and to Greeks repentance toward God, and faith toward our Lord Yeshua.
୨୧ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ ।
22 And now, look, compelled by the Rukha, I am going to Urishlim, not knowing what will happen to me there;
୨୨ଏବେ ସୁକଲ୍ଆତ୍ମାର୍ ଚାଲ୍ନାଦେଲା ଆଦେସ୍ ମାନିକରି, ମୁଇ ଜିରୁସାଲମେ ଗାଲିନି । ତେଇ ମକେ କାଇଟା ଅଇସି ନାଜାନି ।
23 except that the Rukha d'Qudsha testifies in every city, saying that bonds and afflictions wait for me.
୨୩ସୁକଲ୍ଆତ୍ମା ମକେ ଜାଗ୍ରତ୍ କରିଦେଇ ଆଚେ ଜେ, ମୁଇ ସବୁ ନଅରେ ବନ୍ଦି ଗରେ ରଇକରି କସ୍ଟ ପାଇବି ।
24 But I make my life an account of nothing precious to myself, so that I may finish my race, and the ministry which I received from the Lord Yeshua, to fully testify to the Good News of the grace of God.
୨୪ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
25 "And now, look, I know that you all, among whom I went about proclaiming the Kingdom, will see my face no more.
୨୫“ପର୍ମେସରର୍ ରାଇଜ୍ ବିସଇ ଜାନାଇବାକେ ମୁଇ ତମର୍ ସବୁ ଲକର୍ ଲଗେ ଜାଇଆଚି । ଏବେ ମୁଇ ଜାନିଆଚି, ତମର୍ ବିତ୍ରେଅନି କେମିସା ମର୍ ମୁଁ କେବେ ଦେକି ନାପାରାସ୍ ।
26 Therefore I testify to you today that I am innocent of everyone's blood,
୨୬ତେବର୍ପାଇ ଆଜି ବେଲା ମିଲ୍ଲା ଆଚେ ବଲି ମୁଇ ଡାଟ୍ ସଙ୍ଗ୍ ତମ୍କେ ଜାନାଇଲିନି । ତମର୍ ବିତ୍ରେଅନି କେ ଜଦି ବାଟ୍ ବାନା ଅଇଗାଲେ, ସେଟାର୍ପାଇ ମୁଇ ଦାଇ ନଇ ।
27 for I did not hold back from declaring to you the whole plan of God.
୨୭କାଇକେବଇଲେ ତମର୍ଟାନେ ପର୍ମେସରର୍ ସବୁଜାକ ଆଦେସ୍ ଜାନାଇବାକେ, ମୁଇ ଦୁଇମନିଆ ଅଇନାଇ ।
28 Watch out for yourselves and to all the flock, in which the Rukha d'Qudsha has made you overseers, to shepherd the church of God which he purchased with his own blood.
୨୮ତେବର୍ପାଇ ତମେ ନିଜର୍ ବିସଇ ଆରି ସୁକଲ୍ଆତ୍ମା ତାର୍ ସତ୍ ଗିଆନେ ଜନ୍ ବିସ୍ବାସି ମାନ୍ଦାକେ ଦେକାରକାପାଇ ଚାଡିଦେଇ ଆଚେ, ସେ ସବୁ ବିସଇଟାନେ ଜାଗ୍ରତ୍ ଉଆ । ମେଣ୍ଡା ଚାରାଉ ଗଉଡ୍ପାରା ପରମେସରର୍ ମଣ୍ଡଲିର୍ ଜତନ୍ ନିଆ । ସେ ମଣ୍ଡଲିକେ ପରମେସର୍ ତାର୍ ନିଜର୍ ବନିଦେଇ ଗେନିଆଚେ ।
29 For I know that after my departure, vicious wolves will enter in among you, not sparing the flock.
୨୯ମୁଇ ଜାନିଆଚି, ମୁଇ ଗାଲାପଚେ ତମର୍ ବିତ୍ରେ ଅପର୍ବଲ୍ ଗଦଡୁର୍କାମନ୍ ଆଇବାଇ ଆରି ମେଣ୍ଡାରାସିକେ ଚିନ୍ ଚତର୍ କରିସେ ଚାଡ୍ବାଇ ।
30 Men will arise from among your own selves, speaking perverse things, to draw away the disciples after them.
୩୦ବେଲା ଆଇସି, ତମର୍ ନିଜର୍ ଦଲର୍ କେତେ ଲକ୍ ବିସ୍ବାସିମନ୍କେ ମିଚ୍ କାତା କଇ ତାକର୍ ବାଟେ ଡାକି ନେବାଇ ।
31 Therefore watch, remembering that for a period of three years I did not cease to admonish everyone night and day with tears.
୩୧ସେ ବେଲେ ତମେ ଜାଗ୍ରତ୍ ଅଇ ରୁଆ । ମୁଇ ତିନ୍ ବରସ୍ ଜାକ ଦିନ୍ ରାତି ଆଁସୁପାନି ଜରାଇ, ତମ୍କେ ଗଟେକ୍ ଗଟେକ୍ କରି, ସବୁ ଲକ୍କେ ସିକାଇ ଆଚି, ଏ କାତା ଏତାଇରୁଆ ।”
32 Now I entrust you to God, and to the word of his grace, which is able to build up, and to give you the inheritance among all those who are sanctified.
୩୨“ଏବେ ମୁଇ ତମ୍କେ ପରମେସର୍କେ, ଆରି ତାର୍ ଜିବନ୍ ଦୁକାଇବା ବାକିଅଟାନେ ସର୍ପି ଦେଲିନି । ସେ ବାକିଅ ତମ୍କେ ଡାଟ୍ କରାଇସି ଆରି ପରମେସରର୍ ଲକ୍ମନର୍ ପାଇ ଅଇବା ସବୁ ଆସିର୍ବାଦ୍ ତମ୍କେ ଦେଇପାର୍ସି ।
33 I coveted no one's silver, or gold, or clothing.
୩୩ମୁଇ କାର୍ ସୁନା, ରୁପା କି ଲୁଗାପଚିଆ ମିଲାଇବି ବଲି ଆସା କରିନାଇ ।
34 You yourselves know that these hands served my necessities, and those who were with me.
୩୪ମର୍ ଏ ଦୁଇଟା ଆତେ କସ୍ଟ କରି, ମର୍ ପାଇ ଆରି ମର୍ସଙ୍ଗ୍ ରଇବାଲକର୍ ପାଇ, ଦର୍କାର୍ ରଇଲାଟା ପୁରାପୁରୁନ୍ କଲିଆଚି ଏଟା ତମେ ଜାନିଆଚାସ୍ ।
35 In all things I gave you an example, that so laboring you ought to help the weak, and to remember the words of the Lord Yeshua, that he himself said, 'It is more blessed to give than to receive.'"
୩୫ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
36 When he had spoken these things, he knelt down and prayed with them all.
୩୬ଏ ସବୁ କାତା କଇସାରାଇ ପାଉଲ୍ ସେମନର୍ ସଙ୍ଗ୍ ମାଣ୍ଡିକୁଟା ଦେଇ ପାର୍ତନା କଲା ।
37 They all wept a lot, and fell on Paul's neck and kissed him,
୩୭ସବୁ ଲକ୍ କାନ୍ଦି କାନ୍ଦି କରି ପାଉଲ୍କେ ପାଟାଲିକରି ଚୁମ୍ଚାଟ୍ କରି ପାଟାଇଦେଲାଇ ।
38 sorrowing most of all because of the word which he had spoken, that they should see his face no more. And they accompanied him to the ship.
୩୮ପାଉଲ୍ ସେମନ୍କେ “ତମେ ଆରି ମକେ ଦେକିନାପାରାସ୍ ।” ବଲି କଇରଇଲାକେ, ସେମନ୍ ବେସି ମନ୍ଦୁକ୍ ଅଇଜାଇରଇଲାଇ । ଲକ୍ମନ୍ ପାଉଲ୍କେ ପାଟାଇ ଦେବାକେ, ଜାଜେ ନେଇ ଚାଡ୍ଲାଇ ।